ଆମ ଜିଲା ଖବର

ଶିଳ୍ପ ବିକାଶ କ୍ଷେତ୍ରରେ ଗଞ୍ଜାମ ପଛୁଆ

ବ୍ରହ୍ମପୁର,୧୪ା୧୦(ନରସିଂହ ସାହୁ): ଗଞ୍ଜାମରେ ଶିଳ୍ପ ବିକାଶ ହୋଇପାରୁନାହିଁ। ତେଣୁ ଜିଲାର ଲକ୍ଷାଧିକ ଶ୍ରମିକ ବାହାର ରାଜ୍ୟକୁ ଯାଇ ଦାଦନ ଖଟୁଛନ୍ତି। ଗତ ୫ ଦଶନ୍ଧି ମଧ୍ୟରେ ଗୋଟିଏ ବି ନୂଆ ଶିଳ୍ପ ପ୍ରତିଷ୍ଠା ହୋଇ ନ ଥିବା ବେଳେ ପୁରୁଣା ଶିଳ୍ପ…

ଯୁବତୀ ଗର୍ଭବତୀ: ବନ୍ଧା ହେଲେ ବୃଦ୍ଧ

ଗୋପାଳପୁର,୧୪ା୧୦(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର କରି ଗର୍ଭବତୀ କରିବା ମାମଲାରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବିଶ୍ୱନାଥପୁର ଗ୍ରାମର ମନୁ…

ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହା ହେଲେ ରୋଗୀ

ରିଆମାଳ,୧୪।୧୦(ନିରଞ୍ଜନ ବେହେରା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ବରଡାତଇଲା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସରକାର ରାସ୍ତା, ଶିକ୍ଷା, ସ୍ବାସ୍ଥ୍ୟ, ଜଳସେଚନ ଆଦି ଉନ୍ନତି କ୍ଷେତ୍ରରେ ଡିଣ୍ଡିମ ପିଟୁଥିବା ବେଳେ ଗ୍ରାମକୁ ରାସ୍ତା ନ ଥିବାରୁ ଖଟିଆରେ…

ଭୁଶୁଡ଼ିଲା ପଞ୍ଚଲିଙ୍ଗେଶ୍ୱର ପୀଠ ପାହାଚ

ନୀଳଗିରି,୧୪।୧୦(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ବଡ଼ ଅଘଟଣରୁ ବର୍ତ୍ତିଯାଇଛନ୍ତି ପର୍ଯ୍ୟଟକ। ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରକୁ ସଂଯୋଗ କରୁଥିବା ପାହାଚ ଭୁଶୁଡ଼ି ପଡିବାରୁ କିଛି ସମୟ ପାଇଁ ଭକ୍ତମାନେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ସ୍ଥାନୀୟ ଟ୍ରଷ୍ଟ ବୋର୍ଡ…

ଦର୍ଶନ ପାଇଁ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡରୁ ଆସନ୍ତି ଭକ୍ତ

ରାଇବଣିଆ,୧୩।୧୦(ନବୀନ ସାହୁ): ଚଳିତ ବର୍ଷ ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତ ଅଞ୍ଚଳରେ ଅବସ୍ଥିତ ଲକ୍ଷ୍ମଣନାଥ ଗ୍ରାମର ରାୟ ମହାଶୟ ଗଡ଼ରେ ୫୧୬ତମ ସାର୍ବଜନୀନ ଦୁର୍ଗା ପୂଜା ଆୟୋଜିତ ହେବ। ପୂଜାକୁ ଅଧିକ ଆକର୍ଷଣୀୟ କରିବାକୁ ଉଦ୍ୟମ କରାଯାଉଛି ବୋଲି ପୂଜା ସମିତିର କୋଷାଧ୍ୟକ୍ଷ କ୍ଷେତ୍ର…

‘ଧୁମଧାମରେ ପାଳନ ହେବ ଆଖଡ଼ା ଯାତ୍ରା’

ବାଲେଶ୍ୱର, ୧୪।୧୦(ମାନସ ବିଶ୍ୱାଳ): ବାଲେଶ୍ୱର ସହର ମିଶନ ପଡ଼ିଆ ସମ୍ମୁଖସ୍ଥ ଏକ ହୋଟେଲ ସମ୍ମିଳନୀ କକ୍ଷରେ ଜିଲା ଯାଦବ (ଗୋପାଳ) ମହାସଭା ବାଲେଶ୍ୱର ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବିଚାରପତି ଭାଗିରଥ ବାରିକ ଅଧ୍ୟକ୍ଷତା କରିଥିଲେ। ସମ୍ମିଳନୀରେ…

ମାନବାଧିକାର କମିଶନରେ ପହଞ୍ଚିଲା ମାମଲା

ଉଦଳା,୧୩ା୧୦(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଭାଲୁହୁରୁଡ଼ା ଗ୍ରାମରେ ଗେଣ୍ଡୁ ଚାରା ଚୋରି ପାଇଁ ଜଣେ ନାବାଳିକାଙ୍କୁ ସମ୍ପର୍କୀୟ ବଡ଼ ମା’ ହତ୍ୟା କରିବା ପରେ ରଶିରେ ବାନ୍ଧି ଝୁଲାଇଦେବା ଘଟଣା ମାନବାଧିକାର କମିଶନଙ୍କ ନିକଟରେ ପହଞ୍ଚିଛି।…

ସାକ୍ଷ୍ୟ ଗ୍ରହଣ ପାଇଁ ମୋକିମଙ୍କୁ ଅଧିକ ସମୟ ଦେଲେ ହାଇକୋର୍ଟ

କଟକ,୧୪ା୧୦(କାର୍ତ୍ତିକ ସାହୁ): ବାରବାଟୀ-କଟକ ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ସାକ୍ଷୀମାନଙ୍କ ସାକ୍ଷ୍ୟ ଗ୍ରହଣ ପାଇଁ ଅଧିକ ସମୟ ଲୋଡ଼ାଯାଇଥିଲା। ହାଇକୋର୍ଟ ଏଥିପାଇଁ ଅନୁମତି ଦେବା ସହ ମୋକିମଙ୍କୁ ୧୦ ହଜାର ଟଙ୍କା…

ଗିରଫ ଡାକ୍ତରଙ୍କ ଶୌଚାଳୟରୁ ମିଳିଲା ୨୦,୫୫୮ ଡଲାର

ଭୁବନେଶ୍ୱର (ସୂର୍ଯ୍ୟକାନ୍ତ ବେହେରା)/ ପାରାଦୀପ,(ଶରତ ରାଉତ)/ ସିମୁଳିଆ, ୧୪।୧୦ (ସନ୍ତୋଷ ନାୟକ): ପୋର୍ଟ ହେଲ୍‌ଥ ମେଡିକାଲ କ୍ଲିୟରାନ୍ସ ପ୍ରଦାନ ପାଇଁ ଜାହାଜ କ୍ରିଉ ମେମ୍ବର (ନାବିକ)ଙ୍କଠାରୁ ୫୪ ହଜାର ଲାଞ୍ଚ ନେବାବେଳେ ଗିରଫ ହୋଇଥିବା ପାରାଦୀପ ବନ୍ଦରସ୍ଥିତ ପୋର୍ଟ ହେଲ୍‌ଥ ଅର୍ଗାନାଇଜେଶନ(ପିଏଚ୍‌ଓ)ର…

ଜେଟିପିଙ୍କୁ ତଦାରଖ ଦାୟିତ୍ୱ

ପୁରୀ,୧୪ା୧୦(ଅଜିତ ମହାନ୍ତି): ଆଗାମୀ ନୂଆବର୍ଷରୁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତଙ୍କ ପାଇଁ ନୂଆ ନିୟମ ଲାଗୁ କରିବାକୁ ଯାଉଛି। ଅଶାଳୀନ ପୋଷାକ ପରିଧାନ କଲେ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଜାରି ହେବ। ଭକ୍ତଙ୍କ ପୋଷାକକୁ ଜଗନ୍ନାଥ ଟେମ୍ପୁଲ ପୋଲିସ (ଜେଟିପି)…

ନଭେମ୍ବର ୨୭ରୁ କଟକ ବାଲିଯାତ୍ରା

କଟକ,୧୪ା୧୦ (କାର୍ତ୍ତିକ ସାହୁ): ଚଳିତବର୍ଷ ଐତିହାସିକ କଟକ ବାଲିଯାତ୍ରା ନଭେମ୍ବର ୨୭ରୁ ଡିସେମ୍ବର ୪ ତାରିଖ ଯାଏ ଅନୁଷ୍ଠିତ ହେବ। ବାଲିଯାତ୍ରାକୁ ଅଧିକ ଚିତ୍ତାକର୍ଷକ, ସୁରକ୍ଷିତ ଓ ଜନାଦୃତ କରିବା ସହ ଉତ୍ତମ ସମନ୍ବୟ ରକ୍ଷା କରିବା ଉପରେ ଅତିରିକ୍ତ ମୁଖ୍ୟ…

ବିଶ୍ୱ କ୍ରସ୍‌ବୋ ଶୁଟିଂରେ ଭାଗନେବେ ଭଉଣୀଭାଇ

ରାୟଗଡ଼ା,୧୪।୧୦(ଆଶିଷ ରଞ୍ଜନ ପଣ୍ଡା): ପୂର୍ବରୁ ଜାତୀୟସ୍ତରରେ କ୍ରସ୍‌ବୋ ଶୁଟିଂ ପ୍ରତିଯୋଗିତାରେ ଭାଗନେଇ କୃତିତ୍ୱ ଅର୍ଜନ କରିଥିବା ଭାଇଭଉଣୀ ବର୍ତ୍ତମାନ ୧୦ତମ ବିଶ୍ୱ କ୍ରସ୍‌ବୋ ଶୁଟିଂରେ ଭାଗନେବା ପାଇଁ ଚୟନ ହୋଇଛନ୍ତି ା ଇଣ୍ଡିଆନ କ୍ରସ୍‌ବୋ ଶୁଟିଂ ଆସୋସିଏଶନ ପକ୍ଷରୁ ଉତ୍ତରପ୍ରଦେଶର ଆଗ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?