ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର
ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି କୋର୍ଟରେ ସହକାରୀ ଆସିଷ୍ଟାଣ୍ଟ ପିପି ଭାବେ ନିଯୁକ୍ତି ମିଳିଛି। ଏ ନେଇ ଆଇନଜୀବୀ ହୀରାଧର…
ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….
ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ କରିଛି। ଦୁର୍ଗ ରାୟପୁରରେ ଆୟୋଜିତ ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲରେ ଏକାଡେମୀର ଛାତ୍ର ଭୂମରାଜ…
ଏନ୍ଏସ୍ଏସ୍ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…
ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ ହୋଇଥିଲା। ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସମସ୍ତ ବିଶବିଦ୍ୟାଳୟ, ଜାତୀୟ ସେବା ଯୋଜନା ଅଧିକାରୀ…
ଜବ୍ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର
ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍ କରିଥିବା ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ଗତ ୨୦୨୪-୨୫ରେ ବୃକ୍ଷରୋପଣ ନାଁରେ ନକଲି…
ପ୍ରସ୍ତୁତି ଚୂଡ଼ାନ୍ତ: ୪ରୁ ସମ୍ବଲପୁର ଲୋକ ମହୋତ୍ସବ
ସମ୍ବଲପୁର,୨ା୧(ବି.ଶଙ୍କର): ଓଡ଼ିଶା ସରକାରଙ୍କ ଭଷା, ସାହିତ୍ୟ, ସଂସ୍କୃତି ବିଭାଗ ଓ ଜିଲା ସଂସ୍କୃତି ପରିଷଦ ସମ୍ବଲପୁରର ମିଳିତ ଆନୁକୂଲ୍ୟରେ ଲୋକ ମହୋତ୍ସବ-୨୦୨୬ ଚଳିତ ମାସ ୪ରୁ ୬ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ଅଇଁଠାପାଲି ପିଏଚ୍ଡି ପଡିଆରେ ହେବ। ମହୋତ୍ସବ ସକାଶେ ପ୍ରସ୍ତୁତି ପ୍ରାୟ…
ଭୟଙ୍କର ଦୁର୍ଘଟଣା ବାଇକ୍କୁ ଘୋଷାଡି ନେଲା ବସ୍: ଚକା ତଳେ ଗଲା ୩ ଜୀବନ
ବାରିପଦା,୨।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡା ରାଣାବନ୍ଧ ଅଞ୍ଚଳ ୨୨୦ ନଂ ଜାତୀୟ ରାଜପଥରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ଯାତ୍ରୀବାହୀ ବସ୍ଟି ଏକ ବାଇକକୁ ଧକ୍କା ଦେଇ ଘୋଷାଡି…
ଆଇନର ବିଭିନ୍ନ ଦିଗ ଉପରେ ସଚେତନ କରାଇଲେ ଅତିରିକ୍ତ ଜିଲା ଦୌରାଜଜ୍
ଛତ୍ରପୁର/ଗଞ୍ଜାମ,୨ା୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ତାଲୁକ ଆଇନ ସେବା କମିଟି ପକ୍ଷରୁ ଗଞ୍ଜାମସ୍ଥିତ ଗ୍ରାସିମ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ ପରିସରରେ ‘ପରିବେଶଗତ ନ୍ୟାୟ’ ସମ୍ବନ୍ଧୀୟ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ତାଲୁକ ଆଇନ ସେବା କମିଟିର ଅଧ୍ୟକ୍ଷ ତଥା ଅତିରିକ୍ତ…
ଉଠୁଛିପଡ଼ୁଛି ବଡ଼ଦାଣ୍ଡ: ମେଡିକାଲ ଛକରେ ମୃତଦେହ ରଖି…
ପୁରୀ,୨।୧(ଅଜିତ୍ ମହାନ୍ତି): ପୁରୀ ଦୁର୍ଘଟଣାରେ ୫ ବର୍ଷୀୟ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମେଡିକାଲ ଛକରେ ମୃତଦେହ ରଖି ସ୍ଥାନୀୟ ଲୋକ ଧାରଣାରେ ବସିଛନ୍ତି। ନ୍ୟାୟ ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଏସ୍ପି ପହଞ୍ଚି ଲୋକଙ୍କୁ ବୁଝାସୁଝା…
ପୁରୀ ବଡ଼ଦାଣ୍ଡରେ ନାବାଳକଙ୍କ ମୃତ୍ୟୁ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ପୁରୀ,୨।୧: ପୁରୀ ବଡ଼ଦାଣ୍ଡରେ ବୋଲେରୋ ଓ ସ୍କଟି ଧକ୍କାରେ ନାବାଳକଙ୍କ ମୃତ୍ୟୁ ହୋଇଛି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ସହାୟତା ଘୋଷଣା କରିଛନ୍ତି। ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କାର ସହାୟତା…
ହାଇ ରିଟର୍ଣ୍ଣ ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ: ଅଭିଯୁକ୍ତଙ୍କୁ ବାନ୍ଧିଲା EOW
ଭୁବନେଶ୍ୱର,୨।୧: ଗ୍ରାହକଙ୍କୁ ହାଇ ରିଟର୍ଣ୍ଣର ଲୋଭ ଦେଖାଇ ଟଙ୍କା ଠକେଇ କରିଥିବା ଅଭିଯୋଗରେ EOW ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ପଶ୍ଚିମବଙ୍ଗ ବାଙ୍କୁରାର ଅମିତ ମଣ୍ଡଳ ବୋଲି ଜଣାପଡିଛି। ସେୟାର ଟେଡ୍ରିଂ ନାଁରେ ଅମିତ ଜମାକାରୀଙ୍କ…
ଖୋଲିଲା ମଣ୍ଡି: ପ୍ରଥମ ଦିନରେ ଧାନ ଦେଲେ ଏତିକି ଚାଷୀ
ପାଟଣା,୨।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ରାଜ୍ୟ ଯୋଗାଣ ନିଗମ ତରଫରୁ ଧାନ ମଣ୍ଡି ଖୋଲିଛି। ପ୍ରଥମ ଦିନରେ ପାଟଣା ସମବାୟ ସମିତି ଜରିଆରେ ୯ଜଣ ଚାଷୀ ମଣ୍ଡିରେ ଧାନ ଦେଇଛନ୍ତି। ମଣ୍ଡିକୁ ଆନୁଷ୍ଠାନିକ ଭାବେ…
ହାତୀର ଟ୍ରାଙ୍କୁଲାଇଜ୍ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…
ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ ମାଈହାତୀ ପଡ଼ି ମରିଥିବା ଜଣାପଡ଼ିଛି। ଗତ ୮ରୁ ୧୦ ତଳେ କଳାହାଣ୍ଡି ଉତ୍ତର ଦିଗରୁ…
Archives


