ଆମ ଜିଲା ଖବର

ବିଭିନ୍ନ ଦାବି ନେଇ ରାଲିରେ ସାମିଲ ହେଲେ ଶତାଧିକ ଶିକ୍ଷକ

କେନ୍ଦୁଝର,୯ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ଓଷ୍ଟା ପକ୍ଷରୁ ଏକ ରାଲି କରଯାଇଛି। ଥାନା ଛକ ନିକଟସ୍ଥ ଶିକ୍ଷକ ଭବନରୁ ଏହି ରାଲି ବାହାରି ଜେଲ୍‌ ରୋଡ୍‌ସ୍ଥିତ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ଯାଇଥିଲା। ଜିଲା ସମ୍ପାଦକ ପ୍ରଶାନ୍ତ…

ଆଦିବାସୀ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦାବିପତ୍ର

କେନ୍ଦୁଝର,୯ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶ୍ୱ ଆଦିବାସୀ ଦିବସ ଅବସରରେ କେନ୍ଦୁଝର ଆଦିବାସୀ ମିଳିତ କ୍ରିୟାନୁଷ୍ଠାନ କମିଟି ଅଧୀନରେ ୧୫ଟି ଆଦିବାସୀ ସଂପ୍ରଦାୟର ମୁଖିଆ ତଥା ପୂର୍ବତନ ଏବଂ ବର୍ତ୍ତମାନର ବିଭିନ୍ନ ଲୋକ ପ୍ରତିନିଧିଙ୍କ ସହ ବହୁ ସଂଖ୍ୟାରେ ଆଦିବାସୀ ଏକ ଶୋଭାଯାତ୍ରାରେ…

କରି ପାରିଲେନି ଋଣ ପରିଶୋଧ, ଘର ଜବତ କଲା ବ୍ୟାଙ୍କ

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଜଣେ ବ୍ୟକ୍ତି ବ୍ୟାଙ୍କ ଋଣ ନେଇ ପରିଶୋଧ ନ କରିବାରୁ ତାଙ୍କ ଘର ଜବତ ହେବା ଘଟଣା ଅଞ୍ଚଳରେ ଆଲୋଚନାର ବିଷୟ ପାଲଟିଛି। ସୂଚନାନୁଯାୟୀ, କର୍ଲାମୁଣ୍ଡା ବ୍ଲକ ରେଙ୍ଗାଲି ଗ୍ରାମର ମନୋଜ…

ଜମିରେ ହଳ କରୁଥିବା ବେଳେ ଓଲଟି ପଡ଼ିଲା ଟ୍ରାକ୍ଟର, ଚାପି ହୋଇ ଚାଳକ ଗୁରୁତର

କୋକସରା,୯ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମୋଟେର ଫାଣ୍ଡି ଅନ୍ତର୍ଗତ ଡହଗାଁ ପଞ୍ଚାୟତ ନୂଆଗୁଡ଼ା ଗ୍ରାମ ନିକଟରେ ଚାଷଜମିରେ ଟ୍ରାକ୍ଟରରେ ହଳ କରୁଥିବା ବେଳେ ଅସାବଧାନତା ଯୋଗୁ ଟ୍ରାକ୍ଟର ଓଲଟି ପଡ଼ିଥିବା ବେଳେ ଟ୍ରାକ୍ଟର ତଳେ ଚାଳକ ଚାପି…

ନାବାଳିକା ଗର୍ଭବତୀଙ୍କୁ ଉଦ୍ଧାର କଲା ଶିଶୁ ମଙ୍ଗଳ କମିଟି

କେନ୍ଦୁଝର,୯ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଶିଶୁ ମଙ୍ଗଳ କମିଟି ବୁଧବାର ଜଣେ ନାବାଳିକା ଗର୍ଭବତୀଙ୍କୁ ଉଦ୍ଧାର କରି ଓପନ ସେଣ୍ଟରରେ ରଖିଛି। ସଦର ବ୍ଲକ ଅଞ୍ଚଳର ଜଣେ ବ୍ୟକ୍ତି ତାଙ୍କୁ ଗର୍ଭବତୀ କରିବା ପରେ ନାବାଳିକାଙ୍କ ବାପା ତାଙ୍କ ଝିଅକୁ ସଂପୃକ୍ତ…

କ୍ରାନ୍ତି ଦିବସରେ ପୌର କାର୍ଯ୍ୟାଳୟ ଘେରାଉ କଲା ଭାଜପା

ବଡ଼ବିଲ,୯ା୮(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ଭାଜପା ବଡ଼ବିଲ ନଗର ମଣ୍ଡଳ ପକ୍ଷରୁ ବୁଧବାର କ୍ରାନ୍ତି ଦିବସ ଅବସରରେ ବଡ଼ବିଲ ପୌର କାର୍ଯ୍ୟାଳୟ ଘେରାଉ କରି ପୋରାଞ୍ଚଳର ବିଭିନ୍ନ ସମସ୍ୟା ଉପସ୍ଥାପନ କରିଛି। ଅଗଷ୍ଟ ୯ ତାରିଖକୁ ଦେଶ ବ୍ୟାପୀ କ୍ରାନ୍ତି ଦିବସ…

କୃଷି ଓ କୃଷକର ପରିସ୍ଥିତିରେ ସୁଧାର ଆସିବା ପାଇଁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଅମରପାଲି,୯ା୮(ପୀତାମ୍ବର ସାହୁ): କୃଷକ ବିକାଶ ପରିଷଦର ଆହ୍ବାନକ୍ରମେ ସଂଯୁକ୍ତ କିଶାନ ମୋର୍ଚ୍ଚା ଓ ପଶ୍ଚିମ ଓଡ଼ିଶା କୃଷକ ସଂଗଠନବ ସମନ୍ବୟ ସମିତି ପକ୍ଷରୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଜିଲାପାଳଙ୍କ ମାଧ୍ୟମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଙ୍କୁ ଚାଷୀମାନଙ୍କ ବିଭିନ୍ନ ଦାବି ନେଇ…

ନିୟମିତ ଆସୁନାହାନ୍ତି ଅଙ୍ଗନବାଡି କର୍ମୀ, ଶିକ୍ଷାଦାନରେ ଅବ୍ୟବସ୍ଥାକୁ ନେଇ ଜନ ଅସନ୍ତୋଷ

ଦାରିଙ୍ଗବାଡି, ୯।୮(ଅରୁଣ ସାହୁ ): ଶିଶୁଙ୍କ ଶିକ୍ଷା ସହ ସ୍ବାସ୍ଥ୍ୟରେ ଉନ୍ନତି ଆଣିବା ଅପପୁଷ୍ଟି ରୋକିବା ଦିଗରେ ସରକାରଙ୍କ ପକ୍ଷରୁ ଅନେକ ଯୋଜନା କରାଯିବା ସହ ସେମାନଙ୍କ ପାଇଁ ମାଗଣା ଛତୁଆ, ଅଣ୍ଡା ସହ ବିଭିନ୍ନ ପୁଷ୍ଟିକର ଖାଦ୍ୟ ଯୋଗାଇଦିଆଯାଉଛି। ଏହି…

ଜଙ୍ଗଲ ଭିତରେ ଲୁଚାଇ ରଖିଥିବା ୭ଟି ଦେଶୀ ବନ୍ଧୁକକୁ ଉଦ୍ଧାର କଲା ବନ ବିଭାଗ

ଠାକୁରମୁଣ୍ଡା,୯।୮(ତାରାକାନ୍ତ ପଟ୍ଟନାୟକ) କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅଞ୍ଚଳରୁ ଶିକାରୀମାନେ ଜଙ୍ଗଲରେ ଲୁଚାଇ ରଖିଥିବା ୭ ଟି ଦେଶୀ ବନ୍ଧୁକକୁ ଉଦ୍ଧାର କରିଛି ବନ ବିଭାଗ। ବୁଧବାର ସ୍ଥାନୀୟ ଲୋକ ପ୍ରତିନିଧି ଓ ବନକର୍ମଚାରୀ ମାନେ ବନ୍ଧୁକକୁ ଉଦ୍ଧାର କରି ଠାକୁରମୁଣ୍ଡା…

ଶିମିଳିପାଳ ସୁରକ୍ଷା ନେଇ ପୋଲିସ ଡିଜିଙ୍କ ସମୀକ୍ଷା, ୧୬୫ଟି ବନ୍ଧୁକ ଓ ଅସ୍ତ୍ରଶସ୍ତ୍ର ଜବତ

ବାରିପଦା,୯।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ) କ୍ଲିନ ଶିମିଳିପାଳ ଅପରେଶନ ସମ୍ପର୍କରେ ବୁଧବାର ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଡିଜି ସୁନୀଲ କୁମାର ବଂସାଲ ସମୀକ୍ଷା କରିଛନ୍ତି । ମୟୂରଭଞ୍ଜ ଜିଲା ଗସ୍ତରେ ଆସି ସେ ପୂର୍ବାହ୍ନ ୧୦ଟାରେ ଜିଲା ପୋଲିସ ମୁଖ୍ୟାଳୟରେ ପୋଲିସ ଓ…

ଜାଲ ସାର୍ଟିଫିକେଟ ମାମଲାରେ ବାଲସି ଗ୍ରାମର ଗ୍ରାମୀଣ ଡାକ ସେବକଙ୍କୁ କୋର୍ଟ ଚାଲାଣ

କେସିଙ୍ଗା, ୯।୮(ତୁମେଶ୍ୱର ସାହୁ) ଜାଲ ସାର୍ଟିଫିକେଟ ମାମଲାରେ କେସିଙ୍ଗା ପୋଲିସ ଏସ.ଆଇ.ରମେଶ ଚନ୍ଦ୍ର ଦୋରା କଳାହାଣ୍ଡି ଜିଲା କେସିଙ୍ଗା ମୁଖ୍ୟ ବ୍ରାଞ୍ଚ ଅଧିନସ୍ଥ ବାଲସି ଗ୍ରାମ ପୋଷ୍ଟ ଅଫିସକୁ ଯାଇ ବୁଧବାର ତଦନ୍ତ କରିଥିଲେ। ବାଲସି ପୋଷ୍ଟ ଅଫିସରେ ରେଙ୍ଗାଲି ଗ୍ରାମର…

ବନ୍ୟାରେ ମତ୍ସ୍ୟଚାଷୀଙ୍କ ଜୀବିକା ଭାସିଗଲା

କେନ୍ଦ୍ରାପଡ଼ା, ୯।୮(ଜଗନ୍ନାଥ ଧଳ): ଚଳିତ ବନ୍ୟା କେନ୍ଦ୍ରାପଡ଼ା ଜିଲାର ଜୀବନ ଜୀବିକାକୁ ବିପର୍ଯ୍ୟସ୍ତ କରି ଦେଇଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ଜିଲାର ୭ ନଦୀରେ ବନ୍ୟା ଜଳ ପ୍ରବାହିତ ହୋଇ ୫ ବ୍ଲକ ଅଞ୍ଚଳର ୧୧୮ଟି ଗ୍ରାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?