ଆମ ଜିଲା ଖବର

ଜଣଙ୍କ ନାଁରେ ଭତ୍ତା, ଟଙ୍କା ପାଉଛନ୍ତି ଆଉ ଜଣେ

ତିହିଡ଼ି,୨୨ା୮(ସଞ୍ଜିତ ବଳ): ଜଣଙ୍କ ନାଁରେ ଭତ୍ତା, ଟଙ୍କା ପାଉଛନ୍ତି ଆଉ ଜଣେ। ଭଦ୍ରକ ଜିଲା ତିହିଡ଼ି ବ୍ଲକ ତାଳପଦା ଗ୍ରାମରୁ ଏଭଳି ଅଭିଯୋଗ ଆସିଛି। ଗ୍ରାମର ତରଣୀସେନ ଦାସ ନାମକ ଜଣେ ହିତାଧିକାରୀଙ୍କ ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ଆଉ ଜଣଙ୍କ ବ୍ୟାଙ୍କ…

ନବ ଦାସ ହତ୍ୟା ଘଟଣା:ସେପ୍ଟେମ୍ବର ୨କୁ ଘୁଞ୍ଚିଲା ଶୁଣାଣି

ସମ୍ବଲପୁର,୨୨ା୮(ଶୁଭାଶିଷ ପାଢୀ):ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ବହିଷ୍କୃତ ପୋଲିସ ଏଏସ୍‌ଆଇ ଗୋପାଳ ଦାସଙ୍କ ସୋମବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଝାରସୁଗୁଡା ଅତିରିକ୍ତ ଜିଲା ଜଜ୍‌ କୋର୍ଟରେ ଶୁଣାଣି ରହିଥିଲା। ହେଲେ ବିଚାରପତିଙ୍କ ଅନୁପସ୍ଥିତ ଯୋଗୁ ଶୁଣାଣି…

ବଦନାମ କରିବାକୁ ରାଜନୈତିକ ଚକ୍ରାନ୍ତ: ସନାତନ

କେନ୍ଦୁଝର,୨୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ନମ୍ବିରାସ୍ଥିତ ବାସଭବନ ଓ ଉଚ୍ଚବାଲିସ୍ଥିତ କାର୍ଯ୍ୟାଳୟକୁ ଶନିବାର ସାଠାରୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ସ୍ଥାନୀୟ କେତେଜଣ ଲୋକ ଘେରାଓ କରିଥିଲେ। ଆନ୍ଦୋଳନକାରୀ ୧୦ ବର୍ଷ ତଳେ ବିଭିନ୍ନ…

ନିଲମ୍ବିତ ହେଲେ ତତ୍କାଳୀନ ପିଇଓ

ନୀଳଗିରି, ୨୨।୮(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁଇଟି ଘରକୁ ଏକ ଦମ୍ପତି ହାତେଇବା ଘଟଣା ନେଇ ବାଲେଶ୍ୱର ଜିଲାପାଳଙ୍କଠାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ଆଧାରରେ ତଦନ୍ତ ହୋଇ ତତ୍କାଳୀନ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀଣି(ପିଇଓ) ଶାନ୍ତିଲତା…

ମାରଣାସ୍ତ୍ର ଦେଖାଇ ୨୫ ଭରି ସୁନାଗହଣା ଲୁଟ, ପୋଲିସର ତଦନ୍ତ

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଓଲମା ଗାଁର ଧନଞ୍ଜୟ ସାହୁଙ୍କ ଘରେ ରବିବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ପରିବାର କହିବା ଅନୁଯାୟୀ ରାତି ପ୍ରାୟ ୨ଟାରେ ପାଚେରି ଡେଇଁ ଘର ମୁଖ୍ୟ କବାଟକୁ…

ଦମ୍ପତିଙ୍କଠାରୁ ୪୦ ହଜାର ଝାମ୍ପି ନେଲେ

ଚମ୍ପୁଆ,୨୧ା୮(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ନିକଲସନ ଫରେଷ୍ଟ ଟ୍ରେନିଂ ସ୍କୁଲ୍‌ ନିକଟରୁ ଦୁର୍ବୃତ୍ତ ଦମ୍ପତିଙ୍କଠାରୁ ୪୦ ହଜାର ଟଙ୍କା ଝାମ୍ପି ନେଇଛନ୍ତି। ଏ ନେଇ ଦମ୍ପତି ଚମ୍ପୁଆ ଥାନାରେ ଅଭିଯୋଗ କରିଛନ୍ତି। ସୂଚନା ଅନୁସାରେ, ଚମ୍ପୁଆ ବ୍ଲକ୍‌ ମହେଶ୍ୱରପୁର ଗ୍ରାମର…

ହଷ୍ଟେଲ ଖାଦ୍ୟଖାଇ ୪୭ ଛାତ୍ରୀଛାତ୍ର ଅସୁସ୍ଥ

ପାଟଣାଗଡ଼, ୨୧ା୮(ପ୍ରହଲ୍ଲାଦ ପାଢ଼ୀ): ବଲାଙ୍ଗୀର ଜିଲା ପାଟଣାଗଡ ସହର ଉପକଣ୍ଠ ରାମପାଲିଠାରେ ଥିବା ଅନ୍ବେଷା ହଷ୍ଟେଲର ୪୭ଜଣ ଛାତ୍ରୀଛାତ୍ର ସୋମବାର ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇ ପଡିଥିଲେ। ସେମାନଙ୍କୁ ପାଟଣାଗଡ ଉପଖଣ୍ଡସ୍ତରୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ…

ବ୍ୟାଙ୍କ ଋଣ ଶୁଝି ନ ପାରିବାରୁ : ସମ୍ପତ୍ତି ଜବତ

ମୋରଡା,୨୧ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ପଳାସମୁଣ୍ଡୁଳି ପଞ୍ଚାୟତ ଖୁରୁଣ୍ଟିଆ ଗ୍ରାମର ପ୍ରଦୀପ କୁମାର ଗିର ବ୍ୟାଙ୍କ ଋଣ ଶୁଝି ନ ପାରିବାରୁ ତାଙ୍କ ଘର ଏବଂ ଜମିବାଡ଼ିକୁ ବ୍ୟାଙ୍କ କର୍ତ୍ତୃପକ୍ଷ ଜବତ କରିଛନ୍ତି। ମାଜିଷ୍ଟ୍ରେଟ ଓ ପୋଲିସ…

ମାଡ଼ିଗଲା କାର୍‌: ୨ କାଉଡ଼ିଆଙ୍କ ଜୀବନ ଗଲା

ଆସିକା,୨୧ା୮(ସୁରେନ୍ଦ୍ର ନାଥ ସାହୁ)/ବୁଗୁଡ଼ା(କାଳିଚରଣ ଦାଶ): ଶ୍ରାବଣ ସୋମବାର ପାଇଁ ଶିବ ମନ୍ଦିରକୁ ପାଣି ଭାର ନେଇ ଯାଉଥିବା କାଉଡିଆଙ୍କ ଉପରେ କାର୍‌ ମାଡ଼ିଯିବାରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଗଞ୍ଜାମ ଜିଲା ଆସିକା-ବାଲିପଦର…

ନିଖୋଜ ମହିଳାଙ୍କ ସନ୍ଧାନ ମିଳୁନି

ରୂପସା, ୨୧।୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରୂପସା ଥାନା ଅଧୀନ ଆଙ୍କୋ ଗ୍ରାମର ମହିଳା ଅନ୍ନପୂର୍ଣ୍ଣା ନାୟକ (୭୩) ଗତ ୭ତାରିଖରୁ ନିଖୋଜ ଅଛନ୍ତି। ବହୁ ଖୋଜାଖୋଜି ପରେ ନିରାଶ ହୋଇ ଗତ ୧୨ ତାରିଖରେ ତାଙ୍କ ପୁଅ ଗୋପାଳ ଚନ୍ଦ୍ର…

ନୂଆଖାଇ ପରଦିନକୁ ସରକାରୀ ଛୁଟି ଘୋଷଣା କରାଯାଉ

ସମ୍ବଲପୁର,୨୧ା୮(ଶୁଭାଶିଷ ପାଢୀ): ଆସନ୍ତା ସେପ୍ଟେମ୍ବର ୨୦ରେ ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଖାଇ ପାଳନ ହେବ। ଏହି ଅବସରରେ ସରକାରୀ ଭାବେ ନୂଆଖାଇ ଗୋଟିଏ ଦିନ ଛୁଟି ଘୋଷଣା କରାଯାଇଛି। ଏହାକୁ ବୃଦ୍ଧି କରି ଦୁଇଦିନ ଛୁଟି ଘୋଷଣା କରାଯାଉ ବୋଲି…

ନବ ବିବାହିତାଙ୍କ ମୃତଦେହ ଜବତ

ଚମ୍ପୁଆ,୨୧ା୮(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ଚମ୍ପୁଆ ଏନ୍‌ଏସି ୨ ନଂ. ୱାର୍ଡର ଶିରପୁର ଗାଁରେ ଜଣେ ନବ ବିବାହିତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ପୋଲିସ ଜବତ କରିଛି। ମୃତକ ଗ୍ରାମର ଅନୀତା ମହାନ୍ତ (୨୬)। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?