ପୂଜକଙ୍କୁ ସ୍ବପ୍ନରେ ପ୍ରଭୁ କହିଲେ ମୋତେ ଉଦ୍ଧାର କର, ସକାଳେ ମାଟିତଳୁ ମିଳିଲା ମୂର୍ତ୍ତି
ଚିତ୍ରକୋଣ୍ଡା,୧୯ା୩(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାସ୍ଥିତ ତିରୁପତି ବାଲାଜୀ ମନ୍ଦିରର ପୂଜକ ରବି ଶାସ୍ତ୍ରୀଙ୍କୁ ଗତ ୧୭ ତାରିଖ ରାତିରେ ସ୍ବପ୍ନାଦେଶ ହୋଇଥିଲା। ମନ୍ଦିର ପରିସରରେ ପ୍ରଭୁ ମାଟିତଳେ ପୋତି ହୋଇ ରହିଛନ୍ତି। ତାଙ୍କୁ ଉଦ୍ଧାର କରିବାକୁ ନିର୍ଦ୍ଦେଶ ହୋଇଥିଲା। ୧୮ ତାରିଖ…
ବିଦ୍ୟୁତ୍ ଆଘାତରେ ଦନ୍ତାର ଜୀବନ ଗଲା, ବର୍ତ୍ତିଗଲେ ଆଉ ୩ ହାତୀ
କେନ୍ଦୁଝର,୧୯ା୩(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ବାମେବାରୀ ସେକ୍ସନ ବସନ୍ତପୁର ନିକଟ ଜଡ଼ିପଦା ସାହି ନିକଟରେ ବିଦ୍ୟୁତ୍ ଆଘାତରେ ଏକ ଦନ୍ତାହାତୀର ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ବିଦ୍ୟୁତ୍ ଓ ବନ ବିଭାଗର ଦାୟିତ୍ୱହୀନତା ପାଇଁ ଏଭଳି ଘଟଣା ଘଟିଥିବା…
ହତାଶ ପ୍ରେମିକର ଉନ୍ମତ୍ତ କାଣ୍ଡ, ହତ୍ୟା ପରେ ପ୍ରେମିକାଙ୍କ ମୃତଦେହ କୂଅରେ ଫିଙ୍ଗି ଦେଲେ
ବରଗଡ଼ ଅଫିସ,୧୯।୩: ବିବାହ କରିବାରେ ବିଫଳ ହେବା ପରେ ଜଣେ ହତାଶ ପ୍ରେମିକ ନିଜ ପ୍ରେମିକାଙ୍କୁ ମାରି କୂଅ ଭିତରକୁ ଫିଙ୍ଗିଦେବା ଘଟଣା ବରଗଡ଼ ଜିଲାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଘଟଣାଟି ବରଗଡ଼ ଜିଲା ବିଜେପୁର ଥାନା ସାଇପାଲି ଗ୍ରାମରେ ଘଟିଛି।…
ମାନସିକ ରୋଷଭୋଗ ବନ୍ଦକୁ ବିରୋଧ
ରଘୁନାଥପୁର,୧୯। ୩ (ଡି.ଏନ୍.ଏ.): ଜଗତ୍ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ବିଭୂତିକ୍ଷେତ୍ର ପ୍ରଭୁ ଗୋରେଖନାଥଙ୍କ ପୀଠରେ ୨୦୨୨ ଜୁଲାଇ ୧୯ରୁ ଭକ୍ତଙ୍କ ପାଇଁ ଉଦ୍ଦିଷ୍ଟ ମାନସିକ ରୋଷଭୋଗ ତଥା ପ୍ରସାଦ ବ୍ୟବସ୍ଥା ପୀଠ ପ୍ରଶାସନ ପକ୍ଷରୁ ବନ୍ଦ କରିଦିଆଯାଇଛି। ୧୦୦ ବର୍ଷର…
ଦୈତାରୀରୁ ୫୦% ଖଣି ଉତ୍ତୋଳନ ପ୍ରତ୍ୟାହାର
ଯାଜପୁର ଅଫିସ,୧୯।୩ : ଯାଜପୁର ଜିଲା ସୁକିନ୍ଦା ବ୍ଲକ ଏବଂ ମହାଗିରୀ ପର୍ବତମାଳା ଚତୁଃପାର୍ଶ୍ୱରେ ପ୍ରଚୂର ପରିମାଣର ଖଣିଜ ସମ୍ପଦ ଭରି ରହିଥିବାରୁ ଏହାକୁ ଓଡ଼ିଶାର ରନତ୍ଗର୍ଭା ବୋଲି କୁହାଯାଉଛି ା ଏଠାରେ ଦେଶର ବହୁ ନାମୀ କମ୍ପାନୀ ନିଜର ବେପାର…
ରିଚାର୍ଜ ପିଟ୍ ପ୍ରକଳ୍ପରେ ଅନିୟମିତତା
ପଟ୍ଟାମୁଣ୍ଡାଇ,୧୯।୩ (ଡି.ଏନ.ଏ.): ଦିନକୁ ଦିନ କମିବାରେ ଲାଗିଛି ଭୂତଳ ଜଳସ୍ତର । ସେହି ଜଳକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଜଳ ଅମଳ ପ୍ରକଳ୍ପ ଭଳି କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେଉଛନ୍ତି ା ସେଥିପାଇଁ ଭୂତଳ ଜଳକୁ କିପରି ସଂରକ୍ଷିତ ରଖାଯିବ ସେନେଇ ବିଭିନ୍ନ…
ନଦୀବନ୍ଧ ସୁଦୃଢ଼ୀକରଣ ପାଇଁ ଭିତ୍ତିପ୍ରସ୍ତର
ଧର୍ମଶାଳା,୧୯।୩(ଡି.ଏନ.ଏ.): ଧର୍ମଶାଳା ବ୍ଲକ୍ ଜାରକା ଜଳ ସମ୍ପଦ ବିଭାଗ ଅଧୀନ ଉତ୍ତରପ୍ରତାପ ପଞ୍ଚାୟତର କେଲୁଅ ନଦୀବନ୍ଧ ବାମପାର୍ଶ୍ୱରେ ଚାନ୍ଦମୋହିନୀଠାରୁ ନାଳକୂଳ ପର୍ଯ୍ୟନ୍ତ ନଦୀବନ୍ଧର ସୁଦୃଢ଼ୀକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ,…
କୁମ୍ଭୀର ଆକ୍ରମଣରେ ମହିଳା ମୃତ
ମହାକାଳପଡ଼ା,୧୯।୩ (ଡି.ଏନ୍.ଏ.): କୁମ୍ଭୀର ଆକ୍ରମଣରେ ଶନିବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି ା ଅନ୍ୟ ୩ ମହିଳା ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୃତକ ହେଲେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଖରିନାଶି ଗଁା ୬ନଂ. ୱାର୍ଡର କୌଶଲ୍ୟା ମଣ୍ଡଳ(୪୨)। ତାଙ୍କ ସହିତ…
ପୂର୍ବ ଶତ୍ରୁତାରୁ ମାରପିଟ, ୨ ଗୁରୁତର
ରସୁଲପୁର,୧୯।୩(ଡି.ଏନ.ଏ.): କୁଆଖିଆ ଥାନା ଅନ୍ତର୍ଗତ ରସୁଲପୁର ପଞ୍ଚାୟତ ଖଣ୍ଡିତର ଗ୍ରାମରେ ଶୁକ୍ରବାର ରାତି ପ୍ରାୟ ସାଢ଼େ ୯ଟାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟିଛି। ଏଥିରେ ଗୋଟିଏ ପରିବାରର ସୁଶାନ୍ତ ପଣ୍ଡାଙ୍କ ବଡ଼ ଭାଇ ଅରୁଣ ପଣ୍ଡା…
୬ ଦିନର ଝିଅକୁ ହତ୍ୟା କଲେ ମା’
ଭୋଗରାଇ, ୧୯।୩(ଡ଼ି.ଏନ.ଏ.): ଆଗରୁ ଝିଅଟିଏ ଥିଲା। ପୁଣି ଗୋଟିଏ ଝିଅ ହେବାରୁ ମା’ ମନରେ ସୃଷ୍ଟି ହୋଇଥିଲା ବିତୃଷ୍ଣା। ପରିବାର ଲୋକେ ତାଙ୍କୁ ସାନ୍ତ୍ୱନା ଦେବା ପରିବର୍ତ୍ତେ ଭାରାକ୍ରାନ୍ତ କରିବାରୁ ସେ ଅତିଷ୍ଠ ହୋଇପଡ଼ିଥିଲେ। ଶେଷରେ ସେ ସାନଝିଅକୁ ଜୀବନରୁ ହଟାଇବାକୁ ମନେ…
ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ୫ ହଜାର ଲାଞ୍ଚ
କେନ୍ଦୁଝର,୧୯।୩(ସ୍ବ.ପ୍ର.): ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ଡାକ୍ତର ୫ ହଜାର ଟଙ୍କା ଲାଞ୍ଚ ମାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ପରେ ଘଟଣା ପଦାକୁ ଆସିଛି। କେନ୍ଦୁଝର ଜିଲା ତେଲକୋଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଏଭଳି…
ଚିନ୍ତାଜନକ ସ୍ଥିତିରେ ବାୟୁ ପ୍ରଦୂଷଣ
କେନ୍ଦୁଝର,୧୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟାଳୟ ସହରରେ ବାୟୁ ପ୍ରଦୂଷଣ ଚିନ୍ତଜନକ ସ୍ଥିତିରେ ରହିଛି। ଲୋକମାନେ ଅଜାଣତରେ ବିଷାକ୍ତ ବାୟୁ ନିଃଶ୍ୱାସ ପ୍ରଶ୍ୱାସରେ ନେଉଥିବାରୁ ଏହା ବିଶେଷ କରି ବୃଦ୍ଧା/ବୃଦ୍ଧ, ଶିଶୁମାନଙ୍କ ପାଇଁ ବିପଦଜନକ ସ୍ଥିତି ସୃଷ୍ଟି କରୁଛି। ବହୁସଂଖ୍ୟାରେ ଲୁହାପଥର, ବାଲି/ଗୋଡ଼ି…
Archives


