କଲେଜ୍ ଛାତ୍ରୀ ଅପହରଣ ପରେ ବଳାତ୍କାର ମାମଲା: ୩ ମାସ ପରେ ଅଭିଯୁକ୍ତ ଗିରଫ
ଦିଗପହଣ୍ଡି,୯।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୭ ବର୍ଷୀୟା ନାବାଳିକା କଲେଜ୍ ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଫେରାର ଥିବା ଯୁବକକୁ ରବିବାର ପୋଲିସ୍ ଗିରଫ କରି କୋର୍ଟ ଚାଲାଣ କରିଛି।…
କଣ୍ଟାବାଞ୍ଜିରୁ ଚୋରି ହୋଇଥିବା ତେଲ ଟିଣ ଡୁମେରପିଟାରୁ ଜବତ
ବଲାଙ୍ଗିର,୯।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଡୁମେରପିଟା ଗାଁରୁ କଣ୍ଟାବାଞ୍ଜିରୁ ଚୋରି ହୋଇଥିବା ବିପୁଳ ପରିମାଣର ତେଲ ଟିଣକୁ କଣ୍ଟାବାଞ୍ଜି ପୋଲିସ ରବିବାର ଚଢ଼ାଉ କରି ଜବତ କରିଛି। ସୂଚନା ମୁତାବକ, କିଛି ଦିନ ପୂର୍ବରୁ କଣ୍ଟାବାଞ୍ଜି…
କାହିଁକି ସରୁନି ପ୍ରକଳ୍ପ ପଚାରି ବୁଝିଲେ ସଚିବ
ଗଞ୍ଜାମ,୯ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ମଲାଡ଼ରେ ଥିବା ମେଗା ପାନୀୟ ଜଳ ପ୍ରକଳ୍ପକୁ ପଞ୍ଚାୟତରାଜ ବିଭାଗ ସଚିବ ତଥା କମିଶନର ଗିରିଶ ଏସ୍.ଏନ୍ ପରିଦର୍ଶନ କରିଛନ୍ତି। ଏହି ପ୍ରକଳ୍ପ ୨୦୧୮ରୁ ଆରମ୍ଭ ହୋଇଥିଲେ ମଧ୍ୟ ତାହା ଆଜି ପର୍ଯ୍ୟନ୍ତ କାହିଁକି…
ନୂଆପଡ଼ା ଉପନିର୍ବାଚନ: ବଢ଼ିଲା ସୁରକ୍ଷା ବ୍ୟବସ୍ଥା
ନୂଆପଡ଼ା,୯।୧୧: ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏନେଇ ରବିବାର ଅପରାହ୍ନ ୪ଟାରୁ ନୂଆପଡ଼ାରେ ନୀରବ ଅବଧି ଆରମ୍ଭ ହୋଇଯାଇଛି। ଏପରିକି ଉପନିର୍ବାଚନ ପାଇଁ ନୂଆପଡ଼ାରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅନ୍ୟପକ୍ଷେ ନୂଆପଡ଼ା ନିର୍ବାଚନମଣ୍ଡଳୀର…
ନୂଆପଡ଼ା ଉପନିର୍ବାଚନକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବଡ଼ ସୂଚନା
ଭୁବନେଶ୍ୱର,୯।୧୧: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍. ଗୋପାଳନ ରବିବାର ନୂଆପଡ଼ା ଉପନିର୍ବାଚନକୁ ନେଇ ବଡ଼ ସୂଚନା ଦେଇଛନ୍ତି। ନୂଆପଡ଼ାରେ ଅପରାହ୍ନ ୪ରୁ ନୀରବ ଅବଧି ଆରମ୍ଭ ହୋଇଯାଇଥିବା CEO ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ଏପରିକି ଅପରାହ୍ନ ୪ଟା ସୁଦ୍ଧା ଅନ୍ୟ…
କଳାହାଣ୍ଡି ବୁଲିବେ ୧୨ ଜଣିଆ ଅଧିକାରୀ
କେସିଙ୍ଗା,୯ା୧୧(ତୁମେଶ୍ୱର ସାହୁ): ଦିଲ୍ଲୀରୁ ୧୨ ଜଣିଆ ପ୍ରଶାସନିକ ଅଧିକାରୀଙ୍କୁ କେସିଙ୍ଗା ରେଲୱେ ଷ୍ଟେସନରେ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରାଯାଇଥିଲା। ସେହି ୧୨ ଜଣିଆ ଅଧିକାରୀ ହେଲେ ଉମେଶ କୁମାର ମିନା, ଛାୟା କୁମାରୀ, ଅକ୍ଷତ ମଣ୍ଡି…
ନୂଆପଡ଼ାରେ ‘ଡବଲ ଇଞ୍ଜିନ ସରକାର’ ଉପରେ ବର୍ଷିଲେ ଅଖିଳେଶ ଯାଦବ
ନୂଆପଡ଼ା,୯।୧୧: ଓଡ଼ିଶାର ନୂଆପଡ଼ା ଉପନିର୍ବାଚନ ପାଇଁ ସମାଜବାଦୀ ପାର୍ଟିର (ସପା) ସଭାପତି ତଥା ବରିଷ୍ଠ ନେତା ଅଖିଳେଶ ସିଂ ଯାଦବ ରବିବାର ଅପରାହ୍ଣରେ ଦଳୀୟ ପ୍ରାର୍ଥୀ ରମାକାନ୍ତ ହାତୀଙ୍କ ପାଇଁ ଜନସଭାରେ ପ୍ରଚାର କରିଛନ୍ତି। ସ୍ଥାନୀୟ ପୋଲିସ ପଡ଼ିଆରେ ‘ଜୟ ଜଗନ୍ନାଥ’…
ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବ୍ୟବସାୟୀଙ୍କ ଘରେ IT ରେଡ
ନୂଆପଡ଼ା,୯ା୧୧: ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ। ରବିବାର ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ି ଚାଲିଯିବାକୁ ବାହାର ନେତା ଏବଂ କର୍ମୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଓ ବିଜେଡି ମୁଖିଆ ରୋଡ ଶୋ କରି…
ଚିକିତ୍ସା ପାଇଁ ଅର୍ଥ ସାଜିଥିଲା ବାଧକ: ଧରିତ୍ରୀରେ ଖବର ପ୍ରକାଶ ପରେ ସସ୍ମିତାଙ୍କ ମୁହଁରେ ଫୁଟିଲା ହସ
ଲାଞ୍ଜିଗଡ଼,୯।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ ଦୋରା ସାରଲି ଗାଁର ଶୁକନାଭଟା ପଡ଼ାର ସସ୍ମିତାଙ୍କ ଅଧିକ ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିବା ଘଟଣା ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଏହି ଖବର ପ୍ରସାରଣ…
ଥାନାକୁ ଡାକି ନାବାଳକଙ୍କୁ ଥାର୍ଡ ଡିଗ୍ରୀ, ଶାର୍ଟ-ପ୍ୟାଣ୍ଟ ଖୋଲିବାକୁ ଧମକ; ନ୍ୟାୟ ପାଇଁ…
ତିହିଡ଼ି,୯।୧୧(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ନରେନ୍ଦ୍ରପୁର ଗ୍ରାମର ଜଣେ ନାବାଳକଙ୍କୁ ପୋଲିସ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏପରିକି ମାଡ଼ ମାରିବା ପରେ ନାବାଳକ ପିନ୍ଧିଥିବା ଶାର୍ଟ ପ୍ୟାଣ୍ଟ ଖୋଲିବାକୁ ପୋଲିସ ଧମକ…
ବିଜେଡି ନେତାଙ୍କ ଘରେ ଆୟକର ଚଢାଉ
ନୂଆପଡ଼ା,୯।୧୧(ମକାରୁ ବେମାଲ): ବିଜେଡି ନେତାଙ୍କ ଘରେ ଆୟକର ଚଢାଉ। ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ରବିବାର ଆୟକର ଚଢାଉ ହୋଇଛି। କୋମନା ବାସଭବନରେ ଆୟକର ବିଭାଗର ଚଢାଉ ଜାରି ରହିଛି। କୋମନା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଥିଲେ ମନୋଜ ମିଶ୍ର।…
ଦିଲ୍ଲୀରୁ ଆସିଥିବା ୧୨ ଜଣିଆ ପ୍ରଶାସନିକ ଅଧିକାରୀଙ୍କୁ ସ୍ବାଗତ
କେସିଙ୍ଗ,୯।୧୧(ତୁମେଶ୍ୱର ସାହୁ): ଦିଲ୍ଲୀରୁ ଆସିଥିବା ୧୨ ଜଣିଆ ପ୍ରଶାସନିକ ଅଧିକାରୀଙ୍କୁ କେସିଙ୍ଗା ରେଲୱେ ଷ୍ଟେଶନରେ ସ୍ବାଗତ କରାଯାଇଛି। କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ରବିବାର ସକାଳେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରାଯାଇ ଥିଲା। ସେହି ୧୨ ଜଣିଆ ଅଧିକାରୀ ହେଲେ, ଉମେଶ…
Archives


