ପ୍ରଚାରରେ ସୀମିତ ପ୍ଲାଷ୍ଟିକ, ପଲିଥିନ ବର୍ଜନ
କେନ୍ଦ୍ରାପଡ଼ା, ୮ା୧୦(ଜଗନ୍ନାଥ ଧଳ)ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଓ ପଲିଥିନ ବ୍ୟବହାର ସମ୍ପୂର୍ଣ୍ଣ ବର୍ଜନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ୨୦୧୬ ଗାନ୍ଧୀ ଜୟନ୍ତୀରେ ଆହ୍ବାନ ଦେଇଥିଲେ। ଏହାକୁ ଇତିମଧ୍ୟରେ ୭ ବର୍ଷ ବିତିଛି। ସେହିପରି ବର୍ଜ୍ୟ ବସ୍ତୁ ପରିଚାଳନା ଆଇନକୁ…
ମିଳେଇଯାଉଛି ଇଟା, ପିଲରରେ ଦିଶୁଛି ଛଡ଼
ଫୁଲବାଣୀ,୮ା୧୦(ରାକେଶ କୁମାର ରାଉତ)କନ୍ଧମାଳ ଜିଲା ଫୁଲବାଣୀ ଷ୍ଟାଡିୟମ ସମ୍ମୁଖରେ ରହିଛି ରାଜ୍ୟ ପଣ୍ୟାଗାର ନିଗମ (ଓଏସ୍ଡବ୍ଲୁୃସି)ର କାର୍ଯ୍ୟାଳୟ। କିଛିଦିନ ହେବ ଏହାର ପାଚେରି ନିର୍ମାଣ କାର୍ଯ୍ୟ ଚାଲିଛି। ହେଲେ କାମ ଏତେ ନିମ୍ନମାନର ହେଉଛି ଯେ ସରକାରଙ୍କର ଲକ୍ଷ ଲକ୍ଷ ଟଙ୍କା…
ପୁରୁଣା କାମ ଦେଖାଇ ଏମ୍ଜିଏନ୍ଆରଇଜିଏସ୍ ଅର୍ଥ ହଡ଼ପ
ନୂଆଗାଁ, ୮।୧୦ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍ଜିଏନ୍ଆର୍ଇଜିଏସ୍)ରେ ନାନା ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ଏବେ ପୁରୁଣା କାମକୁ ଦେଖାଇ ଅର୍ଥ ହଡପ କରାଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏମ୍ଜିଏନ୍ଆର୍ଇଜିଏସ୍…
ଶହୀଦ ଦିବସରେ କେବଳ ତୋପ ସଲାମି
ନୟାଗଡ଼/ନୂଆଗାଁ, ୮ା୧୦(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ) ଭାରତ ସ୍ବାଧୀନତା ସଂଗ୍ରାମର ମହାନ ତୀର୍ଥକ୍ଷେତ୍ର ନୂଆଗାଁ ବ୍ଲକର ଥୁଆବାରୀ ଓ କୁଶବିଡା ମାଟି ହୋଇଯାଇଛି ଅଖୋଜା ଅଲୋଡା। ଦେଶ ସ୍ବାଧୀନତା ହେବାର ୭୬ ବର୍ଷ ପରେ ବି ଏହି ଗାଁ ପାଇ ପାରି ନାହିଁ…
ଥାନାରେ ଏତଲା ଦେଲା ବୋର୍ଡ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି
କଟକ,୮ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ)ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ ହେବା ଘଟଣାରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ଏପରି କି ଏହା ଅତି ଦୁର୍ଭାଗ୍ୟର ବିଷୟ ଓ ୟୁଟ୍ୟୁବ ଚ୍ୟାନେଲରେ ଅପଲୋଡ୍ କରୁଥିବା ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼…
ଲୁହରେ ଭିଜିଲା କେନ୍ଦୁଢ଼ିପ
କାମାକ୍ଷାନଗର,୮ା୧୦ (ସୁଧୀର କୁମାର ପରିଡ଼ା) ସିକିମ୍ରେ ମଙ୍ଗଳବାର ବାଦଲ ଫଟା ବର୍ଷା ପରେ ବନ୍ୟାରେ ଭାସିଯାଇ ପ୍ରାଣ ହରାଇଥିବା ଓଡ଼ିଆ ଯବାନ ସରୋଜ କୁମାର ଦାସଙ୍କ ଶେଷକୃତ୍ୟ ଶନିବାର ତାଙ୍କ ପୈତୃକ ଗ୍ରାମ ଢେଙ୍କାନାଳ ଜିଲା ଭୁବନ ବ୍ଲକ ତଥା କାମାକ୍ଷାନଗର…
କଟକ ସବ୍ରେଜିଷ୍ଟ୍ରାରଙ୍କ ନିକଟରେ ଅଭିଯୋଗ କଲେ ସୋମାଲିକା
କଟକ/ଜଗତ୍ସିଂହପୁର,୮ା୧୦(କାର୍ତ୍ତିକ ସାହୁ/ପ୍ରମୋଦ କୁମାର ନାୟକ)ତିର୍ତ୍ତୋଲର ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ଆବେଦନକୁ ବିରୋଧ କରିଛନ୍ତି ତାଙ୍କ ପ୍ରେମିକା ସୋମାଲିକା ଦାସ। ସୋମାଲିକା ଶନିବାର କଟକସ୍ଥିତ ସବ୍ରେଜିଷ୍ଟ୍ରାର ଅଫିସରେ ବିଜୟ ଶଙ୍କରଙ୍କ ବିବାହ ଆବେଦନ ବିରୋଧରେ ଅଭିଯୋଗ କରିଛନ୍ତି। ସୋମାଲିକାଙ୍କ…
ନିର୍ଯାତନାର ଶିକାର ହୋଇଥିଲେ ୨ ବିବସ୍ତ୍ର ମହିଳା
ସୁନ୍ଦରଗଡ,୮ା୧୦(ଜୟ ନାରାୟଣ ମେଣ୍ଡୁଳି)ସୁନ୍ଦରଗଡ ସହର ଉପକଣ୍ଠ ଇବ୍ ନଦୀ ପୋଲ ଉପରେ ଶୁକ୍ରବାର ଉଲଗ୍ନ ହୋଇ ଚାଲି ଚାଲି ଯାଉଥିବା ୨ ଆଦିବାସୀ ମହିଳା ଉଦ୍ଧାର ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସ୍ଥାନୀୟ ବିଧାୟିକା କୁସୁମ ଟେଟେ ୨ ମହିଳାଙ୍କୁ…
ଶୀତ ପୂର୍ବରୁ ଚିଲିକାରେ ବିଦେଶୀ ପକ୍ଷୀ
ବାଲୁଗାଁ, ୮।୧୦(ସଂଗ୍ରାମ ପାଇକରାୟ)ଶୀତ ଆସିବା ପୂର୍ବରୁ ନୀଳାମ୍ବୁ ଚିଲିକାକୁ ବିଦେଶୀ ପକ୍ଷୀଙ୍କ ଆଗମନ ହୋଇଛି। ଶନିବାର ସୁଦ୍ଧା ପକ୍ଷୀ ଅଭୟାରଣ୍ୟ ନଳବଣକୁ ୫୦ (ଇୟୁଜିୟନ୍ ପ୍ରଜାତିର ୩୦ ଏବଂ ଗଡଓ୍ବାଲ ୨୦) ବିଦେଶୀ ପକ୍ଷୀ ଆସିଥିବା ଡିଏଫ୍ଓ ଅମ୍ଳାନ ନାୟକ ସୂଚନା…
୧୪ରେ ଖୋଲିବ ଶିମିଳିପାଳ
ବାରିପଦା, ୮।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଶିମିଳିପାଳ ଅଭୟାରଣ୍ୟ ନଭେମ୍ବର ୧ ପରିବର୍ତ୍ତେ ଚଳିତ ମାସ ୧୪ ତାରିଖରୁ ବିଧିବଦ୍ଧ ଭାବେ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏନେଇ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଶିମିଳିପାଳ ଭିତରକୁ ପ୍ରବେଶ ନିମନ୍ତେ ଅନ୍ଲାଇନ ଯୋଗେ ଯାନବାହନ ଓ…
କୋରାପୁଟରେ ୧୬୭ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ: ସିଡିଏମ୍ଓ
କୋରାପୁଟ,୭ା୧୦(ଅମିତାଭ ବେହେରା): କୋରାପୁଟ ଜିଲାରେ ବର୍ତ୍ତମାନସୁଧା ୧୬୭ ଜଣ ସ୍କ୍ରବ୍ ଟାଇଫସ୍ରେ ଆକ୍ରାନ୍ତ ହୋଇଥିବା ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଅରୁଣ କୁମାର ପାଢ଼ୀ ଶନିବାର ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୧୬୫୦ ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଥିବା…
୪ ଛେଳି ଖାଇଲା ବାଘ, ଲୋକେ ଆତଙ୍କିତ
କେନ୍ଦୁଝର,୭ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଘଟଗାଁ ରେଞ୍ଜ ଢେଙ୍କିକୋଟ ସେକ୍ସନ କାଳିମାଟି ଡ୍ୟାମ୍ ନିକଟ ବାରବାଙ୍କ ଜଙ୍ଗଲରେ ବାଘ ଆକ୍ରମଣରେ ୪ଟି ଛେଳିଙ୍କ ଜୀବନ ଯାଇଛି। ପ୍ରକାଶ ଯେ, ଢେଙ୍କିକୋଟ ଅଞ୍ଚଳର ବାସନ୍ତୀ ଓ ଲମ୍ବୋଧର ମୁଣ୍ଡାଙ୍କ ଛେଳି ଧରି ଶୁକ୍ରବାର ଦୁଇ…

