ଆମ ଜିଲା ଖବର

ନନ୍ଦିନୀଙ୍କ ପାଇଁ ଓଡ଼ିଶା ଗର୍ବିତ

ଢେଙ୍କାନାଳ, ୫ା୮(ରତନ ନାୟାର): ନନ୍ଦିନୀ ଶତପଥୀ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରିଣୀ। ତାଙ୍କ ପାଇଁ ଓଡ଼ିଶା ଗର୍ବିତ। ପୂର୍ବତନ ମୁଖ୍ୟମନ୍ତ୍ରୀ, ମହାନ ଜନନାୟିକା ତଥା ସୁସାହିତି୍ୟକା ନନ୍ଦିନୀ ଦେବୀଙ୍କ ସପ୍ତଦଶ ପୁଣ୍ୟତିଥିରେ ଏଭଳି ମତପ୍ରକାଶ ପାଇଛି। ଢେଙ୍କାନାଳର ସାମାଜିକ ସଙ୍ଗଠନ ଉଫୁନା,…

ଟ୍ରେନ୍‌ରେ କଟିଗଲା ୨ ଗୋଡ଼

ଅନୁଗୋଳ, ୫ା୮ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା କୁମଣ୍ଡ ଚଣ୍ଡୀ ବଜାର ଛକ ନିକଟ ରେଳ ଧାରଣାରେ ଜଣେ ମହିଳା ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିବା ବେଳେ ତାଙ୍କ ୨ ଗୋଡ଼ କଟିଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ରେଲଓ୍ବେ…

ଯାତ୍ରୀବାହୀ ବସ୍‌ ସମୟକୁ ନେଇ ବିବାଦ

ଆନନ୍ଦପୁର,୫। ୮(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଆନନ୍ଦପୁରଠାରେ ଯାତ୍ରୀବାହୀ ବସ୍‌ ସମୟକୁ ନେଇ ସୃଷ୍ଟି ହୋଇଥିବା ବିବାଦୀୟ ପରିସ୍ଥିତି ସମାଧାନ ପାଇଁ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ ଶୁକ୍ରବାର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ ଅନୀଲ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ…

ସୁବର୍ଣ୍ଣରେଖାରେ ପ୍ରଥମ ବନ୍ୟାଜଳ

ବାଲିଆପାଳ, ୫।୮(ଗୋପାଳ ଚନ୍ଦ୍ର ସାହୁ): ରାଜ୍ୟରେ ସବୁ ନଦୀରେ ବନ୍ୟା ବିତ୍ପାତ ଆରମ୍ଭ ହୋଇଥିବା ବେଳେ ସୁବର୍ଣ୍ଣରେଖା ନଦୀରେ ଜଳପତ୍ତନ ସ୍ଥିର ରହିଥିଲା। ଶୁକ୍ରବାର ପୂର୍ବାହ୍ନରୁ କ୍ରମଶଃ ନଦୀର ଜଳପତ୍ତନ ବଢ଼ିବାରେ ଲାଗିଛି। ସନ୍ଧ୍ୟା ସୁଦ୍ଧା ସୁବର୍ଣ୍ଣରେଖା ନଦୀରେ ପ୍ରଥମ ବନ୍ୟାଜଳ…

ବଢୁଛି ଗମେଇ ନଦୀ ଜଳସ୍ତର

ବାସୁଦେବପୁର, ୫ା୮(ନାରାୟଣ ପ୍ରସାଦ ବାରିକ୍‌): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବାସୁଦେବପୁର ବ୍ଲକର ଗମେଈ, କାଂଶବାଂଶ, କଞ୍ଚୁଡ଼ି, ନୂଆନଦୀ ସମେତ ମନ୍ତେଇ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। କାଂଶବାଂଶ ନଦୀରେ ବନ୍ୟା ଆସିବା ଫଳରେ ବାସୁଦେବପୁର ବ୍ଲକର ଜଗନ୍ନାଥପୁର,…

୭ ନଦୀର ବନ୍ୟାଜଳ ଗାଁରେ ପଶିଲା

କେନ୍ଦ୍ରାପଡ଼ା, ୫ା୮(ଜଗନ୍ନାଥ ଧଳ): ବ୍ରାହ୍ମଣୀ, ବୈତରଣୀ ଓ ମହାନଦୀ ସିଷ୍ଟମରେ ଥିବା କେନ୍ଦ୍ରାପଡ଼ା ଜିଲାର ୭ ନଦୀରେ ପ୍ରଥମ ବନ୍ୟାଜଳ ପ୍ରବାହିତ ହୋଇଛି। ରିପୋର୍ଟ ଲେଖା ପର୍ଯ୍ୟନ୍ତ ଲୁଣା, କରାଣ୍ଡିଆର ଦ୍ୱୀପାଞ୍ଚଳରେ ଥିବା ୧୩ ଗ୍ରାମ ପାଣି ଘେରରେ ରହିଛି। ତେବେ…

ବନ୍ୟା ବେଳେ ଦୁର୍ବଳ ହେଉଛି ନଦୀବନ୍ଧ କାମ

ମହାକାଳପଡ଼ା,୫ା୮ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ହେଉଥିବା ମହାନଦୀ, ଲୁଣା ଓ ପାଇକା ନଦୀରେ ଜଳସ୍ଥର ଶୁକ୍ରବାର ସା ସୁଦ୍ଧା ବୃଦ୍ଧି ପାଇବାରେ ଲାଗିଛି। ବନ୍ୟା ଜଳ ଘେରରେ ବ୍ଲକର ତିଖିରି, ଅମେଇପାଳ, ଖୁରୁସିଆ,…

ଉଜୁଡ଼ିଯାଉଛି ମନ୍ମଦ ଉଦ୍ୟାନ: ବିପଦରେ ଭ୍ୟୁ ଟାୱାର

ପାରାଦୀପ,୫।୮(ଶରତ ରାଉତ): ମହାନଦୀରେ ଏବେ ମଧ୍ୟମ ଧରଣର ବନ୍ୟା ସୃଷ୍ଟି ହୋଇଛି। ଏହି ବନ୍ୟା ଜଳ ପାରାଦୀପର ନେହେରୁ ବଙ୍ଗଳା ମନ୍ମଦ ଉଦ୍ୟାନଠାରେ ସମୁଦ୍ରରେ ମିଶୁଛି। ଯେଉଁ ସ୍ଥାନରେ ମହାନଦୀ ବନ୍ୟାଜଳ ସମୁଦ୍ରରେ ମିଶୁଛି ସେଠାରେ ଏବେ କୂଳ କ୍ଷୟ ହେବାରେ…

ଆଳିରେ ପ୍ରଥମ ବନ୍ୟା: ୧୫ରୁ ଊର୍ଦ୍ଧ୍ୱ ଗାଁ ଜଳବନ୍ଦୀ

ଆଳି,୫ା୮(ବନମାଳୀ ସେନାପତି ): ଆଳି ବ୍ଲକକୁ ଚତୁଃପାର୍ଶ୍ୱରେ ଘେରି ରହିଥିବା ବ୍ରାହ୍ମଣୀ, ଖରସ୍ରୋତା ଓ ଶାଖା କାଣୀ ନଦୀର ଜଳସ୍ତର ବୃଦ୍ଧି ପାଇଛି। ନଦୀ ଜଳସ୍ତର ବୃଦ୍ଧି ପାଇ ବ୍ଲକର ପେତପଡ଼ା ପଞ୍ଚାୟତର ପେତପଡ଼ା, ଖରଖରି, ବାରମାଣିଆ, ଠାକୁରପାଟଣା, କୋଳିଡିହ ପଞ୍ଚାୟତର…

୬ ସପ୍ତାହରେ ନୂଆ ମେଧା ତାଲିକା ପ୍ରକାଶ କର: ହାଇକୋର୍ଟ

କଟକ,୫ା୮ (କାର୍ତ୍ତିକ ସାହୁ): ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀର ଚୟନ ପ୍ରକ୍ରିୟା ଆଗାମୀ ୬ ସପ୍ତାହ ମଧ୍ୟରେ ଶେଷ କର। ହାଇକୋର୍ଟ ବିଚାରପତି ଆଦିତ୍ୟ କୁମାର ମହାପାତ୍ର ଏ ସଂକ୍ରାନ୍ତୀୟ ଅଦାଲତ ଅବମାନନା ମାମଲାର ଶୁଣାଣି କରି ଶୁକ୍ରବାର ଓଡ଼ିଶା…

ରଥଯାତ୍ରାରେ ରତ୍ନଭଣ୍ଡାର ଖୋଲିବାକୁ ସୁପାରିସ

ପୁରୀ,୫ା୮(ଅଜିତ ମହାନ୍ତି): ଦୀର୍ଘବର୍ଷ ଧରି ବାଦବିବାଦ ଲାଗିରହିଥିବା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ଉପରେ ଶେଷରେ ଆଶା ସଞ୍ଚାର ହୋଇଛି। ୨୦୨୪ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିପାରେ। ସେ ସମୟରେ ରତ୍ନଭଣ୍ଡାର ଭିତର ଅଂଶ ମରାମତି ହେବା ସହ…

ରଥଯାତ୍ରାରେ ରତ୍ନଭଣ୍ଡାର ଖୋଲିବାକୁ ସୁପାରିସ

ପୁରୀ,୪।୮(ଅଜିତ ମହାନ୍ତି): ଦୀର୍ଘବର୍ଷ ଧରି ବାଦବିବାଦ ଲାଗିରହିଥିବା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ଉପରେ ଶେଷରେ ଆଶା ସଞ୍ଚାର ହୋଇଛି। ୨୦୨୪ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିପାରେ। ସେ ସମୟରେ ରତ୍ନଭଣ୍ଡାର ଭିତର ଅଂଶ ମରାମତି ହେବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?