ମା’ମହିଷାଶୁଣୀଙ୍କ ନୀତିକାନ୍ତିରେ ବିଭ୍ରାଟ
ଖଣ୍ଡପଡ଼ା,୧୯ା୮(ଅଜୟ କୁମାର ମହାରଣା): ଖଣ୍ଡପଡ଼ା ଦେବୋତ୍ତର ବିଭାଗ ଅଧୀନରେ ଥିବା ବିଭିନ୍ନ ଦେବାଦେବୀ ମନ୍ଦିର ପରିଚାଳନା ପାଇଁ ରାଜରାଜୁଡା ଅମଳରୁ ବହୁ ଜମି ରହିଛି ା ସେଥିରୁ ପ୍ରତିମାସରେ ବିଧି ବ୍ୟବସ୍ଥା କ୍ରମେ ଆର୍ଥିକ ବ୍ୟବସ୍ଥା ରହିଛି ା ମାତ୍ର ଉକ୍ତ…
ପୋଖରୀ ହୁଡ଼ା ଭାଙ୍ଗି ଜମି ଜଳମଗ୍ନ
କାମାକ୍ଷାନଗର, ୧୯।୮(ସୁଧୀର ପରିଡ଼ା): ଦୁଇଦିନ ଧରି ଜାରି ରହିଥିବା ଲଗାଣବର୍ଷାରେ ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ପଞ୍ଚାୟତ ଶ୍ରୀମୂଳା ଗ୍ରାମ ଅରଖବାହାଳି ପୋଖରୀ ବନ୍ଧ ଶୁକ୍ରବାର ଭାଙ୍ଗିଯାଇଛି। ଫଳରେ ୮ ମିଟର ଘାଇ ସୃଷ୍ଟି ହେବା ସହ ଜଳାଶୟ ନିକଟବର୍ତ୍ତୀ…
୨୫ରେ ସ୍ବାଭିମାନ ସୁରକ୍ଷା ମଞ୍ଚ ପକ୍ଷରୁ ଗଣଧାରଣା
ଢେଙ୍କାନାଳ, ୧୯ା୮(ରତନ ନାୟାର): ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ କପିଳାସରେ ଅବ୍ୟବସ୍ଥା ସୀମା ଟପିଲାଣି। ଶ୍ରଦ୍ଧାଳୁ ଏବଂ ପର୍ଯ୍ୟଟକଙ୍କୁ ଆର୍ଥିକ ଶୋଷଣ କରାଯାଉଛି। ମାନସିକ ନିର୍ଯାତନା ଦିଆଯାଉଛି। ଏହାର ପ୍ରତିବାଦରେ ଆସନ୍ତା ୨୫ ତାରିଖ ପୂର୍ବାହ୍ନ ୯ଟାରୁ କପିଳାସ…
ମାଡୁଛି ଡେଙ୍ଗୁ, ଲୋକେ ଆତଙ୍କିତ
ରାଇବଣିଆ, ୧୯ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ସର୍ଦାରବନ୍ଧ ପଞ୍ଚାୟତ ଚୂଡ଼ାମଣିପୁର, ବୋଇତାଳୁପଦା ଓ ପଞ୍ଚୁଘଣ୍ଟାରେ ଡେଙ୍ଗୁ ଆତଙ୍କ ଦେଖାଦେଇଛି। ଏହି ଗାଁର ପ୍ରତି ପରିବାରରେ କେହି ନା କେହି ଜ୍ୱରରେ ପୀଡ଼ିତ ଅଛନ୍ତି। ୩ ଗାଁରେ ଜ୍ୱର ଆକ୍ରାନ୍ତଙ୍କ…
ବୈତରଣୀ ବାଲିଘାଟ ପରିଦର୍ଶନ
ଧାମନଗର, ୧୯ା୮(ସନ୍ତୋଷ କୁମାର ମହାପାତ୍ର): ଖଣି ବିଭାଗ, ତହସିଲ, ଜିଲା ପ୍ରଶାସନ ଓ ଜଳ ସମ୍ପଦ ବିଭାଗର ମିଳିତ ଟିମ୍ ଗୁରୁବାର ଭଦ୍ରକ ଜିଲା ଧାମନଗର ତହସିଲ ଅଧୀନ ଆନନ୍ଦପୁର ପଞ୍ଚାୟତର ବୈତରଣୀ ନଦୀ ସଇରାତ ଉତ୍ସ ବୁଲି ଦେଖିଛନ୍ତି। ଭଦ୍ରକ…
ଚିନ୍ତା ବଢ଼ାଇଛି ବ୍ୟାସ ସରୋବର ମନ୍ଦିରରେ ଭୋଜିଭାତ
ଯାଜପୁର,୧୯ା୮(ହର୍ଷବର୍ଦ୍ଧନ ବେହେରା): ଓଡ଼ିଆ ସଂସ୍କୃତିର ଏକ ପୁଣ୍ୟ ପୀଠ ଭାବେ ବ୍ୟାସ ସରୋବର ସର୍ବଜନବିଦିତ। ଏଠାକୁ ବହୁ ପରିଦର୍ଶକ, ପର୍ଯ୍ୟଟକ ଆସିଥାନ୍ତି। ପ୍ରାୟ ୬୪ କୋଟି ଟଙ୍କା ଜିଲା ଖଣିଜ ପ୍ରତିଷ୍ଠାନ(ଡିଏମ୍ଏଫ୍) ପାଣ୍ଠିରୁ ମଞ୍ଜୁର ହୋଇ ଏହି ସରୋବରର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ…
ଏମ୍ଏମ୍ଏସ୍ଓ୍ବାଇ ରାସ୍ତା ନିର୍ମାଣରେ ଅନିୟମିତତା
ଯାଜପୁର,୧୯ା୮(ହର୍ଷବର୍ଦ୍ଧନ ବେହେରା): ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ (ଆର୍ଡି) ବିଭାଗ ଅଧୀନରେ ଥିବା ଯାଜପୁର ନିର୍ମାଣ ଡିଭିଜନ-୧ ବିଭାଗରେ ଠିକାଦାରି ରାଜନୀତି ଅଣାୟତ୍ତ ହେବାରେ ଲାଗିଛି। ଆଭ୍ୟନ୍ତର ଅଞ୍ଚଳବାସୀଙ୍କ ପାଇଁ ଗ୍ରାମ୍ୟ ରାସ୍ତା ନିର୍ମାଣ ଓ ମରାମତି ନାମରେ ବିପୁଳ କୋଟି…
ଶିଶୁଙ୍କୁ ୧୨ ପରିବର୍ତ୍ତେ ୯ ଅଣ୍ଡା ମିଳୁଛି
ରଘୁନାଥପୁର,୧୯।୮(ରାଜେନ୍ଦ୍ର ନାରାୟଣ ସିଂହ): ଦୀର୍ଘ ୬ ମାସର ବ୍ୟବଧାନ ପରେ ରଘୁନାଥପୁର ବ୍ଲକରେ ଶୁକ୍ରବାର ତୃତୀୟ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ୬ ମାସ ପରେ କାହିଁକି ବୈଠକ ଡକାଗଲା ବୋଲି ଚିକିଣିଆ ସରପଞ୍ଚ ବିଷ୍ଣୁ ଚରଣ ସେଠୀ ଅଧ୍ୟକ୍ଷା…
ମୌଳିକ ସୁବିଧା ପାଇଁ ବାଧକ ସାଜିଛି ସେତୁ
କେନ୍ଦ୍ରାପଡ଼ା,୧୯ା୮(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ସଦର ମହକୁମାର ୪୮ କିଲୋମିଟର ଦୂରରେ ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ଅଛି ା ଏହି ପଞ୍ଚାୟତର ମାତ୍ର ୧୦ କିଲୋମିଟର ଦୂରରେ ଜଗତସିଂହପୁର ଜିଲାର ଶିଳ୍ପାଞ୍ଚଳ। ଗୋଟିଏ ପାର୍ଶ୍ୱରେ ପାଚୁର୍ଯ୍ୟ ରହିଥିବା ବେଳେ ଏପଟେ…
ରାସ୍ତାରେ ଖାଲ, ବଢୁଛି ଦୁର୍ଘଟଣା
ଗୋପ,୧୯।୮(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ – କୋଣାର୍କ ରାସ୍ତାରେ ଦୀର୍ଘ ଦୁଇ ସପ୍ତାହ ଧରି ଏକ ବିରାଟ ଖାଲ ସୃଷ୍ଟି ହୋଇଛି। ବିଭିନ୍ନ ସମୟରେ ଏହି ଖାଲ ଯୋଗୁ ଦୁର୍ଘଟଣା ବଢ଼ିବା ପରେ ଶୁକ୍ରବାର ସ୍ଥାନୀୟ ଦୋକାନୀମାନେ ଖାଲ ଚାରିପଟେ ଏକ…
ପେସା ଆଇନ ଉଲ୍ଲଂଘନ କରୁଛି ମୈତ୍ରୀ କମ୍ପାନୀ
ରାୟଗଡ଼ା,୧୯ା୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଖଣି ଖନନକୁ ବିରୋଧ କରିବାରୁ ଅଞ୍ଚଳବାସୀଙ୍କ ଉପରେ ଜୁଲମ କରୁଛନ୍ତି ମୈତ୍ରୀ କମ୍ପାନୀ କର୍ତ୍ତୃପକ୍ଷ। ଗ୍ରାମସଭା କରି ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବା ବଦଳରେ କମ୍ପାନୀ କର୍ତ୍ତୃପକ୍ଷ ଗୁଣ୍ଡାରାଜ ଚଳାଇ…
‘ଗଦର-୨’ରେ ଓଡ଼ିଶାର ବରୁଣ
ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): ବଲିଉଡ ଚଳଚ୍ଚିତ୍ର ‘ଗଦର-୨’ରେ ଫଲି ରେକର୍ଡିଷ୍ଟ ଭାବେ ପ୍ରସିଦ୍ଧି ଲାଭ କରିଛନ୍ତି ଓଡ଼ିଆ ପୁଅ ତଥା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ବରୁଣ ମାଲବିଶୋଇ। ସେ ଓଡ଼ିଆ ଫିଲ୍ମ ‘ଦମନ’ ସମେତ ବହୁ ଭାଷାରେ ମଧ୍ୟ ଫଲି ରେକର୍ଡିଷ୍ଟ ଭାବେ…

