ଆମ ଜିଲା ଖବର

କଇଁଛଙ୍କ ସୁରକ୍ଷା ନେଇ ବଢ଼ିଲାଣି ଚିନ୍ତା

ଢେଙ୍କାନାଳ,୪ା୯(ରତନ ନାୟାର): ନଦୀରୁ କଇଁଛ ଶିକାର କରିବା ଆଇନଗତ ଅପରାଧ। ଏଥିପାଇଁ ଜେଲ୍‌ ସହ ଜରିମାନା ବ୍ୟବସ୍ଥା ରହିଛି। ହେଲେ ଢେଙ୍କାନାଳ ଜିଲାରେ କଇଁଛଙ୍କ ଚୋରାଚାଲାଣ ବଢ଼ିବାରେ ଲାଗିଛି। ବିଶେଷକରି ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱର କେତେକ ଢାବାରେ କଇଁଛ ମାଂସ…

ବିପଦସଙ୍କୁଳ ଅବସ୍ଥାରେ ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ଗୃହ

ନିଶ୍ଚିନ୍ତକୋଇଲି,୪।୯(ଅଶୋକ କୁମାର ମହାପାତ୍ର୍ର): କଟକ ଉପଜିଲାପାଳଙ୍କ ଅଧୀନରେ ଥିବା କେନ୍ଦୁପାଟଣା ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ଗୃହ ଦୀର୍ଘଦିନ ହେବ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ଗୃହକୁ ମରାମତି କରାଯିବା ନିମନ୍ତେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ଫଳରେ କର୍ମଚାରୀମାନେ…

୫-ଟି ରୂପାନ୍ତରଣ ବିଦ୍ୟାଳୟରେ ଶିକ୍ଷକ ଅଭାବ

ମାଣିଆବନ୍ଧ,୪।୯(ଅଖିଳ କୁମାର ସାହୁ): ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ରାଜ୍ୟ ସରକାର ୫-ଟି ଯୋଜନାରେ ବିଦ୍ୟାଳୟଗୁଡ଼ିକ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। କିନ୍ତୁ ଅନେକ ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ନ ଥିବାରୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। କଟକ ଜିଲା…

ଦେଢ଼ ବର୍ଷରେ ସବୁ ଜାଗା ଆଖଡ଼ା ପୁନରୁଦ୍ଧାର

ପୁରୀ,୪ା୯(ଅଜିତ ମହାନ୍ତି): ଶ୍ରୀମନ୍ଦିର ସଂସ୍କୃତି ଓ ପରମ୍ପରା ସହ ଓତପ୍ରୋତ ଭାବେ ଶ୍ରୀକ୍ଷେତ୍ରରେ ଥିବା ଜାଗା ଆଖଡ଼ାଗୁଡ଼ିକ ଜଡ଼ିତ ରହିଛି। ତେବେ ଆର୍ଥତ୍କ ସମସ୍ୟା ପାଇଁ ଏହି ଜାଗା ଆଖଡ଼ାଗୁଡ଼ିକ ଏବେ ଅବହେଳିତ ଏବଂ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଶ୍ରୀକ୍ଷେତ୍ରବାସୀଙ୍କ ବହୁ…

ଦୁର୍ବଳ ମୌସୁମୀ ଚାଷୀଙ୍କ ଚିନ୍ତା ବଢ଼ାଉଛି

ଖୋର୍ଦ୍ଧା,୪ା୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ବର୍ଷା ଅଭାବରୁ ଚାଷଜମି ଫାଟି ଆଁ କଲାଣି। ମୌସୁମୀ ଆଗମନରେ ବିଳମ୍ବ, ସ୍ବଳ୍ପ ବୃଷ୍ଟି କାରଣରୁ ବୁଣାଯାଇଥିବା ଧାନ ଗଜାମରୁଡ଼ି ହେବା ସହ ଅଦ୍ୟାବଧି ଅନେକ ସ୍ଥାନରେ ଧାନତଳି ପକାଯାଇପାରିନାହିଁ। ଶୁଖିଲା ବିଲକୁ ଦେଖି ଚାଷୀକୁଳ…

ବିକାଶଠୁ ପଛରେ ପଡ଼ିଛି ପର୍ଯ୍ୟଟନକ୍ଷେତ୍ର

ଖୋର୍ଦ୍ଧା,୪ା୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ଅନେକ ପର୍ଯ୍ୟଟନ କ୍ଷେତ୍ର ଅବହେଳିତ ହୋଇପଡ଼ିଛି। ଆବଶ୍ୟକ ଭିତ୍ତିଭୂମି ଅଭାବରୁ ଧୀରେ ଧୀରେ ପର୍ଯ୍ୟଟକ ମୁହଁ ଫେରାଇବାରେ ଲାଗିଛନ୍ତି। ବିଶେଷକରି ବରୁଣେଇ ରୋପ୍‌ ଓ୍ବେ, ଖୋର୍ଦ୍ଧାଗଡ଼, ଉଷ୍ଣପ୍ରସ୍ରବଣ, ହଟ୍ଟକେଶ୍ୱର ପୀଠ ଏବଂ ଗୁରୁଜଙ୍ଗ ଶ୍ରୀଧବଳେଶ୍ୱର ପୀଠ…

ଶୁଣିଲାନି ପ୍ରଶାସନ, କେନାଲ ସଫାକଲେ ଗ୍ରାମବାସୀ

ଖଜୁରିପଡ଼ା,୪ା୯(ବିଦୁର ବେହେରା): ଦୀର୍ଘ ଦିନରୁ ଶାଖା କେନାଲ ସମସ୍ୟା ଲାଗି ରହିଥିଲେ ବି ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ ନ କରାଯିବାରୁ ଜମି ଫସଲ ସୁରକ୍ଷା ପାଇଁ ଗ୍ରାମବାସୀ ଅଣ୍ଟା ଭିଡ଼ି କେନାଲ ସଫା କଲେ। ଖଜୁରିପଡ଼ା ବ୍ଲକ ବଲସକୁମ୍ପା…

ପିଇବା ପାଣି ପାଇଁ ଡହଳବିକଳ ଏସ୍‌.ଉରୁଡା ଗ୍ରାମବାସୀ

ପାରଳାଖେମୁଣ୍ଡି,୪ା୯ (ଗିରିଧାରୀ ପରିଛା): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସହରାଞ୍ଚଳ ଠାରୁ ଆରମ୍ଭ କରି ଗ୍ରାମାଞ୍ଚଳରେ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ବିଭିନ୍ନ ଯୋଜନା, ପ୍ରକଳ୍ପ ମାନ କରୁଛନ୍ତି। ଏଥିପାଇଁ ରାଜକୋଷରୁ ବହୁ କୋଟି ଟଙ୍କା…

ଚାଷୀ, ଚାଷକୁ ଭୁଲିଗଲେ ସରକାର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ସହର ଖଣ୍ଡପଡ଼ା ରୋଡ଼ରେ ଥିବା ବଲାଙ୍ଗୀ ବନ୍ଧ ବଲାଙ୍ଗୀ ପାର୍କରେ ରୂପାନ୍ତରିତ ହେବା ପରେ ଚାଷୀ, ଚାଷ ଓ ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ଦୁଃଖ ଆଣିଛି । ଆମୋଦ ପ୍ରମୋଦ ନଁାରେ ସରକାର ଚାଷୀ ଓ ଚାଷ…

ମୋଟରରେ ପାଣି ମଡ଼ାଇ ଚାଲିଛି ଧାନଚାଷ

ପଟ୍ଟାମୁଣ୍ଡାଇ,୪ା୯ (କଳ୍ପତରୁ ନାୟକ): ସରିଲା ଦୁଇମାସିଆ ଶ୍ରାବଣ, କିନ୍ତୁ ମୌସୁମୀ କି ଲଘୁଚାପଜନିତ ବର୍ଷାର ଦେଖାନାହିଁ। ନିଅଣ୍ଟିଆ ବର୍ଷା ସାଙ୍ଗକୁ କେନାଲ ପାଣି କ୍ଷେତକୁ ମାଡୁ ନ ଥିବା ଯୋଗୁ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ସବୁଠି ସ୍ଥିତି ବେହାଲ। ଚାଷୀ…

ପଲିଥିନ ବ୍ୟାନ୍‌ ପ୍ରହସନ ପାଲଟିଛି

ଜଗତ୍‌ସିଂହପୁର,୪ା୯ (ପ୍ରମୋଦ କୁମାର ନାୟକ): ପଲିଥିନର ବହୁଳ ବ୍ୟବହାର ପରିବେଶ ଉପରେ କୁପ୍ରଭାବ ପକାଉଛି। ଏଗୁଡ଼ିକ ବର୍ଷ ବର୍ଷ ଧରି ନଷ୍ଟ ନ ହୋଇ ପଡ଼ିରହିବାରୁ ଅନେକ ସମସ୍ୟା ସୃଷ୍ଟି କରୁଛି। ତେଣୁ ପଲିଥିନ ବ୍ୟାନ ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି।…

ଉଦ୍ଧାର ପରେ ପୁଣି ଶିଶୁ ଶ୍ରମିକ

ଯାଜପୁର,୪ା୯(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ଜିଲାରେ ଶିଶୁ ଶ୍ରମିକ ଆଇନ ଠିକ୍‌ ଭାବେ କାର୍ଯ୍ୟକାରୀ ହେଉ ନ ଥିବାରୁ ଉଦ୍ଧାର ପରେ ସେମାନେ ପୁଣି ଶିଶୁ ଶ୍ରମିକ ସାଜୁଛନ୍ତି ା ଶିଶୁମାନଙ୍କୁ ବେଆଇନ ଭାବେ ନିୟୋଜିତ କରୁଥିବା ମାଲିକମାନଙ୍କଠାରୁ କେତେଜଣ ଦୁର୍ନୀତିଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?