ଆମ ଜିଲା ଖବର

ବିପଦ ସଙ୍କେତ ଉପରେ ଜଳସ୍ତର

କଣିହାଁ, ୭ା୧୦ (ସଚ୍ଚିଦାନନ୍ଦ ପ୍ରଧାନ): କଣିହାଁ ବ୍ଲକ ସ୍ଥିତ ବ୍ରାହ୍ମଣୀ ନଦୀର ରେଙ୍ଗାଳି ଡ୍ୟାମରୁ ଗୁରୁବାର ସାରୁ ୮ ନମ୍ବର ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଏ ସମ୍ପର୍କରେ ଡ୍ୟାମ୍‌ ଡିଭିଜନର ଯନ୍ତ୍ରୀ ଶଙ୍କରାନନ୍ଦ ରଣା କହିଛନ୍ତି, ଜଳସ୍ତର…

ମଣ୍ଡପରେ ହୁଏ ନବରାତ୍ର ପୂଜା

ବ୍ରହ୍ମପୁର,୭ା୧୦(ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁର ସହରରେ ଶାରଦୀୟ ଦୁର୍ଗା ପୂଜା ଲାଗି ପ୍ରସ୍ତୁତି ଜୋରଦାର ଚାଲିଛି। ପ୍ରତ୍ୟେକ ପୂଜା କମିଟିରେ ମେଢ, ମୂର୍ତ୍ତି ଓ ତୋରଣ ସାଜସଜା ରାଜ୍ୟ ତଥା ରାଜ୍ୟ ବାହାର କାରିଗରଙ୍କ ଦ୍ୱାରା କରାଯାଉଛି। ମହାଳୟାଠାରୁ ନବରାତ୍ର ପୂଜା…

ମା’ ତାରାତାରିଣୀ, ଦକ୍ଷିଣକାଳୀଙ୍କ ଷୋଡ଼ଶ ଉପଚାର ପୂଜା ଆରମ୍ଭ

ପୁରୁଷୋତ୍ତମପୁର,୭ା୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀ ଓ ଦକ୍ଷିଣ କାଳୀଙ୍କ ପୀଠରେ ଶାରଦୀୟ ପୂଜା ଶୁକ୍ରବାର ଆରମ୍ଭ ହୋଇଛି। ଏହା ଷୋହଳ ଦିନ ଧରି ଚାଲିବ। ପ୍ରଥମ ଦିନ ମା’ ତାରାତାରିଣୀ ଦୁଇ ଭଉଣୀଙ୍କ ପ୍ରତିମାକୁ ସ୍ନାନବେଦୀକୁ ଅଣାଯାଇଥିଲା।…

ମୁକୁଳା ନଦୀବନ୍ଧ, ତଳିଆ ଅଞ୍ଚଳ ଜଳମଗ୍ନ

ବାଲିଆପାଳ, ୭।୧୦(ଗୋପାଳ ଚନ୍ଦ୍ର ସାହୁ): ଗୁରୁବାରଠାରୁ ସୁବର୍ଣ୍ଣରେଖା ନଦୀରେ ବନ୍ୟାଜଳ ପ୍ରବାହିତ ହେଉଥିବା ଦେଖିବାକୁ ମିଳୁଛି। ବନ୍ୟାଜଳ ରାଜଘାଟଠାରେ ସନ୍ଧ୍ୟା ସୁଦ୍ଧା ବିପଦସଂକେତଠାରୁ ବହୁ ତଳେ ଅର୍ଥାତ ୯.୩୫ ମିଟରରେ ରହିଛି। ମାତ୍ର ମୁକୁଳା ନଦୀବନ୍ଧ ପାଇଁ ତଳିଆ ଅଞ୍ଚଳ ଜଳମଗ୍ନ…

ଭୁଲ୍‌ ଇଞ୍ଜେକ୍‌ଶନ ଯୋଗୁ ପାର୍ଶ୍ୱ ପ୍ରତିକ୍ରିୟା

ସୋର, ୭ା୧୦(ଜନ୍ମେଜୟ ମିଶ୍ର): ସୋର ବ୍ଲକ ଶିଙ୍ଗାଖୁଣ୍ଟା ପଞ୍ଚାୟତ ବନ୍ଧସାହି ଜଙ୍ଗଲ ପାଦଦେଶରେ ରହୁଥିବା ଗ୍ରାମବାସୀଙ୍କ ଛେଳି ଓ ଗୋରୁଙ୍କୁ ଗତ ଗୁରୁବାର ଇଞ୍ଜେକ୍ସନ ଦିଆଯାଇଥିବା ବେଳେ ଏହାର ପ୍ରଭାବରେ ଗତ ଦୁଇଦିନ ମଧ୍ୟରେ ୮ ଛେଳି ମରିଯାଇଥିବା ଗ୍ରାମବାସୀ ଅଭିଯୋଗ…

ଇଲିଶି ସାତସପନ

ପାରାଦୀପ, ୭।୧୦ (ଶରତ ରାଉତ): ଓଡ଼ିଆ ଲୋକକଥାରେ କୁହନ୍ତି, ମାଛ ଖାଇବ ଇଲିଶି ଚାକିରି କରିବ ପୋଲିସ। ଯେଉଁ ଇଲିଶି ମାଛର ସର୍ବାଧିକ ଚାହିଦା ଆମିଷାଷୀଙ୍କ ପାଖରେ ଥାଏ ତାହା ଆଉ ସମୟାନୁସାରେ ମିଳୁନାହିଁ। ଏଥିଯୋଗୁ ଏହି ମାଛର ଦାମ ଦିନକୁ…

ମରାମତି ଅଭାବ: କଚେରି ପୋଖରୀ କଚଡ଼ାପୂର୍ଣ୍ଣ

ପଟ୍ଟାମୁଣ୍ଡାଇ,୭ା୧୦ (ଅକ୍ଷୟ ବିଶ୍ୱାଳ): ପଟ୍ଟାମୁଣ୍ଡାଇର ଐତିହାସିକ କଚେରି ପୋଖରୀ ପୁନର୍ନିର୍ମାଣ ଦାବିରେ ସହରବାସୀଙ୍କ ପକ୍ଷରୁ ବାରମ୍ବାର ଦାବି ହୋଇ ଆସୁଛି। ଏ ନେଇ ପଟ୍ଟାମୁଣ୍ଡାଇ ପୌର କର୍ତ୍ତୃପକ୍ଷ, ତହସିଲଦାର, ବିଡିଓ ଓ ଜିଲା ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ।…

ଦୋଛକିରେ ବାଣ ନିର୍ମାଣକାରୀଙ୍କ ଜୀବିକା

କେନ୍ଦ୍ରାପଡ଼ା, ୭ା୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅନ୍ତର୍ଗତ ଭରତପୁର ପଞ୍ଚାୟତସ୍ଥ ଖଣ୍ଡିଆବନ୍ଧ ଗ୍ରାମରେ ଗୁରୁବାର ବାଣ ବିସ୍ଫୋରଣ ହୋଇଥିଲା। ଏଥିରେ ଏହି ଗ୍ରାମର ଡା. ସୁଜିତ କୁମାର ସାମଲ ଗୁରୁତର ହୋଇ କଟକ ବଡ଼ ମେଡିକାଲରେ ଏବେବି ଚିକିତ୍ସିତ…

ସାପ କାମୁଡ଼ାରେ ଚାଲିଗଲା ମା’ ଝିଅଙ୍କ ଜୀବନ

ହିଞ୍ଜିଳିକାଟୁ,୭।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଢେଇବର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ସାପ କାମୁଡ଼ାରେ ମା’ କେ.ବାସନ୍ତୀ ପାତ୍ର ଏବଂ ତାଙ୍କର ୨ ବର୍ଷର ଶିଶୁକନ୍ୟା ଦେବସ୍ମିତାଙ୍କ ଅକାଳ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଉଭୟ…

ଟ୍ରାଫିକ ସମସ୍ୟାରେ ଲୋକେ ଅତିଷ୍ଠ

ଯାଜପୁର,୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ଦୁଇ ପ୍ରମୁଖ ସହର ଯାଜପୁର ଟାଉନ୍‌ ଏବଂ ବ୍ୟାସନଗରରେ ରୂପରେଖ ବଦଳିବାରେ ଲାଗିଛି। କିନ୍ତୁ ଏହି ଦୁଇ ସହରରେ ଟ୍ରାଫିକ ସମସ୍ୟା କିଛି ନୂଆ କଥା ନୁହେଁ। ପୌର ପରିଷଦ, ପ୍ରଶାସନ ଓ ପୋଲିସର ଉଦାସୀନତାରୁ…

ଅଣଛାତ୍ରଙ୍କ ପ୍ରବେଶ ଉପରେ ରୋକ୍‌

ଯାଜପୁରରୋଡ୍‌,୭ା୧୦(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ଅଣଛାତ୍ରମାନଙ୍କ ଅବାଧ ପ୍ରବେଶ ଉପରେ ରୋକ୍‌ ଲଗାଯାଇଛି। ଯେଉଁ ଅଣଛାତ୍ର ବିନା କୌଣସି କାର୍ଯ୍ୟରେ କଲେଜକୁ ପ୍ରତିଦିନ ଆସୁଛନ୍ତି ସେମାନଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ହେବ ବୋଲି ମହାବିଦ୍ୟାଳୟ ଅଧ୍ୟକ୍ଷ ଉପେନ୍ଦ୍ର…

କାର୍ଯ୍ୟାଦେଶ ଅଛି, ସହାୟତା ନାହିଁ

ଯାଜପୁର,୭ା୧୦(ହର୍ଷବର୍ଦ୍ଧନ ବେହେରା): ଦାରିଦ୍ର୍ୟ ସୀମାରେଖା ତଳେ ବାସ କରୁଥିବା ସର୍ବହରାଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଆବାସ, ମୋ କୁଡିଆ ଓ ବିଜୁ ପକ୍କାଘର ଯୋଜନା ପ୍ରଣୀତ ହୋଇଛି। ହେଲେ ୧୭ ବର୍ଷ ହେଲା କାର୍ଯ୍ୟାଦେଶ ପାଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?