ଆମ ଜିଲା ଖବର

ରାଜ୍ୟ, କେନ୍ଦ୍ର ଉପରେ ବର୍ଷିଲେ ସୁର ରାଉତରାୟ

ଘସିପୁରା,୪।୯(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ଜଟଣି ବିଧାୟକ ସୁର ରାଉତରାୟ ଯୋଗ ଦେଇଥିଲେ। ତାଙ୍କୁ ଦେଖିବା ଏବଂ ତାଙ୍କ ଅଭିଭାଷଣ ଶୁଣିବାକୁ କର୍ମୀ ଓ ସାଧାରଣ…

ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ର, ଅଧ୍ୟାପକଙ୍କୁ ସମ୍ମାନିତ

ଚାନ୍ଦବାଲି,୪ା୯(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ମତୋ ଯୁକ୍ତ ୩ ସ୍ନାତକ ମହାବିଦ୍ୟାଳୟର ୩୨ତମ ପ୍ରତିଷ୍ଠା ଦିବସ ସୋମବାର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରାପଡ଼ା ସ୍ବୟଂଶାସିତ କଲେଜର ପ୍ରାକ୍ତନ ଇଂଲିଶ ବିଭାଗୀୟ ମୁଖ୍ୟ ତ୍ରିଲୋଚନ ପ୍ରଧାନ…

୮ ଦଫା ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

ମାଲକାନଗିରି,୪।୯(ନୃସିଂହ ଚରଣ ମହାନ୍ତି): ୮ ଦଫା ଦାବି ନେଇ ସୋମବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି ମାଲକାନଗିରି ମହାବିଦ୍ୟାଳୟର ଛାତ୍ରୀଛାତ୍ର। ଛାତ୍ର କଂଗ୍ରେସ ପକ୍ଷରୁ ଆନ୍ଦୋଳନ ଡାକରା ଦିଆଯାଇଥିବା ବେଳେ ଏହାର ନେତୃତ୍ୱ ଜିଲା ଛାତ୍ର କଂଗ୍ରେସ ସଭାପତି ସନ୍ତୋଷ କୁମାର ପଟ୍ଟନାୟକ, ଜିଲା…

ହୋଟେଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭଦ୍ରକ,୪।୯(ସନାତନ ରାଉତ): ଭଦ୍ରକ-ଚରମ୍ପା ଷ୍ଟେଶନ ନିକଟ ଏକ ହୋଟେଲରୁ ସୋମବାର ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଭଣ୍ଡାରିପୋଖରୀ ଅଞ୍ଚଳର ଦେବରାଜ ସାମଲ ବୋଲି ପୋଲିସ ସୂତ୍ରରୁ ଜଣାପଡିଛି l ଜନୈକ ଯୁବତୀଙ୍କ ସହ ସେ ଗତ ରାତିରେ ଉକ୍ତ…

ବିଦ୍ୟୁତ୍‌ ଉତ୍ପାଦନ, ଜଳସେଚନରେ ବାଧା ଆଶଙ୍କା

ନବରଙ୍ଗପୁର,୪।୯(ସଦାଶିବ ପ୍ରହରାଜ):ଇନ୍ଦ୍ରାବତୀ ଜଳଭଣ୍ଡାରରେ ଦେଖାଦେଇଛି ଜଳ ସଙ୍କଟ। ଚଳିତବର୍ଷ ସ୍ବଳ୍ପ ବୃଷ୍ଟିପାତ କାରଣରୁ ବିଗତ ବର୍ଷମାନଙ୍କ ତୁଳନାରେ ବହୁ ମାତ୍ରାରେ ବର୍ଷା କମ୍‌। ୬୪୧ ମିଟର ଜଳଧାରଣ କ୍ଷମତା ବିଶିଷ୍ଟ ଇନ୍ଦ୍ରାବତୀ ଜଳଭଣ୍ଡାରରେ ସେପ୍ଟେମ୍ବର ୧ ତାରିଖ ସୁଦ୍ଧା ୬୩୧.୪୧ ମିଟର…

ଅବ୍ୟବସ୍ଥାରେ ବେଲଖଣ୍ଡି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ତୁଣ୍ଡଲା,୪।୯(ଫିରୋଜ କୁମାର ଦାଶ):ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବାକୁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଡାକ୍ତରଖାନାର ଉନ୍ନତି ପାଇଁ ଗୁରୁତ୍ୱ ଦେଉ ନ ଥିବାରୁ ଡାକ୍ତରଖାନାଗୁଡିକ ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବା ଦେଖିବାକୁ ମିଳିଛି। ଏପରି ପରିସ୍ଥିତି…

ବର୍ଷାଦିନେ ଜଳବନ୍ଦୀ ନାଗୁପଡ଼ା ଗ୍ରାମବାସୀ

ଭବାନୀପାଟଣା,୪।୯(ଉତ୍ତମ କୁମାର ଦାଶ):ଦୀର୍ଘ ବର୍ଷର ଦାବି ଓ ୨ଟି ସାଧାରଣ ନିର୍ବାଚନ ପରେ ଶେଷରେ ଗ୍ରାମର ନାଳରେ ପୋଲ ନିର୍ମାଣ କରିବା ପାଇଁ ପ୍ରଶାସନର ଚେତାପଶିଥିଲା। ହେଲେ ଏହି ପୋଲ କାମ ଏବେ ଅଧାପନ୍ତରିଆ ଅବସ୍ଥାରେ ଥିବାରୁ ପୂର୍ବ ବର୍ଷଭଳି ବର୍ଷା…

୨ ଦିବ୍ୟାଙ୍ଗ ଭାଇ ପାଇଁ ଭଉଣୀ ସାଜିଛନ୍ତି ମା’

ଭବାନୀପାଟଣା,୪।୯(ଉତ୍ତମ କୁମାର ଦାଶ):ସ୍ନେହ ଓ ପ୍ରେମର ବନ୍ଧନ ରାଖୀ। ଭାଇ ଭଉଣୀର ଅତୁଟ ସମ୍ପର୍କ ରାଖୀ। ବୁଧବାର ସୁବୁଠି ରାଖୀ ପୂର୍ଣ୍ଣିମା ଧୁମଧାମରେ ପାଳନ ହୋଇଛି। ଏହି ଦିନ ଭଉଣୀ ଭାଇ ହାତରେ ରାଖୀ ବାନ୍ଧି ତାଙ୍କର ଉଜ୍ବଳ ଭବିଷ୍ୟତ ପାଇଁ…

ଖଟିଆରେ ୨କିମି ବୁହା ହେଲେ ରୋଗୀ

କଣ୍ଟାମାଳ/ଘଣ୍ଟାପଡା,୪ା୯(ଆଦିତେଶ୍ୱର ମିଶ୍ର/ପ୍ରଭାତ କୁମାର ସାହୁ):ବୌଦ୍ଧ ଜିଲା କଣ୍ଟାମାଳ ବ୍ଳକ ନାରାୟଣପ୍ରସାଦ ପଞ୍ଚାୟତରେ ସ୍ବାସ୍ଥ୍ୟ ସେବାର ବିକଳ ଚିତ୍ର ଦେଖିବାକୁ ମିଳିଛି। ପଞ୍ଚାୟତ ଅନ୍ତର୍ଗତ ନାଦେନ ଗାଁର ଠିବୁଲି ଭୋଇ ନାମକ ଜଣେ ରୋଗୀ ରୋଗରେ ଗୁରୁତର ହୋଇପଡିଥିଲେ। ପରିବାର ଲୋକେ ୧୦୮…

ଏମ୍‌କେସିଜିରେ ଏଣ୍ଡୋସ୍କୋପି ମେଶିନ ଅଚଳ

ବ୍ରହ୍ମପୁର ୪ା୯(ସୁବାସ ଚନ୍ଦ୍ର ପାଢ଼ୀ): ଦକ୍ଷିଣ ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପ୍ରାଣକେନ୍ଦ୍ର ହେଉଛି ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ। ରୋଗୀଙ୍କ ଚିକିତ୍ସା ସେବା ନିମନ୍ତେ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଏହାସତ୍ତ୍ୱେ…

ପରିବା ବିକ୍ରି ଆଢୁଆଳରେ ଜୁଆଖେଳ

ଖଇରା,୪।୯(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ବିଭିନ୍ନ ଗ୍ରାମାଞ୍ଚଳର ବିଭିନ୍ନ ସାପ୍ତାହିକ ହାଟର ଦୃଶ୍ୟ ଏବେ ନ କହିବା ଭଲ। ଅଧିକାଂଶ ଗାଁ ହାଟରେ ପରିବା ବିକ୍ରି ଆଢୁଆଳରେ ଜୁଆ ଖେଳ ସାଙ୍ଗକୁ ନିଶାକାରବାର ଚାଲୁଛି। ଏଭଳି ବେଆଇନ…

ଅନ୍ଧାରରେ ରୁଗୁଡ଼ିକସଡ଼ାବାସୀ

କେନ୍ଦୁଝର,୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ସାହାରପୁର ପଞ୍ଚାୟତ ବଣପାହାଡ଼ଘେରା ରୁଗୁଡ଼ିକସଡ଼ାବାସୀ ସ୍ବାଧୀନତାର ୭୭ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚତ୍ତ ରହିଛନ୍ତି। ଘରେ ଘରେ ପାଣି ଯୋଗାଣ ପାଇଁ ଟ୍ୟାପ୍‌ ଲାଗିଥିଲେ ମଧ୍ୟ ପାଣି ଆସୁନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?