ବିକାଶର ଧାରା ଓଡ଼ିଶା ସାରା: ୧୬୩ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିଲେ ବିଧାୟକ
ଭଞ୍ଜନଗର,୨୦ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ଭାଜପା ସରକାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ୧୬୩ ହିତାଧିକାରୀଙ୍କୁ ବିଭିନ୍ନ ଯୋଜନାରେ ଭତ୍ତା ପ୍ରଦାନ କରାଯାଇଥିଲା।…
ଭୋଟର ତାଲିକାରୁ ନାଁ କଟିଯିବା ନେଇ ପ୍ରଶାସନ ପକ୍ଷରୁ ତଦନ୍ତ, ସେଟେଲମେଣ୍ଟ ଅଫିସର କହିଲେ କେହି ବି…
ପୁରୁଷୋତ୍ତମପୁର,୨୦ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭୋଟର ତାଲିକାରୁ କିଛି ଭୋଟରଙ୍କ ନାମ ପୂର୍ବରୁ କଟିଯାଇଥିବାରୁ ବର୍ତ୍ତମାନ ସେମାନେ ସରକାରଙ୍କ ପକ୍ଷରୁ ଚାଲିଥିବା ଏସ୍ଆଇଆର୍ରୁ ବଞ୍ଚିତ ହେଉଥିବା ନେଇ ଅସନ୍ତୋଷ ପ୍ରକାଶ କରିବାରେ ଲାଗିଛନ୍ତି। ଗତ ପୌର ଓ ସାଧାରଣ ନିର୍ବାଚନବେଳେ…
‘ମୟୂରଭଞ୍ଜ ଝିଅ ଆଜି ଦେଶର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ’
ବାରିପଦା,୨୦ା୬: ରାଜ୍ୟ ସରକାରଙ୍କ ଦ୍ବିତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ମୟୂରଭଞ୍ଜରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ସମୟରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଶୁଘର ଗାଁ ପାହାଡ଼ପୁର ଆସିଛନ୍ତି। ଏହି ଅବସରରେ ଆୟୋଜିତ ସଭାରେ ପ୍ରଧାନମନ୍ତ୍ରୀ ତାଙ୍କର ଅଭିଭାଷଣ…
ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଦୁର୍ବ୍ୟବହାର ଘଟଣା: ଆଉ ଜଣେ ଗିରଫ
ମହାକାଳପଡ଼ା, ୨୦।୬( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ତିଖିରି ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ଦୁର୍ବ୍ୟବହାର ଘଟଣାରେ ପୋଲିସକୁ ଆଉ ଏକ ସଫଳତା ମିଳିଛି। ଏହି ମାମଲାରେ ବିଶ୍ୱଜିତ୍ ମହାପାତ୍ର ନାମକ ଜଣେ ଯୁବକଙ୍କୁ…
ପରକୀୟା ପ୍ରୀତି ପାଇଁ ରାଜଧାନୀରେ ଗଡ଼ିଲା ମୁଣ୍ଡ
ଭୁବନେଶ୍ୱର, ୨୦/୬: ରାଜଧାନୀ ଭୁବନେଶ୍ୱରରେ ପରକୀୟା ପ୍ରୀତିକୁ କେନ୍ଦ୍ର କରି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଗାଡ଼କଣ ଶ୍ରୀ ସାଇ ବିହାର ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ କଟୁରୀରେ ଆକ୍ରମଣ କରି ହତ୍ୟା କରାଯାଇଛି। ଘଟଣାକୁ ନେଇ ସମଗ୍ର…
ଆଦିବାସୀଙ୍କ ଧର୍ମପୀଠରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୂଜାର୍ଚ୍ଚନା, ରାଷ୍ଟ୍ରପତିଙ୍କ ସହ ଏକାଠି କଲେ ଦର୍ଶନ
ବାରିପଦା, ୨୦।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଦିବାସୀ ସମାଜର ଆସ୍ଥା ଓ ପରମ୍ପରାର ପ୍ରତୀକ ପାହାଡ଼ପୁରସ୍ଥିତ ଗୋଷାଣୀ ପୀଠରେ ପହଞ୍ଚି ବିଧିବଦ୍ଧ ଭାବେ ପୂଜାର୍ଚ୍ଚନା କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ…
ରାଜ୍ୟସ୍ତରୀୟ କିରୁଗୀ ଓ ଟାଏକୋଣ୍ଡ ପ୍ରତିଯୋଗିତାରେ ସୀମାନ୍ତ ତାରକାଙ୍କ ସଫଳତା
ପାତ୍ରପୁର/ଦିଗପହଣ୍ଡି, ୧୯।୬ (ଉମା ଚରଣ ନେପାକ/ଅଶେଷ ନାଥ ମିଶ୍ର): କଟକସ୍ଥିତ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଅନୁଷ୍ଠିତ ରାଜ୍ୟସ୍ତରୀୟ କିରୁଗୀ ଓ ଟାଏକୋଣ୍ଡ ପ୍ରତିଯୋଗିତାରେ ସୀମାନ୍ତ ତାରକାମାନେ ସଫଳତା ହାସଲ କରିଛନ୍ତି। ଟାଏକୋଣ୍ଡ ଗତ ୧୬ ତାରିଖରୁ ଆରମ୍ଭ ହୋଇ ୧୮…
ପ୍ରଧାନମନ୍ତ୍ରୀଙ୍କୁ ନିଜ ଗାଁ ବୁଲାଇବେ ରାଷ୍ଟ୍ରପତି
ବାରିପଦା,୨୦ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବାବେଳେ ଶନିବାର ପୂର୍ବାହ୍ନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଶୁଘର ଗାଁ ମୟୂରଭଞ୍ଜର ପାହାଡ଼ପୁରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଶାଶୁଘର ଗାଁକୁ ଆସିଥିବାରୁ ରାଷ୍ଟ୍ରପତି ନିଜ ଗାଁ ବୁଲାଇ ଦେଖାଇବେ। ରାଷ୍ଟ୍ରପତି ଆଜି ସେଠାରେ…
ପାହାଡପୁରରେ ପହଞ୍ଚିଲେ ମୋଦି: ଓଡ଼ିଶା ଇତିହାସରେ ପ୍ରଥମଥର ପାଇଁ…
ବାରିପଦା,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି MI-17 ହେଲିକପ୍ଟର ଯୋଗେ ମୟୂରଭଞ୍ଜ ପାହାଡ଼ପୁରରେ ପହଞ୍ଚିଛନ୍ତି। ପୂର୍ବରୁ ପାହାଡ଼ପୁରରେ ପହଞ୍ଚି ସାରିଛନ୍ତି ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ। ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ନେତୃବୃନ୍ଦ ମାନେ ମଧ୍ୟ ଉପସ୍ଥିତ ଅଛନ୍ତି। ଏହା ପରେ ରାଷ୍ଟ୍ରପତି…
ଜନ୍ମଦିନରେ ପିଲାଙ୍କୁ ଚକୋଲେଟ ବାଣ୍ଟିଲେ ରାଷ୍ଟ୍ରପତି: ଘରୁ ବାହାରିବାବେଳେ…
ବାରିପଦା,୨୦।୬: ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ। ଏହି ଅବସରରେ ସେ ନିଜ ଜନ୍ମମାଟି ମୟୁରଭଞ୍ଜରେ ଅଛନ୍ତି। ସକାଳୁ ସକାଳୁ ଘରୁ ବାହାରିବାବେଳେ ପିଲାମାନେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ। ରାଷ୍ଟ୍ରପତି ପିଲାଙ୍କୁ ଚକୋଲେଟ ଦେଲେ। ଏହାପରେ ରାଷ୍ଟ୍ରପତି ମହୁଲଡ଼ିହା…
୫ ବର୍ଷରେ ୫୦୦ରୁ ଅଧିକ ସାପ ଉଦ୍ଧାର କଲେଣି ଲୋକନାଥ, ସ୍ଥାନୀୟ ଅଞ୍ଚଳବାସୀଙ୍କ ପ୍ରଶଂସା
ଅମରପାଲି,୨୦।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତ ଅନ୍ତର୍ଗତ ପୁଲେଶ୍ୱର ଗ୍ରାମର ଲୋକନାଥ ଜଗଦଲା (୩୩) ବର୍ତ୍ତମାନ ଅଞ୍ଚଳରେ ଜଣେ ପରିଚିତ ସାପ ଉଦ୍ଧାରକାରୀ ଭାବେ ପରିଚିତ ହୋଇପାରିଛନ୍ତି। ପ୍ରାୟ ୫ ବର୍ଷ ଧରି ସେ ସ୍ବେଚ୍ଛାସେବୀ ଭାବେ…
ପାଷ୍ଟିକୁଡି ଜମି ଉଚ୍ଛେଦ: ପ୍ରଶାସନ-ସ୍ଥାୟୀ ବାସିନ୍ଦା ମୁହାଁମୁହିଁ, ବିଧାୟକ କହିଲେ…
କେସିଙ୍ଗା,୨୦।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ଦେଇ ଜାତୀୟ ରାଜପଥ-୨୬ ଭବାନୀପାଟଣା ଅଭିମୁଖେ ଯାଇଛି। ଏହି ପାଷ୍ଟିକୁଡ଼ି ଗ୍ରାମର ଚାରିଛକ ଠାରେ ଫ୍ଲାଏ ଓଭର୍ ବ୍ରିଜ ନିର୍ମାଣ ପାଇଁ ୬୮ କୋଟି ଟଙ୍କା ଅନୁଦାନ ମଞ୍ଜୁର…

