ବୃଦ୍ଧାବୃଦ୍ଧଙ୍କୁ ଡିଜିଟାଲ ଯନ୍ତ୍ରଣା
ଯାଜପୁର ଅଫିସ,୧୦ା୫: ଯାଜପୁର ଜିଲା ଜେନାପୁର ଅଞ୍ଚଳର ହିତାଧିକାରୀ କ୍ଷେତ୍ରବାସୀ ରାଉତ କୁହନ୍ତି, ସେ ଦୈନିକ ବ୍ୟାଙ୍କ ଦୌଡ଼ି ଦୌଡ଼ି ନିରାଶ ହୋଇ ଖାଲି ହାତରେ ଫେରୁଛନ୍ତି। ବ୍ୟାଙ୍କ ବାଲା କହୁଛନ୍ତି ଟଙ୍କା ଆସିନାହିଁ। ଏହାସହ ବ୍ଲକ ଅଫିସ୍କୁ ଯାଇ ନିରାଶ…
୫ଶହ ଟଙ୍କା ଭତ୍ତା ପାଇଁ ଦେଢ଼ଶହ ଟଙ୍କା ରିକ୍ସାଭଡ଼ା
ଲୋଇସିଂହା,୧୦ା୫(ଡି.ଏନ.ଏ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଦର ପଞ୍ଚାୟତ ନୂଆପଡାର ଜଣେ ବୃଦ୍ଧା ୫ ଶହ ଟଙ୍କ ଭତ୍ତା ପାଇଁ ୧୫୦ ଟଙ୍କା ରିକ୍ସା ଭଡା କରିବା ଏଠାରେ ଆଲୋଚନାର ବିଷୟ ହୋଇଛି। ଲୋଇସିଂହା ପଞ୍ଚାୟତ ସଦର ଗ୍ରାମ ନୂଆପଡାର ବିଧବା ମଥୁରା…
ସମସ୍ୟାରେ ଚାଲିଛି ଅଙ୍ଗନଓ୍ବାଡି
ରାଉରକେଲା ଅଫିସ,୧୦ା୫: ରାଉରକେଲା ସହରାଞ୍ଚଳ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧୀନ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକରେ କୋମଳମତି ଶିଶୁମାନଙ୍କୁ ଶିକ୍ଷା ପ୍ରଦାନ କରାଯାଉଛି। ତେବେ ଏହି ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକ ମଧ୍ୟରୁ କେଉଁ କେନ୍ଦ୍ରରେ ଶୌଚାଳୟ ନାହିଁ ତ ଆଉ କେଉଁଠି ପାନୀୟ ଜଳ…
ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲ ଅଲୋଡ଼ା
କେନ୍ଦ୍ରାପଡ଼ା ଅଫିସ୍/ ମହାକାଳପଡ଼ା,୧୦ା୫(ଡି.ଏନ.ଏ.): ଦିନ ଥିଲା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଜମ୍ବୁ-ମାର୍ଶାଘାଇ କେନାଲ ଲୋକଙ୍କ ଜୀବନ ରେଖା ପାଲଟିଥିଲା। ନଅଙ୍କ ଦୁର୍ଭିକ୍ଷ ସମୟରେ ବ୍ରିଟିଶ ଶାସକ ଏହି ବାଟ ଦେଇ ବିଦେଶରୁ ଖାଦ୍ୟ ଦ୍ରବ୍ୟ ନେଇ କଟକ ଯୋବ୍ରାରେ ପହଞ୍ଚାଇ…
ରାସ୍ତାରୁ ନର୍ଦ୍ଦମାପାଣି ସଫାକଲେ କଲେଜ ଛାତ୍ରୀ
ପଟ୍ଟାମୁଣ୍ଡାଇ,୧୦ା୫(ସ୍ବ.ପ୍ର.): କେନ୍ଦ୍ର ଓ ରାଜ୍ୟ ସରକାର ପ୍ରତି ଗ୍ରାମକୁ ପକ୍କା ରାସ୍ତା ଏବଂ ଗ୍ରାମ ଭିତରେ ସିମେଣ୍ଟ କଙ୍କ୍ରିଟ୍ ରାସ୍ତା ନିର୍ମାଣ ପାଇଁ ଅର୍ଥ ବ୍ୟୟ କରୁଛନ୍ତି। ପାଣି ନିଷ୍କାସନ ପାଇଁ ଡ୍ରେନେଜ ବ୍ୟବସ୍ଥା ମଧ୍ୟ କରିଛନ୍ତି। ମାତ୍ର ପ୍ରଶାସନର ଖାମଖିଆଲି…
ଝାରସୁଗୁଡାରେ ମତଦାନ ଆରମ୍ଭ
ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ଏହା ସକାଳ ୭ରୁ ସନ୍ଧ୍ୟା ୬ଟା ଯାଏ ଚାଲିବ। ୨୫୩ ବୁଥ୍ରେ ମତଦାନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଉପନିର୍ବାଚନରେ ୨ ଲକ୍ଷ ୨୧ ହଜାର ୭୧୯…
କଲେଜ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ
ଖୋର୍ଦ୍ଧା ଅଫିସ,୧୦ା୫: ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ କଲେଜରେ ବିନା ଏନ୍ଇଇଟିରେ କେତେଜଣ ଛାତ୍ରୀଛାତ୍ର ଡାକ୍ତରୀ ପାଠ ପଢୁଛନ୍ତି। ୨୦୨୦-୨୧ ବ୍ୟାଚରେ ବିନା ଏନ୍ଇଇଟିରେ ଦୁଇଜଣ ପାଠ ପଢୁଥିବା ବେଳେ ୨୦୧୬ରେ ଜଣେ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇ ଡିଗ୍ରୀ ହାସଲ କରିଛନ୍ତି। ସେହିପରି…
ଜବତ ଶାଢ଼ିକୁ ନେଇ ଚର୍ଚ୍ଚା
ସମ୍ବଲପୁର,୧୦ା୫(ବ୍ୟୁରୋ): ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ବୁଧବାର ଅନୁଷ୍ଠିତ ହେବ। ତେବେ ପ୍ରଚାର ଲାଗି କଟକଣା ରହିଥିବା ବେଳେ ମଙ୍ଗଳବାର ସ୍ଥାନୀୟ ନେତାମାନେ ଭିତିରିଆ ପ୍ରଚାର କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। କୋଲାବିରା ବ୍ଲକ ଜମିଦାରପଡାର ଜଣଙ୍କ…
ଆଜି ଝାରସୁଗୁଡା ବିଧାନସଭା ଉପନିର୍ବାଚନ
ଝାରସୁଗୁଡା ଅଫିସ,୧୦।୫: ଆଜି ଝାରସୁଗୁଡା ବିଧାନସଭା ଉପନିର୍ବାଚନ। ୩ ପ୍ରମୁଖ ରାଜନେତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ସହ ମୋଟ ୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧରଣ କରିବେ ଭୋଟର। ଏହାର ଫଳାଫଳ ଶନିବାର ଅର୍ଥାତ୍ ୧୩ରେ ଘୋଷଣା କରାଯିବ ।…
୬୦ବର୍ଷ ଚାଷ କରୁଥିବା ଜମିକୁ ପାର୍କ ନିର୍ମାଣ ପାଇଁ ଚିହ୍ନଟ, ପ୍ରତିବାଦରେ ଜିଲାପାଳଙ୍କୁ ଭେଟିଲେ ଚାଷୀ-ଜନପ୍ରତିନିଧି
କେନ୍ଦୁଝର,୯ା୫ (ସ୍ୱ. ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଗୋନାସିକା ଗ୍ରାମରେ ସରକାରଙ୍କ ପକ୍ଷରୁ ପ୍ଲଟ ନମ୍ବର ୩୯୨ ରେ ପାର୍କ ନିର୍ମାଣ ପାଇଁ ଚିହ୍ନଟ କରାଯାଇଛି। ଏହାକୁ ବିରୋଧ କରି ସ୍ଥାନୀୟ ଚାଷୀ ସମେତ ସରପଞ୍ଚ ସମେତ ସମିତିସଭ୍ୟ …
ଶ୍ରମିକଙ୍କ ମଜୁରୀବିଲ ଲାଗି ଟଙ୍କା ନେଉଥିବା ବେଳେ ଲାଞ୍ଚୁଆ ବାବୁଙ୍କୁ ମାଡିବସିଲା ଭିଜିଲାନ୍ସ
ପୁରୁଷୋତ୍ତମପୁର, ୯/୫(ଡିଏନ୍ଏ ) ଦାଦନ ଖଟିବାକୁ ଯାଇ ହନ୍ତସନ୍ତ ହେଉଥିବା ଗରିବ ଶ୍ରେଣୀର ଲୋକଙ୍କୁ ନିଜ ଅଞ୍ଚଳରେ କାମ ଯୋଗାଇ ଦେଇ ଦାଦନ ଶ୍ରମିକ ପ୍ରଥାକୁ ରୋକିବା ଲାଗି ସରକାର ଗୁରୁତ୍ୱ ଦେଇ ମନରେଗା ଯୋଜନାରେ କାର୍ଯ୍ୟ ଯୋଗାଉଥିବା ବେଳେ ଶ୍ରମିକଙ୍କ…
ମା’ଙ୍କ ଅନ୍ତିମ ସଂସ୍କାର କଲେ ଝିଅ
କେନ୍ଦୁଝର,୯।୫,(ସ୍ବ.ପ୍ର.): ତେଲକୋଇ ଥାନା ଅନ୍ତର୍ଗତ ସଲେଇକେନା ଗ୍ରାମରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିବା ପରେ ମା’ ଙ୍କ ଅନ୍ତିମ ସଂସ୍କାର କଲା ଝିଅ। ଦୀର୍ଘ ୫ ବର୍ଷ ହେଲାଣି ବୃଦ୍ଧାଙ୍କୁ ତାଙ୍କ ପୁଅମାନେ ନ ପଚାରିବାରୁ ଝିଅଙ୍କ ପାଖରେ ସେ ରହୁଥିଲେ।…
Archives


