ଆମ ଜିଲା ଖବର

୯ ପଞ୍ଚାୟତରେ ବନ୍ୟା ପରିସ୍ଥିତି, ହରିପୁର ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

କୁଜଙ୍ଗ,୪।୮(ମନୋଜ ପ୍ରଧାନ): ମହାନଦୀରେ ପ୍ରଥମ ବନ୍ୟାଜଳ ଆସିବା ଫଳରେ କୁଜଙ୍ଗ ବ୍ଲକର ୯ଟି ପଞ୍ଚାୟତରେ ବନ୍ୟାପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଧୋଇଆ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ଗୁରୁବାର କୁଜଙ୍ଗ ବ୍ଲକ ସାଇଲୋ ପଞ୍ଚାୟତର ହରିପୁର ଗ୍ରାମକୁ ବନ୍ୟାଜଳ ପ୍ରବେଶ କରି ନ…

ଚାଲିପାରିଲା ନାହିଁ ପାସେଞ୍ଜର ଟ୍ରେନ୍‌

ଚଣ୍ଡିଖୋଲ,୪ା୮(ପ୍ରଦୀପ୍ତ କୁମାର ପୃଷ୍ଟି):ହରିଦାସପୁର-ପାରାଦୀପ ରେଳପଥ ନିର୍ମାଣ ହେଲେ ବିଶ୍ୱପ୍ରସିଦ୍ଧ ବୌଦ୍ଧ ପୀଠ ରନତ୍ଗିରି, ଉଦୟଗିରି, ଲଳିତଗିରି ସହିତ ଜାତୀୟ ଉଦ୍ୟାନ ଭିତର କନିକାକୁ ଦେଶ ବିଦେଶର ପର୍ଯ୍ୟଟକମାନେ ଆସିପାରିବେ। ଗମନାଗମନ ସୁବିଧା ହେଲେ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ହେବ। ପ୍ରକଳ୍ପ…

୨ ମାସରେ ପୂରଣ ପାଇଁ ସରକାରଙ୍କୁ ନିର୍ଦ୍ଦେଶ

କଟକ ଅଫିସ, ୪ା୮:ଓଡ଼ିଶା ହ୍ୟୁମାନ ରାଇଟ୍‌ସ କମିଶନ (ଓଏଚ୍‌ଆର୍‌ସି)ରେ ଖାଲି ପଡିଥିବା ସଦସ୍ୟ ପଦବୀ ଆସନ୍ତା ୨ ମାସ ମଧ୍ୟରେ ପୂରଣ କରିବାକୁ ହାଇକୋର୍ଟ ଗୁରୁବାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ…

ହାଇକୋର୍ଟରେ ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ,୪ା୮ (କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ହନିଟ୍ରାପ ଓ ବେଆଇନ ଅର୍ଥ କାରବାର ମାମଲାର ଅଭିଯୁକ୍ତ ଅର୍ଚ୍ଚନା ନାଗଙ୍କ ସହଯୋଗୀ ଖଗେଶ୍ୱର ପାତ୍ରଙ୍କ ଜାମିନ ଆବେଦନର ରାୟ ସଂରକ୍ଷିତ ରହିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମାମଲାରେ ଜାମିନ୍‌ରେ ମୁକୁଳିବା ପାଇଁ ଖଗେଶ୍ୱରଙ୍କ ଆବେଦନର ହାଇକୋର୍ଟରେ…

ସର୍ବସାଧାରଣ ପରିଦର୍ଶନ କରିବେ ହାଇକୋର୍ଟ

କଟକ,୪ା୮(କାର୍ତ୍ତିକ ସାହୁ):ବିଚାର ବ୍ୟବସ୍ଥାକୁ ଲୋକାଭିମୁଖୀ କରିବା ନିମନ୍ତେ ଓଡ଼ିଶା ହାଇକୋର୍ଟ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଆସନ୍ତା ୫ ତାରିଖଠାରୁ ଛୁଟିଦିନ ବ୍ୟତୀତ ପ୍ରତି ଶନିବାର ହାଇକୋର୍ଟ ସର୍ବସାଧାରଣଙ୍କ ପରିଦର୍ଶନ ନିମନ୍ତେ ଖୋଲାରହିବ। ସେଦିନ ଦୁଇଟି ପର୍ଯ୍ୟାୟରେ…

୬ ପଞ୍ଚାୟତ ବାହ୍ୟଜଗତରୁ ବିଚ୍ଛିନ୍ନ

ବାଙ୍କୀ,୪ା୮(ଜ୍ଞାନେନ୍ଦ୍ର ମୋହନ ମିଶ୍ର): ହୀରାକୁଦରୁ ବନ୍ୟାଜଳ ଛଡ଼ାଯିବା ପରେ ମହାନଦୀର ବାଙ୍କୀଠାରେ ବିପଦ ସଙ୍କେତ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି। ଏଠାରେ ବିପଦ ସଂକେତ ୭.୭୮ମିଟର ଥିବା ବେଳେ ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ୭.୮୧ମିଟର ବନ୍ୟାଜଳ ପ୍ରବାହିତ ହେଉଛି। ବାଙ୍କୀର…

ବନ୍ୟା ସମୟରେ ତାଳଦଣ୍ଡା କେନାଲ ସଫେଇ

ପାରାଦୀପ,୪ା୮(ଶରତ ରାଉତ): ପାରାଦୀପର ଜୀବନରେଖା କୁହାଯାଉଥିବା ତାଳଦଣ୍ଡା କେନାଲ ଏବେ ସଫେଇ ହେଉଛି। କେନାଲରେ ଥିବା ଯାବତୀୟ ଦଳକୁ ମେଶିନ ଦ୍ୱାରା କଢ଼ା ଯାଇ ରାସ୍ତା କଡ଼ରେ ରଖାଯାଉଛି। ପରେ କେନାଲରେ ଥିବା ପରିତ୍ୟକ୍ତ ପାଣିକୁ ଅଠରବାଙ୍କି ଲକ୍‌ ବାଟେ ନିଷ୍କାସନ…

ଭିତରକନିକା ରାସ୍ତା କାମ ବନ୍ଦ, ପର୍ଯ୍ୟଟକ ହୀନସ୍ତା

ରାଜନଗର,୪ା୮ (ଭାସ୍କର ରାଉତରାୟ): ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟଉଦ୍ୟାନକୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଗତ ମଙ୍ଗଳବାର ଖୋଲିଛି। ୩ ମାସ ଧରି ଭିତରକନିକା କୁମ୍ଭୀର ପ୍ରଜନନ ନିମନ୍ତେ ବନ୍ଦ ରହିବା ପରେ ଖୋଲି ଥିବାରୁ ଉତ୍ସାହର ସହ ପର୍ଯ୍ୟଟକମାନେ ଭିତରକନିକା ପରିଭ୍ରମଣରେ…

ନିର୍ମାଣାଧୀନ ଅଙ୍ଗନଓ୍ବାଡି କେନ୍ଦ୍ର କାନ୍ଥ ଭୁଶୁଡ଼ିଲା

ପଟ୍ଟାମୁଣ୍ଡାଇ,୪ା୮(ଅକ୍ଷୟ ବିଶ୍ୱାଳ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ୱାର୍ଡ ନଂ. ୮ରେର ନିର୍ମାଣାଧୀନ ଏକ ଅଙ୍ଗନଓ୍ବାଡି କେନ୍ଦ୍ରର ଗୋଟିଏ ପାର୍ଶ୍ୱ କାନ୍ଥ ଭୁଶୁଡି ପଡ଼ିଛି। ଅଙ୍ଗନଓ୍ବାଡି କେନ୍ଦ୍ରର ନିର୍ମାଣ ପାଇଁ ୭ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। କିନ୍ତୁ ନିମ୍ନମାନର କାମ ଯୋଗୁ କାନ୍ଥଟି ଭୁଶୁଡି…

ବୈତରଣୀ କୂଳବର୍ତ୍ତୀ ଗାଁରେ ଆତଙ୍କ

ଯାଜପୁର/ଝୁମ୍ପୁରି/ପ୍ରୀତିପୁର/ଯାଜପୁର ସଦର,୪ା୮(ହର୍ଷବର୍ଦ୍ଧନ ବେହେରା/ସରୋଜ ନାୟକ/ସୁଶାନ୍ତ ବେହୁରା/ସମର ବିଜୟ ଶରଣ) : ଯାଜପୁର ଜିଲା ଦେଇ ପ୍ରବାହିତ ଖରସ୍ରୋତା ଏବଂ ବୈତରଣୀ ଓ ଏହାର ଶାଖା କାଣୀ ନଦୀ କୂଳବର୍ତ୍ତି ଅଞ୍ଚଳରେ ଆତଙ୍କ ଖେଳି ଯାଇଛି। ଜିଲାର ବିଞ୍ଝାରପୁର, ଦଶରଥପୁର, ଯାଜପୁର ଓ…

ବ୍ରାହ୍ମଣୀ ପାଣି ଧୋୟାଞ୍ଚଳକୁ ବିଚ୍ଛିନ୍ନ କରିବ

କେନ୍ଦ୍ରାପଡ଼ା,୪ା୮ (ଜଗନ୍ନାଥ ଧଳ): ଲଗାଣ ବର୍ଷା ପରେ ମହାନଦୀରେ ବନ୍ୟା ଜଳ ଆସିଛି। ଗୁରୁବାର ସନ୍ଧ୍ୟା ସୁଦ୍ଧା ମୁଣ୍ଡଳୀଠାରେ ୯.୨୦ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେଉଛି ବୋଲି ଜଳ ସମ୍ପଦ ବିଭାଗ ସୂଚନା ଦେଇଛି। ସେହିପରି ରେଙ୍ଗାଲି ଗେଟ ଖୋଲିବା…

ନଦୀକୂଳିଆଙ୍କ ମନରେ ଛନକା

ରସୁଲପୁର,୪ା୮(ରଞ୍ଜିତ ରାଉତ): ରସୁଲପୁର ବ୍ଲକର ୨୮ ପଞ୍ଚାୟତକୁ ବ୍ରାହ୍ମଣୀ ଓ ତା’ର ଶାଖା ନଦୀ ଖରସ୍ରୋତା ଘେରିଛି। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବ୍ରାହ୍ମଣୀ ଓ ଖରସ୍ରୋତାରେ ପ୍ରଥମ ବନ୍ୟାଜଳ ପ୍ରବାହିତ ହେଉଛି। ଉଭୟ ନଦୀ ପଠାରେ ଥିବା ଚାଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?