ଆମ ଜିଲା ଖବର

ଜଗା ଦର୍ଶନ କରି ଫେରୁଥିବା ବେଳେ ଓଲଟିଲା କାର୍‌

ପଟାଙ୍ଗି,୭ା୮(ଶରତ ଧଳ): ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କରି ଘରକୁ ଫେରୁଥିବା ସମୟରେ ବାଟରେ ଘଟିଛି ଏକ ଅଘଟଣ। ମାତ୍ର ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ କାହାରି କିଛି କ୍ଷତି ହୋଇ ନ ଥିବା ଜଣାପଡ଼ିଛି। ଏହି ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା…

ସାଳନ୍ଦୀ ନଦୀରେ ଭାସିଗଲେ ଦୁଇ କାଉଡ଼ିଆ

ଖଇରା,୭ା୮(ଉତ୍କଳବନ୍ଧୁ ପଣ୍ଡା): ଅଣିଜସ୍ଥିତ ସିନ୍ଧୁକେଶ୍ବର ଶିବ ମନ୍ଦିରରେ ପାଣି ଢାଳିବାକୁ ସାଳନ୍ଦୀରେ ଗାଧୋଇବାକୁ ଯାଇ ସୋମବାର ୨ କାଉଡ଼ିଆ ନିଖୋଜ ହୋଇ ଯାଇଛନ୍ତି। ନିଖୋଜ ଦ୍ବୟ ହେଲେ ଖଇରା ବ୍ଲକ ସାନଜୟୀପୁର ଗ୍ରାମର ରାଜେନ୍ଦ୍ର ସାହୁ (୨୨) ଓ କାଠିଆ ମହାକୁଡ଼(୨୧)।…

ନଦୀବନ୍ଧରେ ଗର୍ତ୍ତ, ବିପଦ ଆଶଙ୍କା

ନିଶ୍ଚିନ୍ତକୋଇଲି,୭।୮(ଅଶୋକ କୁମାର ମହାପାତ୍ର): ନଦୀ ବନ୍ଧର ସୁରକ୍ଷା,ପଥର ପ୍ୟାକିଂ ଓ ଉନ୍ନତିକରଣ ପାଇଁ ସରକାର ଜଳ ସମ୍ପଦ ବିଭାଗ ଜରିଆରେ କୋଟି କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଇଆସୁଥିବା ବେଳେ ବିଭାଗୀୟ ଦାୟିତ୍ୱ ହୀନତା ଓ ଅବହେଳା କାରଣରୁ ନିର୍ମାଣର ମାତ୍ର…

ଓଡ଼ଗାଁ ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଭୂତକୋଠି

ଓଡ଼ଗାଁ,୭ା୮(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓଡ଼ଗାଁ ଏନଏସି ଅଧୀନ ଜାରିଙ୍ଗି ମୌଜାରେ ରହିଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଭୁତକୋଠିରେ ପରିଣତ ହୋଇଛି। ପାଖରୁ ଦେଖିଲେ ଏହା ଏକ ଗ୍ରାମ୍ୟ ଜଙ୍ଗଲ ଭିତରେ ରହିଥିବା ଭ୍ରମ ସୃଷ୍ଟି…

ଅପମିଶ୍ରିତ ଖାଦ୍ୟ ବିକ୍ରି ଉପରେ କଟକଣା ନାହିଁ

ନୟାଗଡ଼,୭ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ବିଭିନ୍ନ ହୋଟେଲ, ଢ଼ାବା, ରେଷ୍ଟୁରାଣ୍ଟ ଓ ଜଳଖିଆ ଦୋକାନରେ ସୁଆଦିଆ ଖାଦ୍ୟ ନଁାରେ ବାସି, ଅପମିଶ୍ରିତ ଓ ନିମ୍ନମାନର ଖାଦ୍ୟ ବିକ୍ରି ହେଉଥିବା ଅଭିଯୋଗ ହୋଇଆସୁଛି। ଗ୍ରାହକ ଆହାର ବଦଳରେ ଜହର ଖାଇ ରୋଗ କିଣିଛନ୍ତି।…

ଜିଲା ମତ୍ସ୍ୟ ଅଧିକାରୀଙ୍କ ଜାଲ୍‌ ଦସ୍ତଖତ କରି ୧୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରିଥିଲେ କିରାଣି, ବାନ୍ଧିଲା ପୋଲିସ

ଦେବଗଡ଼,୭ା୮(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ମତ୍ସ୍ୟ ବିଭାଗରେ କାର୍ଯ୍ୟରତ ଜଣେ ବରିଷ୍ଠ କିରାଣି ଜିଲା ମତ୍ସ୍ୟ ଅଧିକାରୀଙ୍କ ଦସ୍ତଖତ ଜାଲିଆତି କରି ମୋଟ୍‌ ୧୩ ଲକ୍ଷ ୨୦ ହଜାର ୬୪୯ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗରେ ସମ୍ପୃକ୍ତ ବିଭାଗର…

କେନାଲ ବନ୍ଧରେ ୨୦ ଫୁଟର ଘାଇ

ବାଳକାଟୀ,୭।୮(ମନୋଜ ମଣ୍ଡଳ): ଭୁବନପୁର ଜଳସମ୍ପଦ କାର୍ଯ୍ୟାଳୟ ଅଧୀନ ବାଳକାଟୀସ୍ଥିତ ସାଇଫୋନ ନିକଟରେ କେନାଲ ବନ୍ଧ ଭାଙ୍ଗି ପ୍ରାୟ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି। ଶନିବାର ବିଳମ୍ବିତ ରାତିରେ ଅଚାନକ ବନ୍ଧ ଭାଙ୍ଗିବା ଫଳରେ ସ୍ଥାନୀୟ ନର୍ସରୀ ଆଉ କଲେଜ ପଡ଼ିଆ…

ଜନଜାତି ଛାତ୍ରୀଛାତ୍ରଙ୍କଠାରୁ ନାମ ଲେଖା ଫି’ ଆଦାୟ

ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ସଭିଏଁ ପଢ଼ିବେ ସଭିଏଁ ବଢ଼ିବେ ସର୍ବଶିକ୍ଷା ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଶିକ୍ଷାର ସୁଦୂର ପ୍ରଚାର ପ୍ରସାର କ୍ଷେତ୍ରରେ ବିପୁଳ ଅର୍ଥ ବ୍ୟୟ କରୁଛନ୍ତି। ଯେପରି ଗ୍ରାମାଞ୍ଚଳ ହେଉ କି ସହରାଞ୍ଚଳର…

୨୨ କୋଟିର ରାସ୍ତାରୁ ପିଚୁ ଉଠିଗଲା

କେନ୍ଦ୍ରାପଡ଼ା,୭ା୮(ଜଗନ୍ନାଥ ଧଳ): ସରକାର ରାସ୍ତାର ଉନ୍ନତି ପାଇଁ କୋଟି କୋଟି ଟଙ୍କା ଆର୍ଥତ୍କ ଅନୁଦାନ ଯୋଗାଇ ଦେଉଛନ୍ତି। ହେଲେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଠିକାଦାର ପ୍ରୀତି ଯୋଗୁ ବିକାଶରେ ବାଧକ ସାଜିଛି। ଫଳରେ ନିମ୍ନମାନର ରାସ୍ତା ନିର୍ମାଣ କାମ ଯୋଗୁ ଯୋଜନାର ସୁଫଳ…

ବନ୍ୟାରେ ଜିଲା କୃଷି ଅର୍ଥନୀତି ବିପନ୍ନ

କେନ୍ଦ୍ରାପଡ଼ା,୭ା୮(ଜଗନ୍ନାଥ ଧଳ): ଚଳିତ ବନ୍ୟା କେନ୍ଦ୍ରାପଡ଼ା ଜିଲାର କୃଷି ଅର୍ଥନୀତିକୁ ବିପନ୍ନ କରିଛି। ଜିଲାର ୫ ବ୍ଲକ ଅଞ୍ଚଳର ୪୭ ପଞ୍ଚାୟତରେ ବନ୍ୟା ଜଳ ଜମି ରହି ଖରିଫ ଚାଷ ସହ ପନିପରିବା ଫସଲକୁ ଉଜାଡ଼ି ଦେଇଛି। ଏବେ ସୁଦ୍ଧା ବନ୍ୟା…

ପାଣିରେ ବୁଡ଼ିଲା ୬୪ କୋଟି ଟଙ୍କାର ପ୍ରକଳ୍ପ

ଯାଜପୁର,୭ା୮(ହର୍ଷବର୍ଦ୍ଧନ ବେହେରା): ପୌରାଣିକ କିମ୍ବଦନ୍ତୀ ବହନ କରୁଥିବା ବ୍ୟାସସରୋବରର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ପ୍ରାୟ ଦେଢ ବର୍ଷ ହେବ ଆରମ୍ଭ ହୋଇଛି। ଏହି କାର୍ଯ୍ୟ ପାଇଁ ଜିଲା ଖଣିଜ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରୁ ୬୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏନ୍‌ବିସିସି(ନ୍ୟାଶନାଲ…

‘ଜିଲାର ସମସ୍ତ କଲେଜ ୫-ଟିରେ ସାମିଲ’

ବଲାଙ୍ଗୀର,୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲାର ସମସ୍ତ ଯୁକ୍ତ ୨ ଓ ଯୁକ୍ତ ୩ କଲେଜକୁ ୫-ଟି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାମିଲ କରିଛନ୍ତି। ରବିବାର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପଡିଆରେ ଆୟୋଜିତ ଛାତ୍ରୀଛାତ୍ର ସମାବେଶରେ ଯୋଗଦେଇ ୫-ଟି ସଚିବ ଭି.କେ.ପାଣ୍ଡିୟାନ ଏହି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?