ଆମ ଜିଲା ଖବର

ଗଣତନ୍ତ୍ରକୁ ସୃଦୃଢ଼ କରିବା ପାଇଁ ଆହ୍ବାନ ଦେଲେ ଆଇକନ ଶୁଭ୍ରାଂଶୁ ସେନାପତି

କେନ୍ଦୁଝର,୧୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଗାମୀ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାର ଭୋଟରମାନଙ୍କୁ ସଚେତନ କରାଇବା ପାଇଁ କେନ୍ଦୁଝର ଜିଲା ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ଆଇକନ ଭାବେ ନିଯୁକ୍ତ ହୋଇଥିବା ଅନ୍ତର୍ଜାତୀୟ ସୁନାମଧନ୍ୟ କ୍ରିକେଟର ଶୁଭ୍ରାଂଶୁ ସେନାପତି ଶନିବାର ବିଭିନ୍ନ...

ମହାପ୍ରଭୁଙ୍କୁ ଦର୍ଶନ କଲେ ଲେଖାଶ୍ରୀ, କହିଲେ ବିଜେଡି ଜିତିବ ଏତେ ସିଟ୍‌

ପୁରୀ,୧୩।୪: ବାଲେଶ୍ୱର ଲୋକ ସଭା ଆସନରୁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ମିଳିଛି ଟିକେଟ୍‌। ନିକଟରେ ସେ ଭାଜପା ଛାଡି ବିଜେଡିରେ ଯୋଗ ଦେଇଥିଲେ। ତେବେ ଟିକେଟ୍‌ ମିଳିବା ପରେ ସେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ...

ବିଜେଡି ଏମପି-ବିଧାୟକ ପ୍ରାର୍ଥୀଙ୍କୁ ରାକ୍ଷୀ ବାନ୍ଧିଲେ ମହିଳା

ପାଟଣା,୧୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୫୬ଟି ପଞ୍ଚାୟତ ମହିଳା କର୍ମୀଙ୍କୁ ନେଇ ମା କବଚ ସମାରୋହ ଶନିବାର ସାହାରପଡ଼ା ବ୍ଲକ ମାଛ ଗଡ ପଞ୍ଚାୟତରେ ଅନୁଷ୍ଠିତ ହୋଇଛି। ମହିଳାମାନେ କେନ୍ଦୁଝର ଏମପି ପ୍ରାର୍ଥୀ...

ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶିକ୍ଷାଦାନ ହେଉନି

ବଇଣ୍ଡା,୧୩।୪(ପରିକ୍ଷିତ ସାହୁ): କେତେକ ଉ.ପ୍ରା. ବିଦ୍ୟାଳୟରେ ଶିକ୍ଷାବିଭାଗ ପକ୍ଷରୁ ଅଷ୍ଟମ ଶ୍ରେଣୀ ଖୋଲାଯାଇଛି। ହେଲେ ଉକ୍ତ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ଆବଶ୍ୟକ ଶିକ୍ଷକ ନିଯୁକ୍ତ କରାଯାଇ ନାହିଁ। ଏହି କାରଣରୁ ଏପରି କେତୋଟି ଶିକ୍ଷାନୁଷ୍ଠାନରେ ପାଠପଢ଼ା ବାଧାପ୍ରାପ୍ତ ହୋଇଛି।...

ବିପଦସଙ୍କୁଳ ଅବସ୍ଥାରେ ମୁକୁଳା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର

ପଟ୍ଟାମୁଣ୍ଡାଇ,୧୩ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ଅନେକ ସ୍ଥାନରେ ବିପଦସଙ୍କୁଳ ତଥା ଖୋଲାମେଲା ଅବସ୍ଥାରେ ଅନେକ ଟ୍ରାନ୍ସଫର୍ମର ପଡ଼ିରହିଛି। ଖୋଲାମେଲାରେ ଟ୍ରାନ୍ସଫର୍ମର ପଡ଼ିରହିଥିବାରୁ ଏହା ବିପଦକୁ ଆମନ୍ତ୍ରଣ କରୁଥିବା ସ୍ଥାନୀୟ ଲୋକଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ଟ୍ରାନ୍ସଫର୍ମରରେ ଉଚ୍ଚ...

ମାଟି ଉପରେ ଦିଶୁଛି ପାଣି ପାଇପ୍‌

ଯାଜପୁର,୧୩ା୪(ହର୍ଷବର୍ଦ୍ଧନ ବେହେରା): ବ୍ରାହ୍ମଣୀ ନଦୀରୁ ଯାଜପୁର ଜିଲାର ସୁକିନ୍ଦା ଖଣି ଅଞ୍ଚଳର ୫୨ ଗ୍ରାମକୁ ପାଇପ୍‌ ଯୋଗେ ଜଳଯୋଗାଣ ଲକ୍ଷ୍ୟ ପଥଚ୍ୟୁତ ହୋଇଛି। ଏହା ଦ୍ୱିତୀୟ ପ୍ରକଳ୍ପ ଭାବେ ଓଏମ୍‌ବିଏଡିସିି (ଓଡ଼ିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରୁ...

ନିର୍ବାଚନ ରାଲିରେ ଯାଇଥିବାରୁ ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

ବୌଦ୍ଧ,୧୩।୪(ଅଜିତ ବାରିକ): ଏକ ରାଜନୈତିକ ଦଳର ନିର୍ବାଚନ ରାଲିରେ ଯୋଗ ଦେଇଥିବାରୁ ଜଣେ ଶିକ୍ଷୟିତ୍ରୀଙ୍କୁ ମହଙ୍ଗା ପଡିଛି। ଏଭଳି ଏକ ଘଟଣା ଘଟିଛି ବୌଦ୍ଧ ଜିଲାରେ। ବୌଦ୍ଧ ଜିଲାପାଳ ଜେ. ସୋନାଲ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରିଛନ୍ତି। ନିଲମ୍ବିତ ଶିକ୍ଷୟିତ୍ରୀ ହେଲେ...

ରାସ୍ତାରେ ଶୋଇଥିବା ବେଳେ ୧୨ ଗୋରୁଙ୍କ ଉପରେ ମାଡିଗଲା ଟ୍ରକ୍‌

ବୀରମିତ୍ରପୁର ,୧୩।୪: ସୁନ୍ଦରଗଡ ଜିଲା ବୀରମିତ୍ରପୁର ନିକଟସ୍ଥ ଜାତୀୟ ରାଜପଥ ନଂ ୧୪୩ ତଳସେରା ଛକ ନିକଟରେ ଶନିବାର ଏକ ମାଲ ବୋଝେଇ ଟ୍ରକ୍‌ ଗୋରୁଙ୍କ ଉପରେ ମାଡିଯାଇଛି। ଫଳରେ ୧୨ଟି ଗୋରୁଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟାଇ ଭାରୀଯାନ...

ସୁରଦା, ପ୍ରତିଭା, କଳ୍ପନାଙ୍କୁ ନେଇ ତେଜୁଛି ରାଜନୀତି

ଫୁଲବାଣୀ, ୧୩ା୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଜନୀତି ଦିନକୁ ଦିନ ଗରମ ହେବାରେ ଲାଗିଛି । ବାଲିଗୁଡା ନିର୍ବାଚନମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ସୁରଦା ପ୍ରଧାନ, ଭାଜପା ପ୍ରାର୍ଥୀ କଳ୍ପନା କହଁର ଏବଂ ଫୁଲବାଣୀ ନିର୍ବାଚନମଣ୍ଡଳୀର ପ୍ରାର୍ଥୀ ପ୍ରତିଭା କହଁରଙ୍କ...

ବିଜେଡି ଗୋଷ୍ଠୀ କନ୍ଦଳ ଟାଳିବାକୁ ପ୍ରସନ୍ନ କାର୍ଡ

ସମ୍ବଲପୁର,୧୩ା୪(ପ୍ରମୋଦ ବହିଦାର), ଭୁବନେଶ୍ୱର(ଅନିଲ ଦାସ): ବିଜେଡି ଗୁରୁବାର ସମ୍ବଲପୁର ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ରେଢ଼ାଖୋଲ ଓ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ଏଥିରେ ବିଧାୟକ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି ରୋହିତ ପୂଜାରୀ ପୁନର୍ବାର...

ବିଜେଡିରେ ଯୋଗ ଦେବାପରେ ଏଭଳି ପ୍ରତିକ୍ରିୟା ରଖିଲେ ପୂର୍ବତନ ବିଧାୟକ ରାଜେନ୍ଦ୍ର

ଭୁବନେଶ୍ୱର,୧୩ା୪: ସମ୍ବଲପୁର ଜିଲା କୁଚିଣ୍ଡା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ଛତ୍ରିଆ ଶୁକ୍ରବାର ଶଙ୍ଖଭବନଠାରେ ଜିଲା ବିଜେଡି ପର୍ଯ୍ୟବେକ୍ଷକ ଦେବାଶିଷ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ତାଙ୍କ ସହ ଶତାଧିକ କଂଗ୍ରେସ କର୍ମୀଙ୍କୁ ସେ ଉପଢ଼ୌକନ ଦେଇ...

ବାରବାଟୀ-କଟକ ବିଜେଡିରେ କନ୍ଦଳ

କଟକ,୧୩ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ଯେତେ ପାଖେଇ ଆସୁଛି ବାରବାଟୀ-କଟକ ବିଜେଡିରେ ସେତେ ମାତ୍ରାରେ ଗୋଷ୍ଠୀ କନ୍ଦଳ ପଦାକୁ ଆସୁଛି। ଯେମିତିକି ଏଠାରେ ଏବେ ଦୁଇ ସଙ୍ଗଠନ କାମ କରୁଥିବା ସାଧାରଣରେ ଆଲୋଚନା ହେଉଛି। ବାରବାଟୀ-କଟକରେ ଗୋଟିଏ ଦିନରେ ଦୁଇଟି କାର୍ଯ୍ୟକ୍ରମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri