ଆମ ଜିଲା ଖବର

ଆରମ୍ଭରୁ ଶୀତଳ ଭଣ୍ଡାର ଅଚଳ

ଘଟଗଁା,୨୭ା୮(ରାଜେନ୍ଦ୍ର କୁମାର ପଟ୍ଟନାୟକ)କେନ୍ଦୁଝର ଜିଲା ଘଟଗଁା ବ୍ଲକ୍‌ ବଡ଼ଜାମପୋଷି ପଞ୍ଚାୟତର ଯାମାପସୀ ଗ୍ରାମରେ ଗତବର୍ଷ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ତରଫରୁ ସ୍ଥାପନ ହୋଇଥିବା ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ପଡ଼ିଛି। ୧୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏହା ନିର୍ମାଣ…

ଜିଲାରେ ବଢୁଛି ଚୋରା, ନକଲି ମଦ କାରବାର

ଜଗତ୍‌ସିଂହପୁର, ୨୭ା୮(ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ଜିଲାରେ ଚୋରା ମଦ କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ସହରଠାରୁ ଗାଁ ପର୍ଯ୍ୟନ୍ତ ଚାରିଆଡେ ଏହି ର଼୍ୟାକେଟ୍‌ ତାର କାୟା ବସ୍ତାର କରି ଚାଲିଛି। ଏଥିରେ ସ୍ଥାନୀୟ ଅଞ୍ଚଳର କେତେଜଣ ଚୋରା ବେପାରୀ ମାଷ୍ଟର…

ହ୍ରାସପାଉଛି ପ୍ରାଣୀଧନ ସଂଖ୍ୟା

କେନ୍ଦ୍ରାପଡ଼ା,୨୭ା୮(ଜଗନ୍ନାଥ ଧଳ)ପ୍ରାଣୀଧନ ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ରାଷ୍ଟ୍ରୀୟ ଓ ରାଜ୍ୟସ୍ତରୀୟ କୃଷି ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ ସହ ଅର୍ଥ ବ୍ୟୟ କରାଯାଉଛି। ମାତ୍ର କୃଷିଭିତ୍ତିକ କେନ୍ଦ୍ରାପଡ଼ା ଜିଲାରେ ଏହାର ପ୍ରଭାବ ଦେଖିବାକୁ…

ଅସହାୟ, ମାନସିକ ବିକାରଗ୍ରସ୍ତ ଉପେକ୍ଷିତ

ନୟାଗଡ଼,୨୭।୮(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଅସହାୟ ବୃଦ୍ଧାବୃଦ୍ଧ ଓ ଅଚିହ୍ନା ଅଜଣା ରୋଗୀ ଉପେକ୍ଷିତ ହୋଇ ଅଭିଶପ୍ତ ଜୀବନଯାପନ କରୁଛନ୍ତି। ସେମାନଙ୍କୁ ସେବା ଯୋଗାଇବାକୁ ସ୍ବେଚ୍ଛାସେବୀ ମିଳୁ ନାହାନ୍ତି । ଅନ୍ୟପକ୍ଷେ କିଛି ହାତଗଣତି ସ୍ବେଚ୍ଛାସେବୀ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ…

ବଦଳିବ ଖୋର୍ଦ୍ଧାଗଡ଼ର ରୂପରେଖ

ଖୋର୍ଦ୍ଧା,୨୭ା୮(ପ୍ରଭାତ ପାଣିଗ୍ରାହୀ)ସ୍ଥାନୀୟ ହାବେଳି ପଡ଼ିଆରେ ଗତ ୨୨ ତାରିଖରେ ଆୟୋଜିତ ଜନଶୁଣାଣି ସମାବେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ଯୋଗଦେଇ ପାଇକ ଗବେଷଣା ପ୍ରତିିଷ୍ଠାନ ଏବଂ ଖୋର୍ଦ୍ଧାଗଡ଼ର ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ କରାଯିବ ବୋଲି ଘୋଷଣା କରିଥିଲେ। ମାସକ ମଧ୍ୟରେ ଏହାର ସବିଶେଷ…

ଚିନ୍ତା ବଢ଼ାଉଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା

ପୁରୀ, ୨୭ା୮(ଅଜିତ୍‌ ମହାନ୍ତି)ରାଜ୍ୟର ବିଭିନ୍ନ ଜିଲାରେ ଆସ୍ତେ ଆସ୍ତେ ଡେଙ୍ଗୁର ପ୍ରଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ପୁରୀରେ ମଧ୍ୟ ଡେଙ୍ଗୁର ପ୍ରଭାବ ଦେଖିବାକୁ ମିଳିଛି। ଗତ କିଛିଦିନ ମଧ୍ୟରେ ଜିଲାରେ ବଢି ଚାଲିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା। ସଦର ମୁଖ୍ୟ…

୬ ଲେନ ରିଙ୍ଗ୍‌ ରୋଡ୍‌ କାର୍ଯ୍ୟ ଅଧାପନ୍ତରିଆ

କୋଣାର୍କ,୨୭।୮(ଜ୍ୟୋତିରାଜ ମହାନ୍ତି)କୋଣାର୍କରେ ଚନ୍ଦ୍ରଭାଗାଠାରୁ ଲାବଣ୍ୟ ଲଜ୍‌ ଛକ ପର୍ଯ୍ୟନ୍ତ ଚାଲିଥିବା ୬ଲେନ ରିଙ୍ଗ୍‌ ରୋଡ୍‌ ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ହୋଇ ପଡ଼ିରହିଛି। ରାସ୍ତା ନିର୍ମାଣ ପାଇଁ ଲୋକଙ୍କ ଜମି ଆବଶ୍ୟକ ବେଳେ କେତେଜଣ ଅସହମତି ପ୍ରକାଶ କରୁଥିବାରୁ ଜମିଜମା ସମସ୍ୟା ଲାଗିରହିଛି।…

‘ମାମଲା ଦୁର୍ବଳ କରିବାକୁ ସମୟ ଗଡ଼ାଅ’

କେନ୍ଦୁଝର,୨୭ା୮(ନରେଶ ଚନ୍ଦ୍ର ପଟ୍ଟନାୟକ)ବିଚାରପତି ବଦଳିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। କେସ୍‌କୁ ଦୁର୍ବଳ କରିବା ପାଇଁ ଚେଷ୍ଟା କରିବା ଏବଂ ପିପିଙ୍କୁ କିଛି ଦେଇ ସମୟ ବଢାଇବାକୁ ପଡ଼ିବ। ଏହି ବାର୍ତ୍ତାଳପ କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ପବ୍ଲିକ ପ୍ରସିକ୍ୟୁଟରଙ୍କ କାର୍ଯ୍ୟାଳୟରେ…

କଟୁ ଭାଷାରେ ଗାଳି କରୁଥିଲେ ପ୍ରଫେସର

ସମ୍ବଲପୁର,୨୭ା୮(ଶୁଭାଶିଷ ପାଢ଼ୀ)ସମ୍ବଲପୁର ବିଶ୍ୱବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ଜଣେ ମହିଳା ସହକାରୀ ପ୍ରଫେସର ତାଙ୍କ ସହକର୍ମୀ ତଥା ସହକାରୀ ପ୍ରଫେସର ରଜତ କୁଜୁରଙ୍କ ବିରୋଧରେ ମାନସିକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ବିଶ୍ୱବିଦ୍ୟାଳୟ ଶୃଙ୍ଖଳା କମିଟି ନିକଟରେ ସେ ଏହି ଅଭିଯୋଗ କରିବା…

ସାତକୋଶିଆରୁ ବିସ୍ଥାପନ ସ୍ଥଗିତ

ଅନୁଗୋଳ, ୨୭।୮(ଅମିତ ସାମଲ)ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ବସବାସ କରୁଥିବା ପରିବାର ବିସ୍ଥାପିତ ହେବେନାହିଁ। ବିସ୍ଥାପନ ପ୍ରକ୍ରିୟାରେ ଅନେକ ତ୍ରୁଟିବିଚ୍ୟୁତି ରହିଥିବାରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ସାମୟିକ ଭାବେ ଏହାକୁ ସ୍ଥଗିତ ରଖାଯାଇଛି। ଏହା ଜଣାପଡ଼ିବା ପରେ ବିସ୍ଥାପିତ ହେବାକୁ ଥିବା…

ସ୍ବାଭିମାନ ଅଞ୍ଚଳରେ ଆଉ ୧୦ ପଞ୍ଚାୟତ ସାମିଲ

ଚିତ୍ରକୋଣ୍ଡା,୨୭ା୮(କ୍ଷୀରୋଦ ବେହେରା)ମାଲକାନଗିରି ଜିଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ସେତୁ ମଞ୍ଜୁର କରିବା ସହ ସ୍ବାଭିମାନ ଅଞ୍ଚଳରେ ଆଉ ୧୦ ପଞ୍ଚାୟତକୁ ସାମିଲ କରିଛନ୍ତି ା ଫଳରେ ୧୯ ପଞ୍ଚାୟତକୁ ନେଇ ସ୍ବାଭିମାନ ଅଞ୍ଚଳ ହୋଇଛି। ଏ ନେଇ ଶନିବାର ଚିତ୍ରକୋଣ୍ଡା…

ଝିଅ ମୃତ, ମା’ ଉଦ୍ଧାର

ରାସୋଳ, ୨୭।୮(ସରୋଜ ମିଶ୍ର)ଗାଧୋଇବାକୁ ଯାଉଥିବାବେଳେ ଆକ୍ରମଣ କରିବାକୁ ଗୋଡ଼ାଇଲେ ମାଙ୍କଡ଼ ପଲ। ଜୀବନ ବଞ୍ଚାଇବା ଲାଗି ଆଗପଛ ବିଚାର ନ କରି ପୋଖରୀକୁ ଡେଇଁ ପଡ଼ିଲେ ମା’ ଏବଂ ଝିଅ। ଏଥିରେ ଝିଅଙ୍କ ମୃତ୍ୟୁ ଘଟିଥିବାବେଳେ ମା’ଙ୍କୁ ଉଦ୍ଧାର କରିବାରେ ସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?