ଆମ ଜିଲା ଖବର

ବୋଲେରୋ-ଟ୍ରକ୍‌ ମୁହାଁମୁହିଁ: ୨ ମୃତ, ୨ ଗୁରୁତର

ବଲାଙ୍ଗୀର,୧୬ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା- ଖଡ଼ିଆଳ ୫୯ ନମ୍ବର ଜାତୀୟ ରାଜପଥ ଫୁଗୁଡା ଛକ ବୁଲାଣିଠାରେ ସୋମବାର ଭୋର୍‌ରୁ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବୋଲେରୋ ସହ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା…

ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ

ପିପିଲି,୧୬ା୧୦(୦୫): ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ ହୋଇଛି। ଦୀର୍ଘଦିନ ଧରି ସେ କର୍କଟ ରୋଗରେ ପୀଡ଼ିତ ଥିବା ବେଳେ ସୋମବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଥିବା ନେଇ ତାଙ୍କ ଭାଇ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଯୁଧିଷ୍ଠିର…

ଶତାବ୍ଦୀର ମୂକସାକ୍ଷୀ କୁଞ୍ଜକାନ୍ତ ମନ୍ଦିର

ଢେଙ୍କାନାଳ ,୧୬ା୧୦(ରତନ ନାୟାର): ଢେଙ୍କାନାଳ ଐତିହ୍ୟ ପଦଯାତ୍ରାର ସପ୍ତମ ସଂସ୍କରଣ ରବିବାର ସ୍ଥାନୀୟ କୁଞ୍ଜକାନ୍ତ ମନ୍ଦିରଠାରେ ଅନୁଷ୍ଠିତ ହୋଇଯାଇଛି। ଐତିହ୍ୟକୁ ଜାଣିବା ଓ ତାହା ସମ୍ପର୍କରେ ତଥ୍ୟ ସଂଗ୍ରହ କରି ଭବିଷ୍ୟତ ପିଢ଼ି ପାଇଁ ସଂରକ୍ଷିତ ରଖି ଜନ ସଚେତନତା ସୃଷ୍ଟି…

ପୋଲିସ ଠିକା କମ୍ପାନୀର ଗୁଣ୍ଡା ସାଜିଛି: ମାଓବାଦୀ ସଂଗଠନ

ରାୟଗଡ଼ା,୧୬।୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଏସ୍‌ପି ବିବେକାନନ୍ଦ ଶର୍ମା ଓ ଘରୋଇ କମ୍ପାନୀ ବିରୋଧରେ ବାଂଶଧାରା-ଘୁମୁସର-ନାଗାବଳୀ (ବାଘୁନା) ଡିଭିଜନାଲ ମାଓବାଦୀ କମିଟି ପ୍ରେସ୍‌ ରିଲିଜ ଜାରି କରିଛି। ଏସ୍‌ପି ଶର୍ମାଙ୍କ ନେତୃତ୍ୱରେ ଜିଲା ପୋଲିସ ଠିକା କମ୍ପାନୀର ଗୁଣ୍ଡା ସାଜିଛି। ପୋଲିସ…

କାଚ ମେଢ଼ରେ ଶୋଭାପାଇବେ ମା’

କଟକ,୧୬ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ): ଶାରଦୀୟ ପୂଜା ପାଇଁ ଚଳଚଞ୍ଚଳ ହୋଇଛି କଟକ ସହର। ବିଭିନ୍ନ ମଣ୍ଡପରେ ପୂଜା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପୂଜା ପାଇଁ କମିଟି କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ତେବେ ଏହି ପୂଜା ଦୌଡ଼ରେ ସାମିଲ ହୋଇଛି…

ଓଡ଼ଗାଁ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ସବ୍‌ଡିଭିଜନ ମାନ୍ୟତା

ଓଡ଼ଗାଁ,୧୬ା୧୦(ଆଦର୍ଶ କୁମାର ପଟ୍ଟନାୟକ): ସାରା ରାଜ୍ୟରେ ଓଡ଼ଗାଁ ସମେତ ୧୪୪ ବ୍ଲକରେ ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଖୋଲିବା ନିମନ୍ତେ ରାଜ୍ୟପାଳଙ୍କ ଅନୁମୋଦନ ମିଳିସାରିଛି। ଏନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ୧୧ ତାରିଖରେ ଜାରି କରାଯାଇଥିବା ଏକ ବିଜ୍ଞପ୍ତିରେ…

ଅଳାଇଲୋରେ ଅଧିକୃତ ଜମି ଚାଷୀଙ୍କୁ ଫେରାଅ

କେନ୍ଦ୍ରାପଡ଼ା,୧୬ା୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଅଳାଇଲୋଠାରେ ବିଦ୍ୟୁତ୍‌ ପ୍ଲାଣ୍ଟ ସ୍ଥାପନ ପାଇଁ ସ୍ଥାନୀୟ ଲୋକଙ୍କଠାରୁ ୧୨ବର୍ଷ ପୂର୍ବେ ଜମି ଅଧିଗ୍ରହଣ କରାଯାଇଥିଲା। ତେବେ ଏହି ଜମି ଚାଷୀଙ୍କୁ ଫେରାଇବା ପାଇଁ ଜିଲା ଜନ ଅଧିକାର ଅଭିଯାନ ପକ୍ଷରୁ ଜିଲାପାଳଙ୍କୁ…

ଦେବୀ ନଦୀବନ୍ଧରେ ୨ଶହ ଫୁଟ୍‌ର ଫାଟ

କାକଟପୁର(ଶୁଭଦର୍ଶନ ମିଶ୍ର)/ଅସ୍ତରଙ୍ଗ (ପ୍ରଦୀପ୍ତ କୁମାର ଦୀକ୍ଷିତ), ୧୬ା୧୦: ପୁରୀ ଜିଲା କାକଟପୁର ଜଳସମ୍ପଦ ବିଭାଗ ଅଧୀନସ୍ଥ ଦେବୀ ନଦୀବନ୍ଧ ରାସ୍ତାରେ ୨ଶହ ଫୁଟ ଲମ୍ବ ପର୍ଯ୍ୟନ୍ତ ଫାଟ ସୃଷ୍ଟି ହୋଇଛି। ଏଥିଯୋଗୁ ନଦୀ ତଟବର୍ତ୍ତୀ ଓ ତଳିଆ ଅଞ୍ଚଳ ଲୋକେ ଆତଙ୍କିତ…

ଓଜେଇ ରିପୋର୍ଟ ପରେ ବି ନିଆଯାଉନି କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୧୬ା୧୦(ପ୍ରଭାତ ପାଣିଗ୍ରାହୀ): ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ କଲେଜ(ଜିଏଏମ୍‌)ରେ ବିନା ଏନ୍‌ଇଇଟି, ଓଜେଇ ଆଲଟ୍‌ମେଣ୍ଟ ନମ୍ବର ଏପରି କି ପୂର୍ବରୁ କୌଣସି କଲେଜରେ ନାମ ଲେଖାଇ ନ ଥିବା ପିଲାଙ୍କୁ ଡାକ୍ତରୀ ପାଠ୍ୟକ୍ରମ ପାଇଁ ନାମ ଲେଖାଇବାକୁ ସୁଯୋଗ ଦିଆଯାଉଛି। ଏହାର ସମସ୍ତ…

ଧାନକ୍ଷେତ ଛାଡ଼ି ଯାଉନାହାନ୍ତି ହାତୀ

କେନ୍ଦୁଝର,୧୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଧାନ ଫସଲ ଭଲ ହୋଇଛି। କ୍ଷେତରେ ଏବେ ଧାନ କେଣ୍ଡା ମାରିଲାଣି। ଆଉ ପ୍ରାୟ ମାସକ ମଧ୍ୟରେ ଚାଷୀ ଫସଲ ଅମଳ କରିବ। ଧାନ ଅମଳ କଲେ ବିକି ଧାର କରଜ…

ପ୍ରତିଦିନ ମା’ଙ୍କଠାରେ ଲାଗି ହେବ ଅନ୍ନଭୋଗ

କୋକସରା,୧୫।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): (୦୩) ଧରାପୃଷ୍ଠକୁ ଆସିଛନ୍ତି ମା’ଦୁର୍ଗା। ମା’ଙ୍କ ଆଗମନରେ ସହରଠୁ ଗାଁ ଚଳଚଞ୍ଚଳ ହୋଇପଡିଛି। କଳାହାଣ୍ଡି ଜିଲା କୋକସରା ବ୍ଲକ ଓଲମା ଗ୍ରାମରେ ଚଳିତ ବର୍ଷ ନବଦିନାତ୍ମକ ଶାରଦୀୟ ଦୁର୍ଗାପୂଜା ହେଉଥିବା ବେଳେ ଅଧିବାସ କାର୍ଯ୍ୟ ସମ୍ପନ୍ନ ହୋଇଛି।…

ନବରାତ୍ର ପୂଜା ଆରମ୍ଭ

ବାଲିଗୁଡ଼ା,୧୫।୧୦(ସଞ୍ଜୟ ପାଣିଗ୍ରାହୀ): (୦୩) କନ୍ଧମାଳ ଜିଲା ବାଲିଗୁଡ଼ା ମା’ ପାଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ ହୋଇଯାଇଛି। ରବିବାର ସୂର୍ଯ୍ୟପୂଜା ସାଙ୍ଗକୁ ମା’ ଶୈଳପୁତ୍ରୀଙ୍କ ପୂଜା ହୋଇଥିଲା। ପରେ ମୃଣ୍ମୟୀ ଦେବୀଙ୍କ ନବରାତ୍ର ପୂଜା ଆରମ୍ଭ ହୋଇଥିଲା। ମା’ଙ୍କ ଦର୍ଶନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?