ଆମ ଜିଲା ଖବର

ସ୍କୁଟିରେ ଯାଉଥିବା ବେଳେ ରାସ୍ତାରେ ଟଳିପଡ଼ିଲେ ଯୁବକ

ପାଟଣା,୧୩ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ କେନ୍ଦେଇ ପଶି ପଞ୍ଚାୟତ କାଶୀପୁର ଗାଁର ଜଣେ ୩୨ ବର୍ଷୀୟ ବିବାହିତ ଯୁବକଙ୍କ ରବିବାର ସନ୍ଦେହ ଜଣକ ଭାବେ ମୃତ୍ୟୁ ଘଟିଛି। ମୃତକ ଯୁବକ ଜଣକ ହେଉଛନ୍ତି ଉକ୍ତ ଗ୍ରାମର ଈଶ୍ୱର ଚନ୍ଦ୍ର ନାଏକ।…

ଗର୍ଭବତୀଙ୍କୁ ପିଟି ହତ୍ୟା ଅଭିଯୋଗ

ଖୋର୍ଦ୍ଧା,୧୩ା୮(ପ୍ରଭାତ ପାଣିଗ୍ରାହୀ): ସଦରଥାନା ଅନ୍ତର୍ଗତ ନିଜିଗଡ଼ ତାପଙ୍ଗଗଡ଼ ସାହିରେ ଗର୍ଭବତୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଶାଶୁଘର ପରିବାରଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ମୃତକାଙ୍କ ମାଆ ଭାନୁମତି ଦେଇ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ସ୍ବାମୀଙ୍କୁ ଅଟକ…

ଗ୍ୟାସ୍‌ ସିଲିଣ୍ଡର ନିଆଁରେ ଜଳିଗଲା ଘର, ଆସବାବପତ୍ର ପୋଡ଼ି ନଷ୍ଟ

ପଟାଙ୍ଗି,୧୩ା୮(ଶରତ ଧଳ): ରୋଷେଇ କରୁଥିବା ସମୟରେ ହଠାତ୍‌ ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗି ଘରର ଆସବାବପତ୍ର ନଷ୍ଟ ହୋଇ ପରିବାର ଏକ ପ୍ରକାର ବେସାହାରା ହୋଇଯାଇଛନ୍ତି। ଏହିପରି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ପଟାଙ୍ଗି ବ୍ଲକ ଅନ୍ତର୍ଗତ ତଥା ସୁଙ୍କି…

ଜନବସତିକୁ ସୁରକ୍ଷା ଦେବ ଋଷିକୂଲ୍ୟା ନଦୀବନ୍ଧ ପ୍ରକଳ୍ପ

ଗଞ୍ଜାମ,୧୩ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଋଷିକୁଲ୍ୟା ନଦୀବନ୍ଧ ନିର୍ମାଣ କାର୍ଯ୍ୟ ଦ୍ରୁତଗତିରେ ଚାଲିଥିବା ଦେଖିବାକୁ ମିଳିଛି। ଦାମୋଦରପୁର ଗ୍ରାମବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହେବାକୁ ଯାଉଛି। ଗ୍ରାମବାସୀ ଏନେଇ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କଠାରେ ବାରମ୍ବାର ଅବଗତ କରାଇଥିଲେ। ଫଳରେ…

କନ୍ଧମାଳ ମହୋତ୍ସବକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ଫୁଲବାଣୀ, ୧୩ା୮(ରାକେଶ କୁମାର ରାଉତ)କନ୍ଧମାଳ ମହୋତ୍ସବ ନାଁକୁ ନେଇ ଏବେ ଜିଲାରେ ଜୋରଦାର ଚର୍ଚ୍ଚା ା ଜିଲା ଉତ୍ସବ ଭାବେ ପରିଚିତ କନ୍ଧମାଳ ମହୋତ୍ସବ ନାଁରେ ଏବେ ଆଉ ଗୋଟିଏ ସଙ୍ଗଠନ ଏହି ଉତ୍ସବ କରିବାକୁ ଯାଉଛି ା ୧୩ ତାରିଖରୁ…

ଚାଉଳ ବିକ୍ରି ଅଭିଯୋଗରେ ପ୍ରଧାନ ଶିକ୍ଷକଙ୍କୁ ମାଡ଼

ବାଲିଗୁଡ଼ା,୧୩ା୮(ସଞ୍ଜୟ କୁମାର ପାଣିଗ୍ରାହୀ)ମହିଳାଙ୍କୁ ଅଶ୍ଳୀଳ ବ୍ୟବହାର ସହ ପିଲାଙ୍କ ଚାଉଳ ବିକ୍ରି କରିବା ଅଭିଯୋଗରେ ବାଲିଗୁଡ଼ା ଥାନା ସୁଡ୍ରା ଗ୍ରାମର ସରକାରୀ ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସାନ୍ତୁନୁ କୁମାର ପ୍ରଧାନଙ୍କୁ ଶୁକ୍ରବାର ରାତିରେ ଗ୍ରାମବାସୀ ପିଟି ପୋଲିସ ଜିମା ଦେଇଛନ୍ତି।…

୬୫ ହଜାର ଜାତୀୟ ପତାକା ପ୍ରସ୍ତୁତ କଲେ ମହିଳା

ସୋନପୁର,୧୩।୮(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ଜିଲାର ୧୦୦ରୁ ଊର୍ଦ୍ଧ୍ୱ ମହିଳା ୬୫ ହଜାର ଜାତୀୟ ପତାକା ପ୍ରସ୍ତୁତ କରିଛନ୍ତି। ମାତ୍ର ୫ ଦିନ ଭିତରେ ମହିଳାମାନେ ୮/୧୨ ଇଞ୍ଚ ସାଇଜର କପଡା ପତାକା ପ୍ରସ୍ତୁତି କରିବାରେ ସକ୍ଷମ ହୋଇଛନ୍ତି। ଆସନ୍ତା ସୋମବାର ସୁଦ୍ଧା ସମସ୍ତ…

କଳାହାଣ୍ଡି ଜିଲାରେ ଚହଟିବ କଫି ଚାଷ

ଭବାନୀପାଟଣା,୧୩।୮(ଉତ୍ତମ କୁମାର ଦାଶ)କଫି ମହକରେ ପୁଣି ମହକିବ କଳାହାଣ୍ଡି। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳବାସୀଙ୍କ ସାମାଜିକ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି କଫି ଚାଷ। ଜିଲାରେ ପୁଣି ଥରେ ଚହଟିବ କଫି ଚାଷ । ୧୯୮୦ ମସିହାରେ…

୫୦ଏକର ଜମିରେ ଚାଷ ନଷ୍ଟ

କେସିଙ୍ଗା,୧୩।୮(ତୁମେଶ୍ୱର ସାହୁ)ଓଡ଼ିଶା ଉଠାଜଳସେଚନ କର୍ପୋରେସନ କଳାହାଣ୍ଡି ପକ୍ଷରୁ କେସିଙ୍ଗା ବ୍ଲକର ଭମରମାଲ ଗ୍ରାମରେ ଗତ ୨୦୨୦-୨୧ ଆର୍ଥିକ ବର୍ଷରେ ଏକ ଉଠାଜଳସେଚନ ପ୍ରକଳ୍ପ କାମ ଚାଲିଛି। ନିର୍ମାଣ କରିବା ପାଇଁ ୨୬ଲକ୍ଷ ୮୦ହଜାର ବ୍ୟୟ ଅଟକଳରେ ଦିବ୍ୟରଞ୍ଜନ ପଣ୍ଡା ନାମକ ଜଣେ…

ପୂରଣ ହୋଇପାରୁନି ପ୍ରତିଶ୍ରୁତି

ନୂଆଗାଁ,୧୩ା୮(ବିଜୟ ତ୍ରିପାଠୀ )ପୂରଣ ହୋଇପାରୁନି ପ୍ରତିଶ୍ରୁତି। ଅସୁବିଧା ଭୋଗୁଛନ୍ତି ଲୋକେ। ସୁନ୍ଦରଗଡ଼ ଜିଲା ନୂଆଗଁା ଆଦିବାସୀ ଅଧ୍ୟୁଷିତ ବ୍ଲକ ପ୍ରତି ଅଣଦେଖା କରୁଛନ୍ତି ସରକାର ଓ ପ୍ରଶାସନ। ବ୍ଲକର ୨୦ ପଞ୍ଚାୟତର ଲୋକେ ଆଜି ପ୍ରଶ୍ନ କରୁଛନ୍ତି କୁଆଡ଼େ ଗଲା ତହସିଲ…

ବ୍ଲକ୍‌ ଗ୍ରାଣ୍ଟ ହେବା ପରେ ବି ପରିଚାଳନାରେ ଅସଙ୍ଗତି

ତେନ୍ତୁଳିଖୁଣ୍ଟି, ୧୩।୮(ଚିଦାନନ୍ଦ ସାହୁ)ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ାରେ ଇନ୍ଦ୍ରାବତୀ ପ୍ରକଳ୍ପ ଦ୍ୱାରା ୧୯୯୦ରେ ଖୋଲିଥିଲା ଇନ୍ଦ୍ରାବତୀ ପ୍ରକଳ୍ପ କଲେଜ। ଯୁକ୍ତ ୨ ବିଜ୍ଞାନ ଓ କଳା ଖୋଲିଲା ବେଳେ ଜଳ ସମ୍ପଦ ବିଭାଗର ପ୍ରତ୍ୟକ୍ଷ ପରିଚାଳନା ଓ ଅନୁଦାନରେ ୧୯୯୩…

ଜରାଜୀର୍ଣ୍ଣ ନବରଙ୍ଗପୁର ଆଦିବାସୀ ସଂଗ୍ରହାଳୟ

ନବରଙ୍ଗପୁର,୧୩।୮(ସଦାଶିବ ପ୍ରହରାଜ)ନବରଙ୍ଗପୁର ସହର ମଧ୍ୟଭାଗରେ ଥିବା ଆଦିବାସୀ ସଂଗ୍ରହଳାୟ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡ଼ି ରହିଛି। ଏହି କୋଠାର ପୁନରୁଦ୍ଧାରକୁ ଗୁରୁତ୍ୱ ନ ଦେଇ ଗତ ସାଧାରଣ ନିର୍ବାଚନ ପୂର୍ବରୁ ପାପଡାହାଣ୍ଡି ମୃଗବିହାରରେ ଏକ ଆଦିବାସୀ ସଂଗ୍ରହାଳୟ ନିର୍ମାଣ ପାଇଁ ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?