ଆମ ଜିଲା ଖବର

ଲଗାଣ ବର୍ଷାରେ ସୁବର୍ଣ୍ଣପୁର ବେହାଲ୍‌

ସୋନପୁର,୩।୮(ମୃତ୍ୟୁଞ୍ଜୟ ଶତପଥୀ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣପୁର ସହର ସମେତ ସମଗ୍ର ଜିଲାରେ ପରିସ୍ଥିତି ବେହାଲ୍‌ ହୋଇପଡିଛି। ଲୋକେ ଘରୁ ବାହାରକୁ ଯାଇ ପାରୁନାହାନ୍ତି। ତଳିଆ ଅଞ୍ଚଳରେ ପାଣି ଜମି ରହିଛି। ସହରର ବିଭିନ୍ନ ଓ୍ବାର୍ଡରେ ଲୋକଙ୍କ ଘରେ ପାଣି…

ବଢୁଛି ମହାନଦୀ ଜଳସ୍ତର,ତଳିଆ ଅଞ୍ଚଳ ଜଳମଗ୍ନ

ବୌଦ୍ଧ,୩ା୮(ଅଜିତ କୁମାର ବାରିକ): ବୌଦ୍ଧ ଜିଲାରେ ଲଗାଣ ବର୍ଷା ଯୋଗୁ ଏକ ପ୍ରକାର ବନ୍ୟା ପରିସ୍ଥିତି ଦେଖାଦେଇଛି। ମହାନଦୀ ଜଳସ୍ତର ବଢିବା ସହିତ ବିଭିନ୍ନ ନଦୀ ଫୁଲିବାରେ ଲାଗିଛି। ଜିଲାର ତଳିଆ ଅଞ୍ଚଳ ଜଳମଗ୍ନ ହୋଇପଡିଛି। ଅନେକ ଲୋକଙ୍କ ଘରେ ପାଣି…

କାମରେ ଆସୁନି ସୋଲାର ଚାଳିତ ନଳକୂପ, ବର୍ଷାଦିନରେ ବି ଜଳକଷ୍ଟ

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଦୁର୍ଗମ ଆଡ଼କି ଗ୍ରାମରେ ପିଇବା ପାଇଁ ପାଣିର ଅଭାବ ଦେଖା ଯାଇଛି। ଏବେ ଲଘୁଚାପ ଜନିତ ବର୍ଷାରେ ସବୁଠାରୁ ଅଧିକ କଷ୍ଟ ଦେଖାଯାଇଛି। ଗ୍ରାମରେ ଶୁଦ୍ଧ ପାନୀୟଜଳ ପାଇବା ପାଇଁ…

ଲଗାଣ ବର୍ଷାରେ ଭାଙ୍ଗିଲା ଘର

ଦେବଗଡ଼,୩ା୮(ଶଶାଙ୍କ ଶେଖର ଝାଙ୍କର): ଲଗାଣ ବର୍ଷା ପ୍ରଭାବରେ ଦେବଗଡ଼ ପୌରାଞ୍ଚଳ ୧୧ ନମ୍ବର ଓ୍ବାର୍ଡ ମ୍ୟୁନିସିପାଲିଟି ସାହିର ଭକ୍ତବନ୍ଧୁ ହାତୀଙ୍କ ଘର ଭାଙ୍ଗି ଯାଇଥିବା ବେଳେ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡ଼ିଛି। ଭକ୍ତବନ୍ଧୁଙ୍କ ସ୍ତ୍ରୀ ଘର ଭିତରେ ରୋଷେଇ…

ଖୋଲିଲା ଗୋହିରା ଡ୍ୟାମ୍‌ର ଦୁଇ ଗେଟ୍‌

ଦେବଗଡ଼,୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅନ୍ତର୍ଗତ ଗୋହିରା ଡ୍ୟାମ୍‌ରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି। ୨ଟି ଗେଟ୍‌ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଥିବା ଜଣାପଡ଼ିଛି। ଗେଟ୍‌ ଖୋଲିବା ପୂର୍ବରୁ ବିଭାଗ ପକ୍ଷରୁ ତଳିଆ ଅଞ୍ଚଳର…

କାଜୁ ଜଙ୍ଗଲ ସଂଲଗ୍ନ ସୁରକ୍ଷା ବନ୍ଧ ପ୍ରଭାବିତ

ମହାକାଳପଡ଼ା,୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ୨ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ମହାନଦୀରେ ବନ୍ୟାଜଳ ପ୍ରବେଶ କରିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ରାମନଗର ପଞ୍ଚାୟତ ବାହାକୁଦ ଗ୍ରାମ ନିକଟରେ ମହାନଦୀ ବଙ୍ଗୋପସାଗର ମୁହାଁଣରେ…

ଲଗାଣ ବର୍ଷାରେ ବିଦ୍ୟାଳୟର ଅବସ୍ଥା ବେହାଲ

ସିନାପାଲି,୩।୮(ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ବ୍ଲକରେ ୫-ଟି ବିଦ୍ୟାଳୟ ରୁପାନ୍ତରୀକରଣ କାର୍ଯ୍ୟକ୍ରମ ପ୍ରଶାସନର ଅବହେଳା ଯୋଗୁ ପ୍ରହସନରେ ପରିଣତ ହୋଇଛି। ଗତ ମେ ପ୍ରଥମ ସପ୍ତାହରେ ଜିଲାରେ ତୃତୀୟ ପର୍ଯ୍ୟାୟ ୫-ଟି ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟ ମୁଖ୍ୟମନ୍ତ୍ରୀଙ୍କ ଦାରା ଉଦଘାଟିତ…

କଳାହାଣ୍ଡି ଜିଲାରେ ବର୍ଷା ବିତ୍ପାତ

ଭବାନୀପାଟଣା,୩।୮(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଯୋଗୁ କଳାହାଣ୍ଡି ଜିଲାରେ ଗତ ୩ ଦିନ ହେଲା ବର୍ଷା ଜାରି ରହିଛି। ଜୟପାଟଣା ବ୍ଲକ ବିମଳା ଗଁାର ଲକ୍ଷ୍ମଣ ନାଏକଙ୍କ ହଠାତ୍‌ ଘର ଭୁଶୁଡିଯିବାରୁ ୪ ଝିଅପୁଅ ଗୁରୁତର ଆହତ ହୋଇଛନ୍ତି।…

ଯାଜପୁର-ଢେଙ୍କାନାଳ ଯୋଗାଯୋଗ ବିଚ୍ଛିନ୍ନ

କାଳିଆପାଣି,୩।୮(ଅସିତ ମହାନ୍ତ):ଲଘୁଚାପ ଜନିତବର୍ଷା ଲାଗି ରହିଥିବାରୁ ଡମଶାଳ ନାଳେରେ ପାଣିଆସି ୨ ଯାଜପୁର ଓ ଢେଙ୍କାନାଳ ଜିଲାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ବହୁ ବର୍ଷ ପୂର୍ବରୁ ଡମଶାଳ ନାଳରେ ନିର୍ମାଣ ହୋଇଥିବା ପୋଲ ଭାଙ୍ଗି ଅସୁରକ୍ଷିତ ଅବସ୍ଥାରେ ରହିଥିବାବେଳେ ଦୁଇପଟ ସୁରକ୍ଷା…

ଅସ୍ଥାୟୀ ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ନୟାଗଡ଼,୩।୮(ଲୋକନାଥ ମିଶ୍ର)ନୟାଗଡ଼ ଜିଲାର ଶରଣକୁଳ ଲଡୁବାବାଙ୍କ ଧାମରୁ ଶ୍ରୀକ୍ଷେତ୍ର ପୁରୀକୁ ପଡିଥିବା ନୂଆ ଜଗନ୍ନାଥ ସଡ଼କର ଡିମିଶର ପନ୍ଦାରିଛକସ୍ଥିତ ଦୁଆଣ୍ଟ ପୋଲ ଭାଙ୍ଗିବାର ୨୦ ମାସ ବିତି ଯାଇଛି । ହେଲେ ସରକାର ପୋଲ ନିର୍ମାଣ କରିବାରେ ସକ୍ଷମ ହେଲେ ନାହିଁ…

ଛିଣ୍ଡା ପଲିଥିନ ତଳେ ବିତୁଛି ଜୀବନ

ଲହୁଣୀପଡ଼ା,୩ା୮(ଦାଶରଥି ପଣ୍ଡା): ମୁଣ୍ଡ ଗୁଞ୍ଜିବାକୁ ଭଲ ଘରେ ଖଣ୍ଡେ ନାହିଁ। ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ୭ ପ୍ରାଣୀ। ସରକାରୀ ଯୋଜନା କହିଲେ କେବଳ ୨୫ କେଜି ଚାଉଳ। ଏମାନଙ୍କ ପାଖରେ ନା ଅଛି ଘର, ନା ବିଜୁଳି, ନା ମିଳିଛି ଅନ୍ୟାନ୍ୟ…

ଫୁଲୁଛି ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ;୪ ପ୍ରମୁଖ ଡ୍ୟାମ୍‌ର ଜଳସ୍ତର ବୃଦ୍ଧି

ରାଉରକେଲା,୩ା୮(ବିପ୍ଳବ ରଞ୍ଜନ ଦାଶ): ଲଗାଣ ବର୍ଷାରେ ରାଉରକେଲା ନିକଟସ୍ଥ ୪ ପ୍ରମୁଖ ଡ୍ୟାମ ମଧ୍ୟର ଜଳସ୍ତର ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩ଟି ଡ୍ୟାମରୁ ଜଳ ନିଷ୍କାସନ ହେଉଥିବାବେଳେ ଗୋଟିଏ ଡ୍ୟାମରୁ ଜଳ ନିଷ୍କାସନ କରାଯାଇ ନାହିଁ। ଡ୍ୟାମରୁ ନିଷ୍କାସିତ ପାଣି, ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?