ଆମ ଜିଲା ଖବର

୧୭ ଲୋକ ସଭା ନିର୍ବାଚନ, ଗଞ୍ଜାମରୁ ୩ ମହିଳା ଏମ୍‌ପି

ବ୍ରହ୍ମପୁର,୧୯ା୧୦ (ନରସିଂହ ସାହୁ)ସ୍ବାଧୀନତା ପରବର୍ତ୍ତି ୧୯୫୧-୧୯୫୨ରୁ ୨୦୧୯ ମଧ୍ୟରେ ଦେଶରେ ୧୭ ଲୋକସଭା ନିର୍ବାଚନ ହୋଇଛି । ଏହି ୬୮ ବର୍ଷ ମଧ୍ୟରେ ଗଞ୍ଜାମ ଜିଲାର ଦୁଇ ଲୋକସଭା କ୍ଷେତ୍ରରୁ ମାତ୍ର ୩ ଜଣ ମହିଳା ଏମ୍‌ପି ନିର୍ବାଚିତ ହୋଇଛନ୍ତି। ରାଜ୍ୟସଭା…

ଝାଡୁ ତିଆରି କରି ବିତୁଛି ଜୀବନ

ଛତ୍ରପୁର,୧୯ା୧୦(ସନ୍ତୋଷ ପାଢ଼ୀ)ଚାରି ହାତର ମାଟିଘର ଆଉ ସେଇ ଘରେ ଚାଲିଛି ସଂସାର। ଏହା କେବଳ ଗୋଟିଏ ପରିବାରର କଥା ନୁହେଁ, ଗ୍ରାମରେ ଏମିତି ୭ଟି ପରିବାର ୪ ହାତର ମାଟି ଘରେ ଜୀବନ ବିତାଉଛନ୍ତି । ପକ୍କାଘର ଖଣ୍ଡିଏ ସେମାନଙ୍କ ପାଇଁ…

ବାଇକ୍‌ରେ ଚାଲାଣ ହେଉଛି ବିଦେଶୀ ମଦ

ବଇଣ୍ଡା,୧୯।୧୦(ପରିକ୍ଷିତ ସାହୁ)ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା ଅଞ୍ଚଳରେ ଥିବା ଏକ ବିଦେଶୀ ମଦ ଦୋକାନରୁ ବାଇକ୍‌ ଯୋଗେ ଗ୍ରାମାଞ୍ଚଳକୁ ପେଟି ପେଟି ମଦ ଚାଲାଣ କରାଯାଉଥିବା ଅଭିଯୋଗ ହେଉଛି। ପ୍ରତ୍ୟେକ ଦିନ ଏହି କାରବାର ଚାଲୁଥିଲେ ମଧ୍ୟ ପୋଲିସ…

ଢେଙ୍କାନାଳକୁ ସରକାର ଦେଲେ ଗଜଦଣ୍ଡ

ଢେଙ୍କାନାଳ,୧୯ା୧୦(ରତନ ନାୟାର)ଢେଙ୍କାନାଳ ଜିଲାରେ ହାତୀ-ମଣିଷ ମଧ୍ୟରେ ବିବାଦ ବଢ଼ିଚାଲିଛି। ଏପରି କି ଏହି ବିବାଦରେ ସାରା ରାଜ୍ୟରେ ଢେଙ୍କାନାଳ ଜିଲା ଆଗରେ ରହିଛି। ଏହାକୁ ନେଇ ଅନେକ ସମୟରେ ଜିଲାର ବିଭିନ୍ନ ସ୍ଥାନରେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି। ଧୀର ଧୀରେ…

୫୬ ବର୍ଷରେ ଚୋରଦା ସାର୍ବଜନୀନ ଦୁର୍ଗାପୂଜା

ଯାଜପୁରରୋଡ୍‌,୧୯ା୧୦(ପବିତ୍ର ରଞ୍ଜନ ମହାନ୍ତି):ଆଜିର ବ୍ୟାସନଗର ପୌର ପରିଷଦ ସେ ସମୟର ଯାଜପୁରରୋଡ୍‌ ବିଜ୍ଞାପିତ ଅଞ୍ଚଳ ପରିଷଦ ନାମରେ ପରିଚିତ ଥିଲା। ବଜାର କହିଲେ ଷ୍ଟେଶନ ବଜାର, ସାହୁ ମାର୍କେଟ ଓ ଚୋରଦା ମୁଖ୍ୟ ରାସ୍ତାରେ କିଛି ବ୍ୟବସାୟ ପ୍ରତିଷ୍ଠାନ ଗଢ଼ି ଉଠିଥିଲା।…

ଆସୁଛି ଲଘୁଚାପ, ଚାଷୀକୁଳ ଭୟଭୀତ

ପଟ୍ଟାମୁଣ୍ଡାଇ,୧୯ା୧୦(କଳ୍ପତରୁ ନାୟକ)ଓଡ଼ିଶାର ଉପକୂଳ ଜିଲାଗୁଡ଼ିକରେ ୧୯୯୯ ଅକ୍ଟୋବର ୨୯ରେ ମହାବାତ୍ୟା ଭୟଙ୍କର ବିପର୍ଯ୍ୟୟ ଘଟାଇବା ଘଟଣା ଲୋକଙ୍କ ମନରୁ ଏ ପର୍ଯ୍ୟନ୍ତ ଲିଭି ନାହିଁ। ପୁଣି ଅକ୍ଟୋବର ୨୦ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି…

ଉଦୟ ବିହାର, ନୁହେଁ କାହାର

ପାରାଦୀପ,୧୯ା୧୦(ଶରତ ରାଉତ)ପାରାଦୀପର ପ୍ରବେଶପଥ ଦୋଛକି ପାଖରେ ରହିଛି ଉଦୟବିହାର କଲୋନି। ୫୩ ନଂ. ଜାତୀୟ ରାଜପଥ ପାଖରେ ଏହି କଲୋନି ୨୦ବର୍ଷ ହେଲା ହେଲାଣି। ଭୌଗୋଳିକ ଅବସ୍ଥିତି ପାରାଦୀପ ପୌରପାଳିକା ମଧ୍ୟରେ ରହିଛି। କିନ୍ତୁ ସରକାରୀ ନଥିପତ୍ରରେ ତାହା ନୂଆଗଡ ପଞ୍ଚାୟତ…

କ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟ ଘେରିଲେ ଚାଷୀ

ନୟାଗଡ଼/ରଣପୁର,୧୯।୧୦(ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ)ବର୍ଷା ନ ଥିବାରୁ ଧାନ ଜମି ଶୁଖିଲା ପଡିଛି। ପାଖରେ ଜଳସେଚନ ସୁବିଧା ଥାଇ ବି ଜମିରେ ପାଣି ମାଡୁନି । ଏଭଳି ସ୍ଥଳେ ବୁଧବାର ଶତାଧିକ ଚାଷୀ ଉତ୍ତେଜିତ ହୋଇ ନୟାଗଡ଼ ଜିଲା ରଣପୁର…

ନିର୍ବାଚନୀ ସତ୍ୟପାଠରେ ଭୁଲ୍‌ ତଥ୍ୟ

ନୟାଗଡ଼,୧୯।୧୦(ଲୋକନାଥ ମିଶ୍ର)ଗତ ପଞ୍ଚାୟତ ନିର୍ବାଚନ ସମୟରେ ନିର୍ବାଚନୀ ସତ୍ୟ ପାଠରେ ଭୁଲ ତଥ୍ୟ ଦିଆ ଯିବା ନେଇ ଭାପୁର ବ୍ଳକର ୪ ପରାଜିତ ପ୍ରାର୍ଥୀ ନୟାଗଡ଼ ସବ୍‌ଡିଜନସ୍ତରୀୟ ରିଟର୍ଣ୍ଣୀ ଅଫିସର ତଥା ଉପଜିଲାପାଳ, ପଞ୍ଚାୟତ ନିର୍ବାଚନର ରିଟର୍ଣ୍ଣୀ ଅଫିସର ତଥା ଜିଲାପାଳ,…

ଶବ୍ଦ ପ୍ରଦୂଷଣ ରୋକିବାକୁ ଗୁରୁତ୍ୱ ଦେଉ ପ୍ରଶାସନ

ଖଣ୍ଡପଡ଼ା,୧୯ା୧୦(ଅଜୟ କୁମାର ମହାରଣା)ଶବ୍ଦ ପ୍ରଦୂଷଣ ରୋକିବା ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାର ଆଇନ ପ୍ରଣୟନ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପର୍ବ ପର୍ବାଣୀରେ ଡ଼ିଜେ ସାଉଣ୍ଡ ଉପରେ କଟକଣା ଜାରି କରାଯାଇଛି। ଡ଼ିଜେ ସାଉଣ୍ଡକୁ ସମ୍ପୂର୍ଣ୍ଣ ବନ୍ଦ କରାଯିବାକୁ…

ନିଯୁକ୍ତି ପ୍ରତିଶ୍ରୁତି ମିଳିଲେ ସମର୍ଥନ

ଭବାନୀପାଟଣା/ଥୁଆମୂଳ ରାମପୁର, ୧୯।୧୦(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି)କଳାହାଣ୍ଡି ଓ ରାୟଗଡା ଜିଲା ମଧ୍ୟରେ ଥିବା ସିଜିମାଳି ବକ୍ସାଇଟ ଖଣିକୁ ନେଇ ଏବେ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ବାଦନୁବାଦ ଲାଗି ରହିଛି। ଏପରିସ୍ଥଳରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କେରପାଇ…

ଝିଅ ପ୍ରେମ ବିବାହ କରିଥିବାରୁ ମା’ଙ୍କ ମୃତଦେହ ୧୮ଘଣ୍ଟା ପଡ଼ିରହିଲା

ବେଲପଡା,୧୯ା୧୦(ମନୋଜ କୁମାର ମିଶ୍ର)ଝିଅ ଅନ୍ୟଜାତିର ପୁଅକୁ ପ୍ରେମ ବିବାହ କରିଥିଲେ ବୋଲି ସମାଜରୁ ବାସନ୍ଦ ହୋଇଥିଲେ ମା’ବାପା। ମା’ଙ୍କ ମୃତ୍ୟୁ ପରେ ମୃତଦେହ ଛୁଇଁଲେନି ସମାଜ ଲୋକେ। ମୃତଦେହ ୧୮ଘଣ୍ଟା ପଡି ରହିଲା। ଶେଷରେ ସାମାଜିକ କର୍ମୀ ମହିଳାଙ୍କ ଅନ୍ତିମ ସତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?