ଆମ ଜିଲା ଖବର

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତକ ଡ୍ରାଇଭର ଜଣକ ହେଉଛନ୍ତି କାନକୁଟୂରୁ ପଞ୍ଚାୟତ ଅନ୍ତର୍ଗତ କୁମ୍ଭାରପଡ଼ା…

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ ହୋଇଛି। ପ୍ରାଥମିକ ତଦନ୍ତରେ ଜଣେ ୧୭ ବର୍ଷୀୟ ନାବାଳକଙ୍କ ସମ୍ପୃକ୍ତି ଜଣାପଡ଼ିବା ପରେ…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ ଲକ୍ଷ ନୁହେଁ ଏକାଥରକେ ପାଖାପାଖି ଦୁଇ କୋଟି ଟଙ୍କାର ଅତର ଠକେଇ ହୋଇଛି…

ମହିଳା ଆଇନଜୀବୀଙ୍କ ଆକସ୍ମିକ ବିୟୋଗ: ଚାରିଆଡ଼େ ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି, ୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଓକିଲ ସଂଘର ବରିଷ୍ଠ ସଦସ୍ୟା ଆଇନଜୀବି ରମା ସୁବୁଦ୍ଧିଙ୍କ ସୋମବାର ଆକସ୍ମିକ ପରଲୋକ ହୋଇଯାଇଛି। ଗତ ୧୯୫୨ ମାର୍ଚ୍ଚ ୨୯ ତାରିଖରେ ଜନ୍ମଗ୍ରହଣ କରିଥିବା ରମା ଗତ ୧୯୭୬ ମସିହା ନଭେମ୍ବରରୁ…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି ସୂତ୍ରରୁ ଖବରପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା…

ପେଟ୍ରୋଲ ପକାଇବାକୁ ଯାଉଥିବାବେଳେ ବାଇକ ଆଗକୁ ଚାଲିଆସିଲା ଷଣ୍ଢ, ଆଉ ତା’ପରେ …

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଅଗଝୋଳ ପେଟ୍ରୋଲ ପମ୍ପ ନିକଟରେ ସୋମବାର ସାରେ ହଠାତ୍‌ ବାଇକ ଆଗକୁ ଏକ ଷଣ୍ଢ ଚାଲିଆସିଲା । ଫଳରେ ଏଥିରେ ୨ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଢୁଢ଼ୁଆର…

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ: ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ, ତାଲିକାରେ ଏମାନେ…

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକର ସିଦ୍ଧେଶ୍ୱର , କୋଟିନଡା , କୁଶପଡା ଓ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ ଯୁବକ ବୁବୁନ ସାମଲ, ଡୋଲମୋଣି ପେଣ୍ଠେଇ ବାଇକ୍‌ରେ ମନ୍ଦିର ଦର୍ଶନ ସାରି ଘରକୁ…

ମନ୍ଦିର ପ୍ରବେଶକୁ ବିରୋଧ: ଏଏସପିଙ୍କୁ ଭେଟିଲେ ଆମ୍ବେଦକର ସେବକ ସଂଘ

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଜାଡ଼ଧାର ଗ୍ରାମରେ ନିର୍ଦ୍ଦିଷ୍ଟ ଏକ ଗୋଷ୍ଠୀକୁ ମନ୍ଦିର ପ୍ରବେଶ ବାରଣ ବିବାଦରେ ପୋଲିସ ଏକ ମାମଲା ରୁଜୁ କରିଛି। ଅନ୍ୟପଟେ ଆମ୍ବେଦକର ସେବକ ସଂଘ ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କୁ ସୋମବାର ଭେଟି…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ ଜଣେ ମହିଳା। ପ୍ରକାଶ ଯେ, ଖଣ୍ଡପଡାର ପୂର୍ବତନ ଏସଡିପିଓ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ନିର୍ଦ୍ଦେଶକ ତଥା ଆଞ୍ଚଳିକ ବନ୍ୟପ୍ରାଣୀ ସଂରକ୍ଷକ ଡ.ପ୍ରକାଶ ଚାନ୍ଦ ଗୋଗିନେନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?