ଆମ ଜିଲା ଖବର

ଗଣତନ୍ତ୍ର ଏବେ ରଣତନ୍ତ୍ର ପାଲଟିଛି

ଢେଙ୍କାନାଳ,୭ା୧୦ (ରତନ ନାୟାର): ଗଣତନ୍ତ୍ର ଏବେ ରଣତନ୍ତ୍ର, ଜଣତନ୍ତ୍ର ଓ ଭୋଗତନ୍ତ୍ରରେ ପରିଣତ ହେଲାଣି। ଧରିତ୍ରୀର ୫୦ ବର୍ଷ ପାଳନ ଅବସରରେ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ”ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢି“ ଶୀର୍ଷକ ବକ୍ତୃତା ପ୍ରତିଯୋଗିତାରେ ମୁଖ୍ୟ ଅତିଥି…

ସିକିମ୍‌ରେ ଫସି ରହିଛନ୍ତି ନୀଳଗିରିର ସତ୍ୟସୁନ୍ଦର

ନୀଳଗିରି,୭ା୧୦(ପ୍ରଶାନ୍ତ ବିଶ୍ୱାଳ): ସିକିମରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟାରେ ଫସି ରହିଛନ୍ତି ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଯୁବ ଇଞ୍ଜିନିୟର ସତ୍ୟସୁନ୍ଦର ବାରିକ। ତାଙ୍କ ସହ ବିଭିନ୍ନ ରାଜ୍ୟର ଆଉ ୭ଜଣ ଯୁବକ ଷ୍ଟାଫ୍‌ କ୍ୱାର୍ଟର୍ସରେ ଫସି ରହିଛନ୍ତି। ଚାରିଆଡେ ଖାଲି ପାଣି…

ସରପଞ୍ଚଙ୍କ ସମେତ ୫ ନିର୍ଦ୍ଦୋଷ

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ)-ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ସନ୍ଦୀପ କୁମାର ମହାନ୍ତି ଶୁକ୍ରବାର ଏକ ଆକ୍ରମଣ ମାମଲାର ଅଭିଯୁକ୍ତ କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ରୋହିଗାଁ ପଞ୍ଚାୟତର ସରପଞ୍ଚ ଓ ତାଙ୍କର ୫ ସହଯୋଗୀଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି।…

ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା ଅଭିଯୋଗ, ସ୍ବାମୀ ଗିରଫ

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗରେ ବଡବଜାର ଥାନା ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି। ସେ ହେଲେ ଧାନମେରା ସାହିର ନରଶିମା ନାୟକ ଓରଫ ଭିମା (୩୦)। ଶୁକ୍ରବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି।…

ମଧ୍ୟାହ୍ନ ଭୋଜନରେ ଚାଉଳ ଚୋରି ଅଭିଯୋଗ

ହିଞ୍ଜିଳିକାଟୁ ୬।୧୦( ଦ୍ବିତୀକୃଷ୍ଣ ପଣ୍ଡା) : ହିଞ୍ଜିଳିକାଟୁ ମୁନିସିପାଲଟି ଅନ୍ତର୍ଗତ ଆଙ୍କୋରଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ମଧ୍ୟାହ୍ନ ଭୋଜନ ଚାଉଳ ଚୋରି ହେଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ କିଛି ସ୍ଥାନୀୟ ଲୋକ ଦେଖିବା ପରେ ପାଟିତୁଣ୍ଡ କରିଥିବା ଅଭିଯୋଗ…

୨ ଦିନରେ ୪ ଘର ଭାଙ୍ଗିଲା ଗୋଠଛଡ଼ା ଦନ୍ତା

ପାଟଣା,୬ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ରାଇଡ଼ିହା ବିଟ୍‌ ଅଞ୍ଚଳରେ ଗୋଠ ଛଡ଼ା ଦନ୍ତା ଗୁରୁବାର ରାତିରେ ଉତ୍ପାତ କରିଛି। ଏହି ବିଟ୍‌ ଅଧୀନ ପୁରୁଣା ପାଣିର ୱାର୍ଡ ମେମ୍ବର ପାଣ୍ଡ ମୁଣ୍ଡାଙ୍କ ଗୋଟିଏ ଖପର ଘର ସମ୍ପୂର୍ଣ୍ଣ ଭାଙ୍ଗିଥିବା…

ଟ୍ରକ୍‌ ଧକ୍କାରେ ବାପାଙ୍କ ମୃତ୍ୟୁ, ଶିଶୁ ଗୁରୁତର

ବଡବିଲ,୬।୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥର କାଶିଆ ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏଥିରେ ବାପାଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ୫ ବର୍ଷର ପୁଅ…

ନଦୀପଠାରୁ ମଇଁଷିକୁ ଝାମ୍ପିନେଲା କୁମ୍ଭୀର

ଚାନ୍ଦବାଲି,୬ା୧୦(ଅଶୋକ ପଣ୍ଡା/କିଶାନ ପାତ୍ର): ଭଦ୍ରକ ଜିଲା ଆରଡ଼ି ନିକଟସ୍ଥ ଷାଠିବାଙ୍କୁଡ଼ା ଗାଁ ପାଖରେ ବୈତରଣୀ ନଦୀପଠାରୁ ଶୁକ୍ରବାର ପୂର୍ବାହ୍ନରେ ଏକ ମଇଁଷିକୁ କୁମ୍ଭୀର ଝାମ୍ପି ନେଇଛି । ନଦୀପଠାରେ କେତୋଟି ମଇଁଷି ପାଣି ପିଉଥିବା ବେଳେ ପଛରେ ଥିବା ଏକ ମଇଁଷିକୁ…

କାନ୍ଥ ଭାଙ୍ଗି ବୋହି ନେଲେ

କୁଚିଣ୍ଡା,୬ା୧୦(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ତୁରେଇ ଗ୍ରାମର ଏକ ତେଜରାତି ଦୋକାନରୁ ଚୋରି ଅଭିଯୋଗରେ ପୋଲିସ ତୁରେଇ ଗୁର୍ଲୁଗୁଡାର ଝୁନୁ ନାଏକଙ୍କୁ ଗିରଫ କରିଛି। ପୋଲିସ ଗୁରୁବାର ତାଙ୍କୁ କୁଚିଣ୍ଡା ଏସ୍‌ଡିଜେଏମ୍‌ କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର…

ସୁନା ଦୋକାନରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି

ବାସୁଦେବପୁର, ୬ା୧୦(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ମୁଖ୍ୟବଜାରର ପରିବାହାଟ ନିକଟରେ ଥିବା ସାହୁ ଜୁଏଲେରୀ ଓ ୱାର୍କସପ୍‌ ନାମକ ଗହଣା ଦୋକାନରୁ ଗୁରୁବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଚୋରମାନେ ଆଜବେଷ୍ଟସ୍‌ ତାଡ଼ି ଲକ୍ଷାଧିକ ଟଙ୍କାର ସୁନାରୁପା ଅଳଙ୍କାର…

ସାମାନ୍ୟ ବଚସାରୁ କୁରାଢ଼ିରେ ଆକ୍ରମଣ

ଠାକୁରମୁଣ୍ଡା,୬ା୧୦(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅଧୀନ କରଡ଼ାପାଳ ଗ୍ରାମରେ କୁରାଢ଼ି ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଆହତ ବ୍ୟକ୍ତି ଜଣକ ହେଲେ ବିରଞ୍ଚି ମହାନ୍ତ। ଚିକିତ୍ସା ପାଇଁ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା…

ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ରୋଷେଇ ବେଳେ ଗ୍ୟାସ୍‌ ଲିକ୍‌ ହୋଇ ନିଆଁ 

ଚାନ୍ଦବାଲି, ୬।୧୦ (କିଶାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଦୋସିଙ୍ଗା ପଞ୍ଚାୟତ ସାବିତ୍ରୀସରାଇ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନ ଭୋଜନ ରୋଷେଇ ଚାଲିଥିବା ବେଳେ ଗ୍ୟାସ୍‌ ଲିକ୍‌ ହୋଇଥିଲା। ଫଳରେ ଆଂଶିକ ଆସବାବପତ୍ରରେ ନିଆଁ ଲାଗିଯାଇଥିଲା। ଛାତ୍ରୀଛାତ୍ର ଅଳ୍ପକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?