ଆମ ଜିଲା ଖବର

ମା’ ଆଖି ସାମ୍ନାରେ ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

ପଟାଙ୍ଗି,୨୨ା୯(ଶରତ ଧଳ): ମା’ ସହ ଚାଷଜମିକୁ ଯାଉଥିବା ସମୟରେ ଗୋଡ଼ ଖସି ଏକ ଗାତରେ ପଡ଼ି ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ବେଳେ ଝିଅକୁ ହରାଇ ପରିବାରବର୍ଗ ଭାଙ୍ଗି ପଡିଥିବା ଦୃଶ୍ୟ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ଏହିପରି ଅଭାବନୀୟ ଘଟଣା…

ପୁଣି ଜିଲା ବିଜେଡି ମଙ୍ଗ ସମ୍ଭାଳି ପାରନ୍ତି ରୋହିତ

ସମ୍ବଲପୁର,୨୨ା୯ (ଶୁଭାଶିଷ ପାଢୀ): ସମ୍ବଲପୁର ଜିଲା ବିଜେଡି ସଙ୍ଗଠନରେ ପରିବର୍ତ୍ତନ ହେବା ନେଇ ପ୍ରାୟ ୫ ମାସ ହେବ ଆଲୋଚନା ହେଉଛି। ଏପରିକି ଜିଲା ଓ ରାଜ୍ୟସ୍ତରର ନେତାଙ୍କ ମଧ୍ୟରେ ବାରମ୍ବାର ବୈଠକ ହେଉଛି। ହେଲେ ନିଷ୍କର୍ସ ବାହାରି ପାରୁ ନ…

ପାଣି ପାଇଁ ଡହଳବିକଳ ଗ୍ରାମବାସୀ

ବିଶ୍ରା,୨୨ା୯( ବଟକୃଷ୍ଣ ସ୍ବାଇଁ): ସୁନ୍ଦରଗଡ଼ ଜିଲା ସୀମାନ୍ତ ବିଶ୍ରା ବ୍ଲକ ଦରେଇକେଲା ପଞ୍ଚାୟତ ଯୋଡ଼ବନ୍ଧ କଚାଟୋଲି ଗ୍ରାମବାସୀ ପାଣି ପାଇଁ ଡହଳ ବିକଳ ହେଉଛନ୍ତି। ଏକ ବର୍ଷଧରି ସୋଲାର ପ୍ୟାନେଲ ଅଚଳ ହୋଇପଡିବା ସହ ନଳକୂପ ମରାମତି ଅଭାବରୁ ସେଗୁଡିକରୁ ଅନେକ…

ସଚେତନତା ଅଭାବରୁ ସରକାରୀ ଯୋଜନାର ଲାଭ ପାଉନାହାନ୍ତି ଚାଷୀ

ରାୟଗଡ଼ା,୨୨।୯(ଭାଗ୍ୟଶ୍ରୀ ମିଶ୍ର): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କୁ କାଳିଆ ଯୋଜନା ସହାୟତା ଦେଇ ଭେଟି ଦେଇଛନ୍ତି। ଓଡ଼ିଶା ଦିବସରେ ଗୋଟିଏ କିସ୍ତି ଦିଆଯାଇଥିବାବେଳେ ବୁଧବାର ଏହାର ଦ୍ୱିତୀୟ କିସ୍ତି ଡିବିଟି ମାଧ୍ୟମରେ ପ୍ରତ୍ୟେକ ଚାଷୀଙ୍କୁ…

ରାୟଗଡ଼ାରେ ବଢ଼ୁଛି ଲୁଟ୍‌, ଚୋରି: ପୋଲିସ ନିଷ୍କ୍ରିୟ

ରାୟଗଡ଼ା,୨୨ା୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଲୁଟେରାମାନେ ସୁଯୋଗ ଉଣ୍ଡି ବସିଛନ୍ତି। ବ୍ୟାଙ୍କରୁ କିଏ ଟଙ୍କା ଉଠାଇ ନେବା ବେଳେ ତାଙ୍କୁ ପିଛା କରିବା ସହ ନିଛାଟିଆ ସ୍ଥାନ ଦେଖି ଟଙ୍କା…

ସଙ୍କଟରେ ବିରଳ ବହୁରୂପୀ ଏଣ୍ଡୁଅ

କାମାକ୍ଷାନଗର,୨୨।୯(ଅମଜାଦ୍‌ ଖାନ): ପୂର୍ବ ଆଫ୍ରିକାର ମାଡାଗାସ୍କର ଘଞ୍ଚ ଜଙ୍ଗଲରେ ବହୁଳ ଭାବେ ଦେଖାଯାଉଥିବା ବିରଳ ପାନ୍ଥର କ୍ୟାମେଲିଅନ (ବହୁରୂପୀ ଏଣ୍ଡୁଅ) ବର୍ତ୍ତମାନ ଢେଙ୍କାନାଳ ଜିଲା କାମାକ୍ଷାନଗର ବିଜା ଜଙ୍ଗଲରେ ଦେଖିବାକୁ ମିଳିଛି। ଭାରତରେ ଏହାକୁ କ୍ୟାମେଲିଅନ ଲିଜାର୍ଡ ଏବଂ ହିନ୍ଦୀରେ ବହୁରୂପୀ…

୪୮ବର୍ଷର ସ୍ମୃତି ବଖାଣୁଛି ବନ୍ୟା ଆଶ୍ରୟସ୍ଥଳୀ

ବାରିପଦା,୨୨ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବୁଢ଼ାବଳଙ୍ଗ ନଦୀର ବନ୍ୟା ଦାଉରୁ ରକ୍ଷା ପାଇବା ପାଇଁ ମାଟିରେ ନିର୍ମାଣ ହୋଇଛି ବନ୍ୟା ଆଶ୍ରୟସ୍ଥଳୀ। ମଣିଷଠାରୁ ଆରମ୍ଭ କରି ଗୃହପାଳିତ ପଶୁପକ୍ଷୀ ଏଠାରେ ଆଶ୍ରୟ ନେଇଥାନ୍ତି। କାଳକ୍ରମେ ଏହି ଆଶ୍ରୟସ୍ଥଳୀ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡ଼ି…

ଲାଗିଲା ରେଡ୍‌ ଲାଇଟ୍‌ ସିଗ୍‌ନାଲ

ଢେଙ୍କାନାଳ,୨୨ା୯(ରତନ ନାୟାର):ଢେଙ୍କାନାଳ ଜିଲାର ବିଭିନ୍ନ ରାସ୍ତା ପାର୍‌ ହୋଇ ହାତୀ ଗୋଟିଏ ଜଙ୍ଗଲରୁ ଅନ୍ୟ ଜଙ୍ଗଲକୁ ଯାଉଛନ୍ତି। ଏପରି କି ୫୫ନଂ. ଜାତୀୟ ରାଜପଥ ଉପରେ ମଧ୍ୟ ଅନେକ ସମୟରେ ହାତୀ ଠିଆ ହୋଇ ରହୁଥିବାରୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହେବା…

ନନ୍ଦନକାନନକୁ ଆସିଲେ ୪ ଓଟପକ୍ଷୀ

ବାରଙ୍ଗ,୨୨।୯(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଗୁରୁବାର ଅପରାହ୍ନରେ ହାଇଦ୍ରାବାଦରୁ ଗୋଟିଏ ଅଣ୍ଡିରା ଓ ୩ଟି ମାଈ ଓଟପକ୍ଷୀ ଅଣାଯାଇଛି। ଫଳରେ ଏହି ପ୍ରଜାତିର ଓଟପକ୍ଷୀ ସଂଖ୍ୟା ନନ୍ଦନକାନନରେ ବୃଦ୍ଧି ପାଇଛି। ବେଗମ୍‌ପେଟସ୍ଥିତ ଏକ ସଂସ୍ଥାରୁ ଉପହାର ସ୍ବରୂପ ଏହି ନୂଆ…

ଗଡ଼ଗଡ଼ିଆଘାଟ ପାହାଚ ଭୁଶୁଡ଼ି ବିରାଟ ଗର୍ତ୍ତ

କଟକ,୨୨ା୯(ସୁପ୍ରିୟା ପ୍ରିୟଦର୍ଶିନୀ): ମହାନଦୀ କୂଳରେ ଗଡ଼ଗଡ଼ିଆ ଘାଟରେ ନିର୍ମାଣ ହୋଇଥିବା କେତେକ ପାହାଚ ଧସିଯାଇଥିବା ଦେଖିବାକୁ ମିଳିଛି। ମାଟି ଧସିବା ଯୋଗୁ ସିମେଣ୍ଟ ନିର୍ମିତ ପାହାଚ ଭୁଶୁଡ଼ି ସେଠାରେ ଏକ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ନିମ୍ନମାନର କାମ ନଚେତ ବର୍ଷା…

କାର୍ଯ୍ୟକ୍ଷମ ହୋଇପାରିନି ଅର୍ବାନ ହାଟ

କଟକ,୨୨ା୯(ସୁପ୍ରିୟା ପ୍ରିୟଦର୍ଶିନୀ): ଏପ୍ରିଲ ପୂରି ସେପ୍ଟେମ୍ବର ସରିବାକୁ ବସିଲାଣି। ହେଲେ କାର୍ଯ୍ୟକ୍ଷମ ହୋଇପାରିଲା ନାହିଁ ଛତ୍ରବଜାର ଅର୍ବାନ ହାଟ। ଏପରିକି ଚଳିତ ମାସ ୧୬ ତାରିଖରେ ଏହାକୁ ଉଦ୍‌ଘାଟନ କରାଯାଇଥିଲା। ଲୋକାର୍ପଣ ହେବାର ୫ ଦିନ ପରେ ବି ଅର୍ବାନ ହାଟ…

ଖାଦ୍ୟ, ପିଇବା ପାଣି ପାଇଁ ଡହଳବିକଳ

ଖୋର୍ଦ୍ଧା,୨୨ା୯(ପ୍ରଭାତ ପାଣିଗ୍ରାହୀ): ହୀରାକୁଦର ୨୪ଟି ଗେଟ୍‌ ଖୋଲିବା ପରେ ମହାନଦୀ ଫୁଲୁଛି। ଏହାର ଶାଖା ନଦୀ ରାଜୁଆର ପଛୁଆଜଳ ଖୋର୍ଦ୍ଧା ବ୍ଲକ ଓରବରସିଂ ପଞ୍ଚାୟତରେ ପ୍ରବେଶ କରିବାରୁ ୧୦ଟି ଗ୍ରାମର ଚାଷଜମି ଜଳମଗ୍ନ ହୋଇଛି। ହିରିମୂଳ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?