ଆମ ଜିଲା ଖବର

ଚିନାଯୁରୀ ରାଇସ ମିଲ୍‌ରେ କାର୍ଯ୍ୟରତ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ

ଡୁଙ୍ଗୁରିପାଲ,୭।୯ (ଦୀନବନ୍ଧୁ ସୁନା) ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଚିନାଯୁରୀ ଜାତୀୟ ରାଜପଥ ଗ୍ରାମପଞ୍ଚାୟତ ନିକଟରେ ଥିବା ଶିଭମ଼ ପ୍ରେଡି ପ୍ରୋସେସିଙ୍ଗ ରାଇସ ମିଲ ଭିତରେ କାର୍ଯ୍ୟରତ ମେସିନ ଅପରେଟିଂ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଘଟଣାକୁ ନେଇ ଅଞ୍ଚଳରେ ଆଲୋଡନ ସୃଷ୍ଟି…

ବଢୁଛି ଜଙ୍ଗଲୀ ଛତୁର ଆଦର

ଚମ୍ପୁଆ,୭ା୯(ମହେଶ୍ୱର ଦାସ)କେନ୍ଦୁଝର ଜିଲା ଚମ୍ପୁଆ ଅଞ୍ଚଳରେ ଜଙ୍ଗଲୀ ଛତୁର ଆଦର ବଢ଼ିବାରେ ଲାଗିଛି। ଏପରିକି ଗ୍ରାହକମାନଙ୍କର ଛତୁର ଆବଶ୍ୟକତା ଏହି ଜଙ୍ଗଲୀ ଛତୁ ପୂରଣ କରିବା ସହ ଅଳ୍ପ ଅର୍ଥରେ ସୁସ୍ବାଦ ଛତୁ ପାଉଛନ୍ତି। ବର୍ତ୍ତମାନ ବଜାରରେ ଏକ ପ୍ରକାର ବଡ଼…

ରେଲୱେ ସର୍ଭେ ଶେଷ ନେଇ ମିଛ ପ୍ରଚାର

ଦେବଗଡ଼,୭।୯(ଶଶାଙ୍କ ଶେଖର ଝାଙ୍କର)ଝାରସୁଗୁଡ଼ାରୁ କୁଚିଣ୍ଡା ଦେଇ ଦେବଗଡ଼କୁ ରେଳଲାଇନ୍‌ କରିବା ପାଇଁ ସର୍ଭେ ଶେଷ ସମ୍ପର୍କରେ ଦେବଗଡ଼ ଜିଲାରେ ଏକ ମିଛ ପ୍ରଚାର କରାଯାଉଛି। ସୋସିଆଲ ମିଡିଆରେ ମିଛ ପୋଷ୍ଟ କରି ବାଃବାଃ ନେଉଛନ୍ତି ନେତା ଜିଲାର କେତେଜଣ ନେତା। ଘଟଣାରୁ…

ଫେଲ୍‌ ମାରିଛିି ସୁନେତ୍ର ଯୋଜନା

ରାୟଗଡ଼ା,୭।୯(ଭାଗ୍ୟଶ୍ରୀ ମିଶ୍ର )ଚକ୍ଷୁ ପରୀକ୍ଷା ଓ ଆବଶ୍ୟକ ସେବା ଯୋଗାଇଦେବା ପାଇଁ ୨୦୧୯ରୁ ରାୟଗଡ଼ା ଜିଲାରେ ସୁନେତ୍ର ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହି ଯୋଜନା ମାଧ୍ୟମରେ ସହାୟକଙ୍କ ସମେତ ବିଭିନ୍ନ ସ୍ବାସ୍ଥ୍ୟ ବିଭାଗର ଟିମ୍‌ ଗ୍ରାମାଞ୍ଚଳକୁ ଯାଇ ଶିଶୁଙ୍କଠାରୁ ଆରମ୍ଭକରି ବୃଦ୍ଧାବୃଦ୍ଧ…

ପ୍ରଶ୍ନବାଚୀରେ ପାରାଦୀପରୁ କେନ୍ଦୁଝର ମେମୁ ଟ୍ରେନ

କେନ୍ଦ୍ରାପଡ଼ା, ୭ା୯(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲା ମଧ୍ୟଦେଇ ୨୦୨୦ ଜୁଲାଇ୨୪ ଠାରୁ ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି। ଏବେ ଦୈନିକ ୩୦ରୁ ଅଧିକ ମାଲବାହୀ ଟ୍ରେନ ଗଡୁଥିଲେ ମଧ୍ୟ ଏହି ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ଟ୍ରେନ ଅଦ୍ୟାବଧି ଚଳାଚଳ ହୋଇନାହିଁ। ତେବେ…

୫ ବର୍ଷ ହେଲା ବସ୍‌ ଅପେକ୍ଷାରେ ନଗଡ଼ାବାସୀ

ଯାଜପୁର,୭ା୯(ହର୍ଷବର୍ଦ୍ଧନ ବେହେରା)ଶିଶୁ ଅପପୁଷ୍ଟି ପାଇଁ ଚର୍ଚ୍ଚିତ ଯାଜପୁର ଜିଲା ନଗଡ଼ାକୁ ବସ୍‌ ସେବା ପ୍ରତିଶ୍ରୁତି ଫସରଫାଟିଛି। ୨୦୧୭ ଅଗଷ୍ଟ ୧୧ରେ ନଗଡ଼ାବାସୀଙ୍କ ସମେତ ଆଖପାଖ ଜନସାଧାରଣଙ୍କ ପାଇଁ ବସ୍‌ ଚଳାଚଳ ଆରମ୍ଭ ହୋଇଥିଲା। ଦାନଗଦିଠାରେ ବିଧାୟକ ତଥା ବର୍ତ୍ତମାନର ଗ୍ରାମ୍ୟ ଉନ୍ନୟନ…

ଭୁଲ୍‌, ନିଷେଧ ଔଷଧ ସେବନ ଯୋଗୁ ବିପଦ ବଢ଼ୁଛି

ଜଗତ୍‌ସିଂହପୁର, ୭ା୯(ପ୍ରମୋଦ କୁମାର ନାୟକ)ଔଷଧକୁ ଠିକ୍‌ ଭାବେ ବ୍ୟବହାର କରାନ ଗଲେ ବେଳେବେଳେ ଗୁରୁତର ବିପଦ ସୃଷ୍ଟି କରିଥାଏ। ଏନେଇ ସରକାର ଗତବର୍ଷ ବିଶ୍ୱ ରୋଗୀ ସୁରକ୍ଷା ଦିବସରେ ଔଷଧ ସୁରକ୍ଷା ପ୍ରସଙ୍ଗକୁ ବିଷୟବସ୍ତୁ ରଖିଥିଲେ। ବିନା ବିପଦରେ ଔଷଧ (ମେଡିକେସନ୍‌…

ଗ୍ରାହକଙ୍କୁ ମିଳୁନି ଉପଯୁକ୍ତ ସେବା

ପଟ୍ଟାମୁଣ୍ଡାଇ,୭ା୯ (କଳ୍ପତରୁ ନାୟକ)କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଜରିଆ ଉପ ଡାକଘର ସମସ୍ୟା ଘେରରେ ରହିଛି। ଅଧିକାଂଶ ସମୟ ଏହି ଡାକଘର ଅଚଳ ରହୁଛି। ଫଳରେ ଗ୍ରାହକଙ୍କୁ ଉପଯୁକ୍ତ ସେବା ମିଳି ପାରୁନାହିଁ। ଏଠାରେ ଥିବା ପୋଷ୍ଟମାଷ୍ଟର ଗ୍ରାହକଙ୍କୁ ଦୁର୍ବ୍ୟବହାର କରିବା…

ଶ୍ରୀନୀଳମାଧବଙ୍କ ଜନ୍ମାଷ୍ଟମୀ ସ୍ବତନ୍ତ୍ର ପୂଜାର୍ଚ୍ଚନା

ଖଣ୍ଡପଡା,୭ା୯ (ଅଜୟ କୁମାର ମହାରଣା)ଖଣ୍ଡପଡା ବ୍ଲକ ଜଗନ୍ନାଥ ସଂସ୍କୃତିର ଆଦିପୀଠ କଣ୍ଟିଲୋ ନୀଳମାଧବ ପୀଠ ଏବଂ ରାଧାମୋହନ ଜୀଉ ମଠରେ ବୁଧବାର ଜନ୍ମାଷ୍ଟମୀ ଉତ୍ସବ ପାରମ୍ପରିକ ରୀତିରେ ପାଳିତ ହୋଇଯାଇଛି। ଏହି ଅବସରରେ ଶ୍ରୀଜୀଉଙ୍କ ସକାଳ ଧୂପଠାରୁ ସନ୍ଧ୍ୟା ଧୂପ ପର୍ଯ୍ୟନ୍ତ…

ନୟାଗଡ଼ ବଜାରର ରୂପରେଖ ବଦଳିପାରୁନି

ନୟାଗଡ, ୭।୯ (ଲୋକନାଥ ମିଶ୍ର)ନୟାଗଡ଼ ମ୍ୟୁନିସିପାଲିଟି ପକ୍ଷରୁ ଅଗଷ୍ଟ ୩୧ରେ ସ୍ବାୟତ୍ତ ଶାସନ ଦିବସ ପାଳନ କରାଯାଇ କୁହାଯାଇଥିଲା ନୟାଗଡ଼ ସହରରେ ବିକାଶ ଚାଲିଛି। କୋଟି କୋଟି ଟଙ୍କାର କାମ ଶେଷ ହୋଇଛି। ପୁଣି କୋଟି କୋଟି ଟଙ୍କାର କାମ ହେଉଛି…

ଆଜି ନନ୍ଦ ଉତ୍ସବ

ପୁରୀ, ୭ା୯(ଅଜିତ ମହାନ୍ତି)ପବିତ୍ର ଜନ୍ମାଷ୍ଟମୀ ଅବସରରେ ବୁଧବାର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହୋଇଛି। ଏଥିଲାଗି ବିଶେଷ ନୀତି ଅନୁଷ୍ଠିତ ହୋଇଥିଲା। ଶ୍ରୀବିଗ୍ରହମାନଙ୍କ ସନ୍ଧ୍ୟାଧୂପ ବେଶରେ ମହାପ୍ରଭୁ ୬ମୂର୍ତ୍ତି ଅଳଙ୍କାର ଲାଗିହୋଇଥିଲେ। ସନ୍ଧ୍ୟାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇଥିଲା। ଶୁଦ୍ଧସୁଆର…

ନୂଆ ପୁରୁଣା ଗୀତରେ ଦୁଲୁକିବ ମେଲୋଡି ମଞ୍ଚ

କଟକ,୭ା୯(ସୁପ୍ରିୟା ପ୍ରିୟଦର୍ଶିନୀ)ଗଣେଶ ପୂଜାରୁ ଆରମ୍ଭ ହୋଇଯିବ ପାର୍ବଣ ଋତୁ। ନୂଆ ପୁରୁଣା ଗୀତ ସହ ବାଦ୍ୟଯନ୍ତ୍ରର ଧୂମଧଡ଼ାକ ଶୁଣିବାକୁ ମିଳିବ। ଏଥିପାଇଁ ଗାୟିକା ଗାୟକମାନଙ୍କର ଚାହିଦା ଏବେ କାହିଁରେ କେତେ। ଆଉ କିଛି ଦିନ ପରେ ଗଣେଶ ପୂଜା ଥିବାରୁ ଜୋରସୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?