ବିଶ୍ୱସ୍ତରୀୟ ହେବ କପିଳାସ ପୀଠ
ଢେଙ୍କାନାଳ, ୨୧ା୮(ରତନ ନାୟାର):କପିଳାସ କ୍ଷେତ୍ରାଧିପତି ମହାଦେବ ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପୀଠକୁ ବିଶ୍ୱସ୍ତରୀୟ ଆଧ୍ୟାତ୍ମିକ ସ୍ଥଳୀରେ ପରିଣତ କରାଯିବ। ଏଥିଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଶ୍ରଦ୍ଧାଳୁଙ୍କ ଆବଶ୍ୟକତାକୁ ଅଗ୍ରାଧିକାର ଦେଇ ଆବଶ୍ୟକ ଉନ୍ନତିମୂଳକ କାର୍ଯ୍ୟ କରାଯିବ। ରାଜ୍ୟ ସରକାର, ଜିଲା ପ୍ରଶାସନ ପକ୍ଷରୁ…
ସେପ୍ଟେମ୍ବରରୁ ଅନନ୍ତଶୟନ ବିକାଶ କାର୍ଯ୍ୟ
ପରଜଙ୍ଗ, ୨୧ା୮(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ସରାଙ୍ଗ ବ୍ରାହ୍ମଣୀ ନଦୀ ତଟବର୍ତ୍ତୀ ନବମ ଶତାବ୍ଦୀର ଐତିହାସିକ କୀର୍ତ୍ତିରାଜି ଅନନ୍ତଶୟନ ପୀଠ ଏବଂ କୁଆଳୋସ୍ଥିତ ଅଷ୍ଟଶମ୍ଭୁ ମନ୍ଦିର ଉନ୍ନତୀକରଣ ନିମନ୍ତେ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଭାରତୀୟ ତୈଳ ନିଗମ ପକ୍ଷରୁ ଏଥିଲାଗି…
ଦଶମ ଶ୍ରେଣୀ ଛାତ୍ରୀଙ୍କ ଫଟୋ ଭାଇରାଲ
ନୟାଗଡ଼,୨୧।୮(ଲୋକନାଥ ମିଶ୍ର):ନୟାଗଡ଼ ସଦର ଥାନା ବାଲୁଗଁା ଅଞ୍ଚଳର ଏକ ହାଇସ୍କୁଲରେ ୫ ଜଣ ଦଶମ ଶ୍ରେଣୀ ଛାତ୍ରୀଙ୍କ ଫଟୋକୁ ମୁହଁ ଅସଲି ରଖି ଶରୀରକୁ ଉଲଗ୍ନ କରି ଭାଇରାଲ କରାଯାଇଛି। ଗୋଟିଏ ମୋବାଇଲରୁ ଅନ୍ୟ ମୋବାଇଲକୁ ଏହା ଘୁରି ବୁଲୁଛି। ମୋବାଇଲ…
୫-ଟି ସଚିବ ସମସ୍ୟା ବୁଝି ଛାଡ଼ି ଦେଇଥିବାରୁ ଧନ୍ୟବାଦ: ଭାସ୍କର
କଣାସ,୨୧ା୮(ବିଭୂତି ଭୂଷଣ ତ୍ରିପାଠୀ):ପୁରୀ ଜିଲା ସତ୍ୟବାଦୀସ୍ଥିତ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟ (ୟୁଜିଏସ୍ଏମ୍) ଖେଳ ପଡ଼ିଆରେ ଶନିବାର ଅନୁଷ୍ଠିତ ଏକ ସମାବେଶରେ ୫-ଟି ସଚିବ ଭି.କେ.ପାଣ୍ଡିଆନ ଯୋଗଦେବାକୁ ଯାଉଥିବା ବେଳେ ଜଣେ ବ୍ୟକ୍ତି ତାଙ୍କ ଉପରକୁ କାଳିମାଡ଼ କରିଥିଲେ। କାଳିମାଡ଼ କରିଥିବା…
ବାଇକ୍ରୁ ଖସିପଡ଼ି ଚାଲିଗଲା ଜୀବନ
ହିଞ୍ଜିଳିକାଟୁ,୨୦।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପୋଚିଲିମା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ବାଇକ୍ରୁ ଖସିପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପୋଚିଲିମାର ସୁଦେଷ୍ଣା ମୁନି (୬୫)। ମିଳିଥିବା ସୂଚନା ମୁତାବକ, ରବିବାର ସୁଦେଷ୍ଣା ପୁଅ ରଞ୍ଜନଙ୍କ…
ଗିରଫ ହେଲେ ୪ ନକଲି ପରୀକ୍ଷାର୍ଥୀ
ରାଉରକେଲା,୨୦।୮(ସଙ୍ଗୀତା ଜେନା): ରାଉରକେଲାସ୍ଥିତ ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଏନ୍ଆଇଟି)ରେ ଟିଚିଂ ଓ ନନ୍ ଟିଚିଂ ଷ୍ଟାଫ ନିଯୁକ୍ତି ପରୀକ୍ଷା ଚାଲିଥିବା ବେଳେ ୪ଜଣ ନକଲି ପରୀକ୍ଷାର୍ଥୀ ଧରାପଡିଛନ୍ତି। ଅନ୍ୟମାନଙ୍କ ପାଇଁ ପରୀକ୍ଷା ଦେଉଥିବା ବେଳେ ପୋଲିସ ସେମାନଙ୍କୁ ଗିରଫ କରିଛି। ଗିରଫ…
ଘୋଡାହାଡ଼ ନଦୀରେ କୁମ୍ଭୀର ଥିବାନେଇ ଭିଡିଓ ଭାଇରାଲ୍
ହିଞ୍ଜିଳିକାଟୁ,୨୦।୮(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ନିକଟ ଘୋଡାହାଡ ନଦୀରେ କୁମ୍ଭୀର ଥିବା ନେଇ ସୋସିଆଲ ମିଡ଼ିଆରେ ଏକ ଭିଡିଓ ଭାଇରାଲ ହୋଇଛି। ଏହାକୁ ନେଇ ଅଞ୍ଚଳରେ ବିଭିନ୍ନ ପ୍ରତିକ୍ରିୟା ସୃଷ୍ଟି ହୋଇଛି। ଏହା ହିଞ୍ଜିଳିକାଟୁ ନିକଟ ଘୋଡାହାଡ ନଦୀର ଭିଡିଓ ବୋଲି ପ୍ରଚାର…
ମହାକୁମ୍ଭ ମହାମିଳନ: ଯୋଗଦେଲେ ୫ ଜିଲାର ଶ୍ରଦ୍ଧାଳୁ
ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୦।୮(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ରାହ୍ମଣୀଗାଁ ଥାନା ଗଦାପୁରରେ ରବିବାର ମହାକୁମ୍ଭ ମହାମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ କୋରାପୁଟ ଜିଲା ସମେତ ରାୟଗଡ଼ା, ଗଜପତି, ଗଞ୍ଜାମ ଏବଂ କନ୍ଧମାଳ ଜିଲାର ବୋଲବମ୍ ସଙ୍ଘର ହଜାର ହଜାର ଶ୍ରଦ୍ଧାଳୁ…
ଶ୍ୱଶୁର ଘର ଗାଁରେ ଜୀବନ ହାରିଲେ ଜ୍ୱାଇଁ
ରାଇରଙ୍ଗପୁର,୨୦।୮(ମାନସ ମହାନ୍ତି): ମୟୁରଭଞ୍ଜ ଜିଲା ଶେଈ ଥାନା ଅଧୀନ ବୁଡାମରା ଗ୍ରାମରେ ଜଣେ ଯୁବକ ଖଡଖାଈ ନଦୀ କୂଳ ପାର୍ଶ୍ୱ ବିଲରେ ଥିବା ଏକ ଗଛରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ରାଇରଙ୍ଗପୁର ଥାନା ହାତନାଡୋ ଗ୍ରାମର ବୈଦ୍ୟନାଥ…
ପ୍ରାକ୍ତନ ଜିଲା ପରିଷଦ ସଭ୍ୟଙ୍କ ଆତ୍ମହତ୍ୟା
ରାଇରଙ୍ଗପୁର,୨୦।୮(ମାନସ ମହାନ୍ତି): ମୟୁରଭଞ୍ଜ ଜିଲା କୁସୁମୀ ବ୍ଲକ ୧୧ ନମ୍ବର ଜୋନ ପ୍ରାକ୍ତନ ଜିଲା ପରିଷଦ ସଭ୍ୟ ବୈଦ୍ୟନାଥ ମହାନ୍ତ(୫୦) ବାଦାମପାହାଡ଼ ଥାନା ଅଧୀନ କୁମୁଡାଶୋଳ ଗ୍ରାମ ନିଜ ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାଯାଇଛି। ପରିବାର ଲୋକେ ତାଙ୍କୁ…
କାର ଧକ୍କାରେ ଚାଲିଗଲା ପଥଚାରୀଙ୍କ ଜୀବନ
ରାଇରଙ୍ଗପୁର,୨୦।୮(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଧୀନ ରାଇରଙ୍ଗପୁର-ବିଷୋୟୀ ରାଜପଥରେ ଦୃତଗତିରେ ଆସୁଥିବା ଏକ କାର (ନଂ. ଓଡ଼ି୧୧ଟି- ୪୨୫୮) ଜଣେ ପଥଚାରୀଙ୍କୁ ଧକ୍କା ଦେଇଥିଲା। ଫଳରେ ପଥଚାରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ ରାଇରଙ୍ଗପୁର ଥାନା…
ଶାଖା କେନାଲରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
ବନ୍ତ,୨୦ା୮(ହରିନାରାୟଣ ମହାନ୍ତି): ଭଦ୍ରକ ଜିଲା ବନ୍ତ ଥାନା ଅଧିନ ହାଟଡିହୀ ଶାଖା କେନାଲର ଜଗନ୍ନାଥପୁର ଫଲ ଠାରେ ରବିବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ବେଳେ ଉଦ୍ଧାର କରାଯାଇଛି ା ମୃତ ଯୁବକ ଜଣକ ବନ୍ତ ଥାନା ପଧାନପଡା ଆଦିବାସୀ ସାହିର…

