ବ୍ଲଡ୍ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ
ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏନେଇ ପରିବାର ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ପରିବାର…
ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ
ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ହେଲେ ମାଥିଲି ଥାନା ଦଳପତିଗୁଡ଼ା ଗ୍ରାମର ଗୋବିନ୍ଦ ଗୌଡ଼, ଧନୁର୍ଜୟ ଗୌଡ଼,…
ମାନସିକ ସୁସ୍ଥତା ପାଇଁ ଯୋଗ ଓ ପ୍ରାଣାୟାମ
ଦିଗପହଣ୍ଡି,୨୦|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ଜାତୀୟ ସେବା ଯୋଜନା ୟୁନିଟ, ରେଡକ୍ରସ୍ ଏବଂ ଭାରତ ସ୍କାଉଟ ଏବଂ ଗାଇଡ ଶାଖା ପକ୍ଷରୁ ରବିବାର ହେବାକୁ ଥିବା “ଆନ୍ତର୍ଜାତୀୟ…
ବିକାଶଧାରା ଓଡ଼ିଶା ସାରା ମହାସମାବେଶ: ସରକାରଙ୍କ ୨ ବର୍ଷର ଶାସନ ପୂର୍ତ୍ତି ଅବସରରେ ଜନସମ୍ପର୍କ କାର୍ଯ୍ୟକ୍ରମ
ଦାରିଙ୍ଗବାଡ଼ି, ୨୦।୬ (ଅରୁଣ ସାହୁ): ଓଡ଼ିଶାରେ ଭାଜପା ସରକାରଙ୍କ ଦୁଇ ବର୍ଷର ଶାସନ ପୂର୍ତ୍ତି ଅବସରରେ ବ୍ୟାପକ ଜନସମ୍ପର୍କ ଓ ସଚେତନତା କାର୍ଯ୍ୟକ୍ରମ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ଶନିବାର ଅନୁଷ୍ଠିତ ହୋଇଯାଇଛି।…
ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ
ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାଟି ଏମ୍. ରାମପୁର ଥାନା ଅନ୍ତର୍ଗତ ରିଷିଡା…
ରେଞ୍ଜ ଅଫିସରଙ୍କ ବଦଳି ବାତିଲ ଦାବିରେ ଗ୍ରାମବାସୀଙ୍କ ଧାରଣା
ରାଜନଗର,୨୦ା୬(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ମାନସ ଦାସଙ୍କ କଟକ ଡିଭିଜନକୁ ବଦଳି ହୋଇଛି। ଆସନ୍ତା ୧ ତାରିଖରେ ସେ ନୂତନ ଦାୟିତ୍ୱ ନେବେ। ଦୀର୍ଘଦିନ ଧରି ଦାସ ଜାତୀୟ ଉଦ୍ୟାନ ଦାୟିତ୍ୱରେ ରହି ଜୀବଜନ୍ତୁଙ୍କ…
ହଠାତ୍ ହେଲା ବଜ୍ରପାତ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଛେଳି
ଭଞ୍ଜନଗର,୨୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାତାରସିଂ ଥାନା ଅନ୍ତର୍ଗତ କୁଟୁଣୀକୁମ୍ପା ଗ୍ରାମ ନିକଟରେ ଶନିବାର ଅପରାହ୍ନରେ ବଜ୍ରପାତ ମାରିବାରୁ ୧୭ଟି ଛେଳି ମୃତ୍ୟୁବରଣ କରିଛି। କ୍ଷତିଗ୍ରସ୍ତ ଚାଷୀମାନେ ଗରିବ ଶ୍ରେଣୀର। ତେଣୁ ସେମାନଙ୍କୁ ସରକାରଙ୍କ ପକ୍ଷରୁ ସହାୟତା ଯୋଗାଇ ଦେବା ପାଇଁ ସେମାନେ…
ଇଞ୍ଜନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ବ୍ରହ୍ମପୁର,୨୦।୬: ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ଏକ ଘରୋଇ ଇଞ୍ଜନିୟରିଂ କଲେଜ ହଷ୍ଟେଲରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଗୋଳନ୍ଥରା ଥାନା ପୋଲିସ ଉଦ୍ଧାର କରିଛି। ମିଳିଥିବା ସୂଚନା ମୁତାବକ, ପଙ୍ଖାରେ ଛାତ୍ରୀ ଜଣକ ଝୁଲୁଥିବା ସାଙ୍ଗମାନେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ…
କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଜଗନ୍ନାଥପ୍ରସାଦ,୨୦ା୬(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥପ୍ରସାଦ ପୁଣି କାୟା ମେଲାଇଲେଣି ଚୋର ନିଦ ହଜାଇଲାଣି ଚୋରି ଖବର ବଡ଼ଦାଣ୍ଡ ସାହିରୁ କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ଓ ନଗଦ ଟଙ୍କା ଲୁଟ୍, ଥାନାରେ ଏତଲା ସ୍ଥାନୀୟ ଅଞ୍ଚଳରେ ସହରରେ ପୁଣି ସକ୍ରିୟ…
ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ: ପୂର୍ବତନ ଅବକାରୀ ନିରୀକ୍ଷକଙ୍କୁ ୩ବର୍ଷ କାରାଦଣ୍ଡାଦେଶ
ବରଗଡ଼, ୨୦।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ରେଞ୍ଜରେ କାର୍ଯ୍ୟରତ ପୂର୍ବତନ ଅବକାରୀ ନିରୀକ୍ଷକ ଇନ୍ଦ୍ରଜିତ ସାହୁଙ୍କୁ ଲାଞ୍ଚ ନେବା ମହଙ୍ଗା ପଡିଛି । ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ବିଚାରପତି ତାଙ୍କ ବିରୋଧରେ ଚାଲିଥିବା ଲାଞ୍ଚ ମାମଲାର ବିଚାର କରି ଶନିବାର ସାହୁଙ୍କୁ…
ଅରବିନ୍ଦ ମହାପାତ୍ରଙ୍କ ଦୁଇ ବର୍ଷର ସଫଳତା: ୪୦୦ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ…
ପାଟକୁରା, ୨୦।୬ (ରବୀନ୍ଦ୍ର ନାଥ ବାରିକ): ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ତାଙ୍କ ତଳକୁସୁମାସ୍ଥିତ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରି ନିଜର ଦୁଇ ବର୍ଷର କାର୍ଯ୍ୟକାଳର ସଫଳତା ବଖାଣିଛନ୍ତି। ୧୯ ଜୁନ୍ ୨୦୨୪ରେ ବିଧାୟକ ଭାବେ ଶପଥ ଗ୍ରହଣ…
ପାଣି ପାଇଁ ନଙ୍ଗଲବେଡ଼ା ରାସ୍ତା ଅବରୋଧ କଲେ ଗ୍ରାମବାସୀ, ପ୍ରତିଶ୍ରୁତି ପରେ…
ଲାଞ୍ଜିଗଡ଼,୨୦ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ନଙ୍ଗଲବେଡ଼ା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଥିବା ବେଳେ ଶତାଧିକ ମହିଳା ପୁରୁଷ ଏକତ୍ରିତ ହୋଇ ଶନିବାର ସକାଳ ୭ଟାରୁ ବିଶ୍ୱନାଥପୁରଠାରୁ ଲାଞ୍ଜିଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ…

