ଆମ ଜିଲା ଖବର

ଯୁକ୍ତ ୩ ପ୍ରଥମବର୍ଷ ନାମଲେଖା ଆରମ୍ଭ: ଏହି ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ): ରାଜ୍ୟରେ ମଙ୍ଗଳବାର ଠାରୁ ଯୁକ୍ତ ୩ ପ୍ରଥମ ବର୍ଷ ପ୍ରଥମ ପର୍ଯ୍ୟାୟ ପାଇଁ ନାମ ଲେଖା ଆରମ୍ଭ ହୋଇଛି। ଏନେଇ ସୋମବାର କଟ୍‌ ଅଫ ମାର୍କ ପ୍ରକାଶିତ ସହ ଛାତ୍ରୀଛାତ୍ରଙ୍କ ତାଲିକା ପ୍ରକାଶିତ ହୋଇଛି। ୨୩ ରୁ ୨୫…

ରେଳଧାରଣାରୁ ମିଳିଲା ବିଜେଡି ନେତାଙ୍କ ମୃତଦେହ: ସୁଇସାଇଡ ନୋଟରେ ଲେଖାଅଛି ମୋ ମୃତ୍ୟୁ ପାଇଁ…

ଝାରସୁଗୁଡ଼ା, ୨୩।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରରେ ଏକ ଚାଞ୍ଚଲ୍ୟକର ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଝାରସୁଗୁଡ଼ା ବାର୍‌ ଏସୋସିଏସନର ପୂର୍ବତନ ସଭାପତି ତଥା ସ୍ଥାନୀୟ ଅଞ୍ଚଳର ଜଣେ ବରିଷ୍ଠ ଓ ଲଢୁଆ ବିଜେଡି ନେତା ତ୍ରିନାଥ ଗୁଆଲଙ୍କ ମୃତଦେହ…

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଚାଲିଛି ଚଢାଉ

ସମ୍ବଲପୁର,୨୩।୬(ପ୍ରମୋଦ ବହିଦାର): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭେଲପମେଣ୍ଟ ଅଥରିଟି (ସିଏଡିଏ) ଡିଭିଜନର ନିର୍ବାହୀ ଯନ୍ତ୍ରୀ ଇଂ. ପଦ୍ମଲୋଚନ ନାୟକଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିଜର ବୈଧ ବା କ୍ଷମତା…

ଜିତୁ ମୁଣ୍ଡାଙ୍କୁ ମିଳିଲା ନ୍ୟାୟ: ମଲ୍ଲିପଶି ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ, ନବୀନଙ୍କ ହସ୍ତକ୍ଷେପ ପରେ…

ପାଟଣା,୨୩।୬(ବୀର କିଶୋର ଦାଶ): କେନ୍ଦୁଝରର ଜିତୁ ମୁଣ୍ଡାଙ୍କ କେସ୍‌ରେ ଅବହେଳା ପାଇଁ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ ହୋଇଛନ୍ତି। କେନ୍ଦୁଝର ଜିଲା ମଲ୍ଲୀପଶି ସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାରେ ଜଣେ ମୃତ ଜମାକାରୀଙ୍କ ଜମା ରାଶି ପ୍ରଦାନରେ ହୋଇଥିବା…

ସ୍କୁଲରୁ ଲଗାତର ଚୋରି, ଦୁର୍ବୃତ୍ତମାନଙ୍କୁ ଧରିବାରେ ପୋଲିସ ବିଫଳ

ଅମରପାଲି,୨୩ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ୍‌ ଅନ୍ତର୍ଗତ ବହଳପଦର କ୍ଲଷ୍ଟରର ଭାଲୁଡୁଙ୍ଗୁରୀ ସରକାରୀ ୟୁପି ସ୍କୁଲରେ ବାରମ୍ବାର ଚୋରି ହେଉଥିବାବେଳେ ଏ ପର୍ଯ୍ୟନ୍ତ ଦୁର୍ବୃତ୍ତମାନଙ୍କୁ ଧରିବାରେ ପୋଲିସ ବିଫଳ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ସ୍କୁଲରେ ସିସିଟିଭି…

ଶିକ୍ଷାବିତ୍‌ଙ୍କ ଅକାଳ ବିୟୋଗ: ଚକ୍ଷୁ ଦାନ କରି ସାଜିଲେ ଉଦାହରଣ

ନୂଆପଡ଼ା/ସିନାପାଲି,୨୩ା୬(ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଅଞ୍ଚଳର ଶିକ୍ଷାବିତ୍‌ ଜଗନ୍ନାଥ ନାୟକଙ୍କ ୫୨ ବର୍ଷ ବୟସରେ ରବିବାର ଅକାଳ ବିୟୋଗ ଘଟିଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଚାକିରି କରୁଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରୁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା।…

ଅଟୋ ରାଲି ଶୁଭାରମ୍ଭରେ ତ୍ରିରଙ୍ଗା ଉଡାଇଲେ ବିଧାୟକ, ଭିଡିଓ ଭାଇରାଲ ପରେ…

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅଟୋରିକ୍ସା ମାଲିକ ସଂଘ ରବିବାର ସଂଘର ୨୭ତମ ବାର୍ଷିକ ଉତ୍ସବ ପାଳନ କରିଥିଲା। ଏହି ଅବସରରେ ସକାଳ ପ୍ରାୟ ୮ଟାରେ ବରଗଡ଼ ଲୋକ ମଣ୍ଡପରୁ ଏକ ଅଟୋ ରାଲି ବାହାରିଥିଲା। ବରଗଡ଼ ବିଧାୟକ ଅଶ୍ୱିନୀ କୁମାର…

ବିକ୍ରି ନ ହୋଇ ଖୋଲା ଆକାଶ ତଳେ ପଡିରହିଛି ଧାନ: ମାଡ଼ି ଆସିଲା ବର୍ଷା

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ କରିବା ସମୟ ଆସି ଯାଇଛି। ହେଲେ ଟୋକନ ସମସ୍ୟା ଯୋଗୁ ଏପର୍ଯ୍ୟନ୍ତ ରବିରେ ଅମଳ ଧାନକୁ ଅନେକ ଚାଷୀ ବିକ୍ରି କରି ପାରି ନାହାନ୍ତି। ଅନ୍ୟପଟେ ବର୍ଷା ମାଡ଼ି ଆସିଲାଣି। ଖରିଫ୍‌ ଚାଷକାର୍ଯ୍ୟ ପାଇଁ…

ଦାଦନ ଖଟିବାକୁ ଯାଇଥିଲେ ଗୋଆ, ୪ ମହଲା କୋଠାରୁ ଖସି ପଡ଼ି ଚାଲିଗଲା ଗଣେଶଙ୍କ ଜୀବନ

ମୋହନା, ୨୩।୬( ମନ୍ମଥ ମିଶ୍ର ): ଦାଦନ ଖଟିବାକୁ ଯାଇଥିଲେ ଗୋଆ । ହେଲେ ୪ ମହଲା ଅଟ୍ଟାଳିକାରୁ ତଳକୁ ଖସି ପଡ଼ିବାରୁ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଗୋଆରେ। ପରିବାର ଲୋକଙ୍କ ସୂଚ଼ନା…

ଅବୈଜ୍ଞାନିକ, ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବି : ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲେ…

ବଲାଙ୍ଗୀର ,୨୩।୬ (ସୁନିଲ କୁମାର ମହାନ୍ତି): ଓଡ଼ିଶା ଭଳି ଏକ ଆଦିବାସୀ ଅଧ୍ୟୁଷିତ ରାଜ୍ୟରେ ଉତ୍ତମ ସରକାରୀ ଶିକ୍ଷା ଅତ୍ୟନ୍ତ ଜରୁରୀ ଥିବା ସତ୍ତ୍ୱେ ଗତ ସରକାର ପ୍ରାୟ ସାତ ହଜାରରୁ ଅଧିକ ପ୍ରାଥମିକ ବିଦ୍ୟାଳୟ ବନ୍ଦ କରିଥିଲେ ଏବଂ ବର୍ତ୍ତମାନ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ ମହାପ୍ରଭୁ ଶ୍ରୀ ଶ୍ରୀ ଦଧିବାମନଙ୍କ ମାଉସୀ ମା’ ମନ୍ଦିର କ୍ଷତିଗ୍ରସ୍ତ ହୋଇଛି ।…

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର କରି ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି । ସୂଚନା ମୁତାବକ ଉକ୍ତ ବ୍ଲକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?