ଆମ ଜିଲା ଖବର

ରାଜଗାଙ୍ଗପୁରରେ ନିର୍ମାଣ ହେବ ରେଳ ଓଭରବ୍ରିଜ୍‌: ଲୋକଙ୍କଠାରୁ ସିଧାସଳଖ ଜମି କିଣିବେ ସରକାର

ଭୁବନେଶ୍ୱର,୧୭ା୮(ଅସମାପିକା ସାହୁ): ସୁନ୍ଦରଗଡ଼ ଜିଲାର ରାଜଗାଙ୍ଗପୁରଠାରେ ଏକ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରା ନ ଯାଇ ଲୋକଙ୍କଠାରୁ ରାଜ୍ୟ ସରକାର ସିଧାସଳଖ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ସୂଚନାଯୋଗ୍ୟ, ଗତ ମାର୍ଚ୍ଚ…

ବିକି ଦେଉଛନ୍ତି ଆବାସ

ଦଶମନ୍ତପୁର,୧୭ା୮ ( ଅରବିନ୍ଦ ନାୟକ ): କୌଣସି ମୌଳିକ ସୁବିଧା ସୁଯୋଗ ପାଉ ନ ଥିବା ଲୋରେଶ ଗ୍ରାମବାସୀ ସୋମବାର ବିଡିଓ ଡମ୍ବରୁଧର ମଲ୍ଲିକଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି। ସରକାରଙ୍କ କାର୍ଯ୍ୟକାରୀ ବିଭିନ୍ନ ଯୋଜନାରୁ ସେମାନେ ସୁଫଳ ପାଉ ନ ଥିବା…

ବର୍ଷା ପାଇଁ ବେଙ୍ଗ ବେଙ୍ଗୁଲୀ ବାହାଘର

ଡାବୁଗାଁ, ୧୭।୮(ପ୍ରଜ୍ଞାରଞ୍ଜନ ପରିଡା): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକରେ ଚଳିତ ବର୍ଷ ସ୍ବଳ୍ପ ବର୍ଷା ଯୋଗୁ ଚାଷ କାମ ଆଗେଇ ପାରୁନାହିଁ। ବିଶେଷକରି ଧାନଚାଷ ଅଧିକ ପ୍ରଭାବିତ ହେବା ଆଶଙ୍କା ରହିଛି। ସ୍ଥାନୀୟ ଚାଷୀମାନେ ଅନୁକୂଳ ପାଗ ଦେଖି ଧାନ ରୁଆ…

ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

ପୁରୀ,୧୭ା୮(ଅଜିତ ମହାନ୍ତି): ଗୁରୁବାର ଶ୍ରୀକ୍ଷେତ୍ରରେ ପହଞ୍ଚିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ସେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ବେଢ଼ା ପରିକ୍ରମା, ପାର୍ଶ୍ୱ ଦେବଦେବୀ ଓ ବିମଳା ମନ୍ଦିରରେ ଦର୍ଶନ କରିଛନ୍ତି। ଏନେଇ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା…

ବିକି ଦେଉଛନ୍ତି ଆବାସ

ଦଶମନ୍ତପୁର,୧୭ା୮ ( ଅରବିନ୍ଦ ନାୟକ )କୌଣସି ମୌଳିକ ସୁବିଧା ସୁଯୋଗ ପାଉ ନ ଥିବା ଲୋରେଶ ଗ୍ରାମବାସୀ ସୋମବାର ବିଡିଓ ଡମ୍ବରୁଧର ମଲ୍ଲିକଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି। ସରକାରଙ୍କ କାର୍ଯ୍ୟକାରୀ ବିଭିନ୍ନ ଯୋଜନାରୁ ସେମାନେ ସୁଫଳ ପାଉ ନ ଥିବା ଅଭିଯୋଗ…

ସ୍କୁଲ ନଳକୂଅରୁ ବାହାରୁଛି ଗୋଳିଆ ପାଣି

ନନ୍ଦାହାଣ୍ଡି,୧୭।୮(ପ୍ରତୀପ କୁମାର ଦାଶ)ବିଦ୍ୟାଳୟରେ ପାଠପଢ଼ା ସହ ମଧ୍ୟାହ୍ନ ଭୋଜନରେ ପୁଷ୍ଟିକର ଖାଦ୍ୟ ଯୋଗାଇବା ପାଇଁ ସରକାରୀ ଯୋଜନା ହିସାବରେ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ସମସ୍ତ ବିଦ୍ୟାଳୟ ମଧ୍ୟରେ ପିଇବା ପାଣି ପାଇଁ ମଧ୍ୟ ସୁବିଧା କରାଯାଇଛି। କିନ୍ତୁ ନବରଙ୍ଗପୁର…

୧୫ବର୍ଷ ଧରି କଣ୍ଠିଆ ସେତୁ ନିର୍ମାଣ ସରୁନି

କେନ୍ଦ୍ରାପଡ଼ା, ୧୭ା୮(ଜଗନ୍ନାଥ ଧଳ)ଚଳିତ ବ୍ରାହ୍ମଣୀ ନଦୀ ବନ୍ୟାରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗଁା ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଏଠାରେ ଥିବା କଣ୍ଠିଆ ସେତୁ ନିର୍ମାଣ ଦୀର୍ଘ ୧୫ ବର୍ଷ ତଳେ ଆରମ୍ଭ ହୋଇଥିଲା। ତାହା ଅଦ୍ୟାବଧି ଶେଷ ହୋଇନି।…

ଆଈଙ୍କୁ କଟୁରିରେ ହାଣି ହତ୍ୟା କଲେ ନାତି

ବାଲିକୁଦା,୧୭ା୮(ତାପସ ସ୍ବାଇଁ)ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ନାଗପୁର ପଞ୍ଚାୟତ ଗଦେଇଗିରି ଗଁାରେ ବୁଧବାର ସକାଳେ ଆଈଙ୍କୁ କଟୁରିରେ ହାଣି ନାତି ହତ୍ୟା କରିଛି। ହତ୍ୟା କରିବା ପରେ ଗଁାର ୨ ଜଣ ମହିଳା ଓ ଜଣେ ୬ ବର୍ଷର ଶିଶୁକୁ ମଧ୍ୟ…

ମହିଳାଙ୍କୁ ଟାଣିନେଲା କୁମ୍ଭୀର: ମୃତଦେହ ଜବତ

ବରୀ,୧୭ା୮(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲା ବରୀ ବ୍ଲକ୍‌ ଅମଠପୁର ପଞ୍ଚାୟତ ପାଲଟପୁର ଗ୍ରାମରେ ବୁଧବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଜ୍ୟୋତ୍ସ୍ନା ଜେନା(୩୬) ବିରୂପା ନଦୀକୁ ଶୌଚ ପାଇଁ ଯାଇଥିବାବେଳେ ତାଙ୍କୁ କୁମ୍ଭୀର ଟାଣିନେଇ ମାରିଦେଇଛି। ପରେ ତାଙ୍କ ମୃତଦେହ…

ବିପଜ୍ଜନକ ସ୍ଥିତିରେ ନାଟମଣ୍ଡପ, ଜଗମୋହନ

କଟକ,୧୭ା୮ (କାର୍ତ୍ତିକ ସାହୁ)ପୁରୀ ଶ୍ରୀମନ୍ଦିରରେ ନାଟମଣ୍ଡପ ଓ ଜଗମୋହନ ବିପଜ୍ଜନକ ସ୍ଥିତିରେ ରହିଛି। କୌଣସି ମୁହୂର୍ତ୍ତରେ ଅଘଟଣ ଘଟିପାରେ। ତେଣୁ ଶ୍ରୀମନ୍ଦିର ନିରାପତ୍ତା ଦୃଷ୍ଟିରୁ ନାଟମଣ୍ଡପ ଭିତରେ ଫାଟିଥିବା ବିମ୍‌ ଏବଂ ଜଗମୋହନର ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ଅଗ୍ରାଧିକାର ଭିତ୍ତିରେ…

ନକଲି ଆର୍ମି ଅଫିସର ଗିରଫ

ପୁରୀ,୧୭ା୮(ଅଜିତ ମହାନ୍ତି)ପୁରୀ ତାଳବଣିଆସ୍ଥିତ ଇନ୍‌ଡୋର ଷ୍ଟାଡିୟମରେ ଜିଲାସ୍ତରୀୟ ୭୭ତମ ସ୍ବାଧୀନତା ଦିବସ ସମାରୋହ ଅବସରରେ ମଙ୍ଗଳବାର ଜଣେ ନକଲି ଆର୍ମି ଅଫିସରଙ୍କୁ ପୋଲିସ ଗିରଫ କରିଛି। ସେ ଆର୍ମି ପାରା କମାଣ୍ଡୋ ବେଶରେ ସମାରୋହ ସ୍ଥଳକୁ ଆସିଥିଲେ। ଗିରଫ ହୋଇଥିବା ନକଲି…

ଅଡିଓ କ୍ଲିପ୍‌ ଭାଇରାଲ: ଏତଲା ଦେଲେ ପରିବାର ଲୋକେ

ମାହାଙ୍ଗା, ୧୭ା୮ (ଯଯାତି ସିଂହ)କଟକ ଜିଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ ଏକ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ମୃତ୍ୟୁର ୨ ମାସ ପରେ ଏକ ଅଡିଓ କ୍ଲିପ୍‌ ଭାଇରାଲ ହେବାରେ ଲାଗିଛି। ଯେଉଁ ଅଡିଓରେ ନାବାଳିକାଙ୍କ ମୃତ୍ୟୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?