ଆଦିବାସୀଙ୍କ ପାରମ୍ପରିକ ସଡ୍ରା ପର୍ବ
ମୋହନା, ୨୩/୬/୨୬ (ମନ୍ମଥ ମିଶ୍ର): କୁଇ କନ୍ଧ ଆଦିବାସୀ ସମ୍ପ୍ରଦାୟର ନିଆରା ତଥା ପାରମ୍ପରିକ ସଡ୍ରା ପର୍ବ ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳ ଭାଲିଆଗୁଡ଼ା ଗ୍ରାମରେ ଅତ୍ୟନ୍ତ ଆଡ଼ମ୍ବର ଓ ଉତ୍ସାହର ସହ ପାଳନ କରାଯାଇଛି। କୁଇ କନ୍ଧ…
ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ
ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ‘ବିକାଶର ଧାରା, ଓଡ଼ିଶା ସାରା’ କାର୍ଯ୍ୟକ୍ରମର ଦୁଇ ବର୍ଷ ପୂର୍ତ୍ତି…
କୂଅରେ ପଡ଼ି ଚାଲିଗଲା ଜୀବନ
ବୁଗୁଡା,୨୨ା୬(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। କୂଅରେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାସନ୍ତୀ ବେହେରା (୫୫)। ମିଳିଥିବା ସୂଚନା ମୁତାବକ, ବାସନ୍ତୀ ଘରପାଖ କୂଅରୁ…
ଲକ୍ଷ୍ମୀପୁର ଗାଁରେ ପହଞ୍ଚିଲେ ସାଂସଦ, ବିଧାୟକ; ବର୍ଷା ସତ୍ତ୍ୱେ ଆନନ୍ଦ ବଜାରରେ ଭକ୍ତଙ୍କ ପ୍ରବଳ ଭିଡ଼
ଗଞ୍ଜାମ, ୨୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଆସନ୍ତା ୧୯ରୁ ଆରମ୍ଭ ହୋଇଥିବା ଚବିଶି ପ୍ରହର ମହାଯଜ୍ଞ ସୋମବାର ଚତୁର୍ଥ ଦିବସରେ ପହଂଚିଛି । ମହାବୀର…
କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍: ଆଉ ତା’ପରେ…
ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ସ୍କୁଟି ଚାଳକ ଗୁରୁତର ଭାବେ ଆହତ ହୋଇଛନ୍ତି। ସଂପୃକ୍ତ ଅଞ୍ଚଳବାସୀ…
ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…
କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍): ନୃଶଂସତାର ସୀମା ପାର୍ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ କଟକ ସ୍ବତନ୍ତ୍ର ପକ୍ସୋ ଅଦାଲତ। ଅଭିଯୁକ୍ତି ପ୍ରଶାନ୍ତ କୁମାର ମହୁନ୍ତକୁ ୨୦ ବର୍ଷ…
ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…
ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି, ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ମୋ ପୁତୁରାଙ୍କ ନାଁ ଆସୁଥିଲା, ପୋଲିସ…
କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା
ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଅବସରରେ ଜି ଉଦୟଗିରି ନିର୍ବାଚନମଣ୍ଡଳୀ ଭାଜପା ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ…
ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍ ଲିଷ୍ଟ, ରେଭେନ୍ସା ଆଗରେ
କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍ଶାରେ କଳା(ରାଜନୀତି ବିଜ୍ଞାନ) କଟ୍-ଅଫ ମାର୍କ ୯୪.୫୦% ରହିଥିବା ବେଳେ ଫିଜିକ୍ସରେ ୯୬.୫୦%, ଜୁଲୋଜିରେ ୯୪.୮୩% ରହିଛି।…
ଜିଅନ୍ତା ଜଳିଗଲେ ସ୍ତ୍ରୀ, ସ୍ବାମୀ ଗୁରୁତର, ହତ୍ୟା ଅଭିଯୋଗ ଆଣି ବାପଘର ଲୋକେ କହିଲେ…
ଖଲ୍ଲିକୋଟ,୨୨।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ମଥୁରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ସ୍ତ୍ରୀ, ସ୍ବାମୀ ଓ ଗୁରୁତର ଆହତ ହୋଇଥିବା ବେଳେ ଦୁହିଁଙ୍କୁ ଉଦ୍ଧାର କରାଯାଇ ପ୍ରଥମେ…
ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..
ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି ଦିଆଯାଇଥିବା ଅଭିଯୋଗକୁ ନେଇ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଘଟଣାର ପ୍ରତିବାଦରେ ଉତ୍ୟକ୍ତ ଲୋକେ…
ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା
ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଘଟଣାରେ ସେ ଅତ୍ୟନ୍ତ ମର୍ମାହତ। ଏହି…

