ମୃତ ନାବାଳକଙ୍କୁ ବଞ୍ଚାଇବା ଲାଗି ପୂଜାର୍ଚ୍ଚନା
ଜଳେଶ୍ୱର, ୩ା୯(ରବିନାରାୟଣ ପାତ୍ର)ବିଜ୍ଞାନ ଯେତେ ଅଗ୍ରଗତି କଲେ ମଧ୍ୟ ଏବେ ବି ଲୋକଙ୍କ ମନରେ ବସାବାନ୍ଧି ରହିଛି ଅନ୍ଧବିଶ୍ୱାସ। ଜଣେ ନାବାଳକଙ୍କୁ ଡାକ୍ତର ମୃତ ଘୋଷଣା କରିବା ସତ୍ତ୍ୱେ ପରିବାର ଲୋକେ ସତ୍କାର ନ କରି ବଞ୍ଚାଇବା ପାଇଁ ଠାକୁରାଣୀଙ୍କଠାରେ ପୂଜାର୍ଚ୍ଚନ…
ସ୍ବଚ୍ଛ ବାୟୁ ସର୍ବେକ୍ଷଣରେ ଅନୁଗୋଳ ଦେଶରେ ତୃତୀୟ
ଅନୁଗୋଳ, ୩।୯(ଅମିତ କୁମାର ସାମଲ)କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ପକ୍ଷରୁ କରାଯାଇଥିବା ସ୍ବଚ୍ଛ ବାୟୁ ସର୍ବେକ୍ଷଣରେ ଅନୁଗୋଳ ପୌରପାଳିକା ଦେଶରେ ତୃତୀୟ ସ୍ଥାନ ଅଧିକାର କରିଛି। ଆସନ୍ତା ୭ ତାରିଖରେ ମଧ୍ୟପ୍ରଦେଶସ୍ଥିତ ଭୋପାଳର କୁଶବାହୁ ଠାକ୍ରେ ହଲ୍ରେ ଜଙ୍ଗଲ ଓ…
ଓଡ଼ିଶା ହାଇକୋର୍ଟରେ ୨ ନୂଆ ବିଚାରପତି ନିଯୁକ୍ତ
କଟକ,୩ା୯ (କାର୍ତ୍ତିକ ସାହୁ)ଓଡ଼ିଶା ହାଇକୋର୍ଟରେ ୨ ଜଣ ନୂଆ ବିଚାରପତିଙ୍କୁ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ନିଯୁକ୍ତି ଦେଇଛି। ସେମାନେ ହେଲେ ଆଇନଜୀବୀ ଶିବଶଙ୍କର ମିଶ୍ର ଓ ବିଚାର ବିଭାଗୀୟ ଅଧିକାରୀ ଆନନ୍ଦ ଚନ୍ଦ୍ର ବେହେରା। ଏ ସମ୍ପର୍କିତ ବିଜ୍ଞପ୍ତି ପତ୍ର ଓଡ଼ିଶା…
ନିର୍ବାଚିତ ସମିତି ସଭ୍ୟାସଭ୍ୟଙ୍କୁ ଅଣଦେଖା, ବିଧାୟକଙ୍କୁ ଭେଟି ପ୍ରଦାନ କଲେ ଦାବିପତ୍ର
କୋକସରା,୨ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପଞ୍ଚାୟତିରାଜ ବ୍ୟବସ୍ଥାରେ ନିର୍ବାଚିତ ସମିତି ସଭ୍ୟାସଭ୍ୟଙ୍କୁ ଅଣଦେଖା କରାଯାଉଥିବା ଓ ସେମାନଙ୍କ ଅଧିକାର କ୍ଷୁଣ୍ଣ ହେଉଥିବା ନେଇ ଅଭିଯୋଗ ହୋଇଛି। ଏନେଇ ଶନିବାର ଧର୍ମଗଡ଼ ବିଧାୟକ ମୋଷଧି ବାଗଙ୍କୁ ଭେଟି ୧୨ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ…
ବଜ୍ରପାତରେ ନାବାଳକଙ୍କ ସମେତ ୨ ମୃତ, ୩ ଆହତ
ବାଣପୁର(ଶଙ୍କର ବସ୍ତି)/ଗମ୍ଭାରୀମୁଣ୍ଡା,୨ା୯(ଦିଲ୍ଲୀପ ସ୍ବାଇଁ): ଖୋର୍ଦ୍ଧା ଜିଲା ବାଣପୁର ଥାନା ଅଞ୍ଚଳରେ ଶନିବାର ବଜ୍ରପାତ ହେବାରୁ ଜଣେ ନାବାଳକଙ୍କ ସମେତ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଏହି ଥାନା ଅଧୀନ ଅରାଙ୍ଗ ଗ୍ରାମର ରଞ୍ଜିତ୍…
ଜଙ୍ଗଲ କାଟି ୩ କୋର୍ଟ ଚାଲାଣ
କୋକସରା,୨ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଧର୍ମଗଡ଼ ବନାଞ୍ଚଳ ଆମପାଣି ସେକ୍ସନ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ବେଆଇନ ଜଙ୍ଗଲ କାଟିବା ଅଭିଯୋଗରେ ଶନିବାର ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଆମପାଣି ବନ ବିଭାଗ।…
ବିନା ଏନ୍ଓସିରେ ଚାଲିଛି ପେଟ୍ରୋଲ ପମ୍ପ୍, ୨୨ ପମ୍ପ୍କୁ ନୋଟିସ୍
କେନ୍ଦୁଝର,୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାରତୀୟ ଜାତୀୟ ରାଜପଥ ପ୍ରାଧୀକରଣ (ଏନ୍ଏଚ୍ଏଆଇ) ପକ୍ଷରୁ ଜାରି କରାଯାଇଥିବା ଗାଇଡ୍ଲାଇନ୍କୁ କେନ୍ଦୁଝର ଜିଲାରେ ଅନେକ ପେଟ୍ରୋଲ ପମ୍ପ୍ ମାଲିକ ମାନୁନାହାନ୍ତି। ଫଳରେ ଏନ୍ଏଚ୍ରେ ଟ୍ରାଫିକ ଜାମ୍ ଓ ଦୁର୍ଘଟଣା ବଢୁଥିବା ଅଭିଯୋଗ ହେଉଛି। ଏନ୍ଓସି ନ…
ଗାଈଗୋଠକୁ ମାରିଲା ବିଜୁଳି, ଚାଲିଗଲା ୨ ଗୋରୁଙ୍କ ଜୀବନ, ୩ ଆହତ
କୋଟଗଡ଼,୨ା୯(ସରୋଜ ବଳିୟାରସିଂ): କୋଟଗଡ଼ ବ୍ଲକ ଜୁଡ଼ାବାଲି ପାଞ୍ଚାୟତର ଶ୍ରାଳିଗୁଡାର ରାଶିଫୁଲ ବାରିକଙ୍କ ବଜ୍ରପାତରେ ଦୁଇ ଗୋରୁଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଗୁରୁତର ହୋଇଛନ୍ତି। ଶନିବାର ଅପରାହ୍ନରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଏହି ସମୟ ପଡ଼ିଆରେ ଚରୁଥିବା ଗାଈଗୋଠକୁ…
ଡିଜିଟାଲ ଡିସ୍ପେନସାରୀ କର୍ମଚାରୀଙ୍କୁ ଛଟେଇ, ପୁନଃ ନିଯୁକ୍ତି ଦାବି
କେନ୍ଦୁଝର,୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚାଲିଥିବା ଡିଜିଟାଲ ଡିସ୍ପେନସାରୀରେ କାମ କରୁଥିବା କର୍ମଚାରୀ ଏଏନ୍ଏମ ଏବଂ ଏଲ୍ଟିମାନଙ୍କୁ କାମରୁ ଛଟେଇ କରି ଦିଆଯାଇଥିବାରୁ ଏହାର ପ୍ରତିବାଦରେ ସେମାନେ ଶନିବାର ଜିଲାପାଳଙ୍କୁ ଲିଖିତ ଅଭିଯୋଗ ଜଣାଇ ନ୍ୟାୟ ଦାବି କରିଛନ୍ତି। ଉକ୍ତ…
ବସ୍ଷ୍ଟାଣ୍ଡ ପାଇଁ ସ୍ଥାନ ନିରୂପଣ ନେଇ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ
ରାଇରଙ୍ଗପୁର/ଯଶୀପୁର,୨ା୯(ମନୋରଞ୍ଜନ ତିରିଆ/ସରୋଜ କୁମାର ମହାନ୍ତ): ମୟୂରଭଞ୍ଜ ଜିଲା ଯଶୀପୁରର ବ୍ଲକ୍ସ୍ତରୀୟ ବସ୍ଷ୍ଟାଣ୍ଡ ବ୍ଲକ୍ କାର୍ଯ୍ୟାଳୟ ନିକଟରେ କରାଯିବା ପାଇଁ ସ୍ଥାନ ନିରୂପଣ ନିମନ୍ତେ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଏବଂ ଯଶୀପୁର ମହାବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ତରଫରୁ ଯଶୀପୁର ତହସିଲଦାର କ୍ରେସେନ୍ସିଆ ତିର୍କୀଙ୍କୁ ଦାବିପତ୍ର…
ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ
କେନ୍ଦୁଝର,୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସ୍ବତନ୍ତ୍ର ଅତିରିକ୍ତ ଜିଲାଜଜ୍ (ପୋକ୍ସୋ) ଶୁଭଶ୍ରୀ ତ୍ରିପାଠୀ ଶନିବାର ଜଣେ ୧୦ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର ମାମଲାରେ ଶୁଣାଣି କରି ପ୍ରତାପ ପୃଷ୍ଟି ନାମକ ଜଣେ ଯୁବକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା…
ରାସ୍ତା କଡ଼କୁ ଓଲଟିଲା ଟ୍ୟାଙ୍କର, ଡ୍ରାଇଭର ଗୁରୁତର
ଭବାନୀପାଟଣା,୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଗୋବରା ନିକଟରେ ଶନିବାର ଏକ ପେଟ୍ରୋଲ ଟ୍ୟାଙ୍କର ଭରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଥିଲା। ଫଳରେ ଏଥିରେ ବସିଥିବା ଚାଳକ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ତାଙ୍କୁ…

