ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ
ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରାଯାଇଛି। ଏହି କ୍ରମରେ ବରଗଡ଼ସ୍ଥିତ ଇନଡୋର ଷ୍ଟାଡିୟମଠାରେ…
ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ
ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ ଦ୍ଵାଦଶତମ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ରବିବାର ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ…
ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ
ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଯୋଗ ଶିବିରକୁ ଉଦ୍ଘାଟନ କରିଥିଲେ। ସେ ଦୈନନ୍ଦିନ…
କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ
ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍ଏସ୍)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା କୁନା ମୁଣ୍ଡା ହତ୍ୟା ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଅଭିଯୋଗକାରିଣୀ ସରସ୍ୱତୀ…
ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ
ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। ବଲାଙ୍ଗୀର ଜିଲା ପ୍ରଶାସନ ଏବଂ…
ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…
ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଖବର ଲେଖାଯିବା ସୁଦ୍ଧା ୫୦ରୁ ଅଧିକ…
ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ
ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ ର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀ ଙ୍କ ସଂଯୋଜନାରେ…
ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମଲାଡ଼ ଗ୍ରାମ ପଞ୍ଚାୟତର ସରପଞ୍ଚ ମମତା ବେହେରା, ସମିତି ସଭ୍ୟାଙ୍କ…
ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି
ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ ଶୁକ୍ରବାର ରାତିରେ ଗୁଳିମାଡ଼ ହୋଇଛି। ରାତି ୧୧ଟା ୩୦ମିନିଟ୍ରେ ରାମପୁର ପଟୁ ଏକ…
ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ
ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି। ଛାତ୍ରୀ ଜଣକ ହେଲେ ବୁଗୁଡା ଥାନା ଅନ୍ତର୍ଗତ ଘୋଡ଼ାପଡ଼ା ଗ୍ରାମର ସ୍ବର୍ଗତ ଗଣେଶ…
ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ ଯୋଗ ଶାଳା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ମହା ଆଡମ୍ବର ସହିତ ପାଳନ…
ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ
ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା ଦତ୍ତପୁରବେତାଳିଗାଁ ନିକଟରେ ବୈତରଣୀ ନଦୀ ଉପରେ ଏକ ସ୍ଥାୟୀ ସେତୁ ନିର୍ମାଣ। ଏହି…

