ଆମ ଜିଲା ଖବର

ପୁରୁଣା ଡ୍ରେନ୍‌ ଉପରେ ନୂଆ କାର୍ଯ୍ୟ ନେଇ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରୁ ସିକାକେତା ପର୍ଯ୍ୟନ୍ତ ୧୫ କିମି ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ୨୦୨୨ ଜୁନ୍‌ରୁ ଆରମ୍ଭ କରାଯାଇଥିବା କାର୍ଯ୍ୟ ଅତି ନିମ୍ନମାନର କରାଯାଉଥିବା ବେଳେ ବିଳମ୍ବ ହେଉଛି। ଫଳରେ ଲାଇଫ୍‌ଲାଇନ୍‌ କୁହାଯାଉଥିବା ଏହି…

ଚନ୍ଦାହାଣ୍ଡି ଘାଟିରେ ବସ୍‌ ଓଲଟି ଜଣେ ମୃତ: ୧୭ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଗୁରୁତର

ନବାରଙ୍ଗପୁର,୨୭।୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି – ଝରିଗାଁ ଘାଟି ରାସ୍ତାରେ ବସ୍‌ ଓଲଟି ଜଣେ କ୍ରୀଡା ଶିକ୍ଷକଙ୍କ ମତ୍ୟୁ ଘଟିଛି । ମୃତ କ୍ରୀଡା ଶିକ୍ଷକ ହେଉଛନ୍ତି ଉମରକୋଟ ସ୍ବାମୀ ବିବେକାନନ୍ଦ ହାଇସ୍କୁଲର ପ୍ରଭାସ କୁମାର ଜେନା । ଚନ୍ଦାହାଣ୍ଡିରେ…

ପୌରପରିଷଦ କାର୍ଯ୍ୟାଳୟ ଘେରାଉ

ରାୟଗଡା,୨୭।୯(ଭାଗ୍ୟଶ୍ରୀ ମିଶ୍ର): ରାୟଗଡ଼ା ପୌରପରିଷଦର ୨୪ଟି ୱାର୍ଡର ସମସ୍ୟା ନେଇ ଭାଜପା ପକ୍ଷରୁ ପୌରପରିଷଦ କାର୍ଯ୍ୟାଳୟ ଘେରାଉ ହୋଇଛି। ୬ଟି ଦାବି ନେଇ ଏହି ଘେରାଉ ହୋଇଛି। ଡ୍ରେନ ସଫା, ସେଥିରୁ ନିର୍ଗତ ପାଣିକୁ ନଦୀକୁ ନ ଛାଡ଼ି ଡାଇଭରଶନ କରିବା,…

୩ ମାସ ପରେ ଖୋଲିଲା ମଝି ଘରିଆଣୀ ମନ୍ଦିର ହୁଣ୍ଡି

ରାୟଗଡ଼ା,୨୭ା୯(ଭାଗ୍ୟଶ୍ରୀ ମିଶ୍ର): ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା’ ମଝି ଘରିଆଣୀଙ୍କ ଦାନ ହୁଣ୍ଡି ଦୀର୍ଘ ୩ ମାସ ପରେ ବୁଧବାର ଖୋଲିଛି। ତହସିଲଦାର କାର୍ଯ୍ୟାଳୟ ପକ୍ଷରୁ ସୁପରଭାଇଜରଙ୍କ ଉପସ୍ଥିତିରେ ପୋଲିସର କଡ଼ା ସୁରକ୍ଷା ମଧ୍ୟରେ ହୁଣ୍ଡି ବାକ୍ସ ଖୋଲିଛି। ଏଥିରେ ୫୮…

କାରାଗାର କର୍ମଚାରୀଙ୍କ ଅନଶନ: ଜଣେ ଗୁରୁତର

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ) : କାରାଗାର କର୍ମଚାରୀମାନଙ୍କ ଆମରଣ ଅନଶନ ବୁଧବାର ତୃତୀୟ ଦିନରେ ପହଞ୍ଚିଛି। ଗ୍ରେଡ ପେ’ ୧୯୦୦ରୁ ୨୦୦୦ଟଙ୍କା ଏବଂ ମୁଖ୍ୟ କାରାଗାର କର୍ମଚାରୀଙ୍କ ଗ୍ରେଡ ପେ’ ୨୦୦୦ଟଙ୍କାରୁ ୨୪୦୦ ଟଙ୍କାକୁ ବୃଦ୍ଧି କରିବା, ପୁରୁଣା ପଦୋନ୍ନତି ନିୟମ-୨୦୧୨କୁ ଲାଗୁ…

ବାପ ମା’ ଛେଉଣ୍ଡ ଛାତ୍ରଙ୍କୁ ଗ୍ରହଣ ସହ ଶିକ୍ଷା ପାଇଁ ପ୍ରତିଶ୍ରୁତି

ମାଲକାନଗିରି, ୨୭।୯(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ରୋଟାରି କ୍ଲବ ତରଫରୁ ମଙ୍ଗଳବାର ଏକ ବାପ ମା ଚେଉଣ୍ଡ ଛାତ୍ରଙ୍କୁ ପୋଷ୍ୟ ଭାବେ ଗ୍ରହଣ କରି ଉଚ୍ଚ ଶିକ୍ଷା ପାଇଁ ସମସ୍ତ ଦାୟିତ୍ୱ ନେବା ସହ ଭୁବନେଶ୍ୱର ସ୍ଥିତ କିସ୍‌ରେ ପାଠ ପଢାଇବା ପାଇଁ…

ପଟ୍ଟାମୁଣ୍ଡାଇ-ଇନ୍ଦୁପୁର ଗ୍ରାମ୍ୟ ଉନ୍ନୟନ ରାସ୍ତା ମରଣଯନ୍ତା

ପଟ୍ଟାମୁଣ୍ଡାଇ,୨୭୯(ଅକ୍ଷୟ ବିଶ୍ୱାଳ): ପଟ୍ଟାମୁଣ୍ଡାଇ ମୁଖ୍ୟ ରାସ୍ତାଠାରୁ ଇନ୍ଦୁପୁର ଯାଇଥିବା ୧୭ କିମି ଗ୍ରାମ୍ୟ ଉନ୍ନୟନ ରାସ୍ତା ମରାମତି ଅଭାବରୁ ମରଣଯନ୍ତା ପାଲଟିଛି। ସ୍ଥାନେ ସ୍ଥାନେ ଏହି ରାସ୍ତା ଫାଟି ଭାଙ୍ଗି ଯାଇଛି। ଏହି ରାସ୍ତା ଉପରେ ପଟ୍ଟାମୁଣ୍ଡାଇ ବ୍ଲକର ୧୩ଟି ପଞ୍ଚାୟତ…

ଉନ୍ନତୀକରଣ ନାମରେ ଶ୍ରେଣୀଗୃହ ଭାଙ୍ଗି ଦିଆଗଲା

  ପାରଳାଖେମୁଣ୍ଡି,୨୭।୯(ଗିରିଧାରୀ ପରିଛା):ଗଜପତି ଜିଲା ଗୋଷାଣି ବ୍ଲକ ସରଧାପୁର ପଞ୍ଚାୟତ ସଦରସ୍ଥିତ ଉଚ୍ଚ ବିଦ୍ୟାଳୟର ଉନ୍ନତୀକରଣ ନିମନ୍ତେ ଶ୍ରେଣୀଗୃହଗୁଡିକୁ ପ୍ରାୟ ଏକମାସ ହେଲା ଭାଙ୍ଗି ଦିଆଯାଇଛି। ଏହି କକ୍ଷଗୁଡିକୁ ମରାମତି କିମ୍ବା ପୁନଃନିର୍ମାଣ କରାଯାଉନାହିଁ। ଏପରି ସ୍ଥଳେ ବିଦ୍ୟାଳୟରେ ପଢୁଥିବା ଶତାଧିକ…

ମେଡିକାଲ କଲେଜରେ ଚିକିତ୍ସା ନାହିଁ

କେନ୍ଦୁଝର,୨୭।୯: (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ନିକଟ କବିତ୍ରା ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଗତ ଫେବୃୟାରୀ ୧୩ରେ ଉଦ୍‌ଘାଟିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିିଟାଲ ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇ ପାରିନାହିଁ। ମେଡିକାଲ କ୍ୟାମ୍ପସ୍‌ରେ କେବଳ ପାଠପଢ଼ା ଚାଲିଥିବା…

ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ, ୨୭।୯(କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ଶୁଣାଣି ମଙ୍ଗଳବାର ହାଇକୋର୍ଟରେ ହୋଇଛି। ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ଏବଂ ବିଚାରପତି ସାବିତ୍ରୀ ରଥଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ଏଥିସହ ଶ୍ରୀମନ୍ଦିର ପ୍ରଶାସନ…

ଧରିତ୍ରୀ ବରଗଡ଼ ଜିଲା ପ୍ରତିନିଧିଙ୍କ ପିତୃ ବିୟୋଗ

ସରଣ୍ଡା,୨୭।୯(ଯୁଧିଷ୍ଠିର ମହାପାତ୍ର): ଧରିତ୍ରୀର ବରଗଡ଼ ଜିଲା ପ୍ରତିନିଧି ପ୍ରେମାନନ୍ଦ ଖମାରୀଙ୍କ ପିତା ଶତପଥୀ ଖମାରୀ(୮୭)ଙ୍କର ମଙ୍ଗଳବାର ଅପରାହ୍ନରେ ତାଙ୍କ ଅତାବିରା ବ୍ଲକ ବୁଗୁବୁଗା ଗହ୍ମାଟିକ୍ରାସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। କିଛିଦିନ ତଳେ ଡାକ୍ତରଖାନାରୁ ଚିକିତ୍ସିତ ହୋଇ ସେ ଘରକୁ ଫେରିଥିଲେ। ମଙ୍ଗଳବାର…

ଅକ୍ଟୋବର ୧୫ରେ ଓସିଏସ୍‌ ପ୍ରିଲିମିନାରି ପରୀକ୍ଷା

କଟକ,୨୭।୯(ସୁପ୍ରିୟା ପ୍ରିୟଦର୍ଶିନୀ): ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଆସନ୍ତା ଅକ୍ଟୋବର ୧୫ ତାରିଖରେ ଓଡ଼ିଶା ସିଭିଲ୍‌ ସର୍ଭିସ୍‌ (ଓସିଏସ୍‌) ପ୍ରିଲିମିନାରି ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ୫ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ବାଲେଶ୍ୱର ସମେତ ବ୍ରହ୍ମପୁର, ଭୁବନେଶ୍ୱର, କଟକ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?