ଆମ ଜିଲା ଖବର

ଅଜଣା ରୋଗରେ ୧୧ଜଣଙ୍କ ମୃତ୍ୟୁ, ଅନେକ ଅଛନ୍ତି ଆକ୍ରାନ୍ତ

କେନ୍ଦୁଝର,୨୦।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ଗୋନାସିକା ପଞ୍ଚାୟତ ଅନ୍ତର୍ଗତ ଜନ୍ତାରୀ ଜୁଆଙ୍ଗ ଗ୍ରାମରେ ଅଜଣା ରୋଗରେ ୧୧ରୁ ଅଧିକ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆକ୍ରାନ୍ତ ଅଛନ୍ତି। ଏହି ଘଟଣା ଏବେ ସାରା ରାଜ୍ୟରେ ଚର୍ଚ୍ଚାର…

‘ପାସେଞ୍ଜର ଟ୍ରେନ୍‌ରେ ଏକ୍ସପ୍ରେସ୍‌ ଭଡ଼ା’

ଭଦ୍ରକ,୨୧।୧୦(ସନାତନ ରାଉତ): ରେଳ ବିଭାଗର ବୈମାତୃକ ମନୋଭାବ ବିରୋଧରେ ଓଡ଼ିଶା ରେଳ ଉପଭୋକ୍ତା କମିଟି ପକ୍ଷରୁ ଭୁବନେଶ୍ୱରସ୍ଥିତ ଇଷ୍ଟକୋଷ୍ଟ ରେଲଓ୍ବେ ଅଫିସ୍‌ ଆଗରେ ଗଣଧାରଣା ଦିଆଯାଇଥିଲା। ଓଡ଼ିଶାରେ ପାସେଞ୍ଜର ଟ୍ରେନ୍‌ରେ ଏକ୍ସପ୍ରେସ୍‌ ଭଡ଼ା ଆଦାୟ କରାଯାଉଥିବା ଅଭିଯୋଗ ଆଣି ଏହାର ପ୍ରତିବାଦରେ…

ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ବଣ୍ଟନ

ବଅଁରପାଳ,୨୧ା୧୦(ଉପେନ୍ଦ୍ର ରାଉତ): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ସଭାଘର ଓ ବଉଳିଗଡ଼ଠାରେ ଅନୁଗୋଳ ଜିଲା ଶ୍ରମ କାର୍ଯ୍ୟାଳୟ ଓ ଜିଲା ପ୍ରଶାସନ ପକ୍ଷରୁ ନିର୍ମାଣ ଶ୍ରମିକଙ୍କୁ ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଅନୁଗୋଳ ବିଧାୟକ…

ଦୁର୍ଘଟଣା ବଢ଼ାଉଛି ବେଆଇନ ପାର୍କିଂ

ଚମ୍ପୁଆ,୨୧ା୧୦(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ରିମୁଳିଠାରୁ ବାସୁଦେବପୁର ପର୍ଯ୍ୟନ୍ତ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଦୁର୍ଘଟଣାର କାରଣ ସାଜୁଛି। ବିଗତ କିଛି ଦିନ ହେବ ୫୨୦ ଜାତୀୟ ରାଜପଥରେ ଦୈନିକ ଦୁର୍ଘଟଣା ଘଟୁଥିଲେ ହେଁ ସମସ୍ୟା…

ସରପଞ୍ଚ ପଦରେ ନିଯୁକ୍ତ ହେଲେ ନାଏବ ସରପଞ୍ଚ

କୁଜଙ୍ଗ,୨୧।୧୦(ମନୋଜ ପ୍ରଧାନ): କୁଜଙ୍ଗ ବ୍ଲକ ହଂସୁରା ପଞ୍ଚାୟତର ବିଜୟୀ ସରପଞ୍ଚ ରବି ନାରାୟଣ ଦାସଙ୍କୁ କୁଜଙ୍ଗ ସିଭିଲ ଜଜ୍‌ ଜୁନିୟର ଡିଭିଜନ ଅଦାଲତ ୧୬ ତାରିଖରେ ଅସିଦ୍ଧ ଘୋଷଣା କରିଥିଲେ। ଏହାପରେ ଶୁକ୍ରବାର ଏହି ପଞ୍ଚାୟତର ନାଏବ ସରପଞ୍ଚ ଅନିତ୍ୱ ମହାପାତ୍ରଙ୍କୁ…

ଅବହେଳିତ ହେଉଛନ୍ତି ଶିକ୍ଷିତ କରଣ ପିଲା

ଢେଙ୍କାନାଳ,୨୧ା୧୦(ରତନ ନାୟାର): ଢେଙ୍କାନାଳ ସହର ଗୋପୀନାଥ ଗାର୍ଡେନ୍‌ ଠାରେ ଶ୍ରୀକରଣ ସମାଜର ବାର୍ଷିକ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୟୋଜ୍ୟେଷ୍ଠ ସଭ୍ୟ ଡା. ଉମେଶ ଚନ୍ଦ୍ର ପଟ୍ଟନାୟକ ଏଥିରେ ଅଧ୍ୟକ୍ଷତା କରିଥିଲେ। ପ୍ରାରମ୍ଭରେ ପ୍ରତିଷ୍ଠାତା ସଭ୍ୟ ସ୍ବର୍ଗତ ଶୁଭ୍ରାଂଶୁ କୁମାର ପଟ୍ଟନାୟକଙ୍କ…

ଚକଡ଼ାରୋଗ ବଢ଼ାଇଲାଣି ଚାଷୀଙ୍କ ଚିନ୍ତା

କୋରେଇ,୨୦ା୧୦(ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ହୋଇଥିବା ଧାନ ଚାଷରେ ଚକଡ଼ା ପୋକ ଲାଗିଥିବା ଦେଖିବାକୁ ମିଳିଛି। ତେଣୁ ଜିଲା କୃଷି ବିଭାଗ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ଚାଷୀମାନେ ନିବେଦନ କରିଛନ୍ତି। ସୂଚନା ଅନୁଯାୟୀ,…

ଭିସିଆଇ କେମିକାଲ କାରଖାନାକୁ ବିରୋଧ

ଯାଜପୁର/କଳିଙ୍ଗନଗର,୨୧ା୧୦ (ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ): ପ୍ରଭାବିତ ଅଞ୍ଚଳବାସୀ ଓ କ୍ଷତିଗ୍ରସ୍ତ ପରିବାରଙ୍କ ସମସ୍ୟାଠାରୁ ଦୂରେଇ ଯାଉଥିବାରୁ ଶିଳ୍ପ କାରଖାନାଗୁଡ଼ିକ ଉପରେ ଜନ ଅଶାନ୍ତି ବିସ୍ଫୋରକ ପରିସ୍ଥିତି ସୃଷ୍ଟି କରିଛି। ନିଯୁକ୍ତି ଆଶା କ୍ରମଶଃ ମଉଳି ଯାଇଥିବାରୁ ଶିଳ୍ପ ପ୍ରତି ଲୋକଙ୍କ ମୋହ…

ରାସ୍ତା କାମ ବନ୍ଦ କଲେ ଗ୍ରାମବାସୀ

କାଳିଆପାଣି,୨୧ା୧୦(ଅସିତ ମହାନ୍ତ): ଯାଜପୁର ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଚାଲିଥିବା ଅରଡ଼ାପାଳ-ପୋଡ଼ାଘରା ରାସ୍ତା କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏପରି କି କନିଷ୍ଠ ଯନ୍ତ୍ରୀଙ୍କ ଅନୁପସ୍ଥିତରେ ଠିକାଦାର ମନମୁତାବକ କାମ କରୁଥିବାରୁ ଗୁରୁବାର ଗ୍ରାମବାସୀ କାମ ବନ୍ଦ କରିଥିଲେ।…

ମା’ଙ୍କ ଆବାହନରେ ଉତ୍ସବମୁଖର ଶ୍ରୀକ୍ଷେତ୍ର

ପୁରୀ, ୨୧ା୧୦(ଅଜିତ ମହାନ୍ତି): ଶାରଦୀୟ ଦଶହରାକୁ ନେଇ ଉତ୍ସବମୁଖର ହୋଇଉଠିଛି ଧରାପୃଷ୍ଠ। ଗାଁଠୁ ସହର ସବୁଠି ପାର୍ବଣର ମହକ। ମା’ ଦଶଭୁଜାଙ୍କ ଆବାହନ ମନ୍ତ୍ରରେ ଚଳଚଞ୍ଚଳ ପୁରୀ ସହର। ଶାରଦୀୟ ଦୁର୍ଗାତ୍ସୋବର ସ୍ବାତନ୍ତ୍ର୍ୟ ବହନ କରୁଥିବା ଶ୍ରୀକ୍ଷେତ୍ର ଏବେ ନବବଧୂଟିଏ ଭଳି…

ମାଲ୍‌ବାହୀ ଟ୍ରେନ୍‌ ଧକ୍କାରେ ବୃଦ୍ଧ ଦମ୍ପତିଙ୍କ ଚାଲିଗଲା ଜୀବନ

କୋରେଇ,୨୧ା୧୦(ଚନ୍ଦ୍ରକାନ୍ତ ପତି): ମାଲ୍‌ବାହୀ ଟ୍ରେନ୍‌ ଧକ୍କାରେ ବୃଦ୍ଧ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ବୈତରଣୀ ରୋଡ୍‌ ରେଲୱେ ଷ୍ଟେଶନରେ ଏହି ଘଟଣା ଘଟିଛି। ମୃତକ ହେଲେ ବରୁଣ୍ଡେଇ ଗ୍ରାମର ଆଶୁତୋଷ ସିହ୍ନା(୭୦) ଓ ତାଙ୍କ ସ୍ତ୍ରୀ…

ନଭେମ୍ବର ପହିଲାରୁ ଗହୀରମଥାରେ କଟକଣା

କେନ୍ଦ୍ରାପଡ଼ା,୨୧ା୧୦(ଜଗନ୍ନାଥ ଧଳ): ଆଗାମୀ କିଛିଦିନ ମଧ୍ୟରେ ବିରଳ ଅଲିଭ ରିଡ୍‌ଲେ କଇଁଛ ବିଶ୍ୱପ୍ରସିଦ୍ଧ ଗହୀରମଥାରେ ଚଳପ୍ରଚଳ ହେବେ। ଅନୁକୂଳ ପାଗ ଓ ପରିବେଶ ଥିଲେ ଏହି ପ୍ରଜନନସ୍ଥଳ ଲକ୍ଷ ଲକ୍ଷ ଶାବକରେ ପରିପୂର୍ଣ୍ଣ ହେବ। ବିରଳ କଇଁଛଙ୍କ ସୁରକ୍ଷା ପାଇଁ ଗହୀରମଥାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?