ଆମ ଜିଲା ଖବର

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି ପ୍ରସ୍ତୁତି କାର୍ଯ୍ୟରେ ବ୍ୟସ୍ତ ହୋଇପଡ଼ନ୍ତି। ମାତ୍ର ଚଳିତବର୍ଷ ଜୁନ୍‌ ସରିବାକୁ ବସିଥିବାବେଳେ ନା…

ମନ୍ଥର ଗତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ଲୋଇସିଂହା,୨୧।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ସାନଟିକା ଗ୍ରାମର ଏମଆଇପି କଟାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଜୁନ୧୫ ତାରିଖ ଗଡି ଯାଇଥିଲେ ମଧ୍ୟ କାମ ସନ୍ତୋଷଜନକ ହୋଇ ପାରିନାହିଁ। ବର୍ଷା ହେଲେ କଟାରେ ପାଣି…

କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ମଣ୍ଡିକୁ ଧାନ ଆସୁଥିଲେ ବି କିଣାଯାଉ…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ ଗତ ୩୦ ମେ ୨୦୨୬ ଠାରୁ ଆରମ୍ଭ ହୋଇଥିଲା। ଏହି ଏସ୍‌ଆଇଆର୍‌ କାର୍ଯ୍ୟକ୍ରମରେ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର ସନ୍ଧ୍ୟାରେ ସହରର ଜନବସତି ଅଞ୍ଚଳରେ ଏକ ଜଙ୍ଗଲୀ ଭାଲୁ ମୁକ୍ତ ଭାବେ ବୁଲୁଥିବା…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା ଅବସର ପ୍ରାପ୍ତ ଜିଲା ଜଜ ଉଦୟଭାନୁ ଜେନାଙ୍କ ବାସଭବନ ଭିତରକୁ ଏକ ଭାଲୁ…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା ବେଳେ ରାସ୍ତାକଡ଼ରେ ପଡ଼ିଥିବା ଜଣେ ଆହତ ଯୁବକଙ୍କ ପାଇଁ ଦେବଦୂତ ସାଜିଛନ୍ତି ସ୍ଥାନୀୟ…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ, ବରଖୋଳ ଗ୍ରାମରେ ଏକ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ ଶନିବାର ଗିରଫ କରିଛି। ସେଠୀଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ ଉପରେ ଚାଲିଥିବା…

ରାମଜୀ ଡିଗ୍ରୀ କଲେଜରେ ଯୋଗ ଶିବିର: ମାନସିକ ସୁସ୍ଥତା ପାଇଁ…

ଦିଗପହଣ୍ଡି, ୨୦|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ଏକ ଯୋଗ ଶିବିର ଓ ସଚେତନତା ସଭା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ରବିବାର ପାଳିତ ହେବାକୁ ଥିବା…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି ଗ୍ରାମରେ ଶନିବାର ପଶି ଆତଙ୍କ ଖେଳାଇଛି। ଭାଲୁଟି ସକାଳୁ ସକାଳୁ ଗାଁ ଭିତରକୁ…

ଦିଗପହଣ୍ଡିରେ ‘ବିକାଶର ଧାରା ଓଡ଼ିଶା ସାରା’ କର୍ମଶାଳା: ପ୍ରାକୃତିକ ଓ ପ୍ରଗତିଶୀଳ କୃଷି ଉପରେ ଚାଷୀଙ୍କୁ …

ଦିଗପହଣ୍ଡି, ୨୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୃଷି ବିଭାଗ ପକ୍ଷରୁ ଶନିବାର ଦିନ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ‘ବିକାଶର ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଆନୁକୁଲ୍ୟରେ ଏକ ବ୍ଲକ ସ୍ତରୀୟ କୃଷକ ସମ୍ବାଦର ‘କ୍ଷେତ ବଚାଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?