ଆମ ଜିଲା ଖବର

ଦୋକାନ ଭିତରେ ପଶିଗଲା ଟ୍ରକ୍‌

ତେଲକୋଇ,୧୮ା୮(ରଞ୍ଜିତ ବିଶ୍ବାଳ): କେନ୍ଦୁଝର ଜିଲା ତେଲକୋଇ ଜାତୀୟ ରାଜପଥ ଜଗମୋହନପୁର ଛକରେ ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଦୋକନ ଭିତରେ ପଶିଯାଇଛି। ଦୁର୍ଘଟଣାରେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ ଗୁରୁବାର ବିଳମ୍ବିତ ରାତିରେ ଏକ ଖୋଲା ଆଇରନ ବୋଝେଇ…

ଶହୀଦ ସୁଶାନ୍ତଙ୍କ ମାଆ ଅସୁସ୍ଥ

ଆନନ୍ଦପୁର,୧୮।୮(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଆନନ୍ଦପୁରର ଶହୀଦ୍‌ ସୁଶାନ୍ତ ଖୁଣ୍ଟିଆଙ୍କ ମା’ ସୁନ୍ଦରୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପ୍ରଥମେ ସ୍ବାମୀ ପରେ ଦୁଇ ପୁଅଙ୍କ ବିୟୋଗର ଭାର କାନ୍ଧରୁ ଓହ୍ଲାଇ ନ ଥିବାବେଳେ ସାହା…

୫୦ ହଜାର ଟଙ୍କାର ଗଞ୍ଜେଇ ଜବତ : ୩ ଗିରଫ

ରାଇରଙ୍ଗପୁର,୧୮ା୮(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ତିରିଂ ଥାନା ଅଧୀନ ତିରିଂ ଗ୍ରାମ ନିକଟସ୍ଥ ୨୨୦ନଂ. ଜାତୀୟ ରାଜପଥରେ ପୋଲିସ ଚଢ଼ାଉ କରି ୩ ଗଞ୍ଜେଇ ବେପାରୀଙ୍କୁ ଗିରଫ କରିବା ସହ ୬ କେଜି ଗଞ୍ଜେଇ ଜବତ କରିଛି। ଏଥିସହ ଗଞ୍ଜେଇ ବେପାରୀ…

ପାଣି ପାଇପ୍‌ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ

ସମ୍ବଲପୁର,୧୮ା୮(ଶୁଭାଶିଷ ପାଢ଼ୀ): ସମ୍ବଲପୁର ଜିଲା ହୀରାକୁଦ ଥାନା ଅଞ୍ଚଳରେ ଆରଡବ୍ଲ୍ୟୁଏସ୍‌ଏସ୍‌ ପକ୍ଷରୁ ବିଛା ଯାଇଥିବା ପାଣି ପାଇପ୍‌ ଚୋରି ର଼୍ୟାକେଟର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ୯ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ହୀରାକୁଦର ବସୁଦେବ ଓରାମ, ଯଶୋବନ୍ତ…

ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧରେ ଭାଜପାର ପ୍ରତିବାଦ

ବାସୁଦେବପୁର, ୧୮ା୮(ନାରାୟଣ ପ୍ରସାଦ ବାରିକ୍‌): ରାଜ୍ୟ ସରକାରଙ୍କ ଦୁର୍ନୀତି, ଆର୍ଥିକ ଅନିୟମିତତା ଓ ବିଭିନ୍ନ ଯୋଜନାରେ ହିତାଧିକାରୀ ଚୟନ କ୍ଷେତ୍ରରେ ପାତରଅନ୍ତର ନୀତି ବିରୋଧରେ ବାସୁଦେବପୁର ଭାଜପା ପକ୍ଷରୁ ଏକ ପ୍ରତିବାଦ ସଭା କିଷ୍ମତକୃଷ୍ଣପୁର ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ ଅନୁଷ୍ଠିତ ହୋଇଥିଲା।…

କେସିଙ୍ଗା ବ୍ଳକର ନିର୍ବାହୀ ଅଧିକାରୀ ସଂଘ ପକ୍ଷରୁ ଧାରଣା

କେସିଙ୍ଗା,୧୮।୮:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ପାଞ୍ଚଯାତ ନିର୍ବାହୀ ଅଧିକାରୀମାନେ ୨ ଦଫା ସମ୍ବଳିତ ଦାବିନେଇ ଶୁକ୍ରବାର ଧାରଣାରେ ବସିଛନ୍ତି। ସଭାପତି କୃଷ୍ଣଚନ୍ଦ୍ର ସାହୁଙ୍କ ନେତୃତ୍ୱରେ ଏହି ଧାରଣର ଦିଆଯାଇଛି। କେସିଙ୍ଗା ବ୍ଲକର ସମସ୍ତ ନିର୍ବାହୀ ଅଧିକାରୀ କାର୍ଯ୍ୟାଳୟ ଯୋଗ…

ଚାଉଳ ବୋଝେଇ ଟ୍ରକକୁ ଧରିଲା ପୋଲିସ

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟାରୁ ଏକ ଚାଉଳ ବୋଝେଇ ଟ୍ରକକୁ(ନଂ. ଓଡି୧୫ସି-୪୦୬୨) ଲୋଇସିଂହା ପୋଲିସ ଶୁକ୍ରବାର ଜବତ କରିଛି। ହରଭଙ୍ଗା ଅଞ୍ଚଳରୁ ପଦ୍ମପୁର ଅଞ୍ଚଳକୁ ଯାଉଥିବା ଉକ୍ତ ଟ୍ରକରେ ୩୮୦ ପ୍ୟାକେଟ ଚାଉଳ ଥିବା ପୋଲିସ…

ଭଡ଼ା ଘରେ ଚାଲିଥିଲା ଅଙ୍ଗନଓ୍ବାଡି: ଟଙ୍କା ନ ଦେବାରୁ କେନ୍ଦ୍ରରେ ପକାଇଲେ ତାଲା

ରାଉରକେଲା,୧୮ା୮(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରାଞ୍ଚଳରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକରେ ଭିତ୍ତିଭୂମିର ଅଭାବ ରହିଛି। ଫଳରେ ସରକାରଙ୍କ ଲକ୍ଷ୍ୟ ସାଧନ ହୋଇପାରୁନାହିଁ। ରାଉରକେଲା ସହରରେ ୧୬୦ଟି ଅଙ୍ଗନଓ୍ବାଡି କେନ୍ଦ୍ର ରହିଛି। ସେଥିମଧ୍ୟରୁ ୧୦୭ଟି କେନ୍ଦ୍ର ଭଡା ଘରେ ଚାଲିଥିବା ବେଳେ ୩୧ଟି…

ବୋମାମାଡ଼ ମାମଲା: ବନ୍ଧା ହେଲେ ୨ ପେଷାଦାର ଅପରାଧୀ

ବ୍ରହ୍ମପୁର,୧୮ା୮(ସୁବାସ ଚନ୍ଦ୍ର ପାଢ଼ୀ): ବଡବଜାର ଥାନା ଅଧୀନ କେନାଲ ସାହିରେ ଗତ ବୁଧବାର ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ ବୋମାମାଡ଼ ଘଟଣାରେ ପୋଲିସ ଗୋଟିଏ ଗୋଷ୍ଠୀର ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗ୍ରାମଦେବତୀ ସାହିର ଅମିତ ନାୟକ ଓରଫ…

ଭତ୍ତା ପାଇଁ ଟ୍ରଲିରେ ବୁହାହେଲେ

ପାରଳାଖେମୁଣ୍ଡି,୧୮।୮(ଗିରିଧାରୀ ପରିଛା): ଭତ୍ତା ଟଙ୍କା ସିଧାସଳଖ ବ୍ୟାଙ୍କ ଖାତାକୁ ଟ୍ରାନ୍ସଫର ବ୍ୟବସ୍ଥା ବନ୍ଦ କରି ହିତାଧିକାରୀଙ୍କ ହାତରେ ଭତ୍ତା ଦେବା ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଯେଉଁ ହିତାଧିକାରୀ ଚାଲି ପାରୁନାହାନ୍ତି ସେମାନଙ୍କୁ ଘରେ ଭତ୍ତା ଟଙ୍କା ଦିଆଯିବା ବ୍ୟବସ୍ଥା ମଧ୍ୟ…

ପିଆର୍‌ଏମ ମେଡିକାଲରେ ନିଆଁ

ବାରିପଦା,୧୮।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ସଦରମହକୁମା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ(ପିଆର୍‌ଏମ) ମେଡିକାଲ କଲେଜ ଓ ହସ୍ପିଟାଲର ୭ମହଲା କୋଠାରେ ଅଗ୍ନିକାଣ୍ଡ ଘଟିଛି। ୩ୟ ମହଲାରୁ ଧୂଆଁ ବାହାରକୁ ବ୍ୟାପିବା ପରେ ଆତଙ୍କ ଖେଳିଯାଇଛି । ଖବରପାଇ ବାରିପଦା ଅଗ୍ନିଶମ…

ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ କଂଗ୍ରେସର ଦାବିପତ୍ର

ପୁରୁଷୋତ୍ତମପୁର,୧୮।୮(ସୀମାଞ୍ଚଳ ମିଶ୍ର): ବିଭିନ୍ନ ଦାବିନେଇ କଂଗ୍ରେସ ପକ୍ଷରୁ ଶୁକ୍ରବାର ପୁରଷୋତ୍ତମପୁର ବ୍ଲକ କାର୍ଯାଳୟକୁ ଘେରାଉ କରାଯାଇଥିଲା। ପୁରୁଷୋତ୍ତମପୁର କାଳୀ ମନ୍ଦିର ଛକରୁ ନଗର କଂଗ୍ରେସ ସଭାପତି ମନୋରଞ୍ଜନ ଦାଶଙ୍କ ନେତୃତ୍ୱରେ କର୍ମୀମାନେ ଶୋଭାଯାତ୍ରାରେ ବାହାରି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?