ଆମ ଜିଲା ଖବର

ଉଷ୍ମ ଜଳବାୟୁ, ଚିନ୍ତାରେ କୋବିଚାଷୀ

ରସୁଲପୁର,୨୬ା୧୦(ରଞ୍ଜିତ ରାଉତ):ରସୁଲପୁର ବ୍ଲକ ଅଞ୍ଚଳ ଏକ କୃଷି ପ୍ରଧାନ ବ୍ଲକ ଭାବେ ପରିଚିତ। ପରିବା ଚାଷ ପାଇଁ ରାଜ୍ୟରେ ଏହି ଅଞ୍ଚଳର ସ୍ବତନ୍ତ୍ର ପରିଚୟ ରହିଛି। ବାରବାଟୀ ଅଞ୍ଚଳରୁ ଉତ୍ପାଦିତ କୋବି ବ୍ୟବସାୟ ଉଦ୍ଦେଶ୍ୟରେ ରାଜ୍ୟର ବିଭିନ୍ନ ପ୍ରାନ୍ତକୁ ପରିବହନ ହୋଇଥାଏ।…

ମହେଶ୍ୱରପୁର ପଞ୍ଚାୟତରେ ନାନା ସମସ୍ୟା

ବ୍ରହ୍ମବରଦା,୨୬ା୧୦(ଯଯାତି କେଶରୀ ବେହେରା):ରସୁଲପୁର ବ୍ଲକ୍‌ର ମହେଶ୍ୱରପୁର ପଞ୍ଚାୟତରେ ନାନା ସମସ୍ୟା ଲାଗି ରହିଛି। ୧୩ ୱାର୍ଡର ୫ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣଙ୍କୁ ନେଇ ଗଠିତ ଏହି ପଞ୍ଚାୟତ କାର୍ଯ୍ୟାଳୟଟି ୪ ନମ୍ବର ୱାର୍ଡର ମଦରସା ମସଜିଦ ନିକଟରେ ଅବସ୍ଥିତ। ପଞ୍ଚାୟତ କାର୍ଯ୍ୟାଳୟଟି…

ସମବାୟ ସମିତି ସମ୍ପାଦକଙ୍କ ଏକଚାଟିଆ ନୀତି

ପଟ୍ଟାମୁଣ୍ଡାଇ, ୨୬ା୧୦ (କଳ୍ପତରୁ ନାୟକ)ପଟ୍ଟାମୁଣ୍ଡାଇ ଅଞ୍ଚଳର ପ୍ରାୟ ୮୦ ଭାଗ ଲୋକ କୃଷି ଉପରେ ନିର୍ଭର କରି ଚଳନ୍ତି। କୃଷିର ଉନ୍ନତି ହିଁ ଗ୍ରାମାଞ୍ଚଳ ଚାଷୀମାନଙ୍କ ଆର୍ଥତ୍କ ମାନଦଣ୍ଡ ସୁଦୃଢ କରି ପାରିବାକୁ ନେଇ କୃଷି ଉତ୍ପାଦନ ବୃଦ୍ଧି ପାଇଁ ରାଜ୍ୟ…

୩ ଦିନ ପରେ ରିସର୍ଚ୍ଚ ଜାହାଜ ‘ସମୁଦ୍ର କୌସ୍ତୁଭ’ ଉଦ୍ଧାର

ପାରାଦୀପ,୨୬ା୧୦(ଶରତ ରାଉତ)ପାରାଦୀପ ତଟଠାରୁ ୩୫ ନଟିକାଲ ମାଇଲ (୬୩ କିମି) ସମୁଦ୍ରରେ ବିପଦରେ ରହିଥିବା ରିସର୍ଚ୍ଚ ଜାହାଜ ‘ସମୁଦ୍ର କୌସ୍ତୁଭ’ ବୁଧବାର ସାରେ ପାରାଦୀପ ପାଖରେ ପହଞ୍ଚତ୍ଛି। ଯେଉଁ ସ୍ଥାନରେ ସମୁଦ୍ର କୌସ୍ତୁଭ ରହିଛି ତାକୁ ଆଙ୍କରେଜ ଅଞ୍ଚଳ ବୋଲି କୁହାଯାଇଛି।…

ସୋସିଆଲ୍‌ ମିଡିଆରେ ସ୍ବାମୀଙ୍କ ଫଟୋ ଛାଡି ବ୍ଲାକମେଲ କରୁଛନ୍ତି ସ୍ତ୍ରୀ

ବ୍ରହ୍ମପୁର,୨୫ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଦାମ୍ପତ୍ୟ ଜୀବନରେ ଫାଟ ସୃଷ୍ଟି ହେବା ପରେ ସ୍ବାମୀଙ୍କ ପୁରୁଣା ଫଟୋ ସୋସିଆଲ୍‌ ମିଡିଆରେ ଛାଡି ସ୍ତ୍ରୀ ବ୍ଲାକ୍‌ମେଲ କରୁଥିବା ନେଇ ନିମଖଣ୍ଡି ଥାନାରେ ଅଭିଯୋଗ ହୋଇଛି। ଯୁବକ ଜଣଙ୍କ ଏତଲାରେ ଦର୍ଶାଇଛନ୍ତି, ତାଙ୍କ ସହ କେତେଜଣ…

ଧରାପୃଷ୍ଠରୁ ବିଦାୟ ନେଲେ ମା’

କଟକ,୨୫ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ): ବୁଧବାର ଧରାପୃଷ୍ଠରୁ ବିଦାୟ ନେଇଛନ୍ତି ମା’ ଦୁର୍ଗା। ପାରମ୍ପରିକ ବାଦ୍ୟ, ଘଣ୍ଟ, ଘଣ୍ଟା, ଶଙ୍ଖଧ୍ୱନୀରେ ପ୍ରକମ୍ପିତ ହୋଇ ଉଠିଛି କଟକ ସହର। କାଠଯୋଡ଼ି ନଦୀର ଦେବୀଗଡ଼ାରେ ବିସର୍ଜନ ପାଇଁ କୃତ୍ରିମ ପୋଖରୀ ଖୋଳାଯାଇଥିଲା। କେତେକ ସ୍ଥାନରେ ମଙ୍ଗଳବାର ରାତିରୁ…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର, ବିବାହିତ ଯୁବକଙ୍କ ନାଁରେ ଅଭିଯୋଗ ଆଣିଲେ ପରିବାର ଲୋକେ

ବରଗଡ଼,୨୫ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଗ୍ରାମାଞ୍ଚଳ ଥାନା ଅଧୀନ ଏକ ଗ୍ରାମରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ବଳାତ୍କାର ଅଭିଯୁକ୍ତ ଜଣେ ବିବାହିତ ଯୁବକ ଏବଂ ତାଙ୍କ ଏକ ପୁତ୍ର ସନ୍ତାନ ରହିଥିବା ସାଧାରଣରେ ଆଲୋଚିତ ହେଉଛି। ଏନେଇ…

ମେଲାଣି ନେଲେ ମା’

କୋରାପୁଟ,୨୫ା୧୦(ଅମିତାଭ ବେହେରା): ଚଳିତ ବର୍ଷ କୋରାପୁଟ ସହରରେ ମା’ ଦୁର୍ଗାଙ୍କ ଭସାଣି ଯାତ୍ରା ବୁଧବାର ସମ୍ପନ୍ନ ହୋଇଛି। ମଧ୍ୟାହ୍ନରୁ ମା’ଙ୍କର ଭସାଣି ଯାତ୍ରା ଆରମ୍ଭ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୮ଟି ମେଢ଼ ବିସର୍ଜନ ହୋଇଥିବା ଜଣାଯାଇଛି। ଭସାଣି ଯାତ୍ରାରେ ପାରମ୍ପରିକ…

ମାଙ୍କଡ଼ ଆକ୍ରମଣରେ ଦୁଇ ଆହତ

ଘସିପୁରା,୨୫ା୧୦(ନିରଞ୍ଜନ ସାହୁ): ଆନନ୍ଦପୁର ପୌରପରିଷଦ ଶାଳପଡ଼ା ନୂଆ କଲୋନୀରେ ମାଙ୍କଡ଼ ଆକ୍ରମଣରେ ଦୁଇ ଜଣ ଆହତ ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଶାଳପଡ଼ା ନୂଆ କଲୋନୀର ଉପେନ୍ଦ୍ର ଜେନା ଓ ସୁରଭି ଦଳେଇ ମାଙ୍କଡ଼ ଆକ୍ରମଣର ଶିକାର ହୋଇଥିଲେ।…

ନିଖୋଜ ଥିଲେ ବୃଦ୍ଧା, ଆଜି ପୋଖରୀରୁ ମିଳିଲା ମୃତଦେହ

ଘସିପୁରା,୨୫ା୧୦(ନିରଞ୍ଜନ ସାହୁ): ଦୁଇଦିନ ଧରି ନିଖୋଜ ଥିବା ବୃଦ୍ଧା ଆନନ୍ଦପୁର ପୌରପାଳିକା ୧୪ ନଂ ଓ୍ବାର୍ଡର ସରସ୍ବତୀ ସାହୁଙ୍କ ମୃତଦେହ ଗାଁ ପୋଖରୀରୁ ମିଳିଛି। ବୁଧବାର ସକାଳେ ନୂଆଗଡ଼ିଆରେ ଏକ ମୃତଦେହ ଭାସୁଥିବା କିଛି ଲୋକ ଦେଖିବା ପରେ ମୃତଦେହକୁ ପାଣି…

ଟ୍ରେନ୍‌ ଧକ୍କାରେ ଚାଲିଗଲା ମାଈ ହାତୀ ଜୀବନ 

ଯୋଡ଼ା,୨୫।୧୦(ମାନସ ମହାନ୍ତି): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ବାମେବାରୀ ସେକ୍ସନ ଅନ୍ତର୍ଗତ ପଳସା ଗ୍ରାମ ନିକଟ ଟ୍ରେନ୍‌ ଲାଇନ ଉପରେ ବୁଧବାର ଏକ ମାଲବାହୀ ଟ୍ରେନ ଧକ୍କାରେ ଗୋଟିଏ ମାଈ ହାତୀର ମୃତ୍ୟୁ ଘଟିଛି । ମିଳିଥିବା ସୂଚନା ଅନୁଯାୟୀ, ହାତୀପଲ…

କୁନ୍ଦୁଲି ସାପ୍ତାହିକ ହାଟରେ ଡବଲ ମର୍ଡର : ଲାଗିଛି ଚାପା ଉତ୍ତେଜନା

ପଟ୍ଟାଙ୍ଗି,୨୫।୧୦(ଶରତ ଧଳ): ଦୁଇ ଗୋଷ୍ଠୀ ମଧ୍ୟରେ ମର୍ଡର ନେଇ ଚାପା ଉତ୍ତେଜନା ଦେଖାଦେଇଛି। ଏହିପରି ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ହାଟପଦାର ଦୁଇଟି ସ୍ଥାନରେ। ସୂଚନା ମୁତାବକ ଶେମିଳିଗୁଡ଼ା ବ୍ଲକର ହାଟଗୁଡା ପଞ୍ଚାୟତ ଅଧୀନ ଟେମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?