Odisha Elections 2024

ଆମ ଜିଲା ଖବର

ଯୌତୁକ ନିର୍ଯାତନା, ସ୍ବାମୀ ଅଟକ

ଗଞ୍ଜାମ,୧୮।୩(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ତାଙ୍କ ଶାଶୁଘର ଲୋକ ଯୌତୁକ ନିର୍ଯାତନା ଦେଉଥିବା ନେଇ ଗଞ୍ଜାମ ଥାନାରେ ଅଭିଯୋଗ ହୋଇଛି l ଏତଲା ପରେ ଗଞ୍ଜାମ ଥାନା ପୋଲିସ ପକ୍ଷରୁ କେସ୍‌ ନମ୍ବର ୫୩/୨୧ରେ ମାମଲା ରୁଜୁ...

ଖୋଲିବ କ୍ରୀଡ଼ାବିତ୍‌ଙ୍କ ଭାଗ୍ୟ

କାମାକ୍ଷାନଗର, ୧୮।୩ (ଡି.ଏନ.ଏ.):  ପ୍ରତିଭାବାନ କ୍ରୀଡ଼ାବିତ୍‌ଙ୍କ ପେଣ୍ଠସ୍ଥଳ ଓଡ଼ିଶାର ଗ୍ରାମାଞ୍ଚଳ। ହେଲେ ସମସ୍ତଙ୍କୁ ମିଳୁନି ପ୍ରତିଭା ପ୍ରଦର୍ଶନର ସୁଯୋଗ। ଲୋକଲୋଚନକୁ ଆସି ନ ପାରି ଲୁଚି ରହିଯାଉଛି ସେମାନଙ୍କ ଦକ୍ଷତା। ଏଭଳି ଦକ୍ଷ କ୍ରୀଡ଼ାବିତ୍‌ଙ୍କୁ ପରିଚୟ ଦେବାକୁ ସରକାର ଗୁରୁତ୍ୱ...

ଉନ୍ନତୀକରଣ ଦିଗରେ ଉଷ୍ଣ ପ୍ରସ୍ରବଣ

ଖମାର,୧୮ା୩:  ଅନୁଗୋଳ ଜିଲା ପାଲଲହଡ଼ା ଅଞ୍ଚଳରେ ପର୍ଯ୍ୟଟନର ଭରପୂର ଭିତ୍ତିଭୂମି ରହିଛି। କିନ୍ତୁ ସରକାର ଏଥିପ୍ରତି ଦୃଷ୍ଟି ଦେଉ ନ ଥିବାରୁ ଅନେକ ଦର୍ଶନୀୟ ସ୍ଥାନ ଏବେ ବି ଲୋକଲୋଚନକୁ ଆସିପାରି ନାହିଁ। ରୋହିଲା ପଞ୍ଚାୟତ ମଗରମୁହାଣ ଗ୍ରାମସ୍ଥିତ ମଗରନାକ ଉଷ୍ଣ...

ଖୁବ୍‌ଶୀଘ୍ର ସପ୍ତଶଯ୍ୟାର ନବକଳେବର

ଢେଙ୍କାନାଳ ଅଫିସ, ୧୮।୩:  ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ପ୍ରମୁଖ ସ୍ଥାନ ହାସଲ କରିଥିବା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟାର ଖୁବ୍‌ଶୀଘ୍ର ନବକେଳବର ହେବ। ସବୁଜ ବନାନୀରେ ଭରା ଏହି ସ୍ଥାନକୁ ଆହୁରି ଆକର୍ଷଣୀୟ କରିବା ଲାଗି ଆବଶ୍ୟକ ପଦକ୍ଷେପ ନିଆଯିବ।...

ଅବ୍ୟବସ୍ଥା ନେଇ ଅସନ୍ତୋଷ

ଅନୁଗୋଳ ଅଫିସ, ୧୮।୩:  ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ମହିଳା ଓ ପ୍ରସୂତି ବିଭାଗ ରୋଗୀଙ୍କୁ ଠିକ୍‌ ଭାବେ ଅଲଟ୍ରାସାଉଣ୍ଡ ସେବା ମିଳୁନାହିଁ। ଦାୟିତ୍ୱରେ ଥିବା ମହିଳା ଡାକ୍ତର ଜଣକ ସ୍ବାମୀଙ୍କ ଚିକିତ୍ସା ପାଇଁ ବାରମ୍ବାର ଛୁଟିରେ ଯାଉଥିବାରୁ ଏହି ସେବା...

ବିପଦ ମୁହଁରେ ୨୫ ଗାଁ

ଲଙ୍ଗଳେଶ୍ୱର, ୧୮।୩ (ଡି.ଏନ.ଏ.)-ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ସାମୁଦ୍ରିକ ବାତ୍ୟା ଯୋଗୁ ବିଭିନ୍ନ ସ୍ଥାନରେ ତଟକ୍ଷୟ ହେବାରେ ଲାଗିଛି। ବାଲେଶ୍ୱର ଜିଲା ବାଲିଆପାଳବାସୀଙ୍କ ପାଇଁ ଏହାର ଦୁଃଖର କାରଣ ହୋଇଛି। ସମୁଦ୍ର ଉପକୂଳବର୍ତ୍ତୀ ୫ଟି ପଞ୍ଚାୟତର ୨୫ରୁ ଉର୍ଦ୍ଧ୍ୱ ଗାଁ ଏବେ...

ଆଧାର କାର୍ଡରେ ଭୁଲ୍‌ ଜନ୍ମ ତାରିଖ: ଭତ୍ତା ପାଇବାରୁ ବଞ୍ଚିତ ଦୁଇଭାଇ

ଚମ୍ପୁଆ, ୧୮।୩ (ଡି.ଏନ.ଏ)- ପରିଚୟ ପତ୍ର ମାଧ୍ୟମରେ ମଣିଷ ପରିଚୟ ପାଏ ସତ ମାତ୍ର ଉକ୍ତ ପରିଚୟ ପତ୍ରରେ ଯଦି ଜନ୍ମ ତାରିଖ ଭୁଲ ହୋଇଯାଏ ତେବେ ମଣିଷ ପାଇଁ ସରକାରୀ ଯୋଜନା ପାଲଟିଯାଏ ସାତ ସପନ। ଏଭଳି ଏକ...

ଓଡ଼ିଆରେ ଲେଖାଯିବ ନାମଫଳକ

ଖୋର୍ଦ୍ଧା ଅଫିସ,୧୮ା୩:ଏପ୍ରିଲ ୧ରେ ଖୋର୍ଦ୍ଧା ସଦର ମହକୁମାରେ ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ କରାଯିବ। ଏ ନେଇ ବୁଧବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ କୁମାର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଏପ୍ରିଲ...

ଶ୍ରୀମନ୍ଦିର ସୁରକ୍ଷା ପରଖିଲା ଏନ୍‌ଏସ୍‌ଜି ଟିମ୍‌

ପୁରୀ ଅଫିସ,୧୮।୩:ନ୍ୟାଶନାଲ ସିକ୍ୟୁରିଟି ଗାର୍ଡ (ଏନ୍‌ଏସ୍‌ଜି)ର ୩ ଜଣିଆ ଟିମ୍‌ ବୁଧବାର ପୁରୀରେ ପହଞ୍ଚି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଛି। ଏହି ଟିମ୍‌ର ସଦସ୍ୟମାନେ ପ୍ରଥମେ ଉତ୍ତର ଦ୍ୱାର ଓ ପରେ ଶ୍ରୀମନ୍ଦିର ଚାରିପାଖ ବୁଲି ସ୍ଥିତି ସମୀକ୍ଷା...

ରାଜ୍ୟର ୨୪୬୭ ଗାଁ ଅପହଞ୍ଚ

ଯାଜପୁର ଅଫିସ,୧୮ା୩:ରାଜ୍ୟର ୨୪୬୭ ଗାଁ ଏବେ ବି ଅପହଞ୍ଚ ଅବସ୍ଥାରେ ରହିଛି। ଏହି ଗାଁଗୁଡିକୁ ଆଜି ପର୍ଯ୍ୟନ୍ତ ରାସ୍ତା ସଂଯୋଗ ହୋଇନାହିଁ ା ସେଥିମଧ୍ୟରୁ ରାୟଗଡ଼ା ଜିଲାରେ ସର୍ବାଧିକ ୩୦୫ ଗ୍ରାମ ରହିଥିବା ବେଳେ ଦ୍ୱିତୀୟରେ କଳାହାଣ୍ଡି ଜିଲାର ୨୭୦...

କିଣିଲେନି କେହି, ମାଗଣାରେ ବାଣ୍ଟିଲେ ଟମାଟୋ

କୁଆଁରମୁଣ୍ଡା,୧୭।୩: ସୁନ୍ଦରଗଡ଼ ଜିଲାର ବୀରମିତ୍ରପୁର ପୌରାଞ୍ଚଳର ବୁଧବାର ସାପ୍ତାହିକ ବଜାରରେ ଟମାଟୋ କେହି ନ କିଣିବାରୁ ଚାଷୀମାନେ ଶେଷରେ ମାଗଣା ବାଣ୍ଟିଥିବା ଦେଖିବାକୁ ମିଳିଛି। ଚାଷୀମାନେ ବଜାରକୁ ପୂର୍ବାହ୍ନ ୧୦ଟାରେ ଆସିଥିଲେ। ଦୀର୍ଘ ସମୟ ବିକ୍ରି ପାଇଁ ଅପେକ୍ଷା କରିଥିଲେ।...

ପ୍ରବାସୀଙ୍କୁ ଯାତ୍ରା ମନା

ଛତ୍ରପୁର,୧୭ା୩: ଗଞ୍ଜାମ ଜିଲାରେ ପୁଣି କରୋନା ସଂକ୍ରମଣ ବଢିବା ସମ୍ଭାବନା ରହିଥିବାରୁ ଜିଲାବାସୀଙ୍କୁ ସତର୍କ ରହିବାକୁ ହେବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ଭର୍ଚୁଆଲ ବୈଠକରେ ଅବଗତ କରାଇଛନ୍ତି। ଜିଲାରେ ଆଗକୁ ଦୋଳଯାତ୍ରା, ତାରାତାରିଣୀଙ୍କ ଯାତ୍ରା ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri