ଆମ ଜିଲା ଖବର

ବନ୍ୟା ବେଳେ ଦୁର୍ବଳ ହେଉଛି ନଦୀବନ୍ଧ କାମ

ମହାକାଳପଡ଼ା,୫ା୮ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ହେଉଥିବା ମହାନଦୀ, ଲୁଣା ଓ ପାଇକା ନଦୀରେ ଜଳସ୍ଥର ଶୁକ୍ରବାର ସା ସୁଦ୍ଧା ବୃଦ୍ଧି ପାଇବାରେ ଲାଗିଛି। ବନ୍ୟା ଜଳ ଘେରରେ ବ୍ଲକର ତିଖିରି, ଅମେଇପାଳ, ଖୁରୁସିଆ,…

ଉଜୁଡ଼ିଯାଉଛି ମନ୍ମଦ ଉଦ୍ୟାନ: ବିପଦରେ ଭ୍ୟୁ ଟାୱାର

ପାରାଦୀପ,୫।୮(ଶରତ ରାଉତ): ମହାନଦୀରେ ଏବେ ମଧ୍ୟମ ଧରଣର ବନ୍ୟା ସୃଷ୍ଟି ହୋଇଛି। ଏହି ବନ୍ୟା ଜଳ ପାରାଦୀପର ନେହେରୁ ବଙ୍ଗଳା ମନ୍ମଦ ଉଦ୍ୟାନଠାରେ ସମୁଦ୍ରରେ ମିଶୁଛି। ଯେଉଁ ସ୍ଥାନରେ ମହାନଦୀ ବନ୍ୟାଜଳ ସମୁଦ୍ରରେ ମିଶୁଛି ସେଠାରେ ଏବେ କୂଳ କ୍ଷୟ ହେବାରେ…

ଆଳିରେ ପ୍ରଥମ ବନ୍ୟା: ୧୫ରୁ ଊର୍ଦ୍ଧ୍ୱ ଗାଁ ଜଳବନ୍ଦୀ

ଆଳି,୫ା୮(ବନମାଳୀ ସେନାପତି ): ଆଳି ବ୍ଲକକୁ ଚତୁଃପାର୍ଶ୍ୱରେ ଘେରି ରହିଥିବା ବ୍ରାହ୍ମଣୀ, ଖରସ୍ରୋତା ଓ ଶାଖା କାଣୀ ନଦୀର ଜଳସ୍ତର ବୃଦ୍ଧି ପାଇଛି। ନଦୀ ଜଳସ୍ତର ବୃଦ୍ଧି ପାଇ ବ୍ଲକର ପେତପଡ଼ା ପଞ୍ଚାୟତର ପେତପଡ଼ା, ଖରଖରି, ବାରମାଣିଆ, ଠାକୁରପାଟଣା, କୋଳିଡିହ ପଞ୍ଚାୟତର…

୬ ସପ୍ତାହରେ ନୂଆ ମେଧା ତାଲିକା ପ୍ରକାଶ କର: ହାଇକୋର୍ଟ

କଟକ,୫ା୮ (କାର୍ତ୍ତିକ ସାହୁ): ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀର ଚୟନ ପ୍ରକ୍ରିୟା ଆଗାମୀ ୬ ସପ୍ତାହ ମଧ୍ୟରେ ଶେଷ କର। ହାଇକୋର୍ଟ ବିଚାରପତି ଆଦିତ୍ୟ କୁମାର ମହାପାତ୍ର ଏ ସଂକ୍ରାନ୍ତୀୟ ଅଦାଲତ ଅବମାନନା ମାମଲାର ଶୁଣାଣି କରି ଶୁକ୍ରବାର ଓଡ଼ିଶା…

ରଥଯାତ୍ରାରେ ରତ୍ନଭଣ୍ଡାର ଖୋଲିବାକୁ ସୁପାରିସ

ପୁରୀ,୫ା୮(ଅଜିତ ମହାନ୍ତି): ଦୀର୍ଘବର୍ଷ ଧରି ବାଦବିବାଦ ଲାଗିରହିଥିବା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ଉପରେ ଶେଷରେ ଆଶା ସଞ୍ଚାର ହୋଇଛି। ୨୦୨୪ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିପାରେ। ସେ ସମୟରେ ରତ୍ନଭଣ୍ଡାର ଭିତର ଅଂଶ ମରାମତି ହେବା ସହ…

ରଥଯାତ୍ରାରେ ରତ୍ନଭଣ୍ଡାର ଖୋଲିବାକୁ ସୁପାରିସ

ପୁରୀ,୪।୮(ଅଜିତ ମହାନ୍ତି): ଦୀର୍ଘବର୍ଷ ଧରି ବାଦବିବାଦ ଲାଗିରହିଥିବା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ଉପରେ ଶେଷରେ ଆଶା ସଞ୍ଚାର ହୋଇଛି। ୨୦୨୪ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିପାରେ। ସେ ସମୟରେ ରତ୍ନଭଣ୍ଡାର ଭିତର ଅଂଶ ମରାମତି ହେବା ସହ…

ଭାରପ୍ରାପ୍ତ ଏଆର୍‌ସିଏସ୍‌ଙ୍କ ବିରୋଧରେ ଧାରଣାରେ ବସିଲେ ଚାଷୀ

ନୀଳଗିରି, ୪ା୮(ସ୍ବ.ପ୍ର.): ନୀଳଗିରି ସମବାୟ ସମିତି ସମୂହର ନୀଳଗିରି ସହକାରୀ ଭାରପ୍ରାପ୍ତ ନିବନ୍ଧକ ଲକ୍ଷ୍ମୀଧର ରାଉତ ବ୍ୟକ୍ତିଗତ ଆକ୍ରୋଶ ରଖି ସମିତି କାର୍ଯ୍ୟରେ ବାଧା ସୃଷ୍ଟି କରୁଥିବା ଅଭିଯୋଗ ନେଇ ନୀଳଗିରି ସହକାରୀ ନିବନ୍ଧକ କାର୍ଯ୍ୟାଳୟ ଆଗରେ ୩୦୦ ଶହରୁ ଅଧିକ…

ଲଗାଣ ବର୍ଷା କଲା ବାସହରା

ଜମନକିରା,୪ା୮(ରବୀନ୍ଦ୍ର ପ୍ରସାଦ ଦାନି): ଲଘୁଚାପ ଜନିତ ଲଗାଣ ବର୍ଷାରେ ଜମନକିରା ବ୍ଲକ ଅଞ୍ଚଳରେ ବହୁ ପରିବାର ବାସହରା ହୋଇପଡିଛନ୍ତି। ସୂଚନା ଅନୁଯାୟୀ, ବ୍ଲକ ଅଧୀନ ୨୧ ପଞ୍ଚାୟତରେ ବର୍ଷା ବିତ୍ପାତ ଦେଖାଦେଇଛି। କେଉଁଠି ଚାଷଜମି ବୁଡିରହିଛି ତ ଆଉ କେଉଁଠି ଘରେ…

ଟ୍ରକକୁ ପଛରେ ପିଟିଲା ଟ୍ରକ, ଚାଳକ ଜୀବନ୍ତ ଦଗ୍ଧ

କେନ୍ଦୁଝର,୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅଧୀନ କେନ୍ଦୁଆ ଗ୍ରାମ ନିକଟ ୪୯ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଟ୍ରକ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଫଳରେ ରାସ୍ତାର ଗୋଟିଏ ପାର୍ଶ୍ୱରେ…

ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୫ଟି ଗେଟ୍‌

ସମ୍ବଲପୁର,୪।୮: ହୀରାକୁଦ ଡ୍ୟାମର ଆଉ ୫ଟି ଗେଟ୍‌ ଶୁକ୍ରବାର ଖୋଲିଛି। ପୂର୍ବରୁ ୨ଗେଟ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଥିଲା। ଏବେ ୫ଟି ଗେଟ ଖୋଲିବା ପରେ ୭ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି। ଗେଟ ଖୋଲାଯିବା ନେଇ ତଳିଅଞ୍ଚଳରେ…

ମଦ ବିକିବା ବେଳେ ଧରାପଡ଼ିଲେ

ଗୋପାଳପୁର,୪ା୮(ନବୀନରାଜ ଆଚାରୀ): ଚୋରା ଦେଶୀ ମଦ ବିକ୍ରି କରୁଥିବା ଅଭିଯୋଗରେ ଗୋଳନ୍ଥରା ଥାନା ପୋଲିସ ଶୁକ୍ରବାର ଜଣେ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ତତଡାପୁଲୀ ଗ୍ରାମର ଏମ. କାମେୟା (୪୫)। ତତଡାପୁଲୀ ଗ୍ରାମରେ କାମେୟା ଗତ…

ଦଶମନ୍ତପୁର ଥାନା ଆଇଆଇସି ନିଲମ୍ବିତ

କୋରାପୁଟ,୪।୮: କୋରାପୁଟ ଜିଲା ଦଶମନ୍ତପୁର ଥାନା ଆଇଆଇସି ଚନ୍ଦ୍ରଭାନୁ ମହାନ୍ତିଙ୍କୁ ନିଲମ୍ବନ କରାଯାଇଛି। ଏକ ଲାଞ୍ଚ ମାମଲାରେ ଗିରଫ ହୋଇଥିବା ଯୋଗୁ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ତାଙ୍କୁ ନିଲମ୍ବନ କରିଛନ୍ତି। ଚନ୍ଦ୍ରଭାନୁ ମହାନ୍ତି ଗତ ମାସ ଜୁଲାଇ ୨୮ ତାରିଖରେ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?