ଆମ ଜିଲା ଖବର

ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀ ବିଶ୍ରାମାଗାର

ପାରଳାଖେମୁଣ୍ଡି,୧୮।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ ଭ୍ରମରପୁର ଗ୍ରାମର ଯାତ୍ରୀ ବିଶ୍ରାମାଗାର ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହାର କାନ୍ଥ ଫାଟିବା ସହ ପଲସ୍ତରା ଖସି ସେଥିରୁ ପଥର ଖସିବାରେ ଲାଗିଛି। ସାମାନ୍ୟ ବର୍ଷା ହେଲେ ଛାତରୁ ପାଣି…

ପୋତିହେଲାଣି ଆଲକଟା ବନ୍ଧ, ପୁନରୁଦ୍ଧାର ଦାବି

ଛତ୍ରପୁର, ୧୮।୧୦ (ଦିଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଏକ ପୁରୁଣା ସହର ହୋଇଥିବା ବେଳେ ଜିଲା ମୁଖ୍ୟାଳୟ ଏଠାରେ ରହିଛି। କିନ୍ତୁ ସହରର କଳେବର ବଢ଼ିଥିବା ବେଳେ ଏଠାରେ ଥିବା ବନ୍ଧଗୁଡିକର ବିକାଶ ହୋଇପାରିନାହିଁ। ଛତ୍ରପୁର ଏନଏସି ଅଧୀନରେ ଥିବା…

୩ ବର୍ଷ ଧରି ଆମ୍ବଗଛ ତଳେ ପାଠପଢ଼ା

କୋଟଗଡ,୧୮।୧୦(ସରୋଜ ବଳିୟାରସିଂ): ସର୍ବଶିକ୍ଷା ଅଭିଯାନ ‘ସଭିଏଁ ପଢ଼ିବେ ସଭିଏଁ ବଢ଼ିବେ’ ନାରା ଦେଉଥିବା ବେଳେ ଆଦିବାସୀ ବହୁଳ କନ୍ଧମାଳ ଜିଲାରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ଭାବେ ଫେଲ ମାରିଛି। ଏଠାରେ ଶ୍ରେଣୀ ଗୃହ ଅଭାବ ଥିବାରୁ ଦୀର୍ଘ ୩ ବର୍ଷ ଧରି…

ବଢ଼ିଚାଲିଛି ଅବଧି, ସରିପାରୁନି ରେଳ ଓଭରବ୍ରିଜ୍‌

ରାଇବଣିଆ, ୧୮।୧୦(ନବୀନ ସାହୁ): ଜଳେଶ୍ୱର ନୂଆବଜାର ରେଳଫାଟକ ନିକଟରେ ନିର୍ମାଣଧୀନ ଓଭରବ୍ରିଜ କାମ ୫ବର୍ଷ ତଳେ ଆରମ୍ଭ ହୋଇଥିଲେ ମଧ୍ୟ ଅଦ୍ୟାବଧି ଶେଷ ହେବାର ନା ଧରୁନି। ଫଳରେ ସାଧାରଣ ଲୋକେ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି। ୭୩. ୪୦କୋଟି ଟଙ୍କା ବ୍ୟୟରେ…

ମଣ୍ଡପରେ ବାହାନଗା ରେଳ ଦୁର୍ଘଟଣାର ଦୃଶ୍ୟ

ଭଦ୍ରକ,୧୮।୧୦ (ସନାତନ ରାଉତ): ଚଳିତବର୍ଷ ଭଦ୍ରକ ଗାନ୍ଧୀପଡ଼ିଆ ସାର୍ବଜନୀନ ଦୁର୍ଗାପୂଜା ୭୬ବର୍ଷରେ ପଦାର୍ପଣ କରୁଛି। ଆଉ ଦୁଇଦିିନ ପରେ ସପ୍ତମୀ ପୂଜା ଆରମ୍ଭ ହେବାକୁ ଥିବାବେଳେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ଓ ପାର୍ଶ୍ୱମୂର୍ତ୍ତି ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବାଲେଶ୍ୱର ଜିଲା…

୨୯ରୁ ଭଣ୍ଡାରିପୋଖରୀ ମହୋତ୍ସବ

ଭଣ୍ଡାରିପୋଖରୀ, ୧୮।୧୦(ରବିନାରାୟଣ ଖିଲାର): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ମାଳଦା ଜଗନ୍ନାଥ ବଣିକ ସଂଘଠାରେ ଗଜଲକ୍ଷ୍ମୀ ପୂଜାରେ ଭଣ୍ଡାରିପୋଖରୀ ମହୋତ୍ସବ ନେଇ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ବାରିକପୁରସ୍ଥିତ ରାମ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାବିତ୍‌ କାର୍ତ୍ତିକ ଚନ୍ଦ୍ର ସ୍ବାଇଁ…

ଅଧା ଦିନ ବନ୍ଦ, ଯାତ୍ରୀ ହନ୍ତସନ୍ତ

କେନ୍ଦୁଝର,୧୮।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୌରପାଳିକା ଅଧୀନ ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ଅନତି ଦୂର ସରକାରୀ ବସ୍‌ଷ୍ଟାଣ୍ଡ ପରିସରରେ ଥିବା ସୁଲଭ ଶୌଚାଳୟରେ ପାଣି ସମସ୍ୟା ଲାଗି ରହିଛି। ଫଳରେ ଦିନର ଅଧାରୁ ଅଧିକ ସମୟ କାମରେ ଲାଗୁ ନ ଥିବା ବେଳେ…

ନାବାଳିକାଙ୍କୁ ଘରକୁ ଆଣି ଶାରୀରିକ ସମ୍ପର୍କ ରଖୁଥିଲେ ଏଏସ୍‌ଆଇ, ଜଣା ପଡ଼ିବା ପରେ…

ରାଇରଙ୍ଗପୁର,୧୮।୧୦(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ଯାମଦା ଥାନାର ଏଏସଆଇ ଆନନ୍ଦ ମାଝି ଜଣେ ନାବାଳିକାଙ୍କୁ ନିର୍ଯାତନା ଦେଇ ଗିରଫ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, ପ୍ରଥମ ସ୍ତ୍ରୀଙ୍କ ମୃତ୍ୟୁପରେ ଏଏସଆଇ ମାଝି ଜଣେ ନାବାଳିକାଙ୍କୁ ଘରକୁ ଆଣି…

୪ ବର୍ଷର ଶିଶୁକନ୍ୟାକୁ ମାରି ଜଙ୍ଗଲରେ ପୋତିଦେଲେ ମା’

କ.ନୂଆଗାଁ/ବାଲିଗୁଡ଼ା,୧୮।୧୦(କାଳୀ ପ୍ରସାଦ ତ୍ରିପାଠୀ/ସଞ୍ଜୟ କୁମାର ପାଣିଗ୍ରାହୀ): ଜଣେ ମା’ ନିଜର ୪ ବର୍ଷର ଶିଶୁକନ୍ୟାକୁ ହତ୍ୟା କରି ଜଙ୍ଗଲରେ ପୋତିଦେଇଛନ୍ତି। କନ୍ଧମାଳ ଜିଲା ସାରଙ୍ଗଡ ଥାନା ଅନ୍ତର୍ଗତ ଗୁଟିଙ୍ଗିଆ ଗ୍ରାମରେ ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି। ସାରଙ୍ଗଗଡ ପୋଲିସ…

ଛାତ୍ରୀଙ୍କୁ ଅସଦାଚରଣ, ଶିକ୍ଷକ ଗିରଫ

ବଡବିଲ,୧୭।୧୦ (ଦେବପ୍ରିୟ ରଣା): ଗୁରୁ ଶିଷ୍ୟ ସମ୍ପର୍କରେ ଦାଗ ଲାଗିଛି। ଏଭଳି ଏକ ଲଜ୍ଜାକର ଘଟଣା କେନ୍ଦୁଝର ଜିଲା ବଡ଼ବିଲ ଥାନାଞ୍ଚଳରେ ଦେଖିବାକୁ ମିଳିଛି। ବଡ଼ବିଲ ଥାନା ଅନ୍ତର୍ଗତ ଭୁଷୁଗାଁସ୍ଥିତ ଏକ ଘରୋଇ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପୋଲିସ…

ଚାରି ବର୍ଷର ଶିଶୁ କନ୍ୟାକୁ ହତ୍ୟା କରି ମାଟି ତଳେ ପୋତିଦେଲେ ମାଆ

ବାଲିଗୁଡ଼ା,୧୭।୧୦:(ସଞ୍ଜୟ କୁମାର ପାଣିଗ୍ରାହୀ): ଚାରି ବର୍ଷର ଶିଶୁ କନ୍ୟାକୁ ହତ୍ୟା କରିଛି ନିଜ ଜନ୍ମ କଲା ମାଆ । ଏପରି ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ ଥାନା…

ରୋଗୀ ଲହୁଲୁହାଣ

ଦିଗପହଣ୍ଡି,୧୭।୧୦(ସଞ୍ଜୀବ କୁମାର ପାତ୍ର) ୫୭ ବର୍ଷିୟ ବ୍ୟକ୍ତିଙ୍କୁ କେହି ଜଣେ ଅଜଣା ଧାରୁଆ ଅସ୍ତ୍ର ସାହାଯ୍ୟରେ ଆକ୍ରମଣ କରି ଲହୁଲୁହାଣ କରିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣା ସ୍ଥଳରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଦିଗପହଣ୍ଡି ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?