ଆମ ଜିଲା ଖବର

ପଞ୍ଚାୟତ ନିର୍ବାଚନ ପାଇଁ ସଂଗଠନ ସୁଦୃଢ଼ କରିବାକୁ କଂଗ୍ରେସର ଆହ୍ବାନ

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ବରଙ୍ଗା ତୋଟାଠାରେ ଥୁଆମୂଳ ରାମପୁର ପଞ୍ଚାୟତ କଂଗ୍ରେସ କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ କଂଗ୍ରେସ କମିଟି ସଭାପତି ମହେଶ୍ୱର ନାଏକଙ୍କ ସଭାପତିତ୍ୱରେ ଆୟୋଜିତ ଏହି…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ ରଚିଛନ୍ତି। ରବିବାର ଫାଇନାଲରେ ପୁରୁଷ ଏକକ (ଏସଏଲ୩) ଏବଂ ମିକ୍ସଡ ଡବଲ୍ସ (ଏସଏଲ୩-ଏସୟୁ୫)…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ଜଣେ ମନ୍ତ୍ରୀଙ୍କ ପୁତୁରାଙ୍କ ସମ୍ପୃକ୍ତି ଥିବା ପରିବାର ଲୋକେ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ ଗିରଫ କରିଛି। ପୀଡ଼ିତା ମହିଳା ଓ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା କରାଯିବା ସହ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ ଦିବସ ପାଳିତ ହୋଇଯାଇଛି। ଏଥିରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଅରୁଣ କୁମାର ବିଷୋୟୀ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ ଧାନ ଓଜନ ଟଙ୍କା ପାଇ ନ ଥିବା ଅଭିଯୋଗ ହୋଇଥିଲା। ଘଟଣା ନେଇ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୪୬ଜଣ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହା ଜାଣି ମୁଖ୍ୟମନ୍ତ୍ରୀ…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌ ଅଞ୍ଚଳରୁ ବାହାରି ବୁଢାପାଳ ଦେଇ ସମ୍ବଲପୁର ଅଭିମୁଖେ ଯାଉଥିବା ବେଳେ ହଠାତ୍‌ ନିୟନ୍ତ୍ରଣ…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି। ମିଳିଥିବା…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ ପ୍ରଦୀପ କୁମାର ଅପାତଙ୍କ ନେତୃତ୍ୱରେ ଗଞ୍ଜାମ ବ୍ଲକ୍‌ କାଇଁଚପୁରର ଏନ୍‌.ସରସ୍ବତୀ ରେଡ୍ଡୀ, ଗଞ୍ଜାମ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। କେସ୍‌ ନଂ ୧୨/୨୬ରେ ବିଭିନ୍ନ ଦଫା ଅନୁଯାୟୀ…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର ଗିରଫ କରିଛି। ସେମାନଙ୍କଠାରୁ ବନ୍ଧୁକ, ଗୁଳି, ଲୁଟ୍‌ରେ ବ୍ୟବହୃତ ଜିନିଷ ଓ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?