ଆମ ଜିଲା ଖବର

ଭାର୍ଗବୀ ନଦୀବନ୍ଧରେ ଫାଟ

ପିପିଲି,୮।୮(ଦୁର୍ଗାମାଧବ ମିଶ୍ର): ପୁଣି ଦବିଲା ଭାର୍ଗବୀ ନଦୀବନ୍ଧ। ପୁରୀ ଜିଲା ବଳଙ୍ଗା ବଜାର ନିକଟ ଭାର୍ଗବୀ ନଦୀବନ୍ଧରେ ପୁଣି ଥରେ ଫାଟ ସୃଷ୍ଟି ହୋଇଛି। ୧ କିଲୋମିଟର ପର୍ଯ୍ୟନ୍ତ ମାଟି ଦବି ବନ୍ଧ ଫାଟି ଅଁା କରିଛି। କାମ ଶେଷ ହେବାର…

ଅବହେଳିତ ପ୍ରାଚୀନ ବରାହୀ, ନୃସିଂହ ମନ୍ଦିର

ପୁରୀ,୮ା୮(ଅଜିତ ମହାନ୍ତି): ଓଡ଼ିଶା ଐତିହ୍ୟ ସଂରକ୍ଷଣ ପରିଷଦ ପୁରୀ ପକ୍ଷରୁ ପ୍ରାଚୀ ଉପତ୍ୟକାର ଶ୍ରୀଅମରେଶ୍ୱର ମନ୍ଦିର, ଦେବୀ ବରାହୀ ମନ୍ଦିର ଏବଂ ଶ୍ରୀମାଧବ ମନ୍ଦିର ଐତିହ୍ୟ ଅନୁଶୀଳନ କରାଯାଇଥିଲା। ଗଙ୍ଗବଂଶ କାଳର ଅମରପ୍ରସାଦ ଗଡ଼ ଓ ଅମରେଶ୍ୱର ଗ୍ରାମର ମଧ୍ୟଭାଗରେ ଥିବା…

ଅବଧି ଶେଷ ସତ୍ତ୍ୱେ କାମ ସରୁନାହିଁ

ପାରାଦୀପ,୮।୮(ଶରତ ରାଉତ): ଜଗତ୍‌ସିଂହପୁର ଜିଲା ପାରାଦୀପର ବେଳାଭୂମି ରାସ୍ତା ପାଖରେ ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ଚାଲିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଷ୍ଟାଡିୟମ ନିର୍ମାଣ ହେଉଛି। ଏଥିରେ ଜିଲାର ସମସ୍ତ ଛାତ୍ରୀଛାତ୍ର ବିଭିନ୍ନ କ୍ରୀଡ଼ାରେ ଭାଗ ନେଇପାରିବେ।…

‘ମା’ କ୍ଷୀର ଅମୃତ ତୁଲ୍ୟ, ଏହାର ବିକଳ୍ପ ନାହିଁ’

କଟକ,୮ା୮(ସୁପ୍ରିୟା ପ୍ରିୟଦର୍ଶିନୀ): ଡ୍ରିମ୍‌ସ ସ୍କୁଲ ଆଣ୍ଡ୍‌ କଲେଜ ଅଫ୍‌ ନର୍ସିଂରେ ସୋମବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ଉଦ୍‌ଯାପିତ ହୋଇଯାଇଛି। ଏହି ଉପଲକ୍ଷେ ପଦ୍ମିନୀ ଅଡିଟୋରିୟମ୍‌ରେ ‘କର୍ମଜୀବୀ ମା’ମାନଙ୍କ କ୍ଷେତ୍ରରେ ଶିଶୁ ସ୍ତନ୍ୟପାନର ପୃଥକ୍‌ ପଦ୍ଧତି’ ଉପରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ପ୍ରାରମ୍ଭରେ…

୫ ବର୍ଷରେ ୪,୨୫୮ ହେକ୍ଟର ଚାଷଜମି ହ୍ରାସ

କେନ୍ଦ୍ରାପଡ଼ା, ୮।୮(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ୨୦୧୮ରୁ ୨୦୨୩ ମଧ୍ୟରେ ପ୍ରାୟ ଶତାଧିକ ହେକ୍ଟର ଅମଳକ୍ଷମ ଉର୍ବର ଚାଷଜମି କିସମ ପରିବର୍ତ୍ତନ ହୋଇ ଘରବାଡ଼ି ହୋଇଛି। ଏଥିପାଇଁ ଚାଷଜମି ହ୍ରାସ ପାଇଚାଲିଛି। ଯଦି ଏଭଳି ଧାରାରେ ଚାଷଜମି ସଂଖ୍ୟା…

ପର କରିଦେଲା ପରିବାର

କାମାକ୍ଷାନଗର,୮ା୮ (ସୁଧୀର ପରିଡ଼ା): ବୟସ ଆଣି ବୃଦ୍ଧାବସ୍ଥାରେ ପହଞ୍ଚାଇଲାଣି। ଶରୀର ଦୁର୍ବଳ ହୋଇଗଲାଣି। ଖଟି ଖାଇବା ଆଉ ସମ୍ଭବ ନୁହେଁ। ହେଲେ ଏକଥା ଜାଣି ବି ପର କରିଦେଲେ ପରିବାର ଲୋକେ। ଘରୁ ତଡ଼ିଦେଲେ ବୋହୂ ଓ ପୁଅ। ଏପରି ଅବସ୍ଥାରେ…

ତିର୍ତ୍ତୋଲରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: କଂଗ୍ରେସର ପ୍ରତିବାଦ

ବିରିଡି,୮।୮(ପ୍ରଶାନ୍ତ କୁମାର ରାଉତ): ତିର୍ତ୍ତୋଲ ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ର ଯଥା ମଣିଜଙ୍ଗା, ରଘୁନାଥପୁର ଓ ବିରିଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି)ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ପ୍ରତିବାଦରେ ସୋମବାର ବିରିଡି ସିଏଚ୍‌ସି ସମ୍ମୁଖରେ କଂଗ୍ରେସ ଦଳ ପକ୍ଷରୁ ଏକ ପ୍ରତିବାଦ…

ଥାନାରେ ହାଜର ହେଲେ କଣ୍ଠଶିଳ୍ପୀ ସୌରୀନ ଭଟ୍ଟ

କଟକ, ୮ା୮(କାର୍ତ୍ତିକ ସାହୁ): ଜଣେ ଓଡ଼ିଆ ଗାୟିକାଙ୍କୁ ଯୌନ ଶୋଷଣ ଓ ନିର୍ଯାତନା ଦେବା ଅଭିଯୋଗ ମାମଲାରେ ବଲିଉଡ୍‌ର କଣ୍ଠଶିଳ୍ପୀ ସୌରୀନ ଭଟ୍ଟ ସୋମବାର କଟକ ମହିଳା ଥାନାରେ ହାଜର ହୋଇଥିଲେ। ତାଙ୍କ ବିରୋଧରେ ଥିବା ଅଭିଯୋଗ ଆଧାରରେ ପୋଲିସ ତାଙ୍କୁ…

ମହିଳାଙ୍କ ହାତରେ ଓଡ଼ିଶା ପ୍ରଗତିର ଭବିଷ୍ୟତ

ବଲାଙ୍ଗୀର, ୮ା୮ (ବୀରେନ୍ଦ୍ର କୁମାର ଝାଙ୍କର): ୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କ ଦୁଇଦିନିଆ ବଲାଙ୍ଗୀର ଜିଲା ଗସ୍ତ କାର୍ଯ୍ୟକ୍ରମ ସୋମବାର ଶେଷ ହୋଇଛି। ସକାଳେ ବଲାଙ୍ଗୀର ସହରର ସମଲେଶ୍ୱରୀ ମନ୍ଦିର, କୋଶଳ କଳାମଣ୍ଡଳ, ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପ ପରିଦର୍ଶନ ସହ ରାଜେନ୍ଦ୍ର…

ଯୁବପିଢ଼ି ବିବେକାନୁମୋଦିତ ହେଲେ ଗଣତନ୍ତ୍ର ସୁଦୃଢ଼ ହେବ

ଜଗତସିଂହପୁର, ୮ା୮(ପ୍ରମୋଦ କୁମାର ନାୟକ): ଗଣମାଧ୍ୟମଠାରୁ ସାମ୍ବାଦିକତାର ମହତ୍ତ୍ୱ ଶିଖିବାର ଅଛି, ଯାହା ଧରିତ୍ରୀର ସମ୍ପାଦକ ତଥାଗତ ସତପଥୀଙ୍କ ନିର୍ଭୀକତା ଓ ସ୍ପଷ୍ଟବାଦିତାରୁ ସ୍ପଷ୍ଟ ଅନୁମେୟ। ତାଙ୍କ ସମ୍ପାଦକୀୟ ଅନେକ ସମୟରେ ଓଡ଼ିଶାରେ ହଟଚମଟ ସୃଷ୍ଟି କରିଥାଏ। ସ୍ପଷ୍ଟ କଥା ଉଲ୍ଲେଖ…

ପାଣିଭାର ଆଣିବାକୁ ଯାଇ ୨ କାଉଡ଼ିଆ ନିଖୋଜ

ଖଇରା, ୮।୮(ଉତ୍କଳବନ୍ଧୁ ପଣ୍ଡା): ଶ୍ରାବଣ ସୋମବାର ଘଟିଛି ଏକ ଅଘଟଣ। ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ସାନଜୟୀପୁର ଗ୍ରାମର ବାବା ସର୍ବେଶ୍ୱରଙ୍କଠାରେ ଜଳଲାଗି ପାଇଁ ସାଳନ୍ଦୀରୁ ପାଣି ଉଠାଇବା ଲାଗି ଯାଇଥିବା ଦୁଇ କାଉଡିଆ ନିଖୋଜ ହୋଇଯାଇଛନ୍ତି।…

ଅବସର ନେଲେ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର

କଟକ,୭ା୮(କାର୍ତ୍ତିକ ସାହୁ): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦରୁ ଡ. ଏସ୍‌. ମୁରଲୀଧର ସୋମବାର ଅବସର ଗ୍ରହଣ କରିଛନ୍ତି। ଓଡ଼ିଶା ତଥା ଦେଶର ନ୍ୟାୟିକ ବ୍ୟବସ୍ଥାରେ ସେ ଏକ ଆନ୍ଦୋଳନ ସୃଷ୍ଟି କରିଥିବାବେଳେ ତାଙ୍କ କାର୍ଯ୍ୟକାଳ ସମୟରେ ଓଡ଼ିଶା ହାଇକୋର୍ଟ ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?