ଆମ ଜିଲା ଖବର

ସୁନ୍ଦରଗଡରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି) ସୁନ୍ଦରଗଡରେ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସ୍ଥାନୀୟ ଶଙ୍କରା ସ୍ଥିତ ରିଜର୍ଭ ପୋଲିସ ପଡିଆରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ରାଜ୍ୟ ଯୋଜନା ଏବଂ ସଯୋଜନ ବିଭାଗର ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ମୁଖ୍ୟ ଆତିଥି…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ

କୋରାପୁଟ,୧୫।୭(ଅମିତାଭ ବେହେରା )କୋରାପୁଟ ଜିଲା ସଦର ମହକୁମାଠାରେ କଡା ସୁରକ୍ଷା ମଧ୍ୟରେ ୭୭ ତମ ସାଧୀନତା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । କୃଷି ଓ କୃଷକ ସଶକ୍ତି କରଣ, ମତ୍ସ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ…

ସ୍ବାଧୀନତା ଦିବସରେ ରୋଗୀଙ୍କୁ ଖାଦ୍ୟ ବାଣ୍ଟିଲା ଯୁବ କଂଗ୍ରେସ

ମୋରଡା,୧୫।୮(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡା ବ୍ଲକ ଯୁବ କଂଗ୍ରେସ ନିଆରା ଢଙ୍ଗରେ ପାଳିତ କରିଛି ସ୍ବାଧୀନତା ଦିବସ l ଏହି ଅବସରରେ ବ୍ଲକ ଯୁବ କଂଗ୍ରେସ ବରିଷ୍ଠ କଂଗ୍ରେସ ନେତା ପ୍ରଭାସକର ମହାପାତ୍ରଙ୍କ ସହଯୋଗରେ ତଥା ମୋରଡା ନିର୍ବାଚନମଣ୍ଡଳୀ ଯୁବ…

ବ୍ଲକର ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ

ମୋରଡା,୧୫।୮(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡା ବ୍ଲକର ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି l ବ୍ଲକର ଚିତ୍ରଡାସ୍ଥିତ ବ୍ଲକ କାର୍ଯ୍ୟାଳୟ, ଚିତ୍ରଡା ମହାବିଦ୍ୟାଳୟ, ପୋଷ୍ଟ ଅଫିସ, ଜବାହର ସରକାରୀ ଉଚ୍ଚ ବିଦ୍ୟାଳୟ, ମୋରଡାସ୍ଥିତ ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟରେ…

କେସିଙ୍ଗାରେ ୭୭ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ) କଳାହାଣ୍ଡି ଜିଲା କେସିଙ୍ଗା ଏନ ଏ ସିରେ ନାଗରିକ କମିଟି ଓ ଏନ ଏ ସିର ମିଳିତ ଉଦ୍ୟମରେ ୭୭ତମ ସ୍ବାଧୀନତା ଦିବସ ମଙ୍ଗଳବାର ବିଦ୍ୟାପୀଠର ଖେଳ ପଡ଼ିଆଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉତ୍ସବରେରେ ମୁଖ୍ୟ ଅତିଥି…

ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ, ଦେଶର ବିକାଶରେ ସହଭାଗୀ ହୁଅନ୍ତୁ

ଖୋର୍ଦ୍ଧା,୧୫।୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ବିଜେବି ହାଇସ୍କୁଲ ପଡିଆଠାରେ ୭୭ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡରେ ଅଭିଭାଦନ ଗ୍ରହଣ କରିଥିଲେ। ପାଇକ…

ପତାକା ଉତ୍ତୋଳନ କଲେ ଜିଲାପାଳ

ଭଦ୍ରକ,୧୫।୮(ସନାତନ ରାଉତ): ଭଦ୍ରକ କଲେଜ ପଡ଼ିଆରେ ଜିଲାସ୍ତରୀୟ ୭୭ତମ ସ୍ବାଧୀନତା ଦିବସ ପାଳିତ ହୋଇଛି l ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବନ୍ଦୋର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। ସ୍ବାଧୀନ ଭାରତର…

ଫୁଲବାଣୀରେ ମନ୍ତ୍ରୀ ଜଗନ୍ନାଥ ସାରକା କଲେ ପତାକା ଉତ୍ତୋଳନ

ଫୁଲବାଣୀ,୧୫।୮(ରାକେଶ କୁମାର ରାଉତ ): କନ୍ଧମାଳ ଜିଲାସ୍ତରୀୟ ସ୍ବାଧୀନତା ଦିବସ ଫୁଲବାଣୀସ୍ଥିତ ପୋଲିସ ରିଜର୍ଭ ପଡ଼ିଆରେ ପାଳିତ ହୋଇଯାଇଛି। ରାଜ୍ୟ ଅନୁସୂଚିତ ଜାତି ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତୋଳନ କରିଥିଲେ। ଏହି ଅବସରରେ ମନ୍ତ୍ରୀ…

ପୁରୁଷୋତ୍ତମପୁରରେ ଉଡ଼ିଲା ତ୍ରିରଙ୍ଗା

ପୁରୁଷୋତ୍ତମପୁର,୧୫।୮(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ସ୍ବାଧୀନତା ଦିବସ ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଚାର ବିଭାଗୀୟ ଅଦାଲତରେ ଆସିଷ୍ଟାଣ୍ଟ ସେସନ୍‌ ଜଜ ଶରତ କୁମାର ସାହୁ ପତାକା ଉତ୍ତୋଳନ କରିଥିବା ବେଳେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ…

‘ବିକାଶ ପାଇଁ ଅଞ୍ଚଳବାସୀଙ୍କ ସହଯୋଗ ଆବଶ୍ୟକ’

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ୭୭ତମ ସ୍ବାଧୀନତା ଦିବସ ଧୂମ୍‌ଧାମରେ ପାଳନ କରାଯାଇଛି। ଏହି ଅବସରରେ ପଲ୍ଲିଠାରୁ ସହର ପର୍ଯ୍ୟନ୍ତ ସବୁଠି ଉତ୍ସବ ମୁଖର ହୋଇଥିଲା। ଦାରିଙ୍ଗବାଡି ହେଲିପ୍ୟାଡ଼ରେ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳନ କରାଯାଇଥିଲା।…

ନିଜର ସ୍ବାର୍ଥକୁ ବଳିଦେଇ ସର୍ବାଙ୍ଗୀନ ଉନ୍ନତି ପାଇଁ ସଂକଳ୍ପ ନେବା ଆବଶ୍ୟକ: ମନ୍ତ୍ରୀ ଅତନୁ ସବ୍ୟସାଚୀ

ରାୟଗଡା,୧୫।୮(ଭାଗ୍ୟଶ୍ରୀ ମିଶ୍ର): ୭୭ତମ ସ୍ବାଧୀନତା ଦିବସ ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ପଡିଆ ଠାରେ ମଙ୍ଗଳବାର ପାଳିତ ହୋଇଯାଇଛି। ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ଓ ଉଚ୍ଚ ଶିକ୍ଷା ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ମୁଖ୍ୟ ଅତିଥି ଭାବେ…

ଛାତ୍ରୀଛାତ୍ରଙ୍କୁ ବଣ୍ଟନ ହୋଇ ନ ଥିଲା ୟୁନିଫର୍ମ

ନୟାଗଡ଼,୧୫ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଶିକ୍ଷା ଅଧିକାରୀ ସୋମବାର ରଣପୁର ବ୍ଲକର ଗଡ଼ବାଣିକିଲୋ ନୋଡାଲ ହାଇସ୍କୁଲ ଓ ଚାନ୍ଦପୁର ପ୍ରାଥମିକ ବିଦ୍ୟାଳୟକୁ ଅଚାନକ ପରିଦର୍ଶନ କରି ଦୁଇ ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି। ଉତ୍ତର ପାଇବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?