୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କଲା ଗଞ୍ଜାମ ପୋଲିସ
ଛତ୍ରପୁର, ୨୨/୬ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନାର ତ୍ୱରିତ ଏବଂ ସମନ୍ୱିତ ପ୍ରୟାସ ଫଳରେ ୧୫ ଜୁନ ୨୦୨୬ରୁ ୨୧ ଜୁନ ୨୦୨୬ ମଧ୍ୟରେ ମୋଟ ୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ସଫଳତାର ସହ ଖୋଜି ବାହାର…
ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ…
ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ ଧାରା ଓଡ଼ିଶା ସାରା’ ଜନସମ୍ପର୍କ ଓ ସଚେତନତା କାର୍ଯ୍ୟକ୍ରମ ସଫଳତାର ସହ ସମ୍ପନ୍ନ…
ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି, ୫ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ସ୍ପଷ୍ଟ କଲେ ମନ୍ତ୍ରୀ
ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ୫ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ସୋମବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ମୃତକମାନେ…
ଜଙ୍ଗଲରୁ ଠାବ ହେଲା ମାଓବାଦୀଙ୍କ ବୃହତ୍ ଅସ୍ତ୍ରଶସ୍ତ୍ର ଭଣ୍ଡାର
କୋରାପୁଟ, ୨୨/୬ (ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ବଡ଼ଲିପାହାଡ଼ ଜଙ୍ଗଲରେ ସୁରକ୍ଷାବାହିନୀ ପକ୍ଷରୁ ଚାଲିଥିବା ଚଢ଼ାଉ ବେଳେ ମାଓବାଦୀଙ୍କ ଏକ ବୃହତ୍ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଭଣ୍ଡାର ଠାବ କରାଯାଇଛି। ଏ ସମ୍ପର୍କରେ କୋରାପୁଟ ଏସ୍ପି ରୋହିତ…
ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ବ୍ୟସ୍ତ ବିଧାୟକ: ପାଣି ପାଇଁ ହନ୍ତସନ୍ତ ଗ୍ରାମବାସୀ , ଛାତ୍ରୀଛାତ୍ରଙ୍କ ଧାରଣା
ମୋରଡା,୨୨/୬(ସ୍ମାରକ ମାଜୀ): ଜୁନ କୋଡିଏ ତାରିଖରେ ମୟୂରଭଞ୍ଜ ଜିଲାରେ ଭାଜପା ସରକାର ୨ ବର୍ଷ ପୂର୍ତ୍ତି ପାଳନ କରି ସଫଳତାର ଗାଥା ଗାଉଥିବା ବେଳେ ମୋରଡା ନିର୍ବାଚନମଣ୍ଡଳୀ ଅଧୀନ ରାସଗୋବିନ୍ଦପୁର ବ୍ଲକରେ ଦେଖିବାକୁ ମିଳିଛି ଭାଜପା ସରକାରର ଅସଲ ଚିତ୍ର। ମୟୂରଭଞ୍ଜ…
ସିମେଣ୍ଟ କାରଖାନା ବନ୍ଦ: ତେଜିଲା ଅସନ୍ତୋଷ, ଲୋକେ ଆନ୍ଦୋଳନମୁହାଁ
ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ମାସ ୧୯ତାରିଖର ସମ୍ପୂର୍ଣ୍ଣଭାବେ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଭାରତ ସରକାରଙ୍କ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟର ସଚିବଙ୍କୁ…
ପ୍ରକୃତି ପାଠଶାଳାରେ ଗଛ ଚିହ୍ନିଲେ ପିଲା, ପରିବେଶ ସୁରକ୍ଷା ସହ…
ଦାରିଙ୍ଗବାଡ଼ି,୨୨ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ତିଲୋରୀ ପଞ୍ଚାୟତ ଦୁର୍ଗମ ଗଣ୍ଡିଗୁଡ଼ା ଗ୍ରାମରେ ଶିଶୁମାନଙ୍କର ଏକ ଦିବସୀୟ ପ୍ରକୃତି ପାଠଶାଳା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ କାର୍ଯ୍ୟକ୍ରମରେ ଯୋଗଦେଇଥିବା ଶିଶୁମାନଙ୍କୁ ପ୍ରକୃତି ସୁରକ୍ଷା, ବିଭିନ୍ନ ପ୍ରକାର ଗଛ ଚିହ୍ନିବା ଓ…
ପ୍ରସବ ଯନ୍ତ୍ରଣାରେ ଛଟପଟ ମା’: ଆମ୍ବୁଲାନ୍ସ ରେ ଜନ୍ମ ହେଲା ଛୁଆ, ସୁରକ୍ଷିତ ପ୍ରସବ କରାଇ ପ୍ରଶଂସା ସାଉଁଟିଲେ…
ଦିଗପହଣ୍ଡି,୨୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜନଜାତି ବହୁଳ ଟି. ଗୋବିନ୍ଦପୁର ପଞ୍ଚାୟତ ଗୁହାରିଖୋଲ ଗାଁ ର ଲକ୍ଷ୍ମଣ ଗମାଙ୍ଗଙ୍କ ଗର୍ଭବତୀ ସ୍ତ୍ରୀ ସସ୍ମିତା ଗମାଙ୍ଗ(୨୫) ରବିବାର ରାତି ପ୍ରାୟ ସାଢେ ୯ ଟାରେ ଘର ଭିତରେ ଅସହ୍ୟ…
ସରିଲା ଛୁଟି, କେଭିରେ ଆରମ୍ଭ ହେଲା +୨ ପାଠପଢ଼ା
ଭଞ୍ଜନଗର,୨୨ା୬(ବାବୁଲା ପ୍ରଧାନ): ଗ୍ରୀଷ୍ମ ଛୁଟି ସରିବା ପରେ ସୋମବାରଠାରୁ ଗଞ୍ଜାମ ଜିଲାର ସମସ୍ତ ବିଦ୍ୟାଳୟ ଖୋଲିଛି। ଛାତ୍ରୀଛାତ୍ର ନିର୍ଦ୍ଧାରିତ ସମୟରେ ବିଦ୍ୟାଳୟକୁ ଆସିଛନ୍ତି। ଅନ୍ୟପଟେ ଚଳିତ ବର୍ଷ ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ବିଜ୍ଞାନ…
ପିଲାଚୋର ସନ୍ଦେହରେ ବାହାର ରାଜ୍ୟର ଯୁବକଙ୍କୁ ନିର୍ଧୂମ ମାଡ଼, ଭିଡିଓ ଭାଇରାଲ ପରେ…
ସମ୍ବଲପୁର,୨୨ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରର କ୍ଷେତରାଜପୁର ଥାନା ଅନ୍ତର୍ଗତ ଧୋବାପଡ଼ା ଅଞ୍ଚଳରେ ରବିବାର ସକାଳେ ଜଣେ ବାହାର ରାଜ୍ୟର ଯୁବକଙ୍କୁ ପିଲା ଚୋର ଭାବି କିଛି ସ୍ଥାନୀୟ ଯୁବକ ବର୍ବରତାର ସହ ମାଡ଼ ମାରିଛନ୍ତି। ଆହତ ଯୁବକ ଜଣକ କେରଳ ରାଜ୍ୟ…
ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ ଏମ୍ପି ପ୍ରଦୀପ ପାଣିଗ୍ରାହୀ, ଘଣ୍ଟ-ଢୋଲ ପଟୁଆରରେ…
ଗଞ୍ଜାମ,୨୨ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଆଲିଆବାଦ ଗ୍ରାମର ଗ୍ରାମ୍ୟଦେବୀ ମା’ ବୁଢ଼ୀଠାକୁରାଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବ୍ରହ୍ମପୁର ଏମ୍ପି ଡ. ପ୍ରଦୀପ ପାଣିଗ୍ରାହୀ ଯୋଗ ଦେଇଥିଲେ। ଏମ୍ପି ଗ୍ରାମରେ ପହଞ୍ଚିବା…
ପଞ୍ଚାୟତ ନିର୍ବାଚନ ପାଇଁ ସଂଗଠନ ସୁଦୃଢ଼ କରିବାକୁ କଂଗ୍ରେସର ଆହ୍ବାନ
ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ବରଙ୍ଗା ତୋଟାଠାରେ ଥୁଆମୂଳ ରାମପୁର ପଞ୍ଚାୟତ କଂଗ୍ରେସ କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ କଂଗ୍ରେସ କମିଟି ସଭାପତି ମହେଶ୍ୱର ନାଏକଙ୍କ ସଭାପତିତ୍ୱରେ ଆୟୋଜିତ ଏହି…

