ଆମ ଜିଲା ଖବର

ଭିତ୍ତିଭୂମି ଅଭାବ, ମିଳୁନି ଚିକିତ୍ସା ସୁବିଧା

ରାଉରକେଲା,୭।୮(ବିପ୍ଳବ ରଞ୍ଜନ ଦାଶ): ରାଉରକେଲାରେ କାର୍ଯ୍ୟରତ ରେଳ କର୍ମଚାରୀ ଓ ସେମାନଙ୍କ ପରିବାର ଲୋକଙ୍କ ରେଲେଔ କଲୋନୀରେ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ କରାଯାଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ରେଲଓ୍ବେ କଲୋନୀର ସାନିଟାଇଜେଶନ ସହିତ ରେଳ କର୍ମଚାରୀଙ୍କ ସ୍ବାସ୍ଥ୍ୟସେବା ନିର୍ଭର କରୁଛି। କଲୋନୀରେ ରେଳ…

ଜାତୀୟସ୍ତରର ବାନ୍ଧଶିଳ୍ପୀ ପ୍ରହଲ୍ଲାଦ ମେହେର

ସୋନପୁର,୭।୮(ମୃତ୍ୟୁଞ୍ଜୟ ଶତପଥୀ) : ଦେଶ ବିଦେଶରେ ହସ୍ତତନ୍ତ କ୍ଷେତ୍ରରେ ସୁବର୍ଣ୍ଣପୁର ଜିଲାର ପ୍ରସିଦ୍ଧି ରହିଛି। ପ୍ରହଲ୍ଲାଦ ମେହେର(୬୨) ଏହି ଜିଲାର ଜଣେ ପ୍ରସିଦ୍ଧ ବାନ୍ଧଶିଳ୍ପୀ। ସୁବର୍ଣ୍ଣପୁର ସହର ଷ୍ଟେଟ୍‌ବ୍ୟାଙ୍କ୍‌ ରୋଡ୍‌ରେ ତାଙ୍କ ଘର। କୌଳିକ ବୃତ୍ତି ଭାବେ ଛୋଟବେଳୁ ବାନ୍ଧକଳାକୁ ସେ…

ଆଜି ଜାତୀୟ ହସ୍ତତନ୍ତ ଦିବସ: ଶାଢ଼ିରେ ବ୍ୟବହାର ହେଉଛି ପ୍ରାକୃତିକ ରଙ୍ଗ

ସୋନପୁର,୭।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ପ୍ରାୟ ୨୦ ପ୍ରତିଶତ ଲୋକ ବୁଣାବୁଣି ଉପରେ ନିର୍ଭର କରି ପରିବାର ପ୍ରତିପୋଷଣ କରନ୍ତି। ହାତବୁଣା ଲୁଗାର ଚାହିଦାକୁ ଦେଖି ସୁବର୍ଣ୍ଣପୁର ଜିଲାର ବୁଣାକାରମାନେ ଉନ୍ନତ ଡିଜାଇନ୍‌ର ପାଟଶାଢ଼ି ବୁଣୁଛନ୍ତି। ଏଠାକାର ବୁଣାକାରଙ୍କ ଦ୍ୱାରା ପ୍ରସ୍ତୁତ…

ଲିଜ୍‌ଧାରୀଙ୍କଠାରୁ ଜରିମାନା ଆଦାୟ ନିର୍ଦ୍ଦେଶ

ଯାଜପୁର,୭ା୮(ହର୍ଷବର୍ଦ୍ଧନ ବେହେରା): ନଦୀପଠାରୁ ବାଲି ଉତ୍ତୋଳନରେ ମେଶିନ ବ୍ୟବହାର ହୋଇ ପାରିବ ନାହିଁ। କୌଣସି ମେଶିନ ବ୍ୟବହାର ହେଉଥିଲେ ତାହାକୁ ଜବତ କର। ଏଥିପାଇଁ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିଅ ବୋଲି ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି) ପକ୍ଷରୁ ବାରମ୍ବାର ନିର୍ଦ୍ଦେଶ ହେଉଛି। ହେଲେ…

ତରଣ୍ଡା ଜଙ୍ଗଲ ଶ୍ରୀହୀନ

ବଇଣ୍ଡା,୭।୮(ପରିକ୍ଷିତ ସାହୁ) : ଶ୍ରୀହୀନ ହେବାରେ ଲାଗିଛି ଅନୁଗୋଳ ଜିଲା ଧଣ୍ଡାତୋପା ରେଞ୍ଜ ଅଧୀନ ତରଣ୍ଡା ଜଙ୍ଗଲ। ଜଙ୍ଗଲରେ ଚୋରା କାଠ ମାଫିଆ ମାତିଛନ୍ତି। ଅବାଧ ଭାବେ ଗଛ କଟାଯାଉଛି। ଏହାକୁ ନେଇ ଅଞ୍ଚଳରେ ଅସନ୍ତୋଷ ଦେଖାଯାଇଛି। ଏହାର ସୁରକ୍ଷା ଦିଗରେ…

ଏକୁଲ ବିକାଶରେ ‘ପିଛୁଳି’ ବେଡ଼ି

କାମାକ୍ଷାନଗର,୭।୮(ସୁଧୀର ପରିଡ଼ା): ସରକାରୀସ୍ତରରେ ନିରନ୍ତର ଉଦ୍ୟମ ସତ୍ତ୍ୱେ ଏବେ ବି ମୁଖ୍ୟସ୍ରୋତ ସହ ଯୋଡ଼ି ହୋଇପାରିନାହିଁ ଢେଙ୍କାନାଳ ଜିଲାର କଙ୍କଡ଼ାହାଡ଼ ବ୍ଲକ କାନ୍ତୁଲ ପଞ୍ଚାୟତର ଏକୁଲ। ପ୍ରବାହିତ ବଣୁଆ ନାଳ ‘ପିଛୁଳି’ ପାଇଁ ବର୍ଷା ଦିନେ ଅକଥନୀୟ କଷ୍ଟ ଭୋଗୁଛନ୍ତି ଅଞ୍ଚଳବାସୀ।…

ଲାଞ୍ଚଦେଲେ ସମ୍ପୂର୍ଣ୍ଣ ହେବ ଅଧାପନ୍ତରିଆ ଆବାସ ଗୃହ

ମୋହନା,୭ା୮(ମନ୍ମଥ ମିଶ୍ର): ସରକାର ଗରିବ ଅସହାୟମାନଙ୍କ ପାଇଁ ପକ୍କାଘର ନିର୍ମାଣ ଲାଗି ଅର୍ଥ ପ୍ରଦାନ କରୁଛନ୍ତି। ହେଲେ କିଛି ଦୁର୍ନୀତିଗ୍ରସ୍ତ ଅଧିକାରୀମାନଙ୍କ ପାଇଁ ଗରିବ ଲୋକେ ଯୋଜନାର ସୁଫଳ ନପାଇ ଅଧାପନ୍ତରିଆ ଅବସ୍ଥାରେ ସରକାରୀ ଅର୍ଥକୁ ଚାହିଁ ବସିଛନ୍ତି। କାରଣ ୫…

ବାର୍ଦ୍ଧକ୍ୟରେ ଖଲି ଚଉତି ବିକି ଚଳୁଛନ୍ତି ବୃଦ୍ଧା

କେନ୍ଦୁଝର,୭ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପୁଅ, ବୋହୂ ଓ ନାତି-ନାତୁଣୀ ସମସ୍ତେ ଅଛନ୍ତି। କିନ୍ତୁ କେହି ପଚାରୁନାହାନ୍ତି। ପୁଅ ବାହାରେ ରହି କାମ କରୁଥିବା ବେଳେ ବୋହୂ ପିଲାଙ୍କୁ ଧରି ନିଜ ବାପଘରେ ରହୁଛନ୍ତି। ପରିବାରର ସମସ୍ତେ ଥାଇ ମଧ୍ୟ ଏକୁଟିଆ ଜୀବନ…

ବନ୍ୟାଜଳ କମୁଛି, ଦୁର୍ଦ୍ଦଶା ବଢୁଛି

ଖୋର୍ଦ୍ଧା,୭ା୮(ପ୍ରଭାତ ପାଣିଗ୍ରାହୀ): ମହାନଦୀ ଫୁଲୁଛି। ଏହାର ପ୍ରଭାବରେ ଖୋର୍ଦ୍ଧା ବ୍ଲକ ଓରବସିଂ ପଞ୍ଚାୟତର ହିରିମୂଳ ଗ୍ରାମ ପାଣିଘେରରେ ରହି ବାହ୍ୟଜଗତରୁ ବିଛିନ୍ନ ହୋଇପଡ଼ିଛି। ଡିହଖଳା, ଦୁର୍ଗାପୁର, ମାନପୁର ଓ ଧବଳପୁର ଗ୍ରାମ ପାଣିଘେରରେ ରହିଥିଲା। ଏବେ ଏହି ଗାଁଗୁଡିକରୁ ବନ୍ୟାଜଳ ଧୀାର…

ମହାନଦୀରେ ବନ୍ୟାଜଳ : ଚାଷୀଙ୍କ ପାଇଁ କାଳ

ବାଙ୍କୀ,୭ା୮(ଜ୍ଞାନେନ୍ଦ୍ର ମୋହନ ମିଶ୍ର): ସାମାନ୍ୟ ବର୍ଷାରେ ବାଙ୍କୀ ବ୍ଲକର ଅବସ୍ଥା ବେହାଲ୍‌ ହୋଇଯାଉଛି। ଏହାର ଉପରମୁଣ୍ଡର ପାଣି ମୁଣ୍ଡଳୀ ବ୍ୟାରେଜ ଦ୍ୱାରା ନିୟନ୍ତ୍ରଣ ହେଉଥିବା ବେଳେ ଅତ୍ୟଧିକ ବର୍ଷା ହେଲେ ବନ୍ୟା ଜଳ ଛଡ଼ା ଯିବା ଯୋଗୁ ଚାଷ ଜମିରେ ବନ୍ୟାଜଳ…

ପାଣି ଘେରରେ ପାଚଲପୁର

ପିପିଲି,୭।୮(ପ୍ରଭାତ ମହାପାତ୍ର): ଦୟାନଦୀରେ ପ୍ରଥମ ବନ୍ୟାଜଳ ପ୍ରବାହିତ ହେବା ପରେ ପିପିଲି ବ୍ଲକ ପୋପରଙ୍ଗା ପଞ୍ଚାୟତର ପାଚଲପୁର ଗଁା ଏବେ ସମ୍ପୂର୍ଣ୍ଣ ଜଳବନ୍ଦୀ ଅବସ୍ଥାରେ ରହିଛି। ଫଳରେ ତାହା ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ଦୁଇ ଦିନ ହେବ ପ୍ରଶାସନ ଏଥିପାଇଁ…

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ

କଟକ,୭ା୮: ସୋମବାର ପ୍ରକାଶ ପାଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ। ଫର୍ମପୂରଣ କରିଥିବା ୧୩୧୦ ପିଲାଙ୍କ ମଧ୍ୟରୁ ୪୩୩ ଜଣ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ରାଜ୍ୟ ମୁକ୍ତ ବିଦ୍ୟାଳୟର ୮୧୯୫ ଛାତ୍ରୀଛାତ୍ର ମଧ୍ୟରୁ ୬୬୭୮ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ପରୀକ୍ଷା ରେଜଲ୍ଟ ବୋର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?