ଆମ ଜିଲା ଖବର

ସରକାରୀ ଜମି ଜବରଦଖଲ: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ଅଧିକାରୀଙ୍କ ଫୁ

ପଟ୍ଟାମୁଣ୍ଡାଇ, ୮ା୧୧ (କଳ୍ପତରୁ ନାୟକ):ସରକାରୀ ଜମିରୁ ଜବରଦଖଲ ଓ ଏହାର ସୁରକ୍ଷା ପ୍ରସଙ୍ଗରେ ରାଜ୍ୟ ସରକାର ନୀତିଗତ ନିଷ୍ପତ୍ତି ନେଇଛନ୍ତି। ଏହି ପ୍ରସଙ୍ଗକୁ ସରକାର ପ୍ରାଥମିକତା ଦେଇ ବେଆଇନ ଜବରଦଖଲ ଉଚ୍ଛେଦ ପାଇଁ ଫଳପ୍ରଦ ପଦକ୍ଷେପ ନିଆଯାଉଛି ବୋଲି ଅକ୍ଟୋବର ୨୯ରେ…

ଗହୀରମଥାରେ ପେଣ୍ଟଡ୍‌ ଷ୍ଟ୍ରକ୍‌: ସୁରକ୍ଷିତ ଆଶ୍ରୟ ପାଲଟିଛି ଲୁଣା ହେନ୍ତାଳ ଜଙ୍ଗଲ

ମହାକାଳପଡ଼ା, ୮ା୧୧ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଞ୍ଚଳ ଜୈବ ବିବିଧତା ପରିବେଷ୍ଟିତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଲୁଣା ହେନ୍ତାଳ ଜଙ୍ଗଲ ଅଞ୍ଚଳ ଖୁବ୍‌ ମନୋରମ। ଏଠାରେ ପ୍ରାକୃତିକ ଶୋଭା ମନମୁଗ୍ଧକର ଶୋଭା ବର୍ଦ୍ଧନକରେ ବିଭିନ୍ନ ଦେଶୀ ବିଦେଶୀ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ନାବାଳକ: ଜଣାପଡ଼ିବା ପରେ ଘଟିଲା…

ଦେବଗଡ଼,୮।୧୧(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ ନାବାଳକ ଗିରଫ। ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳରେ ଏଭଳି ଏକ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି । ଅପହୃତା ନାବାଳିକାଙ୍କୁ ଉଦ୍ଧାର କରାଯାଇଥିବାବେଳେ ଅପହରଣ କରିଥିବା ୧୭ ବର୍ଷର ନାବାଳକକୁ ଗିରଫ…

ନୂଆପଡ଼ା ଉପନିର୍ବାଚନ: ଭୋଟର ନୀରବ

ନୂଆପଡ଼ା,୮ା୧୧(ପୀତାମ୍ବର ସାହୁ):ଉପନିର୍ବାଚନ ପାଇଁ ନୂଆପଡ଼ା ଉଠୁଛିପଡୁଛି। ପ୍ରଚାରରେ କମ୍ପୁଛି ଗାଁଠୁ ସହର। ତିନି ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସମେତ ଅନ୍ୟ ୧୧ ପ୍ରାର୍ଥୀ ପ୍ରଚାରକୁ ଜୋରଦାର କରିଛନ୍ତି। ଏହା ଭିତରେ ଭାଜପା, ବିଜେଡି ଓ କଂଗ୍ରେସ ଦଳର…

ଚାକିରି ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ କଲେ ବିକ୍ରି , ବଳାତ୍କାର ବି କରି… ଘଟଣା ଜାଣିଲେ ଛାତି ଥରିଉଠିବ

ଫୁଲବାଣୀ/କୋଟଗଡ, ୮ା୧୧(ରାକେଶ କୁମାର ରାଉତ/ସରୋଜ ବଳିୟାରସିଂ): କନ୍ଧମାଳ ଜିଲା କୋଟଗଡ଼ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଚାକିରି ପ୍ରଲୋଭନ ଦେଖାଇ ମଧ୍ୟପ୍ରଦେଶରେ ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି। ଚାଲାଣକାରୀ ସମ୍ପୃକ୍ତା ନାବାଳିକାଙ୍କୁ ବଳାତ୍କାର ମଧ୍ୟ କରିଛନ୍ତି। ଘଟଣାର ଦୁଇ ମାସ ପରେ…

ବ୍ରହ୍ମପୁର ଯାଉଥିବା ବେଳେ ବସ୍‌ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଚାଲିଗଲା ପ୍ରକାଶଙ୍କ ଜୀବନ, ଗୁରୁତର ଛାତ୍ରୀ…

ବ୍ରାହ୍ମଣୀଗାଁ,୭।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନାସ୍ଥିତ ବଡ଼ଶଙ୍ଖଠାରେ ମର୍ମନ୍ତୁଦ ଦୁର୍ଘଟଣା। ବସ ଓ ବାଇକ  ମୁହାଁମୁହିଁ ଧକ୍କାରେ ଜଣେ ମୃତ, ଅନ୍ୟ ଜଣେ ଗୁରୁତର। ମୃତକ ଜଣକ ହେଲେ କିନାରୀଗାଁର ପ୍ରକାଶ ବଡ଼ାଇକ(୩୯ )। ସେହିଭଳି ଗୁରୁତର ଛାତ୍ରୀ ଜଣକ…

ବେଆଇନ ବାଲି ଉତ୍ତୋଳନକୁ ବିରୋଧରେ ଜିଲାପାଳଙ୍କୁ ସ୍ମାରକପତ୍ର

ଦିଗପହଣ୍ଡି,୭।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡ ଗୋବିନ୍ଦପୁର ପଞ୍ଚାୟତ ଧାନ୍ୟରାଶି ଗ୍ରାମ ନିକଟରେ ପ୍ରବାହିତ ବାହୁଦା ନଦୀରୁ ବେଆଇନ ବାଲି ଉତ୍ତୋଳନ କରାଯାଉଛି। ନଦୀ କୂଳହୁଡ଼ା ଭାଙ୍ଗି ଟ୍ରାକ୍ଟର, ଟିପର୍‌ ଦ୍ୱାରା ବାଲି ଚୋରା ଚାଲାଣ କରାଯାଉଥିବା…

ମୋରଡ଼ା ପଞ୍ଚାୟତ ସମିତିର ସ୍ବତନ୍ତ୍ର ଅଧିବେଶନ

ମୋରଡ଼ା,୭ା୧୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ପଞ୍ଚାୟତ ସମିତିର ସ୍ବତନ୍ତ୍ର ସାଧାରଣ ଅଧିବେଶନ ଚିତ୍ରଡାସ୍ଥିତ ବ୍ଲକ କାଯଳୟ କନଫରେନ୍ସ ହଲରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ ପୀଥନାଥ ସୋରେନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅଧିବେଶନରେ ବିଡିଓ ଅଣାକର ନାଏକ, ଅତିରିକ୍ତ ତହସିଲଦାର ଜୟନ୍ତ…

ନୂଆପଡ଼ା ଉପ ନିର୍ବାଚନ: ବନ୍ଦ ରହିବ ବରଗଡ଼ର ଏହି ଦୋକାନ

ବରଗଡ଼,୭।୧୧(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ନୂଆପଡ଼ା ଉପ ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ତେବେ ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୯ତାରିଖ ଅପରାହ୍ନ ୪ଟାରୁ ୧୧ତାରିଖ ଭୋଟ ଗ୍ରହଣ ସରିବା ପର୍ଯ୍ୟନ୍ତ ନୂଆପଡ଼ା ସୀମାନ୍ତ ବରଗଡ଼ ଜିଲାର ପାଇକମାଳ ଏବଂ…

ନବୀନଙ୍କ ଗସ୍ତର ଏପାଖସେପାଖ: ନବୀନଙ୍କ ରୋଡ ଶୋ’ ଦେଖିଲେ ଢୋଲକିଆ ପରିବାରର

ନୂଆପଡ଼ା,୭ା୧୧ (ମକାରୁ ବେମାଲ): ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ୍‌ ଶୋ ଅବସରରେ ଖରିଆର ରୋଡ୍‌ ଏନ୍‌ଏସି ଓ ନୂଆପଡ଼ା ସହରରେ ଲୋକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ଯେଉଁପଟେ ଦେଖିଲେ ଶଙ୍ଖ ଝଣ୍ଡା ଓ ନବୀନ ଧ୍ୱନି ପଡୁଥିଲା। ନବୀନଙ୍କୁ…

କାର୍‌ ସହ ୧୫୦ କେଜି ଗଞ୍ଜେଇ ଜବତ, ଯୁବକ ଗିରଫ

ବ୍ରହ୍ମପୁର,୭ା୧୧( ସୁବାସ ଚନ୍ଦ୍ର ପାଢ଼ୀ): ଅବକାରୀ ଯୁଗ୍ମ କମିଶନର ଡମ୍ବୁରଧର ଖଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବା ପାଇଁ ବ୍ରହ୍ମପୁରରେ ଥିବା ଦକ୍ଷିଣାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଡିଏସପି ଶ୍ରୁତିକାନ୍ତ ରାଉତଙ୍କ ନେତୃତ୍ୱରେ ଏକ ଟିମ ଗଠନ ହୋଇଛି। ଉକ୍ତ ଟିମ…

ବିବାହ ବନ୍ଧନରେ ଆବଦ୍ଧ ହେଲେ ଧରାକୋଟ ରାଜକୁମାରୀ

ଧରାକୋଟ,୭।୧୧: ଧରାକୋଟର ରାଜକୁମାରୀ ସୁଲକ୍ଷଣା ଗୀତାଞ୍ଜଳି ଶୁକ୍ରବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ବର୍ତ୍ତମାନ ଧରାକୋଟ ବ୍ଲକ ଚେୟାରମ୍ୟାନ୍‌ ଭାବେ କାର୍ଯ୍ୟ କରୁଛନ୍ତି। ରାଜମାତା ସାହେବ ନନ୍ଦିନୀ ଦେବୀ, ରାଜା ସାହେବ କିଶୋର ଚନ୍ଦ୍ର ସିଂ ଦେଓଙ୍କ ବଡ଼ ଝିଅ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri