ଆମ ଜିଲା ଖବର

‘ଆଦିବାସୀଙ୍କ ଲୋକନୃତ୍ୟ, ସଙ୍ଗୀତ ବିଦେଶରେ ପହଞ୍ଚିଛି’

ଜୁନାଗଡ଼,୧୨।୨: କଳାହାଣ୍ଡି ଜିଲା ଜୁନାଗଡ଼ ହାଇସ୍କୁଲ ପଡ଼ିଆରେ ଶୁକ୍ରବାର ସନ୍ଧ୍ୟାରେ ଜାତୀୟସ୍ତରୀୟ ଆଦିବାସୀ ଲୋକନୃତ୍ୟ ଓ ଲୋକ ସଙ୍ଗୀତ ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସଚିବ ପ୍ରବୋଧ କୁମାର ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନୀ ସମାରୋହରେ...

ଦୁର୍ଘଟଣା ପରେ ପୋଲିସ-ଜନତା ମୁହାଁମୁହିଁ

ସୋର, ୧୨।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ସୋର-ବାଗୁଡି ରାସ୍ତାର ଆଙ୍ଗୁଳା ଛକଠାରେ ଗୁରୁବାର ରାତିରେ ଟ୍ରକ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଏହି ରାସ୍ତା ଦେଇ...

ପୁରୀରେ ପହଞ୍ଚିଲା ରଥ କାଠ

ନୟାଗଡ଼ ଅଫିସ/ଦଶପଲ୍ଲା,୧୨।୨: ଶୁକ୍ରବାର ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ୪୯ଖଣ୍ଡ ରଥ କାଠ ୨ଟି ଟ୍ରକରେ ପୁରୀ ପହଞ୍ଚିଛି। ଦଶପଲ୍ଲାର ପ୍ରସିଦ୍ଧ ମହାବୀର ମନ୍ଦିର ସମ୍ମୁଖରେ ପାରମ୍ପରିକ ରୀତିରେ ପୂଜାର୍ଚ୍ଚନା ପରେ କାଠ ବୋଝେଇ ୨ ଟ୍ରକ ପୁରି ଅଭିମୁଖେ...

ସମ୍ବଲପୁରରେ ଚିହ୍ନଟ ହୋଇନାହାନ୍ତି ନୂଆ ସଂକ୍ରମିତ

ସମ୍ବଲପୁର,୧୨ା୨(ବ୍ୟୁରୋ): ସମ୍ବଲପୁର ଜିଲା ପ୍ରଶାସନ ପକ୍ଷରୁ ମିଳିଥିବା ରିପୋର୍ଟ ଅନୁସାରେ ଶୁକ୍ରବାର ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ଶୂନ ହୋଇଛି। ହେଲେ ପୂର୍ବରୁ ସଂକ୍ରମଣ ହୋଇଥିବା ୪୨ ଜଣ ଚିକିତ୍ସାଧୀନ ଅଛନ୍ତି। ଜିଲାରେ ମୋଟ ୯୯୧୨ ଜଣ କୋଭିଡ୍‌-୧୯ରେ ଆକ୍ରାନ୍ତ...

ଚତୁର୍ଥୀ ପୂର୍ବରୁ ଟ୍ରକ୍‌ ଧକ୍କାରେ ଚାଲିଗଲା ବରଙ୍କ ଜୀବନ

ଚଣ୍ଡିଖୋଲ/ଦଶରଥପୁର,୧୨।୨(ଡି.ଏନ.ଏ.): ଭଲପାଇ ୨ ଦିନ ତଳେ ବିବାହ କରିଥିବା ସ୍ତ୍ରୀଙ୍କୁ ଚତୁର୍ଥୀ ଏବଂ ଭୋଜିଭାତଲାଗି ଭୁବନେଶ୍ୱରରୁ ଘରକୁ ଆଣିବାକୁ ଯାଇଥିବା ସ୍ବାମୀଙ୍କ ଟ୍ରକ୍‌ ଧକ୍କାରେ ଗୁରୁବାର ମୃତ୍ୟୁ ଘଟିଛି। ଏହାକୁ ନେଇ ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ଏପରି...

ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି: ଦ୍ୱିତୀୟ ଦିନରେ କ୍ରିୟାନୁଷ୍ଠାନ କମିଟିର ଧାରଣା

ଭଦ୍ରକ ଅଫିସ,୧୨।୨- ଭଦ୍ରକ ବିଧାୟକ ସଞ୍ଜିବ ମଲିକଙ୍କ ବାସଗୃହ ସମ୍ମୁଖରେ ଶୁକ୍ରବାର ପ୍ରତିକ ଧାରଣା ଦିଆଯାଇଛି। ଏହି ଧାରଣା ଆଗାମୀ ଦିନରେ ଜିଲାର ଅନ୍ୟ ବିଧାୟକଙ୍କ ବାସଗୃହ ସମୁଖରେ ଦିଆଯିବ ବୋଲି କୁହାଯାଇଛି। ଜିଲାବାସୀଙ୍କ ବୃହତ ସ୍ବାର୍ଥକୁ ବିଧାୟକମାନେ ସରକାରଙ୍କ...

ରାଜରାସ୍ତାକୁ ଓହ୍ଲାଇଲେ ଭଦ୍ରକର ଚାଷୀ, ଧାନ ଢ଼ାଳି ଅବରୋଧ କଲେ

ଭଦ୍ରକ ଅଫିସ,୧୨।୨ – ସେବା ସମବାୟ ସମିତିରେ ଧାନ କିଣାରେ ଅନିୟମିତତା ଅଭିଯୋଗ କରି ରାଜରାସ୍ତାକୁ ଓହ୍ଲାଇଛନ୍ତି ଚାଷୀ। ଭଦ୍ରକ – ଆନନ୍ଦପୁର ରାଜ୍ୟ ରାଜପଥ ଗଣିଜାଙ୍ଗ ନିକଟରେ ରାସ୍ତା ଉପରେ ଧାନ ଢାଳି ଶୁକ୍ରବାର ଚାଷୀମାନେ ରାସ୍ତା ଅବରୋଧ...

ନାଡ଼ି କାଟି ଦେବାରୁ ପ୍ରସୂତିଙ୍କ ମୃତ୍ୟୁ

ଯାଜପୁର ଟାଉନ,୧୧ା୨(ଡି.ଏନ.ଏ.): ଯାଜପୁର ଜିଲା ମୁଖ୍ୟଚିକିତ୍ସାଳୟରେ ଅସ୍ତ୍ରୋପଚରାବେଳେ ନାଡ଼ି କଟିଯିବାରୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଛି। ଏଥିସହିତ ଅସ୍ତ୍ରୋପଚାର ଲାଗି ଡାକ୍ତର ୫ ହଜାର ଟଙ୍କା ନେଇଥିଲେ ବୋଲି ଅଭିଯୋଗ ହୋଇଛି। ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ମହାନଦୀରେ ପ୍ରସ୍ତାବିତ ନଦୀ ଭିତ୍ତିକ ବନ୍ଦର

ମହାକାଳପଡ଼ା,୧୨।୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାର ଉପକୂଳ ମହାକାଳପଡ଼ା ବ୍ଲକ ସ୍ଥାନୀୟ ରାମନଗର ଓ ବରକନ୍ଧା ପଞ୍ଚାୟତର ଆଖଡ଼ାଶାଳୀ ନିକଟରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ପ୍ରସ୍ତାବିତ ନଦୀଭିତ୍ତିକ ବନ୍ଦର ନିର୍ମାଣ ହେବ। ହେଲେ ଏହି ଅଞ୍ଚଳର ବହୁ ପାରମ୍ପରିକ...

ବିପଦସଙ୍କୁଳ କୋଠାରେ ପାଠପଢ଼ା

ବେହେରା, ୧୨।୨ (ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ ବ୍ଲକରେ ଥିବା ଅନେକ ବିପଦସଙ୍କୁଳ ଅଙ୍ଗନୱାଡି କେନ୍ଦ୍ରରେ ପାଠପଢ଼ା ଚାଲିଛି। ବ୍ଲକର ବେହେରା ପଞ୍ଚାୟତର ଅଙ୍ଗନୱାଡି କେନ୍ଦ୍ର ୧ (ବାଙ୍କିମୁଣ୍ଡା) କୋଠା କାନ୍ଥଗୁଡିକରେ ବଡବଡ ଫାଟ ସୃଷ୍ଟି ହେବା ସହ ଲୁହାଛଡଗୁଡିକ ବାହାରକୁ...

ଅସୁରକ୍ଷିତ ଭାବେ କାମ କରୁଛନ୍ତି ଶ୍ରମିକ

ମହାକାଳପଡ଼ା,୧୨।୨(ଡି.ଏନ.ଏ.): ଘରକୁ ପାଇପ୍‌ ଯୋଗେ ପାନୀୟଜଳ ପହଞ୍ଚାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନାରେ ବିପୁଳ ଅର୍ଥ ଖର୍ଚ୍ଚ ହେଉଛି। ଅପରପକ୍ଷେ ଅନେକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଦେଖାଦେଉଥିବା ବେଳେ ଲୋକ ପାଣି ମୁନ୍ଦେ...

୫୦ ପରିବାର ମୌଳିକ ସୁବିଧାରୁ ବଞ୍ଚିତ

ରସୁଲପୁର,୧୨।୨(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ଲୋକଙ୍କୁ ବିଭିନ୍ନ ଯୋଜନାରେ ସହାୟତା କରୁଥିବା କହୁଛନ୍ତି। ହେଲେ ବାସ୍ତବ କ୍ଷେତ୍ରରେ ଅନେକ ସ୍ଥାନରେ ଏହି ଯୋଜନା ପହଞ୍ଚି ପାରୁନାହିଁ। ଯଦ୍ଦ୍ବାରା ଲୋକେ ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି। ଯାହାର ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri