ଆମ ଜିଲା ଖବର

ମରୁଡ଼ି ଘୋଷଣା କର

କୋକସରା,୩୧ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଚଳିତ ବର୍ଷ ଚାଷପୋଯୋଗୀ ବର୍ଷା ଅଭାବରୁ କଳାହାଣ୍ଡି ଜିଲା କୋକସରା ବ୍ଲକର ଅନେକ ପଞ୍ଚାୟତରେ ସମ୍ଭାବ୍ୟ ମରୁଡି ପରିସ୍ଥିତି ଦେଖାଦେଇଛି। ଆସନ୍ନ ମରୁଡି ଚାଷୀଙ୍କ ଜୀବନ ଜୀବିକାକୁ ପ୍ରଭାବିତ କରିଥିବା ବେଳେ ବ୍ଲକର ଟେମରା ପଞ୍ଚାୟତକୁ ମରୁଡି…

ଓଲଟିଲା ଆଇରନ୍‌ ବୋଝେଇ ଟ୍ରକ

କେନ୍ଦୁଝର,୩୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ଗୋପାଳପୁର-ନେକଡା ରାସ୍ତାରେ ଏକ ଆଇରନ୍‌ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଟ୍ରକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ଜିଲା ଗନଶିଳା…

ବସ୍‌କୁ କରିଥିଲେ ଅପେକ୍ଷା: ଦୁର୍ଘଟଣାରେ ଚାଲିଗଲା ଜୀବନ

ରାଇରଙ୍ଗପୁର,୩୧।୮(ମାନସ ମହାନ୍ତି ): ମୟୁରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଖଡମବେଡା ପଞ୍ଚାୟତ ଦେଉପଟା ଗ୍ରାମ ୪୯ ନମ୍ବର ଜାତୀୟ ରାଜପଥରେ ଗୁରୁବାର ଏକ ଗାଡ଼ି ଧକ୍କାରେ ଜୈନକ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାଇରଙ୍ଗପୁର ଗ୍ରାମ ଅଞ୍ଚଳ ଥାନା…

ମହିଳାଙ୍କୁ ଛୁରିରେ ଆକ୍ରମଣ: ଅଭିଯୁକ୍ତଙ୍କୁ ପିଟିପିଟି ମାରିଦେଲେ ସମ୍ପର୍କୀୟ

କୋରୁକୋଣ୍ଡା,୩୧।୮(ଅବିନାଶ ବେହେରା): ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରି ଫେରାର ହୋଇଯାଉଥିବା ଜଣେ ଅଭିଯୁକ୍ତଙ୍କୁ ଧରି ପିଟିପିଟି ମାରିଦେବା ଘଟଣା ସାମ୍ନାକୁ ଆସିଛି। ଏହିପରି ଏକ ଘଟଣା ଘଟିଛି ମାଲକାନଗିରି ଜିଲା କାଲିମେଳା ବ୍ଲକ ସଦର ଥାନା ଚିନ୍ତାଳୱାଡ଼ା ପଞ୍ଚାୟତ ଅନ୍ତର୍ଗତ ମାଝୀଗୁଡ଼ା…

ପିକ୍‌ଅପ ଭ୍ୟାନ୍‌ ଧକ୍କାରେ ଚାଲିଗଲା ଶିଶୁପୁତ୍ରଙ୍କ ଜୀବନ

କୋଟଗଡ଼,୩୧।୮(ସରୋଜ ବଳିୟାରସିଂ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ବାରଖମା ଅଞ୍ଚଳରେ ଏକ କବାଡ଼ି ସାମଗ୍ରୀ ବୋଝେଇ ପିକ୍‌ଅପ୍‌ ଭ୍ୟାନ ଧକ୍କାରେ ଜଣେ ଶିଶୁ ପୁତ୍ରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ବାରଖମା ଦଣ୍ଡିସାହି ଅଞ୍ଚଳର ଅଭିରାମ ଦଣ୍ଢିଆଙ୍କ ପୁଅ…

ଜେସିବି, ମୋରମ୍‌ ବୋଝେଇ ଟ୍ରାକ୍ଟର ଜବତ

ମୋରଡ଼ା,୩୧।୮(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡ଼ା ତହସିଲ ଅଧୀନ କୋହି ପଞ୍ଚାୟତ ପ୍ରତାପଚନ୍ଦ୍ରପୁର ଅଞ୍ଚଳରେ ସୁବର୍ଣ୍ଣରେଖା କେନାଲ ରାସ୍ତା ନିର୍ମାଣ କାମ କରାଯାଉଛି। ଏନେଇ ଏକ ଘରୋଇ ଠିକା ସଂସ୍ଥା ବେଆଇନ ଭାବେ ସରକାରୀ ଜାଗାରୁ ମୋରମ୍‌ ଉତ୍ତୋଳନ କରୁଥିବା ବିଭାଗୀୟ…

ସ୍ବାୟତ୍ତ ଶାସନ ଦିବସ: ସହରରେ କାର୍ଯ୍ୟକ୍ଷମ ହେଲା ୧୧୦ସିସି କ୍ୟାମେରା

ପୁରୁଷୋତ୍ତମପୁର ୩୧।୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କ ପୌରୋହିତ୍ୟର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପ୍ରଥମେ ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ପତାକା ଉତ୍ତୋଳନ କରାଯାଇଥିଲା…

୯ ଦଫା ଦାବିରେ କଂଗ୍ରେସର ପ୍ରତିବାଦ

ଚାନ୍ଦବାଲି,୩୧ା୮(ଅଶୋକ ପଣ୍ଡା): ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧରେ ଗୁରୁବାର ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ କଂଗ୍ରେସ ପକ୍ଷରୁ ୯ ଦଫା ଦାବି ନେଇ ଚାନ୍ଦବାଲି ସହର ପରିକ୍ରମା କରିବା ସହ ବ୍ଲକ କାର୍ଯ୍ୟାଳୟ ଆଗରେ ଏକ ପ୍ରତିବାଦ ସଭା କରାଯାଇଛି। ଏହି…

ଜି.ଉଦୟଗିରି ଏନ୍‌ଏସିରେ ସ୍ବାୟତ୍ତ ଶାସନ ଦିବସ

ଜି.ଉଦୟଗିରି,୩୧ା୮(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଗୁରୁବାର ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ପ୍ରାକ୍ତନ ଅଧ୍ୟକ୍ଷା ସ୍ବର୍ଗତଃ ଭାନୁପ୍ରଭା ମିଶ୍ରଙ୍କ ଅକାଳ ବିୟୋଗ ହେତୁ ସମସ୍ତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ସର୍ବସମ୍ମତି କ୍ରମେ ବନ୍ଦ ରଖାଯାଇଛି। ଏନ୍‌ଏସି ପରିସରରେ…

ସୁନା ଦୋକାନରେ ଜିଏସ୍‌ଟି ଚଢ଼ାଉ

ଚାନ୍ଦବାଲି,୩୧ା୮(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ବଜାରସ୍ଥିତ ସୁବୋଧ ସାହୁ ଆଣ୍ଡ୍‌ ସନ୍ସ ଜୁଏଲାରୀ ଦୋକାନ ଉପରେ ଗୁରୁବାର ଜିଏସ୍‌ଟି(ଏନ୍‌ଫୋର୍ସମେଣ୍ଟ) ପକ୍ଷରୁ ଚଢ଼ାଉ କରାଯାଇଛି। ଯାଜପୁର ଡିଭିଜନ ପକ୍ଷରୁ ୨ଟି ଗାଡ଼ିରେ ପ୍ରାୟ ୧୦ଜଣ କର୍ମଚାରୀ ଆସି ସୁନାଗହଣା…

ମହିଳାଙ୍କୁ ଛୁରିରେ ଆକ୍ରମଣ: ଅଭିଯୁକ୍ତଙ୍କୁ ପିଟିପିଟି ମାରିଦେଲେ ସମ୍ପର୍କୀୟ, ୪ ଅଟକ

କୋରୁକୋଣ୍ଡା,୩୧ା୮(ଅବିନାଶ ବେହେରା): ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅନ୍ତର୍ଗତ ଚିନ୍ତଲବାଡ଼ା ପଞ୍ଚାୟତ ମାଝିଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଜଣେ ବ୍ୟକ୍ତିଙ୍କୁ ପିଟିପିଟି ମାରିଦେବା ସହ ଶେଷରେ ଗଛରେ ଟାଙ୍ଗି ଦେଇଥିଲେ…

ଭୁବନେଶ୍ୱରରୁ କଳାହାଣ୍ଡିକୁ ଉଡ଼ିଲା ବିମାନ

ଭୁବନେଶ୍ୱର,୩୧ା୮(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ କାଲାହାଣ୍ଡି ଜିଲାର ଉତ୍‌କେଲା ଅଭିମୁଖେ ପ୍ରଥମ ନିର୍ଦ୍ଧାରିତ ବିମାନ ସେବାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଗୁରୁବାର ଭୁବନେଶ୍ୱର-ଉତ୍‌କେଲା ଏମ୍‌/ଏସ୍‌ ଇଣ୍ଡିଆ ଓ୍ବାନ ଏୟାର ଦ୍ୱାରା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?