ଆମ ଜିଲା ଖବର

ବରିଷ୍ଠ କଂଗ୍ରେସ ନେତ୍ରୀ ସନ୍ଧ୍ୟା ମହାପାତ୍ରଙ୍କ ପରଲୋକ

ନୟାଗଡ଼ (ଲୋକନାଥ ମିଶ୍ର)/ ଭୁବନେଶ୍ୱର (ଅନିଲ ଦାସ) ୨୭ା୮ନୟାଗଡ଼ ସହର ପିଡବ୍ଲ୍ୟୁଡି ଗଳିର ବରିଷ୍ଠ କଂଗ୍ରେସ ନେତ୍ରୀ ସନ୍ଧ୍ୟା ମହାପାତ୍ରଙ୍କ ଭୁବନେଶ୍ୱର ବାସଭବନରେ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୭୧ ବର୍ଷ ହୋଇଥିଲା। ସେ ପ୍ରଦେଶ ମହିଳା କଂଗ୍ରେସ ଉପସଭାନେତ୍ରୀ, ପ୍ରଦେଶ…

ମାଲକାନଗିରିରୁ ଇସ୍ରୋ ବୈଜ୍ଞାନିକ

ମାଲକାନଗିରି,୨୭ା୮(ନୃସିଂହ ଚରଣ ମହାନ୍ତି)-ମାଲକାନଗିରି ଜିଲା ପୋଟେରୁର ଯୁବ ବୈଜ୍ଞାନିକ ଜୟନ୍ତ କୁମାର ହାଲ୍‌ଦାର କେରଳ ଥିରୁଭାନନ୍ତପୁରମ୍‌ ବିକ୍ରମ ସାରାଭାଇ ସ୍ପେସ୍‌ ସେଣ୍ଟର ମେକାନିଜମ୍‌ ବିଭାଗରେ ବରିଷ୍ଠ ବୈଜ୍ଞାନିକ ଭାବେ କାମ କରୁଛନ୍ତି। ଚନ୍ଦ୍ରୟାନ- ୩ ପ୍ରକଳ୍ପରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି।…

ଅଭିଯୁକ୍ତଙ୍କ ସହ ଭିଜିଲାନ୍ସ ବିଭାଗ ମହିଳା କର୍ମଚାରୀଙ୍କ ଅଡିଓ ଭାଇରାଲ

କେନ୍ଦୁଝର,୨୬ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ପବ୍ଲିକ ପ୍ରୋସିକ୍ୟୁଟର କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀ ଜଣେ ଅଭିଯୁକ୍ତଙ୍କ କେସ୍‌କୁ କୋହଳ କରିବା ପାଇଁ ତଥ୍ୟ ଯୋଗାଇବା ଏବଂ ସେ ବାବଦକୁ ଲାଞ୍ଚ ମାଗିବା କଥାବାର୍ତ୍ତାର ଏକ ଅଡିଓ…

ସେବାଶ୍ରମ ହଷ୍ଟେଲରେ ଛାତ୍ରଙ୍କ ମୃତ୍ୟୁ, ତଦନ୍ତ ଦାବି

ବାଲିଗୁଡ଼ା,୨୬ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ାରେ ଥିବା ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦାରା ପରିଚାଳିତ ସେବାଶ୍ରମ ହଷ୍ଟେଲରେ ରହୁଥିବା ୬ଷ୍ଠ ଶ୍ରେଣୀ ଛାତ୍ର ସତ୍ୟାନନ୍ଦ ନାୟକଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା…

ହାତୀ ସୁରକ୍ଷା ଚିନ୍ତା, ରେଳଲାଇନ୍‌ ଯାଞ୍ଚ

କେନ୍ଦୁଝର,୨୬ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ହାତୀମାନଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ରେଳ ଦୁର୍ଘଟଣାରେ ନୀରିହ ହାତୀମାନଙ୍କ ଜୀବନ ଯାଉଥିବାରୁ ଆଉ ଯେଭଳି ଦୁର୍ଘଟଣା ନ ଘଟେ ସେଥିପ୍ରତି ବନ ବିଭାଗ…

ଆସନ୍ତାକାଲି ୫-ଟି ସଚିବଙ୍କୁ ଭେଟିବେ ଯୁବ ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ,୨୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ମଧ୍ୟରେ ଥିବା ବିଭିନ୍ନ ମନ୍ଦିର ଦୀର୍ଘବର୍ଷ ହେବ ମରାମତି ନ ହୋଇ ଅବହେଳିତ ହୋଇପଡ଼ିରହିଛି। ବିଶେଷକରି ବଡ଼ ବଜାରଠାରେ ଥିବା ଜଗନ୍ନାଥ ମନ୍ଦିର ଭଗ୍ନ ଅବସ୍ଥାରେ ଥିବା ଦେଖିବାକୁ ମିଳିଛ। ଆସନ୍ତା କଲି ୫-ଟି ସଚିବ…

ସରକାରୀ ଯୋଜନାରୁ ହିତାଧିକାରୀ ବଞ୍ଚିତ, ପ୍ରତିବାଦରେ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ

ଘସିପୁରା,୨୬ା୮(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଗୋହିରା ପଞ୍ଚାୟତରେ ପ୍ରକୃତ ହିତାଧିକାରୀଙ୍କୁ ସରକାରୀ ଯୋଜନାରେ ସାମିଲ କରାଯାଉ ନ ଥିବା ଅଭିଯୋଗ କରି ଭାଜପା ଯୁବମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଯଜ୍ଞ ପ୍ରସାଦଙ୍କ ନେତୃତ୍ୱରେ ଘସିପୁରା ବ୍ଲକ ଗୋହିରା ପଞ୍ଚାୟତ…

୫-ଟି ସଚିବଙ୍କ ସୋରଡ଼ା ଗସ୍ତ ବେଳେ ଲୋକଙ୍କୁ କଲମ ନ ନେବା ପାଇଁ କରାଯାଇଥିଲା ସତର୍କ

ସୋରଡ଼ା,୨୬ା୮(ଲମ୍ବୋଦର ପାଣିଗ୍ରାହୀ): ମିନି ଷ୍ଟାଡିୟମରେ ନିର୍ଦ୍ଧାରିତ ସମୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ପହଞ୍ଚିବା ପରେ ସୋରଡ଼ା ଏନ୍‌ଏସି ଓ ବେଲଗୁଣ୍ଠା ଏନ୍‌ଏସିର ଅଧ୍ୟକ୍ଷ ଓ କାଉନସିଲରମାନେ ଉପସ୍ଥିତ ରହି ପୁଷ୍ପ ଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ଗସ୍ତକୁ ଭିତ୍ତି କରି…

ଜବରଦଖଲ ଉଚ୍ଛେଦ କଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୬ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ରୂପାନ୍ତରୀକରଣ କାର୍ଯ୍ୟ ଜୋରଦାର କରାଯାଉଛି। ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଫାଟକ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଚାଲିଥିବା ବେଳେ ଏହା ସମ୍ମୁଖରେ ରହିଥିବା ଉଠା ଦୋକାନୀଙ୍କୁ ଉଚ୍ଛେଦ କରାଯାଇଛି। ପୂର୍ବରୁ ଏହି ଉଠାଦୋକାନୀଙ୍କୁ ପ୍ରଶାସନ ପକ୍ଷରୁ…

ଥମୁନି କୁମ୍ଭୀର ଆତଙ୍କ

ସୋର, ୨୬।୮: ସୋର ବ୍ଲକ ଚପରପଦା ଗ୍ରାମରେ ଯାଇଥିବା ପିତାକଳିଆ ନଦୀ ହୁଡ଼ାରେ ଏକ ବିରାଟ କୁମ୍ଭୀର ଥିବା ଗ୍ରାମବାସୀ ଦେଖିବାକୁ ପାଇଥିଲେ। କାଂଶବାଂଶ ନଦୀ ପରେ ପୁଣି ଏହା ପିତାକଳିଆ ନଦୀରେ ଦେଖାଦେଇଛି। ଗତ ୧୫ ଦିନ ତଳେ କାଂଶବାଂଶ…

୨ ନକଲି ଅଧ୍ୟାପକ ବହିଷ୍କୃତ: ଫେରାଇବେ ନେଇଥିବା ସବୁ ଦରମା

ବଲାଙ୍ଗୀର,୨୬।୮: ୪ ନକଲି ଶିକ୍ଷକଙ୍କୁ ପୂର୍ବରୁ ବହିଷ୍କୃତ କରିଥିବା ରାଜ୍ୟ ସରକାର ବର୍ତ୍ତମାନ ଦୁଇ ଜଣ ଅଧ୍ୟାପକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି । ସେମାନେ ହେଲେ ବଲାଙ୍ଗୀର ଯୋଗୀମୁଣ୍ଡା ଉଚ୍ଚ ମାଧ୍ୟମିକ ସ୍କୁଲ ଓ ରାଜେନ୍ଦ୍ର ମେହର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର…

ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

ପୁରୀ,୨୬।୮: ଶ୍ରୀମନ୍ଦିର ସହ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠବାଡିରେ ଶନିବାରଠାରୁ ଝୁଲଣ ଯାତ୍ରାର ମାହୋଲ ଆରମ୍ଭ ହୋଇଛି । ଏହି ଯାତ୍ରା ସାତଦିନ ଧରି ଚାଲିବ । ତେବେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ପ୍ରାପ୍ତ ହୋଇ ପ୍ରଭୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?